ଆଜି ଗଞ୍ଜାମକୁ ପଛରେ ପକାଇଲା ଖୋର୍ଦ୍ଧା
ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବାରୁ ଏହା ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଶୁକ୍ରବାର ୨୯ଟି ଜିଲାରୁ ସର୍ବାଧିକ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଗଞ୍ଜାମରୁ ୨୭୯ ଆକ୍ରାନ୍ତ ଚିହ୍ନଟ...
CORONAVIRUS UPDATE: ରାଜ୍ୟରେ ୪୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ସର୍ବାଧିକ ୧୮୩୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୭ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍ ସେଣ୍ଟରରୁ...
ଡାକ୍ତରଙ୍କୁ ଭଣ୍ଡେଇଲେ ସୁନ୍ଦରୀ ଯୁବତୀ, ଆକାଉଣ୍ଟରୁ ନେଇଗଲେ ଏତିକି ଟଙ୍କା, ଆଉ ତା’ ପରେ…
ତାଳଚେର,୭ା୮(ନି.ପ୍ର.): ଜଣେ ଯୁବତୀ ନିଜକୁ ଏକ ବଡ଼ କମ୍ପାନୀର ଏଜେଣ୍ଟ ବୋଲି ପରିଚୟ ଦେଇ ଜଣେ ବରିଷ୍ଠ ତଥା ଅବସରପ୍ରାପ୍ତ ଡାକ୍ତରଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ହଡ଼ପ କରି ଶେଷରେ ତାଳଚେର ଟାଉନ ଥାନା ପୋଲିସ ହାତରେ ଗିରଫ...
୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୭। ୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗୁରୁବାର ଦୁର୍ବଳ ହୋଇ ମଧ୍ୟପ୍ରଦେଶ ଅତିକ୍ରମ କରି ଯାଇଛି। ତେବେ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ...
କରୋନା: ୮୯୦ କୋଟି ଦ୍ୱିତୀୟ କିସ୍ତି ମଞ୍ଜୁର କଲା କେନ୍ଦ୍ର
ଭୁବନେଶ୍ୱର,୭ା୮(ବ୍ୟୁରୋ): କେନ୍ଦ୍ର ସରକାର କୋଭିଡ-୧୯ ମୁକାବିଲା କରିବାକୁ ଜରୁରୀ ସ୍ବାସ୍ଥ୍ୟସେବା ପ୍ୟାକେଜର ଦ୍ୱିତୀୟ କିସ୍ତି ବାବଦରେ ଓଡିଶା ସମେତ ୨୨ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ୮୯୦.୩୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ...
‘ଶ୍ରୀମନ୍ଦିରରେ ଅନ୍ଲାଇନ ଦର୍ଶନ ପାଇଁ ବିଚାରବିମର୍ଶ’
ପୁରୀ ଅଫିସ,୭ା୮: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଅନ୍ଲାଇନ୍ ବ୍ୟବସ୍ଥା ଗ୍ରହଣ କରାଯିବ। ଏନେଇ ବିଚାର ବିମର୍ଶ ଚାଲିଛି। ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବା ପରେ ଭକ୍ତ ଶ୍ରୀମନ୍ଦିରକୁ ପ୍ରବେଶ କରି ଠାକୁରଙ୍କୁ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି...
ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ, ବାଲେଶ୍ୱର ଡିଆର୍ଡିଏ ପିଡି ରାମଚନ୍ଦ୍ର ଜେନାଙ୍କୁ ଦେବଗଡ ଡିଆର୍ଡିଏ ପିଡି, ରବୀନ୍ଦ୍ର କୁମାର ସାହୁଙ୍କୁ ବାଲେଶ୍ୱର ଡିଆର୍ଡିଏ ପିଡି, ରାଜେନ୍ଦ୍ର କୁମାର ରଞ୍ଜିତଙ୍କୁ...
ଓଡ଼ିଶାର ସୁନାମି ପ୍ରସ୍ତୁତିକୁ ୟୁନେସ୍କୋ ସ୍ବୀକୃତି
ଭୁବନେଶ୍ୱର,୭ା୮(ବ୍ୟୁରୋ):ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଅନ୍ତର୍ଜାତୀୟ ସ୍ବୀକୃତି। ୟୁନେସ୍କୋର ଇଣ୍ଟରଗର୍ଭନମେଣ୍ଟାଲ ଓସେନୋଗ୍ରାଫିକ କମିଶନ(ଆଇଓସି) ଓଡ଼ିଶାର ଜଗତ୍ସିଂହପୁର ଜିଲା ନୋଳିଆ ସାହି ଏବଂ ଗଞ୍ଜାମ ଜିଲା ଭେଙ୍କଟରାୟପୁର ଗ୍ରାମକୁ ଦେଶରେ ପ୍ରଥମ କରି ସୁନାମି ପ୍ରସ୍ତୁତ (ସୁନାମି ରେଡି)...
କରୋନାକୁ ହରାଇଲେ ୧୩ ମାସର ଶିଶୁ
କୋରୁକୋଣ୍ଡା,୬ା୮(ଡି.ଏନ.ଏ)-ମାଲକାନଗିରି ଜିଲାରେ କରୋନା ତାର କାୟା ବିସ୍ତାର କରି ଚାଲିଛି। ତେବେ ପ୍ରଥମ କରି ଏକ ୧୩ ମାସର ଛୁଆ କରୋନାରୁ ସୁସ୍ଥ ହୋଇଥିବା ଖବର ପହଞ୍ଚତ୍ଛି। ଏହି ଛୋଟ ଶିଶୁ କାଲିମେଳା ବ୍ଲକ ଅନ୍ତର୍ଗତ ଏମ୍ଭି-୪୫ ଗ୍ରାମର। ଶିଶୁ...
ଆସିକା ସବ୍ଜେଲର ୩ କର୍ମଚାରୀଙ୍କୁ କରୋନା
ଆସିକା,୬ା୮(ଡି.ଏନ୍.ଏ.)- ଆସିକା ବ୍ଲକ୍, ତହସିଲ୍, ଥାନା, ଡାକ୍ତରଖାନାରୁ ପୂର୍ବରୁ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଏବେ ସବ୍ଜେଲରେ ପହଞ୍ଚତ୍ଛି ସଂକ୍ରମଣ। ଆସିକା ସବ୍ଜେଲରେ ମଙ୍ଗଳବାର କର୍ମଚାରୀଙ୍କ ସ୍ବାବ୍ ସଂଗ୍ରହ କରାଯାଇଥିଲା। ଗୁରୁବାର ୨ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ଗୁରୁବାର ପୁଣି...
ସୁସ୍ଥ ହେଲେ ୧୧୫୦ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର, ୬।୮(ବ୍ୟୁରୋ): ମହାକାରୀ କରୋନାରୁ ଗୁରୁବାର ୧୧୫୦ଜଣ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ରାଜ୍ୟରେ ୨୬,୮୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍କରି ସୂଚନା...
ଡରାଇଚାଲିଛି କରୋନା: ଭୁବନେଶ୍ୱରରୁ ପୁଣି ୧୧୮ ପଜିଟିଭ ଚିହ୍ନଟ; ଜାଣନ୍ତୁ କେଉଁଠୁ କେତେ…
ଭୁବନେଶ୍ୱର, ୬।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଞ୍ଚଳରୁ ଗୁରୁବାର ଆଉ ୧୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୭୧ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୪୭ ଲୋକାଲ କେସ୍ ରହିଛି। ଏ ନେଇ ବିଏମ୍ସି ପକ୍ଷରୁ ଟୁଇଟ୍କରି ସୂଚନା...
Archives


