ରାଜ୍ୟ

ଇଟା ବେଝେଇ ଟ୍ରାକ୍ଟର ଯାଉଥିବା ବେଳେ ଭୁଶୁଡ଼ି ପଡ଼ିଲା ପୋଲ

ନନ୍ଦପୁର,୫ା୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳି ବେଲଗାଁ ପଞ୍ଚାୟତର ସିଡାପୁଟ ଗ୍ରାମ ନିକଟ ପୋଲ ଉପରେ ଶୁକ୍ରବାର ଏକ ଇଟା ବୋଝେଇ ଟ୍ରାକ୍ଟର ଯାଉଥିବା ବେଳେ ହଠାତ୍‌ ପୋଲଟି ଭୁଶୁଡ଼ି ପଡ଼ିଥିଲା। ଫଳରେ ଟ୍ରାକ୍ଟରର ଟ୍ରଲିଟି ପୋଲ ତଳକୁ…

ଗୋଟିଏ ପରିବାରରୁ ୯୬୭ କୁଇଣ୍ଟାଲ ଧାନ କିଣି ଫଶିଲେ ସମବାୟ ସମିତି ସମ୍ପାଦକ

ଭୁବନେଶ୍ୱର/ଭଣ୍ଡାରିପୋଖରୀ, ୫।୩ : ଧାନକିଣାରେ ଅନିୟମିତତା ଏବଂ ନିର୍ଦ୍ଦେଶାବଳୀର ଉଲ୍ଲଂଘନ ଅଭିଯୋଗରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମାଳଦା ସେବା ସମବାୟ ସମିତି ଭାରପ୍ରାପ୍ତ ସମ୍ପାଦକ ମଦନ ମୋହନ ସାହୁଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଏଥିସହିତ ଉକ୍ତ ସମିତିର ଡାଟାଏଣ୍ଟ୍ରି ଅପରେଟର…

ଜଙ୍ଗଲରେ ନିଆଁ ଲଗାଇ ଶିକାର ବେଳେ ୩ ଗିରଫ

ତେଲକୋଇ,୫।୩: କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନ ବିମଳା ଫରେଷ୍ଟ ବିଟ୍‌ ଝାରବେଡା ସଂରକ୍ଷିତ ଜଙ୍ଗଲରେ ନିଆଁ ଲଗାଇ ଶିକାର କରୁଥିବା ବେଳେ ବନ ବିଭାଗ ୩ଜଣ ଶିକାରୀଙ୍କୁ ଗିରଫ କରିଛି। ବନ କର୍ମଚାରୀ ତାଙ୍କଠାରୁ ଧନୁତୀର ଜବତ କରିଛନ୍ତି। ଶୁକ୍ରବାର…

ଜଙ୍ଗଲରେ ନିଆଁ: ଭୟଭୀତ ହୋଇ ଘର ଛାଡ଼ିଲେ ଲୋକେ

ଉଦଳା,୫।୩: ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ କୁଟଲିଂ ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗିଛି। ପ୍ରଥମେ ଉର୍ମଳ ନିକଟସ୍ଥ କାଜୁ ଜଙ୍ଗଲରେ ନିଆଁ ଲାଗିବା ପରେ ଏହା କୁଟଲିଂ ସଂରକ୍ଷିତ ଜଙ୍ଗଲକୁ ବ୍ୟାପି ଯାଇଥିଲା। ପବନରେ ନିଆଁ ଉଡ଼ି ଉର୍ମଳ, କୁଟଲିଂ,…

ଆଜି ରାଜ୍ୟରୁ ୯୧ ପଜିଟିଭ୍‌ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୫।୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୯୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୬୨୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୩ ଜଣ ଚିହ୍ନଟ…

ଡେମୋ ଦେଖାଇଲେ ବିବନ: ସିବିଆଇ ଆଗରେ ବଖାଣିଲେ ଘଟଣାକ୍ରମ

ବାରଙ୍ଗ,୫।୩(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବାରଙ୍ଗ ନରଣପୁରର ବିବନ ବିଶ୍ୱାଳ ଶୁକ୍ରବାର ସକାଳେ ସିବିଆଇକୁ ଡେମୋ ଦେଖାଇଛନ୍ତି। ସିବିଆଇ ଆଖିରୁ ଖସି ଦୀର୍ଘ ୨୨ବର୍ଷ ଧରି ଫେରାର ଥିବା ବିବନଙ୍କୁ କମିଶନରେଟ ପୋଲିସ ଗତ୨୧ତାରିଖରେ…

ତୀବ୍ର ହେଉଛି ଚାଷୀ ଅସନ୍ତୋଷ

ଢେଙ୍କାନାଳ ଅଫିସ, ୫।୩ ହାତରେ ଟୋକନ ଅଛି, ହେଲେ ଧାନ ବିକ୍ରି କରିପାରୁନାହାନ୍ତି ଚାଷୀ। ଟାର୍ଗେଟ ପୂରଣ ହୋଇସାରିଥିବା କହି ନିର୍ଦ୍ଧାରିତ ସମୟ ପୂର୍ବରୁ ମଣ୍ଡି ବନ୍ଦ କରିଦିଆଯିବା ପରେ ସମସ୍ୟା ଦ୍ୱିଗୁଣିତ ହୋଇଯାଇଛି। ଯୋଗାଣ ବିଭାଗ ସରକାରଙ୍କ ନୂଆ ଟାର୍ଗେଟକୁ…

ଆଜିଠୁ ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟମେଳା

ଭୁବନେଶ୍ୱର, ୫।୩(ବ୍ୟୁରୋ):ରାଜ୍ୟର ବାଣିଜ୍ୟ ଓ ରପ୍ତାନିକୁ ଆହୁରି ମଜଭୁତ କରିବା ପାଇଁ ଓଡ଼ିଶା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପକ୍ଷରୁ ଶୁକ୍ରବାରଠାରୁ ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟ ମେଳା-୨୦୨୧ ଆରମ୍ଭ ହେବ। ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ…

ପଞ୍ଚାୟତିରାଜ ଓ ବିଜୁବାବୁ

ଲୋକମାନଙ୍କୁ ନିଜକୁ ଶାସନ କରିବାକୁ ସୁଯୋଗ ଦିଅ, ନିଜ ଅଞ୍ଚଳର ବିକାଶ ପାଇଁ ସେମାନଙ୍କୁ ବିଭିନ୍ନ ଯୋଜନା ପ୍ରସ୍ତୁତ କରିବାକୁ ଦିଆଯାଉ ଏବଂ ସେମାନଙ୍କ ଯୋଜନାକୁ ସେମାନେ କାର୍ଯ୍ୟକାରୀ କରନ୍ତୁ-ଏହାହିଁ ପଞ୍ଚାୟତିରାଜ ବ୍ୟବସ୍ଥାର ମୂଳ ଲକ୍ଷ୍ୟ। ପଞ୍ଚାୟତକୁ ଆର୍ଥିକ କ୍ଷମତା ପରିଚାଳନା…

ଓଡ଼ିଆ ଜାତିର ମହାନାୟକ

ପକ୍ଷୀମାନେ ମାଟିରେ ଚାଲନ୍ତି କମ୍‌, ଆକାଶରେ ଉଡ଼ନ୍ତି ଅଧିକ। ବିଜୁ ପଟ୍ଟନାୟକ ଥିଲେ ଏଭଳି ଏକ ବିରଳ ବ୍ୟକ୍ତିତ୍ୱ, ଯେ କି ଆକାଶରେ ଯେତିକି ଉଡ଼ୁଥିଲେ, ମାଟି ଉପରେ ବି ସେତିକି ଚାଲୁଥିଲେ। ମାଟି ଉପରେ ଦୃଢ଼ ଭାବରେ ପାଦ ଥାପି…

ପ୍ରକଳ୍ପ ତଦାରଖକୁ ଜୋର୍‌ଦାର କରିବ ‘ମୋ ସ୍କୁଲ’

ଭୁବନେଶ୍ୱର, ୫।୩(ବ୍ୟୁରୋ):ସରକାରୀ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ଉନ୍ନତି ପାଇଁ କାର୍ଯ୍ୟ କରୁଥିବା ‘ମୋ ସ୍କୁଲ୍‌’ ଅଭିଯାନକୁ ବ୍ୟାପକ କରାଯାଇଛି। ଏହା ମାଧ୍ୟମରେ ୨୫,୫୨୦ ବିଦ୍ୟାଳୟ ଯୋଡ଼ି ହୋଇଛି। ବର୍ତ୍ତମାନ ସୁଦ୍ଧା ପୁରାତନ ଛାତ୍ରୀଛାତ୍ର ମୋଟ ୮୦କୋଟି ୩୪ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ…

୪ ଦିନିଆ ଓଡ଼ିଶା ଗସ୍ତରେ ଫ୍ରାନ୍ସ ରାଷ୍ଟ୍ରଦୂତ

ଭୁବନେଶ୍ୱର, ୫ା୩(ବ୍ୟୁରୋ):ଭାରତରେ ଅବସ୍ଥାପିତ ଫ୍ରାନ୍ସର ରାଷ୍ଟ୍ରଦୂତ ମି. ଇମାନୁଏଲ୍‌ ଲେନାଇନ୍‌ଙ୍କ ସହ ଏକ ପ୍ରତିନିଧି ଦଳ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ା ଗସ୍ତର ପ୍ରଥମ ଦିନ ଲୋକସେବା ଭବନସ୍ଥିତ ନୂତନ କନ୍‌ଭେନଶନ୍‌ ହଲ୍‌ଠାରେ ଏମ୍‌ଏସ୍‌ଏମ୍‌ଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri