ରାଜ୍ୟ

ପଞ୍ଜୁରି ଭିତରେ ମାଛଚାଷ ଲାଗି ସରକାରଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର,୪। ୮(ବ୍ୟୁରୋ): ଓଡ଼ିଶାରେ ୬.୮୪ ଲକ୍ଷ ହେକ୍ଟର ପରିମିତ ବିସ୍ତୃତ ମଧୁରଜଳ ଉତ୍ସ ରହିଛି। ୨୦୧୯-୨୦ ଆର୍ଥିକ ବର୍ଷରେ ରାଜ୍ୟରେ ପ୍ରାୟ ୮.୧୬ ଲକ୍ଷ ମେଟ୍ରିକ୍‌ ଟନ୍‌ ମାଛ ଉତ୍ପାଦିତ ହୋଇଛି। ଓଡ଼ିଶାରେ ଭାରତୀୟ କାର୍ପ ମାଛ ଓ ଅନ୍ୟ...

କ୍ରାଇମବ୍ରାଞ୍ଚରେ ପଡ଼ିରହିଛି ଅଧାରୁ ଅଧିକ ମାମଲା

ତ୍ରିନାଥ ମହାନ୍ତି ଭୁବନେଶ୍ୱର, ୪। ୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ସର୍ବୋଚ୍ଚ ତଥା ଭରସାଯୋଗ୍ୟ ତଦନ୍ତକାରୀ ସଂସ୍ଥା ହେଉଛି କ୍ରାଇମ୍‌ବ୍ରାଞ୍ଚ। ଯେତେବେଳେ ପୋଲିସ ଫେଲ୍‌ ମାରେ ସେତେବେଳେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଦାବି ଉଠେ। ଲୋକେ କ୍ରାଇମବ୍ରାଞ୍ଚର ଦ୍ୱାରସ୍ଥ ହୁଅନ୍ତି ବା...

୫୦%କର୍ମଚାରୀକୁ ନେଇ କାର୍ଯ୍ୟ କରିବ ବ୍ୟାଙ୍କ

ଭୁବନେଶ୍ୱର,୪। ୮: କରୋନା ପାଇଁ ସରକାର ବ୍ୟାଙ୍କ କ୍ଷେତ୍ରଗୁଡ଼ିକ ପାଇଁ କାର୍ଯ୍ୟକ୍ଷମତାକୁ କମାଇ ୩୦% କରିଥିଲେ। ବର୍ତ୍ତମାନ ପରିସ୍ଥିତିରେ ଓଡ଼ିଶା ସରକାର ଏହି ନିୟମରେ ସାମାନ୍ୟ ପରିବର୍ତ୍ତନ କରିଛନ୍ତି। ସୋମବାର ସରକାରଙ୍କ ପକ୍ଷରୁ ଆଉ ଏକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି।...

ଭୁବନେଶ୍ୱର କୋର୍ଟ ନ ଆସିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୪। ୮ (ବ୍ୟୁରୋ): ଭୁବନେଶ୍ୱର କୋର୍ଟରେ କାର୍ଯ୍ୟରତ ଜଣେ ସିଏସ୍‌ଆଇ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ କୋର୍ଟ ପରିସରକୁ ସାନିଟାଇଜ୍‌ କରାଯାଉଛି। ଏଥିସସହ ସଂକ୍ରମଣ ରୋକିବା ପାଇଁ ପଦକ୍ଷେପ ନିଆଯାଇଛି। କୋର୍ଟକୁ କେହି ନ...

ଶ୍ରୀକ୍ଷେତ୍ରରୁ ଜାତିସଂଘ

ପୁରୀ ଅଫିସ,୪। ୮: ବୟସ ୨୦। ହେଲେ ମିଳିତ ଜାତିସଂଘ ପକ୍ଷରୁ ୧୦ଟି ଦେଶରେ ଆୟୋଜିତ ୫୦ଟି ସମ୍ମିଳନୀରେ ବକ୍ତୃତା ଦେଇସାରିଲେଣି। ଏତେ କମ୍‌ ବୟସରେ ଏଭଳି ସଫଳତା ଆଣି ସେ ଦେଶ ଓ ରାଜ୍ୟ ପାଇଁ ଗର୍ବ ଗୌରବ...

ହୋଟେଲ, ରେଷ୍ଟୁରାଣ୍ଟ ପାଇଁ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୪। ୮(ବ୍ୟୁରୋ): ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକ କରୋନା ନିୟମ ମାନୁନାହାନ୍ତି। ଗହଳି ବଢୁଛି। ଏହାକୁ ଦେଖି ରାଜ୍ୟ ସରକାର ହୋଟେଲ ଏବଂ ରେଷ୍ଟୁରାଣ୍ଟ ପାଇଁ ଥିବା ଗାଇଡ୍‌ଲାଇନରେ ସଂଶୋଧନ କରିଛନ୍ତି। ଏ ନେଇ ସୋମବାର ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ...

୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୪। ୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏଥିସହିତ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଏବଂ...

କୃଷିରେ ମନୋନିବେଶ ଲାଗି ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୪। ୮(ବ୍ୟୁରୋ): ଗହ୍ମାପୂର୍ଣ୍ଣିମା ଏକ ଗଣପର୍ବ ରୂପେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣମୀ ତିଥିରେ ପାଳନ କରାଯାଏ। ଏହିଦିନ ଭଗବାନ ବଳରାମ ଜନ୍ମଗ୍ରହଣ କରିଥିଲେ। ଭାରତୀୟ ସଂସ୍କୃତିରେ କୃଷି ଓ ପଶୁପାଳନର ମୁଖ୍ୟ ବିନ୍ଧାଣି ହେଉଛନ୍ତି ବଳରାମ। ତେଣୁ ତାଙ୍କ...

ଜାମିନ ପାଇଁ ହାଇକୋର୍ଟ ଗଲେ ଡାକ୍ତର

କଟକ ଅଫିସ,୪। ୮: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଓ ପରେ ଗର୍ଭପାତ କରାଇବା ଘଟଣାରେ ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀ ଗିରଫ ହୋଇଥିଲେ। ଗର୍ଭପାତ କରାଇଥିବା ଅଭିଯୋଗରେ ବୀରମିତ୍ରପୁର ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର...

ଆଇଏଏସ୍‌, ଓଏଏସ୍‌ ଅଫିସର ସ୍ତରରେ ବଦଳି

ଭୁବନେଶ୍ୱର,୪। ୮(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଏବଂ ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବରିଷ୍ଠ ଓଏଏସ୍‌ ଅଫିସର ତଥା...

ଓଡ଼ିଶା ପର୍ଯ୍ୟଟନକୁ ସାହା ‘ରୋଡ୍‌ ଟ୍ରିପ୍‌’

ଭୁବନେଶ୍ୱର,୪। ୮(ବ୍ୟୁରୋ): କରୋନା ସ୍ଥିତି ସୁଧୁରିବା ପରେ ଓଡ଼ିଶା ପ୍ରତି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ‘ସଡକ ପଥେ ପର୍ଯ୍ୟଟନ’ କାର୍ଯ୍ୟକ୍ରମ ଆରମ୍ଭ ହେବ। ‘ରୋଡ୍‌ ଟ୍ରିପ୍‌ସ ଟୁ ଆଣ୍ଡ୍‌ ଥ୍ରୁ ଓଡ଼ିଶା’ ନାମକ ଏହି...

ବଜ୍ରପାତ ନେଲା ୭ ଜୀବନ

ବାଲେଶ୍ୱର ଅଫିସ/ ରେମୁଣା/ସଜନାଗଡ/ ଚାନ୍ଦବାଲି/ଭଦ୍ରକ ଅଫିସ/କେନ୍ଦୁଝର, ୪। ୮(ଡି.ଏନ.ଏ./ସ୍ବ.ପ୍ର.) ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ହୋଇ ଅକାଳରେ ୭ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ଭଉଣୀଭାଇ ଅଛନ୍ତି। ରାଖୀ ପୂର୍ଣ୍ଣିମା ଅବସରରେ ଏଭଳି ଦୁଃଖଦ ଘଟଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri