ପିସି ଆଣ୍ଡ୍ ପିଏନ୍ଡିଟି ପୋର୍ଟାଲ ଲୋକାର୍ପିତ
ଭୁବନେଶ୍ୱର, ୧୨୧୨(ବ୍ୟୁରୋ): ଚଳିତ ବର୍ଷରୁ ରାଜ୍ୟ ସରକାର ଗର୍ଭଧାରଣ ଓ ପ୍ରସୂତି ପୂର୍ବ ରୋଗ ନିର୍ଣ୍ଣୟ (ପିସି ଆଣ୍ଡ୍ ପିଏନ୍ଡିଟି) ସମ୍ବନ୍ଧୀୟ ଅଲ୍ଟ୍ରାସାଉଣ୍ଡ୍ର ପଞ୍ଜୀକରଣ ଏବଂ ନବୀକରଣ ସୁବିଧାକୁ ଲୋକସେବା ଆଇନ ଅଧିକାର ପରିସରଭୁକ୍ତ କରିଛନ୍ତି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର…
‘ମୁଖ୍ୟମନ୍ତ୍ରୀ ମଣ୍ଡିକୁ ଯାଇ ବାସ୍ତବ ସ୍ଥିତି ପରଖନ୍ତୁ’
ଭୁବନେଶ୍ୱର,୧୨ା୧୨(ବ୍ୟୁରୋ): ରାଜ୍ୟ ସରକାର ଚାଷୀମାନଙ୍କର ଆର୍ଥିକ ସଶକ୍ତୀକରଣ ପ୍ରସଙ୍ଗରେ କୁମ୍ଭୀରକାନ୍ଦଣା ଛଡ଼ା ଅନ୍ୟ କୌଣସି ଆଖିଦୃଶିଆ ପଦକ୍ଷେପ ନେଇନାହାନ୍ତି। ଓଡ଼ିଶାରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ପ୍ରସଙ୍ଗରେ ରାଜ୍ୟ ସରକାର ନିଜ ମୁଣ୍ଡରୁ ଦାୟିତ୍ୱ ହଟାଇ କେବଳ ଦାୟିତ୍ୱହୀନ ମନ୍ତବ୍ୟ…
ଆକାଶଙ୍କୁ କ୍ରାଇମ୍ବ୍ରାଞ୍ଚର ମାରାଥନ ଜେରା
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଜେଲ ଯାଇଥିବା ଆଇଏଫ୍ଏସ୍ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ। ତେବେ ଟାଟା କମ୍ପାନୀରେ ଚାକିରି…
୩୦ରେ ଡାକ ଅଦାଲତ
ଭୁବନେଶ୍ୱର,୧୨ା୧୨(ବ୍ୟୁରୋ): ୧୧୯ତମ ସର୍କଲସ୍ତରୀୟ ଡାକ ଅଦାଲତ ଆସନ୍ତା ଡିସେମ୍ବର ୩୦ ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱରସ୍ଥିତ ଚିଫ୍ ପୋଷ୍ଟ ମାଷ୍ଟର ଜେନେରାଲ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ। ସାଧାରଣତଃ ଏହି ଡାକ ଅଦାଲତ ତ୍ରୈମାସିକ ଭାବେ ପ୍ରତି ଡିଭିଜନ ଏବଂ ସର୍କଲ ସ୍ତରରେ ମାର୍ଚ୍ଚ,…
ପୁଅର ଚାକିରି ପାଇଁ ଅର୍ଥ ହରାଇ ମହିଳାଙ୍କ ଆତ୍ମହତ୍ୟା
ବିଞ୍ଝାରପୁର,୧୨ା୧୨(ଡି.ଏନ.ଏ.): ପୁଅର ଚାକିରି କରାଇ ଦେବା ପାଇଁ ଜଣେ ଯୁବକଙ୍କୁ ଟଙ୍କା ଦେଇଥିଲେ ମା’। ହେଲେ ପୁଅର ଚାକିରି ହେଲାନି, ଟଙ୍କା ବି ଫେରି ପାଇଲେନି। ତେଣୁ ମାନସିକ ଚାପରେ ରହି ମା’ ଗୁରୁବାର ରାତିରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।…
କନ୍ଧମାଳରେ ଯବାନ-ମାଓବାଦୀ ଗୁଳି ବିନିମୟ
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କନ୍ଧମାଳ ଜିଲାରେ ଶୁକ୍ରବାର କୋମ୍ବିଂ ଅପରେଶନ ସମୟରେ ଏସ୍ଓଜି ଓ ଡିଭିଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳି ବିନିମୟରେ ମାଓବାଦୀମାନେ ପଛଘୁଞ୍ଚା ଦେଇଛନ୍ତି। ତେବେ ଯବାନଙ୍କ ଗୁଳିମାଡ଼ରେ ଜଣେ…
‘ଗବେଷଣାକୁ ପ୍ରାଥମିକତା ଦିଅ’
ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ରାଜ୍ୟର ୬ ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିଙ୍କ ସହିତ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟରେ ଗବେଷଣା କାର୍ଯ୍ୟକୁ ଅଧିକ ପ୍ରାଥମିକତା ଦେବା ସହ ଗବେଷଣାର ସନ୍ଦର୍ଭଗୁଡ଼ିକ ପ୍ରମୁଖ ପତ୍ରିକାରେ ପ୍ରକାଶନ…
ଖୋଲିଲା ବନ୍ଧୁକ କାରବାର ଗୁମର
କଟକ ଅଫିସ୍, ୧୨।୧୨: ବ୍ୟବସାୟୀ ଓ ଠିକାଦାରଙ୍କଠାରୁ ବଟି ଆଦାୟ, ଟେଣ୍ଡର ଫିକ୍ସିଂ, ବାଲିଘାଟ ନିଲାମ ଓ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ କରିବା ଅଭିଯୋଗରେ ଗିରଫ ହୋଇ ଦୀର୍ଘ ୪ବର୍ଷ ହେଲା ଜେଲରେ ଥିବା ସୁଶାନ୍ତ ଏବଂ ସୁଶୀଲ ଧଳସାମନ୍ତ ଭ୍ରାତାଙ୍କ ଏବେ…
ଆଇନ ସଂଶୋଧନକୁ ଅପେକ୍ଷା
ଭୁବନେଶ୍ୱର,୧୨ା୧୨(ବ୍ୟୁରୋ): ଦୀର୍ଘ ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେବ ରାଜ୍ୟର ୫ ମହାନଗର ନିଗମ ସମେତ ସମସ୍ତ ମ୍ୟୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ଏସି)ରେ ନିର୍ବାଚନ ହୋଇପାରୁ ନାହିଁ। ସ୍ଥାନ ସଂରକ୍ଷଣ ନେଇ ସମସ୍ୟା ଦେଖାଦେବା ପରେ ନିର୍ବାଚନ ନେଇ ସରକାର…
ଫିକାପଡ଼ିବ ପର୍ଯ୍ୟଟନ ଋତୁ
ଢେଙ୍କାନାଳ ଅଫିସ, ୧୨।୧୨: ଆସିଛି ଶୀତ। ଆଣିଛି ଅଜସ୍ର ଉନ୍ମାଦନା। ଆରମ୍ଭ ହୋଇଛି ପର୍ଯ୍ୟଟନ ଋତୁ। ପ୍ରକୃତିରାଜୀ ଭିଜୁଛି ଶୀତୁଆ ସକାଳର କାକରରେ। କୋଳାହଳମୟ ପରିବେଶଠୁ ଦୂରରେ କେଇଘଣ୍ଟା ହଜିଯିବାକୁ ପର୍ଯ୍ୟଟକଙ୍କୁ ହାତଠାରି ଡାକୁଛି ପର୍ଯ୍ୟଟନସ୍ଥଳୀ। ଭୂତାଣୁ ଭୟରେ କଟକଣା ବେଡିରେ ବନ୍ଧା…
ପର ଘର ପ୍ରତିବନ୍ଧକ
ବଇଣ୍ଡା,୧୨ା୧୨: ମା’ ପେଟରେ ଥିବା ପିଲାଟି ଯେପରି ଅପପୁଷ୍ଟିର ଶିକାର ନ ହେବ ଏବଂ ଏକ ସୁରକ୍ଷିତ ଭବିଷ୍ୟତ ଦିଗରେ ଅଗ୍ରସର ହେବ ସେଥିପାଇଁ ଅଙ୍ଗନଓ୍ବାଡି ଉପରେ ଗୁରୁ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ସରକାର। କିନ୍ତୁ ଏହି ମହତ୍ ଉଦ୍ଦେଶ୍ୟ ପୂରଣ…
ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଅବହେଳାରୁ ବିସ୍ଫୋରଣ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ଭୂତଳ ଗ୍ୟାସ୍ ଟାଙ୍କି ବିସ୍ଫୋରଣ ଘଟଣା ପାଇଁ ଆଇଓସିଏଲ୍ର ପ୍ରାଧିକୃତ ଅଧିକାରୀ ଏବଂ ଠିକାଦାର ସଂସ୍ଥା ମେସର୍ସ ସୂର୍ଯ୍ୟଶକ୍ତି ଭେସେଲ ଲିମିଟେଡର ଅଧିକାରୀଙ୍କୁ ଦାୟୀ କରାଯାଇଛି। ପୋଲିସ ତଦନ୍ତରୁ ଏହା ଜଣାପଡ଼ିଛି। ଏଥିସହ ବିସ୍ଫୋରଣ…
Archives


