ରାଜ୍ୟ

ରାଜ୍ୟ ସଭା ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା କରୁଛି ଘୋଡ଼ା ବେପାର

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ତେବେ ଏହାରି…

ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ

କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ସ୍ଥାନୀୟ ସରପଞ୍ଚ ସୁକୁରିଆ ମୁଣ୍ଡାଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଚାଲିଛି। ଦୀର୍ଘ ପ୍ରାୟ…

ଗ୍ୟାସ୍‌ ବିତରକ ସଂଘର ଉପସଭାପତିଙ୍କ ବଡ଼ ବୟାନ: କହିଲେ ଏଣିକି ଆଉ…

କଟକ,୧୪ା୩(ପ୍ରଭୁକଲ୍ୟାଣ ପାଲ): ଗ୍ୟାସ ଦର ବୃଦ୍ଧି ସାଙ୍ଗକୁ ଯୋଗାଣରେ କଟକଣା ଏବେ ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଛି। ଏଣିକି ବେହିସାବ ଗ୍ୟାସ ଜାଳିବା ପଡ଼ିବ ମହଙ୍ଗା। ବିଶେଷ କରି ଆଗକୁ ଆସୁଥିବା ବଡ଼ ବଡ଼ ଭୋଜିଭାତ ଏବଂ ବିବାହ କାର୍ଯ୍ୟ…

ବିଧାୟକଙ୍କୁ ଲୁଚାଇଛି କଂଗ୍ରେସ କାହିଁକି ଏମିତି ସଙ୍ଗୀନ ଅଭିଯୋଗ କଲେ …

ଭୁବନେଶ୍ୱର,୧୪।୩: କଂଗ୍ରେସ ତା’ର ବିଧାୟକମାନଙ୍କୁ ଲୁଚାଇ ରଖିଛି। ଏମିତି ଏକ ଅଭିଯୋଗ କରିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ବିଧାନସଭା ବେଳେ ବିଧାୟକଙ୍କୁ ଲୁଚାଇବା ନିନ୍ଦନୀୟ ବୋଲି ଅଶୋକ କହିଛନ୍ତି। ସେ କହିଛନ୍ତି, କେଉଁଠି ଲୁଚାଇଛନ୍ତି ସେମାନେ କହିପାରିବେ, ଭାଜପା ସମ୍ମୁଖରେ…

ଟ୍ରକ୍‌ରେ ବେଆଇନ ଚାଲାଣ ହେଉଥିଲା ମୂଲ୍ୟବାନ କାଠ, ବାଟରେ ଫାଟିଲା ଚକା, ଆଉ ତା’ ପରେ…

ମୋରଡ଼ା,୧୪ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ଏକ କାଠ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ,ରାଇରଙ୍ଗପୁର ବନାଞ୍ଚଳ ଅଞ୍ଚଳରୁ ଏକ ୧୨ ଚକିଆ ଟ୍ରକ ଯୋଗେ ଆକାଶିଆ ଏବଂ ମୂଲ୍ୟବାନ ଶାଳଗଣ୍ଡି ବେଆଇନ ଭାବେ ଶୁକ୍ରବାର ବିଳମ୍ବିତ…

ସାଙ୍ଗ ସାଜିଲେ ସଇତାନ, ସାଙ୍ଗରେ ମିଶି ପାର୍ଟି କରିବାବେଳେ ମଦ ପାଉଚ ଭାଗ ବଣ୍ଟାକୁ ନେଇ…

ବଲାଙ୍ଗୀର, ୧୪।୩ (ସୁନିଲ କୁମାର ମହାନ୍ତି): ଏକା ସାଙ୍ଗରେ ମିଶି ପାର୍ଟି କରିବା ସାଙ୍ଗକୁ କାଳ ହେଲା। ବଲାଙ୍ଗୀର ସଦର ବ୍ଲକ ରିନ୍ବବଚନ ଗାଁରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି । ତିନି ଜଣ ସାଙ୍ଗ ଏକା ସାଙ୍ଗରେ…

ରାଜ୍ୟ ସଭା ନିର୍ବାଚନ ନେଇ ଆଜି ନବୀନ ନିବାସରେ ଏକାଠି ହେବେ…

ଭୁବନେଶ୍ୱର,୧୪ା୩: ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି। ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି। ସନ୍ଧ୍ୟା ୫.୩୦ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଦେବେ। ରାଜ୍ୟ ସଭା…

ପଥର ପ୍ୟାକିଂ ନିର୍ମାଣ କାର୍ଯ୍ୟ ତଦାରଖ କରିବାକୁ ଆସୁନାହାନ୍ତି କ୍ଷେତ୍ର ପରିଦର୍ଶନ ଅଧିକାରୀ, ନିମ୍ନମାନର କାର୍ଯ୍ୟ ନେଇ…

ମହାକାଳପଡ଼ା,୧୪ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ବଡ଼ ଦାଣ୍ଡୁଆ ପଞ୍ଚାୟତ ବଗଗହଣ- ମିଲନମୋଡ଼-ତରପଦା ଗୋବରୀ ନଦୀପାର୍ଶ୍ୱ ଘେରିବନ୍ଧ ନିର୍ମାଣ କାମ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ସୁଉଚ୍ଚ ମାଟିବନ୍ଧ ଓ ପାର୍ଶ୍ୱରେ ପଥର ପ୍ୟାକିଂ ନିର୍ମାଣ…

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ। ଶିମିଳିପାଳର ସାଉଥ ଡିଭିଜନ ପୋଡାଡିହା ରେଞ୍ଜର ମନଭଙ୍ଗା ବିଟ ଅଞ୍ଚଳରେ ନିଆଁ ଲାଗି…

ହତ୍ୟା କରି ପାଣିଟାଙ୍କି ଉପରେ ଲୁଚିଥିବା ଅଭିଯୁକ୍ତ ପିଇଦେଲେ ବିଷ, ତା’ପରେ…

ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାରେ ଚାଞ୍ଚଲ୍ୟ। ହତ୍ୟା କରି ଫେରାର୍‌ ହୋଇଯାଇଥିବା ଅଭିଯୁକ୍ତ ଗାଁର ପାଣି ଟାଙ୍କି ଉପରେ ଲୁଚିଥିବା ଦେଖିବାକୁ ମିଳିଛି। ତେବେ ଅଭିଯୁକ୍ତ ଜଣଙ୍କ ପାଣିଟାଙ୍କି ଉପରେ ବିଷ ପିଇ…

କୁଆଡ଼େ ଗଲେ ଦାଶରଥି: ବିଜେଡି ଛାଡ଼ିବେନି ଶପଥ କଲେ ୨ ପ୍ରାର୍ଥୀ

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ ଏକାଠି ରଖିବା ପାଇଁ ସବୁ ପ୍ରକାର ବଳ ଲଗାଇ ଦେଇଛନ୍ତି। ପ୍ରଦେଶ କଂଗ୍ରେସ…

ରବିବାରଠୁ ଝଡ଼ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୪ା୩(ବନ୍ଦନା ସେଠୀ):ରାଜ୍ୟରେ ଏବେ ତାପମାତ୍ରା ବଢ଼ିବା ସହ ଗ୍ରୀଷ୍ମ ପ୍ରବାହ ବା ହିଟ୍‌ ଓ୍ବେଭ୍‌ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ରାଜ୍ୟରେ ଏବେ ହିଟ୍‌ ଓ୍ବେଭ୍‌ ଜାରି ରହିଥିବାରୁ ଭାରତୀୟ ପାଣିପାଗ ବିଭାଗ ସତର୍କ କରିଛି। ଶନିବାର ଝାରସୁଗୁଡା ଏବଂ ସମ୍ବଲପୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?