ରାଜ୍ୟ

‘ବ୍ଲୁ ଫ୍ଲାଗ୍‌’ ଦୌଡ଼ରେ ଆଉ ୪ ବେଳାଭୂମି

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ):‘ବ୍ଲୁ ଫ୍ଲାଗ୍‌’ ଦୌଡ଼ରେ ସାମିଲ ହେବାକୁ ଯାଉଛି ଓଡ଼ିଶାର ଆଉ ୪ ବେଳାଭୂମି। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ବେଳାଭୂମି ପର୍ଯ୍ୟଟନର ଗୁରୁତ୍ୱ ବୃଦ୍ଧି କରିବାକୁ ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ନେଇଛନ୍ତି। ପୁରୀର ୨ ଓ ଗଞ୍ଜାମର ୨ ବେଳାଭୂମିକୁ ‘ବ୍ଲୁ…

ଅନ୍‌ଲାଇନରେ ହେବ ଓପିଏସ୍‌ସି ପରୀକ୍ଷା

କଟକ ଅଫିସ,୧୪ା୧୨:ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍‌ସି)ର ସମସ୍ତ ପରୀକ୍ଷା ଏଣିକି ଅନ୍‌ଲାଇନରେ କରାଯିବ। କରୋନା ମହାମାରୀ ଲାଗି ଆସନ୍ତା ୨୦ରେ ହେବାକୁ ଥିବା ମେଡିକାଲ ଅଫିସର ପଦବୀ ନିମନ୍ତେ ପରୀକ୍ଷା ଅନ୍‌ଲାଇନରେ କରାଯିବ। ପରୀକ୍ଷା ପରିଚାଳନା ନିମନ୍ତେ ଏକ ବେସରକାରୀ…

ଦେବ ଦୀପାବଳି ଆରମ୍ଭ

ପୁରୀ ଅଫିସ, ୧୪ା୧୨:ଶ୍ରୀମନ୍ଦିରରେ ରବିବାରଠାରୁ ଦେବ ଦୀପାବଳି ଆରମ୍ଭ ହୋଇଛି। ଏହା ୩ଦିନ ଧରି ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଶ୍ରୀଜଗନ୍ନାଥ କାଶ ଧଡ଼ିିଆ ବସ୍ତ୍ର ପରିଧାନ ସହ ଶ୍ରାଦ୍ଧବେଶରେ ଭୂଷିତ ହୋଇଛନ୍ତି। ସେ ବାମନ ରୂପରେ ସତ୍ୟଯୁଗର ଅଦିତି ଓ…

କଳରବ ଶୁଭୁଛି, କୋଳାହଳ ନାହିଁ

ଭୁବନେଶ୍ୱର, ୧୪ା୧୨(ବ୍ୟୁରୋ):ପର୍ଯ୍ୟଟନ ଋତୁ ଆରମ୍ଭ ହେବାମାତ୍ରେ ବିହଙ୍ଗ ଭୂସ୍ବର୍ଗ ମଙ୍ଗଳାଯୋଡ଼ିକୁ ଅତିଥି ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି ପାଉଥିଲା। ପକ୍ଷୀଙ୍କ କଳରବରେ ପୂରା ଅଞ୍ଚଳ ଫାଟି ପଡୁଥିବାବେଳେ ପର୍ଯ୍ୟଟକଙ୍କ କୋଳାହଳ ଭିତରେ ମଙ୍ଗଳାଯୋଡ଼ି ସତେ ଯେମିତି ବେଶ୍‌ ଚଳଚଞ୍ଚଳ ହୋଇଉଠୁଥିଲା। ଶୀତ ଆରମ୍ଭରୁ…

ଡିଏମ୍‌ଏଫ୍‌ ପାଣ୍ଠି ଖର୍ଚ୍ଚରେ ଓଡ଼ିଶା ପଛରେ

ଖଣି ଖନନ ଜନିତ ପ୍ରଦୂଷଣରେ ପେଷି ହୋଇଯାଉଛନ୍ତି ସ୍ଥାନୀୟ ବାସିନ୍ଦା। ଧ୍ୱଂସପାଉଛି ସେଠାକାର ଜୈବ ବିବିଧତା। ଏହାର ସଂରକ୍ଷଣ ସାଙ୍ଗକୁ ଖଣିଜ ଅଞ୍ଚଳର ଲୋକଙ୍କ ଜୀବନମାନରେ ଉନ୍ନତି ଲାଗି ଗଠିତ ହୋଇଛି ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପାଣ୍ଠି। କେବଳ ସେତିକି…

ଦୁର୍ଘଟଣାରେ ଜଳିଗଲା କାର, ବାଇକ: ଚାଲିଗଲା ବାଇକ ଚାଳକଙ୍କ ଜୀବନ

ରଘୁନାଥପୁର,୧୩ା୧୨(ଡି.ଏନ୍‌.ଏ.)-ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଥାନା କଟକ ପାରାଦୀପ ରାସ୍ତାର ଗୋପାଳପୁରଠାରେ ରବିବାର ଏକ କାର ଓ ବାଇକ୍‌ ମୁହଁାମୁହିଁ ଧକ୍କା ହୋଇ ସମ୍ପୂର୍ଣ୍ଣ ଜଳି ଯାଇଛି। ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣାନନ୍ଦପୁର ପଞ୍ଚାୟତ ମନୁମହଲାର ଶେଖ…

ଭାରସାମ୍ୟ ହରାଇ ଓଲଟି ପଡିଲା ବସ୍‌ : ୧୯ରୁ ଊର୍ଦ୍ଧ୍ୱ ଗୁରୁତର

ଭବାନୀପାଟଣା/କୋକସରା,୧୩।୧୨(ସ୍ବ.ପ୍ର./ଡି.ଏନ୍‌.ଏ.)-ଛତିଶଗଡ଼ ଦେଭୋଗରୁ ହାଇଦ୍ରାବାଦକୁ ଯାଉଥିବା ଗୁପ୍ତା ନାମକ ଘରୋଇ ବସ୍‌ (ନଂ.ସିଜି୧୭ଏଫ୍‌-୮୭୧୯) ରବିବାର ସନ୍ଧ୍ୟାରେ କଳାହାଣ୍ଡି ଜିଲା ଆମପାଣି ଥାନା ବଡକେନ୍ଦୁଗୁଡାଠାରେ ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ବସିଥିବା ୫୦ଜଣ ଯାତ୍ରୀଙ୍କ ମଧ୍ୟରୁ ୧୯ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ଆହତ…

ଭୁବନେଶ୍ୱରରୁ ଆଜି ୪୧ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୪

ଭୁବନେଶ୍ୱର,୧୩।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଭାଙ୍ଗିଲା ବହୁବର୍ଷର ପରମ୍ପରା: ଏଥର ହେବନି ବରଗଡ଼ ଧନୁଯାତ୍ରା

ବରଗଡ଼ ଅଫିସ,୧୩।୧୨: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଜିଲାର ଏକ ସ୍ବତନ୍ତ୍ର ପରିଚୟ ରହିଛି। ଆସନ୍ତା ୨୦୨୧ ମସିହା ଜାନୁଆରୀ ୧୮ତାରିଖରୁ ୭୨ତମ ବରଗଡ଼ ଧନୁଯାତ୍ରା ମହୋତ୍ସବ ହେବାକୁ ଥିଲା। ତେବେ ମହାମାରୀ କରୋନା(କୋଭିଡ-୧୯) ସଂକ୍ରମଣ ତଥା…

ପୁଣି ୩୯୩ କରୋନା ଆକ୍ରାନ୍ତ ଚିହ୍ନଟ, ଅନୁଗୋଳରୁ ସର୍ବାଧିକ; ଆଖି ବୁଜିଲେ ୫

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ଧିରେ ଧିରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୯୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୮ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୧୬୫ ଲୋକାଲ କେସ୍‌…

ଉଜୁଡ଼ିବ ହାତୀ କରିଡର ବେଲଡୁଙ୍ଗୁରି

ସମ୍ବଲପୁର,୧୩ା୧୨(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡିଆବାହାଲ ରେଞ୍ଜ ଅଞ୍ଚଳରେ ଇଡ୍‌କୋ ପକ୍ଷରୁ ୫୦୦ ଏକର ଜମି ଅଧିଗ୍ରହଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଜମିରେ ଏକ କମ୍ପାନୀ ସୋଲାର ପ୍ରକଳ୍ପ କରିବାକୁ ଯୋଜନା କରିଥିବା ଜଣାପଡିଛି। ଏହା ଦ୍ୱାରା ହାତୀ କରିଡର୍‌…

ଜାନୁୟାରୀ ୮ରୁ ଚିଲିକା ପକ୍ଷୀ ମହୋତ୍ସବ

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୮ରୁ ମଙ୍ଗଳାଯୋଡିରେ ଆରମ୍ଭ ହେବ ତୃତୀୟ ଚିଲିକା ଜାତୀୟ ପକ୍ଷୀ ମହୋତ୍ସବ ବା ନ୍ୟାଶନାଲ ଚିଲିକା ବାର୍ଡସ ଫେଷ୍ଟିଭାଲ-୨୦୨୧। ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ରାଜ୍ୟ ପର୍ଯ୍ୟଟନ ବିଭାଗ ଜଙ୍ଗଲ ଓ ପରିବେଶ ବିଭାଗର ସହଯୋଗରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri