ଆଜିଠୁ ୫ ଦିନିଆ ରିମାଣ୍ଡରେ ଆକାଶ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଆଇଏଫ୍ଏସ୍ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ଶୁକ୍ରବାରଠାରୁ ପୁଣି ରିମାଣ୍ଡରେ ଆସିବେ। ତାଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚ ପକ୍ଷରୁ ଏସ୍ଡିଜେଏମ୍ କୋର୍ଟରେ ଆବେଦନ କରାଯାଇଥିବାବେଳେ ଗୁରୁବାର କୋର୍ଟ ଅନୁମତି ପ୍ରଦାନ…
୨୧ ସ୍ପେଶାଲ ଟ୍ରେନ୍ର ସମୟ ପରିବର୍ତ୍ତନ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ପୂର୍ବତଟ ରେଳପଥ ଓ ଏହା ପରିସୀମା ମଧ୍ୟରେ ଚଳାଚଳ କରୁଥିବା ସ୍ପେଶାଲ ଟ୍ରେନଗୁଡିକର ସମୟ ସାରଣୀକୁ ବିଭିନ୍ନ ଷ୍ଟେଶନରେ ପରିବର୍ତ୍ତନ କରାଯାଇଛି। ଯାତ୍ରୀଙ୍କ ସୁବିଧା ସହ ଟ୍ରେନ ପରିଚାଳନାକୁ ସହଜ କରିବାପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱର-ଆନନ୍ଦ ବିହାର-ଭୁବନେଶ୍ୱର ଦ୍ୱି-ସାପ୍ତାହିକ…
ବରମୁଣ୍ଡା ବସ୍ ଟର୍ମିନାଲ ଦେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ବରମୁଣ୍ଡା ଆନ୍ତଃ ରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି। ଗୋଟିଏ ଖଣ୍ଡଗିରିସ୍ଥିତ ବସ୍ ଡିପୋ…
ଲହୁଣୀପଡା ପୋଲିସ ପକ୍ଷରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ
ଲହୁଣୀପଡା, ୧୧।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ପୋଲିସ ପକ୍ଷରୁ ସଡକ ସୁରକ୍ଷା ନିମନ୍ତେ ବୁଧବାର ଏକ ଜନ ସଚେତନତା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏହି ଜନସଚେତନତା କାର୍ଯ୍ୟକ୍ରମରେ ନେତୃତ୍ୱ ନେଇଥିଲେ ଲହୁଣୀପଡା ଥାନାର ଆଇପିଏସ ଅଧିକାରିଣୀ ଏସ ସ୍ବାତୀ…
ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ କ୍ରୀଡ଼ା ସାମଗ୍ରୀ ବଣ୍ଟନ
କୁଆଁରମୁଣ୍ଡା, ୧୧।୧୨(ଡି.ଏନ.ଏ.)-ବୁଧବାର କୁଆଁରମୁଣ୍ଡା ବ୍ଲକ ଭାଟିଟୋଲି ପଡିଆରେ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ପାନପୋଷ ଉପଖଣ୍ଡର କୁଆଁରମୁଣ୍ଡା ଓ ନୂଆଗାଁ ବ୍ଲକର ୧୮ଟି ଲେଖାଏଁ ସାଂସ୍କୃତିକ ଓ କ୍ରୀଡା ଅନୁଷ୍ଠାନକୁ ସାଂସ୍କୃତିକ ଓ କ୍ରୀଡା ସାମଗ୍ରୀ ପ୍ରଦାନ କରାଯାଇଛି। ଏହି…
ଭୂତଳ ପୋଲ ନିର୍ମାଣ ଦାବି ତେଜୁଛି: ଜାତୀୟ ରାଜପଥ ୪୯ରେ ଭୂତଳ ପୋଲ ନିର୍ମାଣ ପାଇଁ ବୈଠକ
ଦେବଗଡ଼, ୧୧।୧୨(ଡି.ଏନ.ଏ.) ଜାତୀୟ ରାଜପଥ ପ୍ରାଧିକରଣ(ଏନ୍ଏଚ୍ଏଆଇ) ପକ୍ଷରୁ ଦେବଗଡ଼ ଜିଲା ବାରକୋଟ ବ୍ଲକ କଣ୍ଢଳ ଗ୍ରାମଦେଇ ଯାଇଥିବା ମୁମ୍ବାଇ-କୋଲକାତା ସଂଯୋଗକାରୀ ୪୯ ନମ୍ବର ଜାତୀୟ ରାଜପଥ ଫୋର୍ଲେନ୍ କାର୍ଯ୍ୟ ଚାଲିଛି। କଣ୍ଢଳଠାରେ ଏକ ଅଣ୍ଡର ପାସ୍ (ଭୂତଳ ରାସ୍ତା)ନିର୍ମାଣ ଦାବି…
ଜିଲାସ୍ତରୀୟ ଶିଶୁ, କିଶୋର ଶ୍ରମିକ ସର୍ବେକ୍ଷଣ
ଦେବଗଡ, ୧୧।୧୨(ଡି.ଏନ.ଏ)-ଭାରତ ସରକାରଙ୍କ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟ ନିୟମ ଅନୁଯାୟୀ ଦେବଗଡ ଜିଲାରେ ୬ ରୁ ୧୮ ବର୍ଷ ବୟସର ଶିଶୁ ଓ କିଶୋର ଶ୍ରମିକ ସର୍ବେକ୍ଷଣ କାର୍ଯ୍ୟ କରିବା ପାଇଁ ଜାତୀୟ ଶିଶୁଶ୍ରମିକ ପ୍ରକଳ୍ପର ଅଧ୍ୟକ୍ଷ-ତଥା ଜିଲାପାଳ ସୁଧାଂଶୁ…
ବଲାଙ୍ଗୀର ପ୍ରଶାସନର କଡ଼ା ଆଭିମୁଖ୍ୟ, ରାସ୍ତା ଉପରେ ବେପାର ମନା
ବଲାଙ୍ଗୀର ଅଫିସ,୧୧ା୧୨ ବଲାଙ୍ଗୀର ସହର ମୁଖ୍ୟ ରାସ୍ତା ଉପରେ ଆଗକୁ ଆଉ ବେପାର କରିବାକୁ ଦିଆଯିବ ନାହିଁ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ରାସ୍ତା ଉପରେ ଯେଉଁ ଉଠାଦୋକାନୀ ଓ ପନିପରିବା ବ୍ୟବସାୟୀ ବେପାର…
ଭାତୃଭାବ ଜାଗ୍ରତ ହେଲେ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ସମ୍ଭବ
ବଲାଙ୍ଗୀର ଅଫିସ/ପୁଇଁତଲା, ୧୧ା୧୨ (ଡି.ଏନ୍.ଏ.) ବିଶ୍ୱ ମାନବିକ ଅଧିକାର ଦିବସ ପାଳନ ଅବସରରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚବିଦ୍ୟାଳୟରେ ‘କୃତିତ୍ୱ ହିଁ ପ୍ରେରଣାର ଉତ୍ସ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ପ୍ରଧାନଶିକ୍ଷୟିତ୍ରୀ ସୁଜାତା ପୁରୋହିତଙ୍କ…
ଶହୀଦଙ୍କୁ ମିଳୁନି ସମ୍ମାନ
ଢେଙ୍କାନାଳ ଅଫିସ, ୧୧।୧୨: ଶହୀଦ ଶବ୍ଦ କାନରେ ବାଜିବା ମାତ୍ରକେ ସମ୍ମାନରେ ନଇଁଯାଏ ମଥା। ଭାରତ ମାତାର ସୁରକ୍ଷା ପାଇଁ ଜୀବନ ବଳିଦାନ ଦେଇଥିବା ଏପରି ବୀର ଜନ୍ମମାଟିକୁ କରିଛନ୍ତି ଗୌରବାନ୍ବିତ। ସେମାନଙ୍କ ତ୍ୟାଗ, ବୀରତ୍ୱର ଗାଥାକୁ ଝୁରି ହେଉଛନ୍ତି ଦେଶବାସୀ। ହେଲେ…
ଶେଷ ହେଉନି ସମ୍ପ୍ରସାରଣ
ଅନୁଗୋଳ ଅଫିସ, ୧୧।୧୨: କେନ୍ଦ୍ରାଞ୍ଚଳ ଦେଇ ପୂର୍ବରୁ ପଶ୍ଚିମ ଓଡ଼ିଶାକୁ ଯୋଡ଼ୁଥିବା ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣରେ ଅହେତୁକ ବିଳମ୍ବ ହେଉଛି। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍ଏଚ୍ଏଆଇ) ପକ୍ଷରୁ ଏହି କାର୍ଯ୍ୟ ଠିକାସଂସ୍ଥା ଗାୟତ୍ରୀ ପ୍ରୋଜେକ୍ଟକୁ ଦିଆଯାଇଛି। କିନ୍ତୁ…
ଜମି ହରାଉଛନ୍ତି ଏସ୍ସି, ଏସ୍ଟି
ଯାଜପୁର ଅଫିସ,୧୧ା୧୨:ରାଜ୍ୟର ୯ ଜିଲାରେ ୨୦୦୯-୧୦ରୁ ୨୦୧୯-୨୦ ବର୍ଷ ମଧ୍ୟରେ ଅନୁସୂଚିତ ଜାତି(ଏସ୍ସି) ଓ ଜନଜାତି(ଏସ୍ଟି)ଙ୍କ ୨୩୩୭.୮୧୧ ଏକର ଜମି ବିକ୍ରି ପାଇଁ ୭,୮୪୭ ସାଧାରଣ ବର୍ଗଙ୍କ ସପକ୍ଷରେ ଅନୁମତି ତଥା ଭୂସଂସ୍କାର (ଓଏଲ୍ଆର୍) ପ୍ରମାଣପତ୍ର ଦିଆଯାଇଛି। ଏଥିରେ ଖଣି ଓ…
Archives


