ରାଜ୍ୟ

ସୁସ୍ଥ ହେଲେ ୭୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦।୩ : ରାଜ୍ୟରେ ବୁଧବାର ୭୨ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ୩,୩୫,୩୨୨ରେ ପହଞ୍ଚିଛି। ପୁରୀରୁ ସର୍ବାଧିକ ୧୨, ସମ୍ବଲପୁରରୁ ୯, ବାଲେଶ୍ୱର ଓ ଝାରୁସୁଗୁଡ଼ାରୁ ୭, ସୁନ୍ଦରଗଡ଼ରୁ ୬, ଖୋର୍ଦ୍ଧା ଓ ମୟୁରଭଞ୍ଜରୁ ୫,…

ବନ୍ଦ ହେବାକୁ ଯାଉଛି ୧୮୯୦ରୁ ସେବା ଯୋଗାଉଥିବା ସମ୍ବଲପୁର ରୋଡ୍‌ ଷ୍ଟେଶନ

ସମ୍ବଲପୁର,୧୦ା୩(ବ୍ୟୁରୋ): ଦେଶ ସ୍ବାଧୀନ ପୂର୍ବରୁ ଅର୍ଥାତ୍‌ ୧୮୯୦ରେ ନିର୍ମାଣ ହୋଇଥିବା ସମ୍ବଲପୁର ରୋଡ୍‌ ଷ୍ଟେଶନ ବନ୍ଦ ହେବ। ଏ ନେଇ ରେଳ ସଦନ ଭୁବନେଶ୍ୱରର ପ୍ରିନ୍ସିପାଲ ଚିଫ୍‌ ଅପରେଶନ ମ୍ୟାନେଜରଙ୍କ ପକ୍ଷରୁ ନୋଟିସ୍‌ କରାଯାଇଛି। ସମ୍ବଲପୁର ରେଳ ମଣ୍ଡଳକୁ ମଧ୍ୟ ଏ…

ବାଜ୍ୟାପ୍ତ ହେଲା ଗଞ୍ଜେଇ ବ୍ୟବସାୟୀଙ୍କ ୯୬ଲକ୍ଷ ଟଙ୍କାର ସମ୍ପତ୍ତି

ଜୟପୁର ୧୦ା୩: ଗଞ୍ଜେଇ ଚାଲାଣ ଅଭିଯୋଗରେ ଗିରଫ ହୋଇଥିବା ୨ ଅଭିଯୁକ୍ତଙ୍କ ୯୬ଲକ୍ଷ ୫୦ ହଜାର ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କରାଯାଇଛି। ଏପରି ଘଟଣା ଜିଲାରେ ପ୍ରଥମ ବୋଲି ଜୟପୁର ଏସ୍‌ଡିପିଓ ଅରୂପ ଅଭିଷେକ ବେହେରା ଏକ ଖବରଦାତା ସମ୍ମିଳନୀରେ ସୂଚନା…

ନାବାଳିକା ବଳାତ୍କାର ମାମଲାରେ ୧୦ବର୍ଷ ଜେଲ୍‌ ଦଣ୍ଡାଦେଶ

ଭବାନୀପାଟଣା,୧୦।୩: ନାବାଳିକା ବଳାତ୍କାର ମାମଲାରେ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମର ଅଭିଯୁକ୍ତ ଚୌବନ ଜାନି(୩୦)ଙ୍କୁ ୧୦ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଜରିମାନା ଅନାଦେୟ…

ଯୌତୁକ ନିଆଁରେ ଜଳିଗଲେ ମହିଳା

ରାଜନଗର,୧୦।୩: ତାଳଚୁଆ ସାମୁଦ୍ରିକ ଥାନା ଅଧୀନ ବାଘମାରୀ ଗାଁରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାମ ବୈଶାଖୀ ପାଳ। ଶାଶୁ, ଶ୍ୱଶୁର, ସ୍ବାମୀ ଓ ଦିଅର ମିଶି ତାଙ୍କୁ ହତ୍ୟା କରିଥିବା ବୈଶାଖୀଙ୍କ ବାପା…

ଗାଈ ଫସଲ ଖାଇଦେବାରୁ ମହିଳାଙ୍କୁ ହତ୍ୟା କଲେ ମହିଳା

ଓଡ଼ଗାଁ,୧୦।୩: ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଓ ବାହାଡ଼ାଝୋଲା ଫାଣ୍ଡି ଅଧୀନ ବଧୁଲିପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ସାମାନ୍ୟ କଥାକୁ କେନ୍ଦ୍ର କରି ଦୁଇ ମହିଳାଙ୍କ ମଧ୍ୟରେ ହାତାହାତି ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ…

ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ: ଜିଲାବାସୀଙ୍କୁ ଭେଟିଦେଲେ ୪ ହଜାର କୋଟିର ପ୍ରକଳ୍ପ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ନୂଆପଡ଼ା ଓ ବଲାଙ୍ଗୀର ଜିଲାର ଚାଷଜମିକୁ ଜଳସେଚନ ସୁବିଧା ପାଇଁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ୬୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ଦ୍ୱାରା…

ରାଜ୍ୟରେ ୬୯ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ରାଜ୍ୟରେ ବୁଧବାର ୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଏପ୍ରିଲରୁ ରବିବାର କ୍ଲାସ ବନ୍ଦ

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ଆସନ୍ତା ଏପ୍ରିଲରୁ ସ୍କୁଲରେ ଆଉ ରବିବାର ପାଠପଢ଼ା ହେବ ନାହିଁ। ଏ ନେଇ ବୁଧବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ମନ୍ତ୍ରୀ ଦାସ କହିଛନ୍ତି ଯେ, ଏପ୍ରଲରୁ ରିଭିଜନ କ୍ଲାସ ଚାଲିବ।…

ଏମିତି ଆସେ ମୃତ୍ୟୁ: ମୁଣ୍ଡନ ପାଇଁ ଯାଉଥିବା ବେଳେ ଦୁର୍ଘଟଣାରେ ଚାଲିଗଲା ଶିଶୁଙ୍କ ଜୀବନ, ୧୨ ଆହତ

ସାକ୍ଷୀଗୋପାଳ, ୧୦।୩(ଡି.ଏନ୍‌.ଏ.): ଭୁବନେଶ୍ୱର-ପୁରୀ ୩୧୬ ନଂ. ଜାତୀୟ ରାଜପଥର ସାକ୍ଷୀଗୋପାଳ ଚଣାଗୋରଡା ବ୍ରିଜରେ ବୁଧବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ଜଣ ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଲେ ଲକ୍ଷ୍ମୀପ୍ରିୟା ରଣା (୫୮)…

‘ସ୍କୁଲରେ କମ୍ପ୍ୟୁଟର ଶିକ୍ଷା ବାଧ୍ୟତାମୂଳକ ହେଉ’

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ରାଜ୍ୟର ସରକାରୀ ସ୍କୁଲଗୁଡ଼ିକରେ କମ୍ପ୍ୟୁଟର ଶିକ୍ଷା ବାଧ୍ୟତାମୂଳକ କରିବା ଦାବିରେ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ମଙ୍ଗଳବାର ରାଜଭବନ ସମ୍ମୁଖରେ ଧାରଣା ଦିଆଯାଇଥିଲା। ମହାସଂଘ କର୍ମକର୍ତ୍ତା କହିଛନ୍ତି, ସ୍କୁଲରେ ପିଲାଙ୍କୁ କମ୍ପ୍ୟୁଟର ଶିକ୍ଷା ପ୍ରଦାନ ବିନା ଗୁଣାତ୍ମକ ଶିକ୍ଷାର…

ଆସିଲା ୯,୦୪,୧୮୦ କୋଭିଶିିଲ୍ଡ ଟିକା

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ସାରା ଦେଶରେ ଏବେ ଦ୍ୱିତୀୟ ପର୍ଯ୍ୟାୟ କୋଭିଡ୍‌ ଟିକାକରଣ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ମଧ୍ୟ ଟିକାକରଣ କାର୍ଯ୍ୟକ୍ରମ ଚାଲିଛି। ଯେଉଁଥିରେ ୬୦ବର୍ଷରୁ ଊର୍ଦ୍ଧ୍ୱ ଏବଂ ୪୫ରୁ ୫୯ ବର୍ଷ ମଧ୍ୟରେ ଥିବା ବହୁବିଧ ରୋଗୀଙ୍କୁ ଟିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri