ଚାଷୀଙ୍କୁ ବୀମା ପ୍ରହାର
ବରଗଡ଼ ଅଫିସ୍,୧୬।୧୨: ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏଥିରେ ରବି ଫସଲ ପାଇଁ ଚାଷୀମାନେ ଡିସେମ୍ବର ୩୧ ତାରିଖ ସୁଦ୍ଧା ବୀମା ପ୍ରିମିୟମ ରାଶି…
ରାଜ୍ୟରେ ସୁସ୍ଥ ହେଲେ ୩୯୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୫ା୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୯୨ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସୁନ୍ଦରଗଡରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୭୧ ଜଣ। ଖୋର୍ଦ୍ଧାରୁ ୪୬, ଅନୁଗୋଳରୁ ୩୬, ମୟୂରଭଞ୍ଜରୁ ୨୯, କଳାହାଣ୍ଡିରୁ ୨୭, କଟକରୁ ୨୫, ଝାରସୁଗୁଡା ଓ ପୁରୀରୁ ୧୮,…
ଜିରୋ ନାଇଟ୍ ସେଲିବ୍ରେଶନ୍ ମନା
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆସୁଛି ନୂଆବର୍ଷ। ହେଲେ ରାଜ୍ୟରେ ଜିରୋ ନାଇଟ୍ ସେଲିବ୍ରେଶନ ମନା। ବର୍ତ୍ତମାନର କରୋନା ଗାଇଡ୍ଲାଇନ୍ ଅନୁସାରେ ୩୧ ରାତିରେ ଉତ୍ସବ ପାଳନକୁ ମନା କରାଯାଇଛି। ନୂଆବର୍ଷ ପାଳନ ନେଇ କୌଣସି ଉତ୍ସବ ଆୟୋଜନ କରାଯିବ ନାହିଁ ବୋଲି ମଙ୍ଗଳବାର ଖବରଦାତା…
ଜାନୁଆରୀ ୩ରୁ ଖୋଲିପାରିବ ସମସ୍ତ ଧାର୍ମିକ ଅନୁଷ୍ଠାନ
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): କରୋନା ପାଇଁ ଧାର୍ମିକ ଅନୁଷ୍ଠାନ ଖୋଲା ନ ଯିବାକୁ ସରକାର ଘୋଷଣା କରିଥିଲେ। ବର୍ତ୍ତମାନ ସଂକ୍ରମଣ ହାର କମୁଥିବା ଯୋଗୁ ଏହାକୁ ଧିରେ ଧିରେ କୋହଳ କରାଯାଉଛି। ପ୍ରଥମେ ଶ୍ରୀମନ୍ଦିର ପରେ ଲିଙ୍ଗରାଜ ପରେ ଏବେ ବାକି ସମସ୍ତ ଧାର୍ମିକ…
୧୭ ହଜାର ଲାଞ୍ଚ ନେଇ ଏସଏଆର୍ସିଏସ୍ ଗିରଫ
ସୋନପୁର,୧୫।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଏସ୍ଏଆର୍ସିଏସ୍ (ଉପ ସହକାରୀ ନିବନ୍ଧକ ସମବାୟ ସମିତି ସମୂହ) ସୋନପୁର ମଣ୍ଡଳ ଆଶିଷ କୁମାର ରାଉତ ଭିଜିଲାନ୍ସ ଦ୍ୱାରା ମଙ୍ଗଳବାର ଗିରଫ ହୋଇଛନ୍ତି। ତାଙ୍କୁ ବଲାଙ୍ଗୀର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ରାଉତଙ୍କୁ…
କଟକଣା କୋହଳ: ବଡ଼ଦିନ ପାଳନ ନେଇ ଚର୍ଚ୍ଚକୁ ସ୍ବତନ୍ତ୍ର ଅନୁମତି
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ମହାମାରୀ କରୋନା କଟକଣାକୁ ନେଇ ଥିବା କଟକଣାକୁ କୋହଳ କରାଯାଉଛି। ଏହି କ୍ରମରେ ବଡ଼ଦିନ ପାଳନ ନେଇ ଚର୍ଚ୍ଚକୁ ସ୍ବତନ୍ତ୍ର ଅନୁମତି ମିଳିପାରିବ ବୋଲି ସୂଚନା ମିଳିଛି। ତେବେ ୨୫ ତାରିଖ ପାଇଁ ଏହି ଅନୁମତି ଦିଆଯାଇଛି। ହେଲେ ଏହାପୂର୍ବରୁ…
୨୭ରୁ ଖୋଲିବ ଲିଙ୍ଗରାଜ ମନ୍ଦିର
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ପରେ ଏବେ ଲିଙ୍ଗରାଜ ମନ୍ଦିର ଖୋଲାଯିବ। ଆସନ୍ତା ୨୭ ତାରିଖରୁ ମନ୍ଦିର ଖୋଲିବ। ଏନେଇ ପ୍ରଶାସନିକ ବୈଠକରେ ନିଷ୍ପତ୍ତି ନିଆଯାଇଛି। ୨୭ରୁ ୩୧ ପର୍ଯ୍ୟନ୍ତ କେବଳ ସେବାୟତଙ୍କ ପରିବାରକୁ ଦର୍ଶନ ଅନୁମତି ଦିଆଯାଇଛି। ଜାନୁଆରୀ ୧ ଓ…
ଓଡ଼ିଶାରେ କରୋନା ଟିକାକରଣ ପ୍ରସ୍ତୁତି ଆରମ୍ଭ: ଏମାନଙ୍କୁ ଦିଆଯିବ ପ୍ରାଥମିକତା
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): କରୋନା ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଏହି ଟୀକା ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଦିଆଯିବ ବୋଲି ମଙ୍ଗଳବାର ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। କରୋନା…
୨୮୯ କୋଟିର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ମଧ୍ୟମ, କ୍ଷୁଦ୍ର ଓ ଅଣୁ ଶିଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୨୮୯ କୋଟି ୪୧ ଲକ୍ଷର ପ୍ୟାକେଜ ଘୋଷଣା କରିଛନ୍ତି। ପ୍ୟାକେଜ ଭିତରେ ସୁଧ ରିହାତି, ଟପ୍ଅପ୍ ସବ୍ସିଡି ଆଦି ଅନ୍ତର୍ଭୁକ୍ତ ରହିଛି। ଏଥିରେ ମୁଖ୍ୟତଃ ମହିଳା…
ଲିଙ୍ଗରାଜ ଭଳି ଆଉ ୪ ମନ୍ଦିର ପାଇଁ ଅଧ୍ୟାଦେଶ ଅଣାଯାଉ
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଭଳି ଅନ୍ୟ ୪ ମନ୍ଦିର ପାଇଁ ଅଧ୍ୟାଦେଶ ଆଣିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଚିଠି ଲେଖିଛନ୍ତି। ଚିଠିରେ ସମଲେଶ୍ୱରୀ, ବିରଜା, ତାରାତାରିଣୀ ଓ ନୀଳମାଧବ…
୩୦୦କୁ କମିଲା କରୋନା ପଜିଟିଭ୍ ସଂଖ୍ୟା , ୪ ମୃତ
ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୨୬ ଜଣ ଲୋକାଲ…
୨ ଦିନିଆ ରିମାଣ୍ଡରେ ଯିବେ ପ୍ରଦୀପ ପାଣିଗ୍ରାହୀ
ଭୁବନେଶ୍ୱର,୧୫।୧୨(ବ୍ୟୁରେ): ବିଜେଡିରୁ ବହିଷ୍କୃତ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ୨ ଦିନିଆ ରିମାଣ୍ଡରେ ନେବ। ଏ ନେଇ ଭୁବନେଶ୍ୱର ଏସ୍ଡିଜିଏମ୍ କୋର୍ଟ ଅନୁମତି ଦେଇଛନ୍ତି। ଅଧିକ ଖୋଳତାଡ଼ କରିବା ନେଇ କ୍ରାଇମବ୍ରାଞ୍ଚ ସୋମବାର ରିମାଣ୍ଡ ଆବେଦନ କରିଥିଲା। ଠକେଇ,…
Archives


