ଭୁବନେଶ୍ୱରରୁ ଆଜି ପୁଣି ୩୪ ପଜିିଟିଭ୍ ଚିହ୍ନଟ: ୩୧ ସୁସ୍ଥ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୦ ଜଣ ରହିଥିବା ବେଳେ ଲୋକାଲ କେସ୍ ୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ଲାଲଗଡରେ ପହଞ୍ଚିଲେ ଡିଜି ଅଭୟ
ଚିତ୍ରକୋଣ୍ଡା,୧୪।୧୨(ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଥିବା ଲାଲଗଡ ହନ୍ତାଳଗୁଡ଼ା ବିଏସଏଫ କ୍ୟାମ୍ପରେ ସୋମବାର ପହଞ୍ଚିଛନ୍ତି ରାଜ୍ୟ ପୋଲିସ ଡିଜି ଅଭୟ। ମାଓ ଦମନ ତଥା ଉକ୍ତ ଅଞ୍ଚଳକୁ ମାଓ କବଳରୁ ମୁକ୍ତ କରିବାକୁ ବିମାନ ଯୋଗେ ଡିଜି ଅଭୟ…
ଧର୍ମାନୁଷ୍ଠାନ ଖୋଲିବା ପ୍ରକ୍ରିୟା ଆରମ୍ଭ: ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର,୧୪।୧୨: ଗତ ୯ ମାସ ପରେ ରାଜ୍ୟର ସମସ୍ତ ଧର୍ମାନୁଷ୍ଠାନଗୁଡିକ ସର୍ବସାଧାରଣଙ୍କ ପାଇଁ ଖୋଲିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଟୁଇଟ୍ ଯୋଗେ କହିଛନ୍ତି,…
ସ୍କୁଲ ପିଲାଙ୍କ ପାଇଁ ଆସିଲା ନୂଆ ଗାଇଡ୍ଲାଇନ୍: କମିବ ବସ୍ତାନୀ ବୋଝ
ଭୁବନେଶ୍ୱର,୧୪।୧୨: ସ୍କୁଲ ପିଲାଙ୍କ ପାଇଁ ନୂଆ ଗାଇଡ୍ଲାଇନ୍ ଆଣିଛନ୍ତି କେନ୍ଦ୍ର ସରକାର। ଏହି ଗାଇଡ୍ଲାଇନ୍ ଅନୁସାରେ ପିଲାଙ୍କ ବହି ବ୍ୟାଗ ବୋଝ କମିବ। ପିଲାଙ୍କ ଓଜନ ଠାରୁ ବହି ବ୍ୟାଗ୍ର ଓଜନ ୧ାଲି ପ୍ରତିଶତରୁ କମ ରହିବ। ପ୍ରତି ତିନି ମାସରେ…
ଇନଫୋସିଟି ନାବାଳିକା ଗଣବଳାତ୍କାର ମାମଲା: ୪ ଗିରଫ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ) ଭୁବନେଶ୍ବର ଇନଫୋସିଟି ନାବାଳିକା ଗଣବଳାତ୍କାର ମାମଲାରେ ସୋମବାର ୪ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗିରଫ ଚାରିଜଣ ହେଲେ ଅନିରୁଦ୍ଧ ପଣ୍ତା, କୃଷ୍ଣ ବେହେରା, ସିକ୍ୟୁରିଟୀ ଗାର୍ଡ ଶ୍ରୀବତ୍ସ ସାମଲ ଓ ବିଜୟ ରାଉତ। ଏହି ଚାରିିଜଣ ରାଜ୍ୟର ଏକ…
ରାଜ୍ୟରେ ପୁଣି ୩୩୨ କରୋନା ପଜିଟିଭ୍ ଚିହ୍ନଟ, ୪ ମୃତ
ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୩ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍…
ନିଖୋଜ ଶିଶୁକନ୍ୟାଙ୍କ ମୃତଦେହ ଉଦ୍ଧାର: ଅଭିଯୁକ୍ତ ଗିରଫ
ବାଲିଆପାଳ,୧୪।୧୨(ସ୍ବ.ପ୍ର): ବାଲେଶ୍ୱର ବାଲିଆପାଳ ଥାନା ଅନ୍ତର୍ଗତ ଜାମ୍ଭିରାଇ ଗ୍ରାମରେ ଗତ ୧୧ ତାରିଖରୁ ନିଖୋଜ ଶିଶୁକନ୍ୟାର ମୃତଦେହ ସୋମବାର ସକାଳେ ସେହି ଗ୍ରାମର ଏକ ପରିତ୍ୟକ୍ତ ହ୍ରଦ ଭିତରୁ ଉଦ୍ଧାର କରାଯାଇଛି। ଓଡ଼ିଶାରେ ପର ନିଖୋଜ ଘଟଣା ବେଶ ଚର୍ଚ୍ଚା ଜୋର…
ମିଳୁନି ଟେର୍, ୩ ଟିମ୍ର ତନାଘନା
ନୟାଗଡ଼ ଅଫିସ୍/ରଣପୁର, ୧୪ା୧୨(ସ୍ବ.ପ୍ର.):ନୟାଗଡ଼ ସଦର ଥାନା ଯଦୁପୁରର ପରୀ ହତ୍ୟାକାଣ୍ଡକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ି ଚାଲିଛି। ରଣପୁର ଥାନା ସୁନାଖଳା ଫାଣ୍ଡି ବଧିପାଟଣା ଗଁାଦାଣ୍ଡରୁ ଦିନ ଦ୍ୱିପ୍ରହରରେ ୩ ବର୍ଷର ଝିଅ ହରପ୍ରିୟା ସାହୁ(ସ୍ବାତୀ) ନ ମିଳିବା ଘଟଣା…
‘ମୋତେ ହତ୍ୟାକାରୀ ଦର୍ଶାଇବାକୁ ଉଦ୍ୟମ ଚାଲିଛି’
ନୟାଗଡ ଅଫିିସ/ଭୁବନେଶ୍ୱର,୧୪ା୧୨ (ବ୍ୟୁରୋ):ନୟାଗଡ଼ ସଦର ଥାନା ଅଧୀନ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡର ତଦନ୍ତ କରୁଥିବା ଏସ୍ଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ନଁାରେ ସଙ୍ଗିନ ଅଭିଯୋଗ ଆଣିଛନ୍ତି ଯୁକ୍ତ ୩ ପ୍ରଥମ ବର୍ଷ କଳା ଛାତ୍ର ସରୋଜ ସେଠୀ। ତାଙ୍କୁ ହତ୍ୟାକାରୀ…
ବିଜେଡିକୁ ୨୩ ପୂରିବ
ଭୁବନେଶ୍ୱର,୧୪ା୧୨(ବ୍ୟୁରୋ):ଆସନ୍ତା ୨୬ ତାରିଖରେ ବିଜୁ ଜନତା ଦଳ (ବିଜେଡି) ୨୩ ବର୍ଷ ପୂରଣ କରି ୨୪ରେ ପଦାର୍ପଣ କରିବ। ତେଣୁ ପ୍ରତିଷ୍ଠା ଦିବସ ପାଳନ ପାଇଁ ବଡ଼ଧରଣର ପ୍ରସ୍ତୁତି ଚାଲିଛି। ଏହାପୂର୍ବରୁ ୨୦ ତାରିଖରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ୨୧ରେ…
ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିଲେ ଅଭିଭାବକ
ଭୁବନେଶ୍ୱର,୧୪ା୧୨(ବ୍ୟୁରୋ):ସ୍କୁଲ୍ ଫି’ ଛାଡ଼ ପ୍ରସଙ୍ଗକୁ ନେଇ ଅର୍ଗାନାଇଜେଶନ ଅଫ୍ ପ୍ୟାରେଣ୍ଟ୍ସ ଫେଡ଼େରେଶନ(ଓଫାଫ୍) ପକ୍ଷରୁ ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ବାସଭବନକୁ ଘେରାଉ କରାଯାଇଥିଲା। ଅଭିଭାବକମାନେ ଘଣ୍ଟ ହୁଳହୁଳି ପକାଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଘରୋଇ…
୧୭ରୁ ଥଣ୍ଡା ବଢ଼ିବ
ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଥଣ୍ଡାର ପ୍ରକୋପ ସାମାନ୍ୟ କମ୍ ରହିଛି। କିନ୍ତୁ ସକାଳୁ ଘନ କୁହୁଡ଼ିରେ ଆଚ୍ଛାଦିତ ହେଉଛି ରାଜ୍ୟର ଅଧିକାଂଶ ଅଞ୍ଚଳ। ପ୍ରାୟ ୮ଟା ପର୍ଯ୍ୟନ୍ତ କୁହୁଡ଼ି ରହୁଥିବାରୁ ରାସ୍ତାଘାଟରେ ଯାତାୟାତରେ ଅସୁବିଧା ହେଉଛି। ରବିବାର କେନ୍ଦ୍ରାପଡ଼ା,…
Archives


