ଫେସ୍ବୁକ୍, ଟୁଇଟରରେ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିବେ ଚାଷୀ
ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ):ଚଳିତ ଖରିଫ୍ ଧାନ ସଂଗ୍ରହକୁ ଅଧିକ ସୁବ୍ୟବସ୍ଥିତ କରାଯିବ। ଏକ୍ଷେତ୍ରରେ ଚାଷୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ହେବ। ଏଥିପାଇଁ ଚାଷୀମାନେ ଫେସ୍ବୁକ୍ ଓ ଟୁଇଟର ଜରିଆରେ ମନ୍ତ୍ରୀଙ୍କୁ ସିଧାସଳଖ ଅବଗତ କରାଇବାକୁ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।…
ବିହନ ଯୋଗାଉନି ବିଭାଗ
ବଅଁରପାଳ,୧୭ା୧୨(ଡି.ଏନ.ଏ.) ରବି ଚାଷ ପାଇଁ କୃଷି ସମବାୟ ସମିତିଗୁଡ଼ିକୁ ଆବଶ୍ୟକ ବିହନ ଯୋଗାଇ ଦେଉନି କୃଷି ବିଭାଗ। ଫଳରେ ଅନୁଗୋଳ କୃଷି ଜିଲା ଅଧୀନ ବଅଁରପାଳ ବ୍ଲକ ଅଞ୍ଚଳର ଚାଷୀ ଅଧିକ ଜମିରେ ଫସଲ କରିପାରୁ ନ ଥିବା ଅଭିଯୋଗ ହେଉଛି। ଏପରି…
ବଦନାମ ହେଉଛି ବର୍ଦ୍ଦି
ଢେଙ୍କାନାଳ ଅଫିସ, ୧୭।୧: ଜନତାଙ୍କ ବିଶ୍ୱାସଭାଜନ ହେବାକୁ ଆରମ୍ଭ ହୋଇଛି ‘ଆମ ପୋଲିସ’। ଥାନାକୁ ଆସୁଥିବା ଅଭିଯୋଗକାରୀଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ, ଧୈର୍ଯ୍ୟର ସହ ଅଭିଯୋଗ ଶୁଣିବା, ନ୍ୟାୟ ପ୍ରଦାନ ଦିଗରେ ଯତ୍ନବାନ ହେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି…
ନାହିଁ ବିଦ୍ୟୁତ୍ ସଂଯୋଗ, ଡିବିରି ଆଲୁଅ ଭରସା
କୋକସରା, ୧୭।୧୨ (ଡି.ଏନ.ଏ.) ବିଦ୍ୟୁତ୍ ସେବାରୁ ବଞ୍ଚିତଲୋକଙ୍କ ନିକଟରେ ବିଦ୍ୟୁତ୍ ସେବା ପହଞ୍ଚାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ସୌଭାଗ୍ୟ ଯୋଜନା ଆରମ୍ଭ କରାଯାଇଛି। ହେଲେ ଆଜି ବି ଏହି ଯୋଜନା ଅନେକ ଗାଁରେ ପହଞ୍ଚି ପାରିନାହିଁ। କଳାହାଣ୍ଡି ଜିଲା କୋକସରା ବ୍ଲକ…
ହିଞ୍ଜିଳି ସିଭିଲ ଜଜ୍କୋର୍ଟ କୋଠା ଉଦ୍ଘାଟିତ
ଭୁବନେଶ୍ୱର,(ବ୍ୟୁରୋ)/ହିଞ୍ଜିଳିକାଟୁ(ଡି.ଏନ୍.ଏ.)୧୭।୧୨ : ସାମ୍ବିଧାନିକ ଲକ୍ଷ୍ୟ ପୂରଣ କରିବା ସହିତ ନାଗରିକମାନଙ୍କୁ ନ୍ୟାୟ ସୁବିଧା ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ନ୍ୟାୟଗତ ଅଧିକାର ହେଉଛି ମୌଳିକ ଅଧିକାର। ରାଜ୍ୟରେ ନ୍ୟାୟ ପ୍ରଦାନ ବ୍ୟବସ୍ଥାକୁ ଦୃଢ କରିବା ନେଇ ରାଜ୍ୟ ସରକାର ଦୃଢ…
ଜେଲ ଫେରିଲେ ଆକାଶ, ପ୍ରଦୀପଙ୍କୁ ମାରାଥନ ଜେରା
ଭୁବନେଶ୍ୱର,୧୭।୧୨ (ବ୍ୟୁରୋ):ଆଇଏଫ୍ଏସ୍ ଅଧିକାରୀ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କ ୫ ଦିନିଆ ରିମାଣ୍ଡ ଅବଧି ମଙ୍ଗଳବାର ଶେଷ ହୋଇଛି। ବୁଧବାର କ୍ରାଇମବ୍ରାଞ୍ଚ ତାଙ୍କୁ ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ହାଜର କରିବା ପରେ ଝାରପଡାସ୍ଥିତ ସ୍ବତନ୍ତ୍ର ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।…
ରାଜ୍ୟରେ ସୁସ୍ଥ ହେଲେ ୩୫୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୫୮ କରୋନା ଆକ୍ରାନ୍ତରୁ ଆରୋଗ୍ୟ ଲାଭ କରିଛନ୍ତି। ଖୋର୍ଦ୍ଧାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୪୩ ଜଣ। ସୁନ୍ଦରଗଡ଼ରୁ ୩୬, ଅନୁଗୁଳରୁ ୨୯, କଟକରୁ ୨୬, ମୟୁରଭଞ୍ଜରୁ ୨୩, ବରଗଡ଼, ଭଦ୍ରକ ଓ ବଲାଙ୍ଗୀରରୁ ୧୯, ପୁରୀରୁ…
କାଳ ସାଜିଲା ସେଲ୍ଫି ନିଶା
ପାରଳାଖେମୁଣ୍ଡିି,୧୬।୧୨: ସେଲ୍ଫି ନିଶା କେତେ ଯେ ଭୟଙ୍କର ଏଠାରେ ଘଟିଥିବା ଏକ ଘଟଣାରୁ ଜଣାପଡ଼ୁଛି। ପାରଳାଖେମୁଣ୍ଡି ରେଳଷ୍ଟେସନରେ ଛିଡ଼ା ହୋଇଥିବା କୋଭିଡ୍ ସ୍ପେଶାଲ ଟ୍ରେନ ଉପରେ ଛିଡ଼ା ହୋଇ ସେଲ୍ଫି ନେବାବେଳେ ଜଣେ ନାବାଳକ ୩୩ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ…
ଜାନୁୟାରୀ ୩ରେ ଖୋଲିବ ବଳଦେବଜିଉ ମନ୍ଦିର
କେନ୍ଦ୍ରାପଡା ଅଫିସ୍,୧୬।୧୨: କରୋନା ସ୍ଥିତିରେ ସୁଧାର ଆସିବା ପରେ ଶ୍ରୀମନ୍ଦିର ଏବଂ ଲିଙ୍ଗରାଜ ମନ୍ଦିର ଖୋଲିବାନେଇ ଅନୁମତି ମିଳିଛି। ଏବେ ଅନ୍ୟ ମନ୍ଦିରମାନ ଖୋଲିବା ପାଇଁ ପ୍ରସ୍ତୁତି ଚାଲିଛି। ଏହାରି ମଧ୍ୟରେ ଜାନୁୟାରୀ ୩ରୁ ଖୋଲିବାକୁ ଯାଉଛି କେନ୍ଦ୍ରାପଡାର ବଳଦେବଜିଉ ମନ୍ଦିର।…
ଭୁବନେଶ୍ୱରରୁ ଆଜି ପୁଣି ୩୭ ପଜିିଟିଭ୍ ଚିହ୍ନଟ: ୨୯ ସୁସ୍ଥ
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୫ ଜଣ ରହିଥିବା ବେଳେ ଲୋକାଲ କେସ୍ ୨୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ: ଫେସବୁକ୍ ଲାଇଭ୍ କରି ନିଦବଟିକା ଖାଇଲେ
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ ବୁଧବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ନିଦ ବଟିକା ଖାଇ ସେ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ଏସ୍ସିବିକୁ ସ୍ଥାନାନ୍ତର କରାଯାଇଛି। ମାନସିକ ନିର୍ଯାତନା ଦିଆଯିବା…
ଫିଟୁଛି ପରୀ ମୃତ୍ୟୁ ଗୁମର: ବଳାତ୍କାର ପରେ କରାଯାଇଛି ହତ୍ୟା
ଭୁବନେଶ୍ୱର,୧୬।୧୨(ବ୍ୟୁରେ): ନୟାଗଡ଼ର ବହୁ ଚର୍ଚ୍ଚିତ ଶିଶୁ କନ୍ୟା ପରୀ ହତ୍ୟା ମାମଲାକୁ ନେଇ ଏସ୍ଆଇଟି ପକ୍ଷରୁ ବୁଧବାର ରିପୋର୍ଟ ଦାଖଲ ହୋଇଛି। ଏହି ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ ଥିବା ଜଣାପଡ଼ିଛି। ପରୀକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ରିପୋର୍ଟରେ ଦର୍ଶାଯାଇଛି।…
Archives


