ରାଜ୍ୟ

ଜେରା ଜାରି, ଆଜି ହୋଇପାରେ ସିନ୍‌ ରିକ୍ରିଏଶନ

ଭୁବନେଶ୍ୱର,୫।୩(ବ୍ୟୁରୋ):ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଗୁରୁବାରଠାରୁ ୨ ଦିନିଆ ରିମାଣ୍ଡରେ ନେଇଛି ସିବିଆଇ। ମଙ୍ଗଳବାର କୋଲକାତାର ଏକ ସିବିଆଇ ଟିମ୍‌ ସ୍ବତନ୍ତ୍ର ସିଜେଏମ୍‌ କୋର୍ଟରେ ଏଥିପାଇଁ ଆବେଦନ କରିଥିଲା। ୪ ଓ ୫…

ଖୁବ୍‌ଶୀଘ୍ର ହେବ ପୌର ନିର୍ବାଚନ

ଭୁବନେଶ୍ୱର,୫ା୩(ବ୍ୟୁରୋ):ସ୍ଥାନ ସଂରକ୍ଷଣ ସମସ୍ୟା ଯୋଗୁ ଦୀର୍ଘଦିନ ହେବ ରାଜ୍ୟରେ ପୌର ନିର୍ବାଚନ ହୋଇପାରୁ ନାହିଁ। ତେବେ ପୌର ନିର୍ବାଚନ ହେବା ନେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସବୁଜ ସଙ୍କେତ ଦେଇଛନ୍ତି। ରାଜ୍ୟ ସରକାର ଖୁବ୍‌ଶୀଘ୍ର ପୌର ନିର୍ବାଚନ କରିବାକୁ…

ଆଜି ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୫।୩(ବ୍ୟୁରୋ): ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଶୁକ୍ରବାର ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବା ନେଇ ଗୁରୁବାର ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି, ସମସ୍ତ ସରକାରୀ ଓ ଘରୋଇ…

କେନ୍ଦ୍ରାପଡ଼ାରେ ମିତ୍ତଲ କରିବ ଷ୍ଟିଲ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୫ା୩(ବ୍ୟୁରୋ):କେନ୍ଦ୍ରାପଡ଼ା ଜିଲାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ୍‌ ୧୨ ନିୟୁତ ଟନ୍‌ର ଏକ ମେଗା ଇଣ୍ଟିିଗ୍ରେଟେଡ୍‌ ଷ୍ଟିଲ୍‌ ପ୍ଲାଣ୍ଟ ସ୍ଥାପନ କରିବ। ଏଥିପାଇଁ ୫୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ଏ ନେଇ ଗୁରୁବାର ଲୋକସେବା ଭବନର ନୂଆ କନ୍‌ଭେନଶନ…

ଆଜି ବିଜୁ ଜୟନ୍ତୀ:ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଉଦ୍‌ବୋଧନ ଦେବେ ନବୀନ

ଭୁବନେଶ୍ୱର, ୫ା୩(ବ୍ୟୁରୋ):ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ବିଜେଡି ପକ୍ଷରୁ ଶୁକ୍ରବାର ପାଳନ କରାଯିବ। ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀ ସ୍ତରରେ ଏହି କାର୍ଯ୍ୟକ୍ରମ ପାଳନ ଲାଗି ମୁଖ୍ୟମନ୍ତ୍ରୀ ତଥା ଦଳ ସଭାପତି ନବୀନ ପଟ୍ଟନାୟକ ସବୁ ବିଧାୟକ, ଏମ୍‌ପି,…

ଭୁବନେଶ୍ୱର ଦ୍ୱିତୀୟ ବାସୋପଯୋଗୀ

ନୂଆଦିଲ୍ଲୀ, ୫ା୩(ପିଆଇବି):ଭାରତରେ ୧୦ ଲକ୍ଷରୁ କମ୍‌ ଜନସଂଖ୍ୟା ବିଶିଷ୍ଟ ସହର ମଧ୍ୟରେ ବାସପୋଯୋଗୀ ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛି ଓଡ଼ିଶା ରାଜଧାନୀ ଭୁବନେଶ୍ୱର। ଗୃହ ନିର୍ମାଣ ଏବଂ ସହରାଞ୍ଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ଗୁରୁବାର ଜାରି କରିଥିବା ଇଜ୍‌ ଅଫ୍‌…

ଜଳୁଛି ୩୦ ସଂରକ୍ଷିତ ଜଙ୍ଗଲ

ବାରିପଦା ଅଫିସ,୫।୩: ପ୍ରକୃତିର ରାଣୀ ସୁବଜ ସୁନ୍ଦର ଅଭୟାରଣ୍ୟ ଶିମିଳିପାଳ ଏବେ ସର୍ବଗ୍ରାସୀ ନିଆଁରେ କ୍ଷତବିକ୍ଷତ। ମନୁଷ୍ୟକୃତ ଅଗ୍ନିକାଣ୍ଡ ପାଇଁ ଶୁଷ୍କ ଜୈବମଣ୍ଡଳ ଉତ୍ତପ୍ତ ହୋଇଉଠିଛି। ତାରି କୋଳରେ ବଢୁଥିବା ଜୀବଜନ୍ତୁ, ସରୀସୃପ, ବୃକ୍ଷଲତା, ଗୁଳ୍ମ, ଔଷଧୀୟ ଫଳମୂଳ ପୋଡ଼ି ଅଙ୍ଗାର…

ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରି ୨ ମହିଳା ଗୁରୁତର

ଝାରସୁଗୁଡ଼ା ଅଫିସ୍‌,୪।୩: ସ୍ବାସ୍ଥ୍ୟ ବିଭାଗ ତରଫରୁ ଝାରସୁଗୁଡ଼ା ଜିଲା ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମହିଳାଙ୍କ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଯାଇଥିଲ। ଏଥିରେ ତ୍ରୁଟି ଦେଖାଦେବାରୁ ୨ଜଣ ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି। ସେମାନେ ଏବେ ଚିକିତ୍ସାଧୀନ ଅଛନ୍ତି। ମହିଳାଦ୍ୱୟ ହେଲେ କନକତୋରା…

ଉଚ୍ଚଶିକ୍ଷା ପାଇଁ ଖଲାସି କାମ କରୁଛନ୍ତି ମେଧାବୀ ଛାତ୍ର

ଲୋଇସିଂହା,୪।୩: ବଲାଙ୍ଗୀର ଜିଲା ଲୋଇସିଂହା ବସ୍ତି କୁମ୍ଭାରପଡ଼ାର ମେଧାବୀ ଛାତ୍ର ମୁନୁ ରଣା। ମୁମ୍ବାଇ ଦେଉନର ସ୍ଥିତ ଟାଟା ସାମାଜିକ ବିଜ୍ଞାନ ସଂସ୍ଥାନର ଶିକ୍ଷା ବିଭାଗରେ ଏମ୍‌ଏ କରୁଛନ୍ତି। ଲକ୍‌ଡଉନ ଯୋଗୁ ଘରକୁ ଫେରିଛନ୍ତି। ପରିବାରର ଆର୍ଥିକ ସ୍ଥିତି ଭଲ ନାହିଁ।…

ଦାଦର ଜଙ୍ଗଲରେ ନିଆଁ: ଲିଭାଇବାକୁ ଆସି ଫେରିଗଲେ ବନ କର୍ମଚାରୀ

ଅମରପାଲି, ୪।୩: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଳକ ଅନ୍ତର୍ଗତ ମୁର୍ଷୁଣ୍ଢୀର ଦାଦର ଜଙ୍ଗଲରେ ଲାଗିଛି ନିଆଁ। ନିଆଁ ଲାଗି ଜଙ୍ଗଲର ଗଛ ଲତା ଜଳି ଯାଉଥିବା ବେଳେ ଜୀବଜନ୍ତୁ ଅସୁରକ୍ଷିତ ହୋଇପଡିଛନ୍ତି। ରାସ୍ତା କଡକୁ ଲାଗି ରହିଥିବା ଉକ୍ତ ଜଙ୍ଗଲରେ ନିଆଁ…

ସୁସ୍ଥ ହେଲେ ୭୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୩ : ଓଡ଼ିଶାରେ ଗୁରୁବାର ୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୧୧, ବରଗଡ଼ ଓ ସମ୍ବଲପୁରରୁ ୮, କଟକରୁ ୭, ବଲାଙ୍ଗୀରରୁ ୬, ସୁନ୍ଦରଗଡ଼ରୁ ୫, ଦେଓଗଡ଼ ଓ ଯାଜପୁରରୁ ୪, ଝାରୁସୁଗୁଡ଼ା ଓ ମୟୁରଭଞ୍ଜରୁ ୩, ବାଲେଶ୍ୱର…

୪ ବର୍ଷ ପରେ ବଳାତ୍କାରୀ ଅଭିଯୁକ୍ତ ଗିରଫ

ଖଡିଆଳ, ୪।୩ ଦୀର୍ଘ ୪ ବର୍ଷ ପରେ ଗିରଫ ହୋଇଛନ୍ତି ବଳାତ୍କାରୀ ଅଭିଯୁକ୍ତ। ସେ ହେଲେ ନୂଆପଡା ଜିଲା ଖଡିଆଳ ବ୍ଲକ ରାନିମୁଣ୍ଡା ପଞ୍ଚାୟତ କୋଟାମାଲ ଗ୍ରାମର ଚକ୍ରଧର ଦାଶ। ୨୦୧୫ ଡିସେମ୍ବର ୬ ତାରିଖରେ ଜଣେ ବିବାହିତ ମହିଳା ଘରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri