ଓସିଏସ୍ ପରୀକ୍ଷାର୍ଥୀଙ୍କୁ ଆଉ ଏକ ସୁଯୋଗ
ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ): ଓଡ଼ିଶା ସିଭିଲ୍ ସର୍ଭିସ୍ (ଓସିଏସ୍)-୨୦୨୦ ପରୀକ୍ଷାରୁ ବଞ୍ଚତ୍ତ ଆଶାୟୀଙ୍କ ପାଇଁ ଖୁସି ଖବର। ସେମାନଙ୍କୁ ପରୀକ୍ଷା ଦେବାଲାଗି ଆଉଏକ ସୁଯୋଗ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ…
ବିଜେଡି କେବଳ ମିଥ୍ୟା ପ୍ରତିଶ୍ରୁତି ଦିଏ
ଭୁବନେଶ୍ୱର,୧୩ା୧୨(ବ୍ୟୁରୋ): ରାଜ୍ୟରେ ଶାସନ କରିବା ପାଇଁ ଓଡ଼ିଶାର ଜନତା ନବୀନବାବୁଙ୍କୁ ଭୋଟ ଦେଇଛନ୍ତି। କିନ୍ତୁ ଏଠି ସରକାରୀ ବାବୁମାନେ ଶାସନ କରୁଛନ୍ତି। କୋଇଲା, ଜଙ୍ଗଲ, ଚିଟ୍ଫଣ୍ଡ, ଜମି ଭଳି ଅନେକ ଦୁର୍ନୀତିରେ ବିଜେଡି ନେତାମାନଙ୍କର ସମ୍ପୃକ୍ତି ରହିଛି। ସେହିପରି ପରୀ ହତ୍ୟାକାଣ୍ଡରେ…
‘ମିଛ କହୁଛନ୍ତି ଭାଜପା ନେତ୍ରୀ’
ଭୁବନେଶ୍ୱର,୧୩ା୧୨(ବ୍ୟୁରୋ): ଦୁଇ ଦୁଇଟି ଉପନିର୍ବାଚନରେ ହାରିଥିବା ଭାଜପା କର୍ମକର୍ତ୍ତାଙ୍କ ମନୋବଳ ବଢ଼ାଇବାକୁ ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟ ଭାଜପା ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ଲୋକଙ୍କୁ ମିଛ କହୁଛନ୍ତି। ଏଭଳି ପ୍ରବଞ୍ଚନା ଓଡ଼ିଶାବାସୀଙ୍କ ନିକଟରେ କାମ ଦେବ ନାହିଁ ବୋଲି ବିଜେଡି ରାଷ୍ଟ୍ରୀୟ…
ମାଫିଆଙ୍କ କବ୍ଜାରେ ରତ୍ନପଥର ଖଣି
ବିଷମକଟକ/କୋରାପୁଟ,୧୩ା୧୨(ସ୍ବ.ପ୍ର.): ରାୟଗଡ଼ା ଜିଲାରୁ ଅବାଧରେ ବାହାର ରାଜ୍ୟକୁ ରତ୍ନପଥର ଚାଲାଣ କରାଯାଉଛି। ଦୀର୍ଘ ବର୍ଷ ଧରି ମାଫିଆମାନେ ଏହି କାରବାର ଚଳାଇଥିଲେ ମଧ୍ୟ ଏଥିରେ ଲଗାମ ଲାଗିପାରୁନାହିଁ। ସୋମବାର କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ରାୟଗଡ଼ା ସହରରୁ ଅମ୍ବାଦଳା ଥାନା ଅଧୀନ ବିଜାବନ୍ଦାଳି ଗ୍ରାମର…
ଶୋଇଥିବା ବେଳେ ଘରେ ପଶିଲା ମହୁଲ ବୋଝେଇ ଟ୍ରକ: ଗୋଟିଏ ପରିବାରର ୨ ଗୁରୁତର
କେନ୍ଦୁଝର,୧୩।୧୨ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଜୁଡ଼ିଆ ଘାଟି ନିକଟ ଷଠି ଘରସାହିରେ ଏକ ମହୁଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୋର ପ୍ରାୟ ୪ଟାରେ ଟ୍ରକ୍ଟି ମହେଶ୍ୱର ପାତ୍ରଙ୍କ ଘର ଭିତରେ ପଶିଯିବାରୁ ତାଙ୍କ ସ୍ତ୍ରୀ ଓ ନଅ…
ଚିତ୍ରକୋଣ୍ଡାରେ ଫୁଟିଲା ଗୁଳି: ଟଳିଲେ ୨ ମାଓବାଦୀ
ମାଲକାନଗିରି/ଚିତ୍ରକୋଣ୍ଡା,୧୩।୧୨(ଡି.ଏନ୍.ଏ):ପୁଣି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଫୁଟିଲା ଗୁଳି। ସିଙ୍ଗାରାମଠାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟି ରବିବାର ଦୁଇ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଦୁଇ ମାଓବାଦୀଙ୍କ ମଧ୍ୟରୁ ଜଣେ ଦୁର୍ଦ୍ଦାନ୍ତ ତଥା ଏରିଆ କମିଟି ମେମ୍ବର…
୨୩ରୁ ଖୋଲିବ ଶ୍ରୀମନ୍ଦିର
ପୁରୀ ଅଫିସ, ୧୨।୧୨: କରୋନା ଯୋଗୁ ପ୍ରାୟ ୯ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ଏବେ ଖୋଲିବାକୁ ଯାଉଛି। ଏନେଇ ଶନିବାର ମନ୍ଦିର ପ୍ରଶାସନ ଏବଂ ଛତିଶା ନିଯୋଗ ପକ୍ଷରୁ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ଖୋଲିବାକୁ ଛତିଶା ନିଯୋଗ…
ଟ୍ରାକ୍ଟର-ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ
କୁଆଁରମୁଣ୍ଡା,୧୨।୧୨(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅନ୍ତର୍ଗତ ବୀରମିତ୍ରପୁର-ସଲଙ୍ଗାବାହାଲ ରୋଡ୍ର ଝମନକେରା ବୁଲାଣି ନିକଟରେ ଶନିବାର ପୂର୍ବାହ୍ନରେ ଟ୍ରାକ୍ଟର-ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ବାଇକ୍ (ନଂ. ଓଡି୨୩ଜି/୦୮୦୪) ଆରୋହୀ ୨ଜଣ ଯୁବକଙ୍କ ମୁତ୍ୟୁ ଘଟିଛି । ମୃତକ ହେଲେ ଦୁହ୍ଲାପୁର…
ଖୋଲିବ ଶ୍ରୀମନ୍ଦିର: କୋଭିଡ୍ ନେଗେଟିଭ୍ ରିପୋର୍ଟ ଦେଖାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ବାହାର ଭକ୍ତ
ପୁରୀ ଅଫିସ,୧୨।୧୨: ଖୋଲିବ ଶ୍ରୀମନ୍ଦିର। ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। ଏନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଶନିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି। ଏନେଇ ୨ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ।…
୩୫୦ରୁ କମ୍ କରୋନା ପଜିଟିଭ ଚିହ୍ନଟ; ୧୮ଶହ ଟପିଲା ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୩୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କର କରୋନାଜନୀତ ମୃତ୍ୟୁ ଘଟିଛି। ତେବେ ନୂଆ ପଜିଟିଭକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ…
ନିର୍ବନ୍ଧ ପୂର୍ବରୁ ଯୁବକଙ୍କୁ ହତ୍ୟା: ବରଯାତ୍ରୀ ଯାଇ ନିଖୋଜ ଥିଲେ
ଖୋର୍ଦ୍ଧା ଅଫିସ/ନିରାକାରପୁର,୧୨।୧୦(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ଡ଼ିଆ ଗ୍ରାମର ବିକାଶ ସାହୁ(୨୯)ଙ୍କୁ ହତ୍ୟା କରାଯାଇଛି। ତାଙ୍କ ମୃତଦେହକୁ ଜଙ୍କିଆ ଥାନା ରମାବିଲି ଗ୍ରାମର ଏକ ପରିତ୍ୟକ୍ତ କୂଅରୁ ଶୁକ୍ରବାର ପୋଲିସ ଜବତ କରିଛି। ଶନିବାର ବିକାଶଙ୍କ ନିର୍ବନ୍ଧ ହେବାକୁ…
ପ୍ରଦୀପଙ୍କ ଦୁର୍ନୀତି ମାମଲା: ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ, ତଦନ୍ତ କରିବ ଭିଜିଲାନ୍ସ
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଠକେଇ, ଜାଲିଆତି, ଆପରାଧିକ ଷଡ଼ଯନ୍ତ୍ର ଏବଂ ସାଇବର ଅପରାଧ ଅଭିଯୋଗରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଅଛନ୍ତି ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ତାଙ୍କର ସମସ୍ତ ଦୁର୍ନୀତି ମାମଲାର ତଦନ୍ତ କରିବ ଭିଜିଲାନ୍ସ। ଏ ସଂକ୍ରାନ୍ତରେ…
Archives


