ରାଜ୍ୟ

ଅନ୍ତର୍ଜାତୀୟ ମହିଳା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୩: ଆଜି ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ମହିଳାଙ୍କୁ ଗଭୀର ସମ୍ମାନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜିର ମହିଳା ଆତ୍ମନିର୍ଭରଶୀଳ, ପ୍ରଗତିକାମୀ, ଉଦ୍ୟମୀ ଏବଂ ସଶକ୍ତ। ବିଶେଷକରି କୋଭିଡ୍‌ ସଂଗ୍ରାମରେ ପୁରୁଷଙ୍କ ସହିତ ସହଭାଗୀ…

୭ ଦିବ୍ୟାଙ୍ଗଙ୍କୁ ରୋଜଗାର ଦେଉଛନ୍ତି ତେଜସ୍ବିନୀ

ଭୁବନେଶ୍ୱର,୮।୩ (ବ୍ୟୁରୋ): ଦିବ୍ୟାଙ୍ଗ ହୋଇ ବି ମନରେ ରହିଛି ଦୃଢ଼ ଆତ୍ମବିଶ୍ୱାସ। ସ୍ବାଭାବିକ ଭାବେ ଚାଲି ପାରୁ ନ ଥିଲେ ମଧ୍ୟ ୭ ଦିବ୍ୟାଙ୍ଗ ମହିଳାଙ୍କୁ ରୋଜଗାର ଦେଉଛନ୍ତି। ବହୁ ସଂଘର୍ଷ ଭିତରେ ବଡ଼ ସଫଳତା ପାଇଥିବା ଦିବ୍ୟାଙ୍ଗ ତେଜସ୍ବିନୀ ଆଜି…

ଜଙ୍ଗଲ ନିଆଁରେ ଆକ୍ତାମାକ୍ତା

ଅନୁଗୋଳ ଅଫିସ, ୮।୩: ବନାଗ୍ନି କବଳରେ ରାଜ୍ୟର ଅଧିକାଂଶ ଜଙ୍ଗଲ। ହୁ ହୁ ହୋଇ ଜଳୁଛି ଗଛଲତା। ଜଙ୍ଗଲ ନିଆଁ ପରିବେଶ ପ୍ରତି ବିପଦ ସୃଷ୍ଟି କରିଥିବାବେଳେ ଏଥିରୁ ନିର୍ଗତ ଧୂଆଁ ଜନଜୀବନକୁ ଅସ୍ତବ୍ୟସ୍ତ କରିସାରିଲାଣି। ଜଙ୍ଗଲ ନିଆଁ ପାଇଁ ଅନୁଗୋଳ ସହରବାସୀ…

ମାଟିମୂର୍ତ୍ତିର ମ୍ୟୁଜିୟମ

ସାତମାଇଲ,୮।୩: ମହାବୀରଙ୍କଠାରୁ ମହାତ୍ମା ଗାନ୍ଧୀ। ତିଳକଙ୍କଠାରୁ ତେଜସ୍ବିନୀ ଲକ୍ଷ୍ମୀବାଈ। ସୁନ୍ଦର ଆଲୋକରେ ଝଲସୁଛି ଓଡ଼ିଶାର ସମୃଦ୍ଧ ସଂସ୍କୃତି, ଲୋକକଳା, ସ୍ବାଧୀନତା ସଂଗ୍ରାମର ଗାଥା, ଜନଜୀବନର ଗହନ କଥା। ଜନଗଣଙ୍କ ଜାଣିବା ଲାଗି ପ୍ରତିଟି ବିଷୟରେ ଦର୍ଶାଯାଇଛି ସଂକ୍ଷିପ୍ତ ସୂଚନା। ଫଟୋଚିତ୍ରରେ ନୁହେଁ,…

ସଂଘର୍ଷରୁ ସ୍ବୟଂସିଦ୍ଧା

ଢେଙ୍କାନାଳ ଅଫିସ, ୮।୩(ରତନ ନାୟାର): କି ରାତି କି ଦିନ। ଅସରନ୍ତି ସେମାନଙ୍କ ସଂଘର୍ଷର କାହାଣୀ। କେତେ ଝଡ଼ଝଞ୍ଜା ଆସିଛି। ପ୍ରତିକୂଳ ପରିସ୍ଥିତି ପାଚେରି ହୋଇ ଛିଡ଼ାହୋଇଛି। କେତେବେଳେ ଖାକି ପୋଷାକ ତଳେ ଲୁଚିଯାଇଛି ମାତୃତ୍ୱର ବେଦନା ତ ଆଉ କେବେ…

ପୁଣି ଅସୁସ୍ଥ ପଦ୍ମଶ୍ରୀ ତୁଳସୀ ମୁଣ୍ଡା

ଭୁବନେଶ୍ୱର,୮।୩(ବ୍ୟୁରୋ): ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଆଜି ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ୭୪ ବର୍ଷୀୟା ପଦ୍ମଶ୍ରୀ ତୁଳସୀ ମୁଣ୍ଡା ତାଙ୍କ ବଡ଼ବିଲ ସେରେଣ୍ଡାସ୍ଥିତ ବାସଭବନରେ ଆଜି ସକାଳେ…

ଶିମିଳିପାଳ ଏବେ ଲାଲ୍‌ପିଣ୍ଡ: ପାହାଡ଼ ଶୀର୍ଷକୁ ଛୁଇଁଲାଣି

ବାରିପଦା ଅଫିସ,୮।୩: ଶିମିଳିପାଳ ଅଭୟାରଣ୍ୟରେ ଥିବା ପାହାଡ଼ ଶୀର୍ଷକୁ ଛୁଇଁଲାଣି ନିଆଁ। ଦିନକୁ ଦିନ ସ୍ଥିତି ବିଗିଡ଼ିବାରେ ଲାଗିଛି। ପାହାଡ଼ ପରେ ପାହାଡ଼କୁ ନିଆଁ ବ୍ୟାପି ଚାଲିଥିବା ବେଳେ ବନ କର୍ମଚାରୀ, ସ୍ବେଚ୍ଛାସେବୀ ସଙ୍ଗଠନ, ଦମକଳ ବାହିନୀ, ପୋଲିସ ଓ ଜଙ୍ଗଲକୁ…

ରାଜଧାନୀରେ ପିକ୍‌ଅପ୍‌ ଭ୍ୟାନ୍‌ରେ ହତ୍ୟା ଘଟଣା: ଦୁଇ ଅଭିଯୁକ୍ତ ଭାଇ କୋର୍ଟ ଚାଲାଣ

ଭୁବନେଶ୍ୱର,୮।୩(ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶନିବାର ନୟାପଲ୍ଲୀ ଥାନା ଅଞ୍ଚଳରେ ଜଟ ଓରଫ ଟୁକୁନା ଦାସଙ୍କୁ ରାସ୍ତା ଉପରେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭିତରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ଦୁଇ ଭାଇ ସୁଧୀର ପୃଷ୍ଟି ଓ…

ଜଙ୍ଗଲ ଗିଳି ଚାଲିଛି ନିଆଁ

ଭୁବନେଶ୍ୱର (ବ୍ୟୁରୋ)/ ନୟାଗଡ ଅଫିସ/ସଜନାଗଡ଼/ ବୁଗୁଡ଼ା, (ଡି.ଏନ.ଏ.)୮।୩: ହୁ ହୁ ମାଡ଼ିଚାଲିଛି ନିଆଁ। ଓଡ଼ିଶାର ବିଭିନ୍ନ ଜଙ୍ଗଲକୁ ଚାଟିଯାଉଛି ବିପର୍ଯ୍ୟୟର ଲହ ଲହ ଜିହ୍ବା। ସବୁଠୁ ବଡ଼ ଚିନ୍ତା ହେଉଛି ୨,୭୫୦ ବର୍ଗ କି.ମି. ଅଞ୍ଚଳ ପରିମିତ ଏସିଆ ମହାଦେଶର ଦ୍ୱିତୀୟ…

ଗ୍ରାମର ୨୮ ଧନୀ ବ୍ୟକ୍ତିଙ୍କୁ ହତ୍ୟା ଧମକ

ଗୁଣପୁର, ୮ା୩: ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅଧୀନ କତୁରୁ ଗ୍ରାମରେ ଦେଖିବାକୁ ମିଳିଛି ଧମକପୂର୍ଣ୍ଣ ପୋଷ୍ଟର। ୧୭ ନମ୍ବର ଓ୍ବାର୍ଡ କତୁରୁଠାରେ ତେଲୁଗୁ ଭାଷାରେ ୪ଟି ପୋଷ୍ଟର ଲାଗିଛି। ଏଥିରେ ଗାଁର ୨୮ଜଣଙ୍କ ନାମ ଲେଖାଯାଇ ସେମାନଙ୍କୁ ହତ୍ୟା…

ପୋଲିସ ଭୟରେ ଦୌଡ଼ି ପଳାଉଥିବା ବେଳେ ଜୀବନଗଲା

ବରଗଡ଼ ଅଫିସ୍‌,୭।୩: ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ସାନ ପିପିଲିପାଲି ଗ୍ରାମରେ ରବିବାର ଏକ ନିଛାଟିଆ ସ୍ଥାନରେ ଚାଲିଥିବା ଜୁଆ ଆଡ୍ଡାରେ ପୋଲିସ ଚଢ଼ାଉ ବେଳେ ଭୟରେ ଦୌଡି ପଲାଉଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ଅଞ୍ଚଳରେ…

ନଡ଼ା ପୋଡୁଥିବା ବେଳେ ଜିଅନ୍ତା ଜଳିଗଲେ ଚାଷୀ

ନୂଆପଡା ଅଫିସ, ୭।୩: ନିଜ ଜମିରେ ନିଆଁ ଲଗାଇ ଜଳିଗଲେ ଚାଷୀ। ଏଭଳି ଏକ ଘଟଣା ଘଟିଛି ନୂଆପଡ଼ା ଜିଲା ସିନାପାଲି ମହାଜନପଡ଼ାରେ। ମୃତକ ଜଣକ ମହାଜନପଡ଼ାର ନୀଳାମ୍ବର ମେହେର(୫୫)। ଘଟଣାସ୍ଥଳରୁ ସିନାପାଲି ପୋଲିସ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରିଛି। ରବିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri