୧୮ମାସରେ ଶେଷ ହେବ ବରମୁଣ୍ଡା ବସ୍ଷ୍ଟାଣ୍ଡ ନବକଳେବର କାର୍ଯ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦।୧୨-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ବରମୁଣ୍ଡା ଆନ୍ତଃ ରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି। ଗୋଟିଏ ଖଣ୍ଡଗିରିସ୍ଥିତ ବସ୍ ଡିପୋ ଏବଂ…
ଅଶୁକୀ ଜଙ୍ଗଲରେ ୨୨ ହାତୀ
ଝୁମ୍ପୁରା, ୧୦।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ବାଲିବନ୍ଧ ଫରେଷ୍ଟ, ଲକ୍ଷ୍ମୀପଶି ବିଟ ଅନ୍ତର୍ଗତ ଅଶୁକୀ ଜଙ୍ଗଲରେ ଦୁଇ ଦିନ ହେବ ମୟୂରଭଞ୍ଜ ଅଞ୍ଚଳରୁ ଚାଲି ଆସିଥିବା ୨୨ଟିକିଆ ହାତୀପଲ ରହୁଛନ୍ତି। ଅଶୁକୀ ଜଙ୍ଗଲ ପାର୍ଶ୍ୱରେ ଅରଡେଇ ନଦୀ ବୋହି ଯାଉଥିବା ବେଳେ, ଖାଦ୍ୟ ଓ…
ପରୀକୁ ନ୍ୟାୟ ଦିଆଯାଉ: ଡି.ପୁରନ୍ଦେଶ୍ୱରୀ
ନୟାଗଡ ଅଫିସ୍, ୧୦।୧୨: ପରୀ ହତ୍ୟା ଘଟଣାରେ ଭାଜପା ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ଗୁରୁବାର ନୟାଗଡ଼ର ଯଦୁପୁରରେ ପହଞ୍ଚି ମୃତକଙ୍କ ବାପାମାଙ୍କୁ ଭେଟିଲେ। ଏହାସହ ମୃତଦେହ ଉଦ୍ଧାର ସ୍ଥାନ ବୁଲି ଦେଖିଥିଲେ। ଡି.ପୁରନ୍ଦେଶ୍ୱରୀ ଅଭିଯୋଗ କରି କହିଛନ୍ତି, ପରୀ ବାପାମାଙ୍କୁ ସୁରକ୍ଷା…
ଖୋଲିବ ସ୍କୁଲ
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀ ମାସରେ ରାଜ୍ୟରେ ସ୍କୁଲ ଖୋଲିପାରେ। ଏ ନେଇ ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଡିସେମ୍ବର ସ୍କୁଲ ଖୋଲିହେବ ବୋଲି ଏସ୍ଆର୍ସି କହିଥିଲେ। ବର୍ତ୍ତମାନ ପରିସ୍ଥିତି ଯାହା ଡିସେମ୍ବରରେ ସ୍କୁଲ…
ନୂଆବର୍ଷରୁ ଖୋଲିପାରେ କଲେଜ
ଭୁବନେଶ୍ୱର,୧୦ା୧୨(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଦୀର୍ଘ ୮ରୁ ୯ ମାସ ଧରି ସ୍କୁଲ, କଲେଜ ବନ୍ଦ ରହିଛି। ତେବେ ନୂଆ ବର୍ଷରେ କଲେଜ ଖୋଲିପାରେ ବୋଲି ଆଶା ପ୍ରକଟ କରିଛନ୍ତି ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର। କଲେଜରେ କ୍ଲାସ ହେବ କି…
ରାଜ୍ୟରେ ପୁଣି ୩୪୩ କରୋନା ପଜିଟିଭ୍ ଚିହ୍ନଟ, ୫ ମୃତ
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୩୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୬ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍…
ସୂର୍ଯ୍ୟମନ୍ଦିର ପରିସରରୁ ବାଲି ଚୋରି
କୋଣାର୍କ,୧୦ା୧୨(ଡି.ଏନ୍.ଏ.):କୋଣାର୍କ ସୂର୍ଯ୍ୟମନ୍ଦିର ପରିସର ପୂର୍ବ ପାର୍ଶ୍ୱ ବାଲିବନ୍ତଠାରୁ ବାଲି ଚୋରା ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ତେବେ ଏହି ଚୋରି ଆଉ କେହି ନୁହେଁ ଖୋଦ୍ ଏଏସ୍ଆଇ ଅଧିକାରୀଙ୍କ ନିର୍ଦ୍ଦେଶରେ ହେଉଥିବା କୋଣାର୍କର ୨ଟି ସଂଘ ଏହି ଅଭିଯୋଗ ଆଣିଛନ୍ତି। ତେବେ…
ପ୍ରଥମ ଦିନରେ ୨୨ କଟେଜରେ ପର୍ଯ୍ୟଟକ
କୋଣାର୍କ,୧୦ା୧୨(ଡି.ଏନ୍.ଏ.):ଓଡ଼ିଶାର ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ସହ ପର୍ଯ୍ୟଟକଙ୍କୁ ଆଡ୍ଭେଞ୍ଚର ସ୍ପୋର୍ଟସ, ମନୋରଞ୍ଜନ ଆଦିର ଭିନ୍ନ ଅନୁଭବ ଦେବାକୁ ବୁଧବାରଠାରୁ ଆରମ୍ଭ ହୋଇଛି ‘ଇକୋ ରିଟ୍ରିଟ୍’। ପର୍ଯ୍ୟଟନ ବିଭାଗ ପକ୍ଷରୁ ରାଜ୍ୟର ୫ଟି ସ୍ଥାନରେ ଆୟୋଜିତ ଏହି ଫେଷ୍ଟିଭାଲକୁ ମୁଖ୍ୟମନ୍ତ୍ରୀ ନବୀନ…
ଜେଲରେ ଜେରା ହେବେ ପ୍ରଦୀପଙ୍କ ସହ ପାଠକ ବାପପୁଅ
ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ନିଲମ୍ବିତ ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କ ନାଁରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ୩ଟି ମାମଲା ରୁଜୁ କରିଛି। ପାଠକ ବାପପୁଅଙ୍କ ନାଁରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ…
‘ଲୋକାୟୁକ୍ତଙ୍କ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ କଂଗ୍ରେସର ନୈତିକ ବିଜୟ’
ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ରାଜ୍ୟରେ କରୋନା ମହାମାରୀ ସମୟରେ ବହୁଚର୍ଚ୍ଚିତ ମାସ୍କ, ପିପିଇ କିଟ୍ ଓ ଅନ୍ୟାନ୍ୟ କୋଭିଡ୍ ସାମଗ୍ରୀ କିଣାରେ ବହୁ କୋଟି ଟଙ୍କା ଦୁର୍ନୀତିରେ ରାଜ୍ୟ ସରକାରଙ୍କର ସମ୍ପୃକ୍ତିକୁ ନେଇ ପ୍ରଦେଶ କଂଗ୍ରେସ କମିଟି ଲୋକାୟୁକ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଲୋକାୟୁକ୍ତ ଗୁରୁତ୍ୱପୂର୍ଣ୍ଣ…
ପରୀକୁ ନ୍ୟାୟ ଦେବାରେ ସରକାର ବିଫଳ
ନୟାଗଡ଼ ଅଫିସ,୧୦ା୧୨:ଶିଶୁକନ୍ୟା ପରୀକୁ ନ୍ୟାୟ ଦେବାରେ ରାଜ୍ୟ ସରକାରଙ୍କ ବିଫଳତା ପ୍ରତିବାଦରେ ଭାଜପା ଓ କଂଗ୍ରେସ ଆନ୍ଦୋଳନକୁ ଜୋରଦାର କରିଛନ୍ତି। ଭାଜପା ପଦଯାତ୍ରା କରିବାକୁ ନିଷ୍ପତ୍ତି ନେଇଛି। କଂଗ୍ରେସ ‘ପରୀ ନ୍ୟାୟ ରଥ’ ପରିକ୍ରମା କରାଇ ଲୋକଙ୍କ ପାଖକୁ ଯାଇ ଦସ୍ତଖତ…
‘କୋଇଲା ରୟାଲ୍ଟି ସଂଶୋଧନ କର’
ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):କୋଇଲା ଓ ଅନ୍ୟାନ୍ୟ ଖଣିଜ ପଦାର୍ଥର ରୟାଲଟି ସଂଶୋଧନ ପ୍ରସ୍ତାବ ୨୦୧୭ରୁ କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି। କୋଇଲା ରୟାଲ୍ଟି ସଂଶୋଧନ ୨୦୧୭ ସେପ୍ଟେମ୍ବରରୁ ପଡ଼ିରହିଛି। ଯଦିଓ କ୍ଲିନ୍ ଏନର୍ଜି ସେସ୍ ଅନେକ ଥର ବୃଦ୍ଧି କରାଯାଇଛି ତେବେ ତାହା ରାଜ୍ୟ…
Archives


