ରାଜ୍ୟ

ନିରପେକ୍ଷ ନିଷ୍ପତ୍ତି ନିଅ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୪।୩(ବ୍ୟୁରୋ): ଲୋକମାନଙ୍କ ସହ ସିଧାସଳଖ କଥା ହେବା, ସହୃଦୟତାର ସହ ସେମାନଙ୍କ କଥା ଶୁଣିବା ଏବଂ ନିରପେକ୍ଷ ଭାବେ ନିଷ୍ପତ୍ତି ନେଇ କାର୍ଯ୍ୟ କରିବା ପାଇଁ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବୁଧବାର ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଶିକ୍ଷାନବିଶଙ୍କୁ…

କୋଟିଆ ବିବାଦ: ସୁପ୍ରିମକୋର୍ଟ ପୂର୍ବତନ ବିଚାରପତିଙ୍କ ପରାମର୍ଶ ଲୋଡ଼ିଲେ ରାଜ୍ୟ ସରକାର

ଭୁବନେଶ୍ୱର,୪।୩(ବ୍ୟୁରୋ): କୋଟିଆ ଅଞ୍ଚଳକୁ ନେଇ ଓଡ଼ିଶା ଓ ଆନ୍ଧ୍ର ମଧ୍ୟରେ ବିବାଦ ଲାଗି ରହିଛି। ଏହି ମାମଲା ଏବେ ସୁପ୍ରିମକୋର୍ଟରେ ବିଚାରାଧୀନ ରହିଛି। ରାଜ୍ୟ ସରକାର ଏ ନେଇ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଏ.କେ. ପଟ୍ଟନାୟକଙ୍କଠାରୁ ଆଇନଗତ ସହାୟତା ଲୋଡ଼ିଛନ୍ତି।…

କ୍ୱାଲିଟି ଦିଏ ଗ୍ରାହକ ସନ୍ତୁଷ୍ଟି

ନିରବଚ୍ଛିନ୍ନ ୨୧ ବର୍ଷ ଧରି ସ୍ବଚ୍ଛତା, ଶୁଦ୍ଧତା ଓ ଗୁଣବତ୍ତା ବଜାୟ ରଖିଥିବା ‘ଭାରତ ମସଲା’ ଓଡ଼ିଶାର ଅଧିକାଂଶ ରୋଷେଇ ଘରେ ଉପସ୍ଥିତି ଜାହିର କରିସାରିଛି। ଲୋକଙ୍କ ସ୍ବାଦର ରୁଚିକୁ ଚିହ୍ନି ପାରିଥିବାରୁ ଦେଶ ବିଦେଶରେ ବି ଏହାର ଚାହିଦା କାହିଁରେ…

ନାୟକ ସାର୍‌, ଭାଗ୍ୟଶ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ

ଭୁବନେଶ୍ୱର, (ବ୍ୟୁରୋ)/ନାଉଗାଁ,୪।୩(ସ୍ବ.ପ୍ର.):ସମାଜ ପାଇଁ ନିଃସ୍ବାର୍ଥପର ସେବା ଜାରି ରଖିଥିବା ଜଗତ୍‌ସିଂହପୁର ନାଉଗାଁ ବ୍ଲକ୍‌ ଶିଖର ପଞ୍ଚାୟତ ଅରଖକୁଦର ନାୟକ ସାର୍‌ ଓରଫ ସିଲୁ ନାୟକ ଓ ଇନ୍ଦିରା ଗାନ୍ଧୀ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ସରାଙ୍ଗର ଛାତ୍ରୀ ଭାଗ୍ୟଶ୍ରୀ ସାହୁଙ୍କୁ ରାଜ୍ୟପାଳ ପ୍ରଫେସର…

ଅଧିକ ସାଉଣ୍ଡ କଲେ ମିଳିବ ଦଣ୍ଡ

ଭୁବନେଶ୍ୱର,୪।୩(ବ୍ୟୁରୋ): ଆଉ ମନଇଚ୍ଛା ଶବ୍ଦ କରି ଶୋଭାଯାତ୍ରା କରିପାରିବେ ନାହିଁ। ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ମ୍ୟୁଜିକ୍‌ ସିଷ୍ଟମ୍‌ ଓ ଡିଜେ ଉପରେ ଲାଗିବ କଟକଣା। ୬୫ ଡେସିବଲ୍‌ରୁ ଅଧିକ ଶଦ୍ଦ ସୃଷ୍ଟି କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାକୁ…

‘ପୂର୍ବ ଭାରତର ପ୍ରବେଶ ଦ୍ୱାର ହେବ ଓଡ଼ିଶା’

ଭୁବନେଶ୍ୱର,୪।୩(ବ୍ୟୁରୋ): ସାମୁଦ୍ରିକ ପଣ୍ୟ କାରବାରରେ ଓଡ଼ିଶାର ଅପାର ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକବିଂଶ ଶତାବ୍ଦୀରେ ସର୍ବଶ୍ରେଷ୍ଠ ସାମୁଦ୍ରିକ ଅର୍ଥନୀତି ସହ ବାଣିଜ୍ୟ ବ୍ୟବସାୟ ମାଧ୍ୟମରେ ଏହା ପୂର୍ବ ଭାରତର ପ୍ରବେଶ ଦ୍ୱାର ହେବାର ଯଥେଷ୍ଟ ସମ୍ଭାବନା ରହିଛି।…

‘ବିଜ୍ଞାନ ଶିକ୍ଷାରେ ମନୋନିବେଶ କର’

ଭୁବନେଶ୍ୱର (ବ୍ୟୁରୋ)/ରାୟଗଡ଼ା ଅଫିସ୍‌/ ଜୟପୁର (ନି.ପ୍ର.)୪।୩ : ରାୟଗଡ଼ାରେ ଏକ ପ୍ଲାନେଟାରିୟମ ଓ କୋରାପୁଟ ଜିଲାର ଜୟପୁରଠାରେ ନିର୍ମାଣ ହେବ ଜିଲା ବିଜ୍ଞାନ କେନ୍ଦ୍ର(ସାଇନ୍ସ ପାର୍କ )। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ବିବନଙ୍କୁ ଚିହ୍ନିଲେ ଅଞ୍ଜନା

ଭୁବନେଶ୍ୱର,୪।୩ (ବ୍ୟୁରୋ): ଦୀର୍ଘ ୨୨ବର୍ଷ ପରେ ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବିବନ ବିଶ୍ୱାଳଙ୍କ ବୁଧବାର ଟେଷ୍ଟ ଆଇଡେଣ୍ଟିଫିକେଶନ(ଟିଆଇ) ପରେଡ୍‌ ବା ଅଭିଯୁକ୍ତ ଚିହ୍ନଟ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଝାରପଡ଼ା ଜେଲରେ ସିବିଆଇ ପକ୍ଷରୁ କରାଯାଇଥିବା ଟିଆଇ…

‘ତୁରନ୍ତ ପଦକ୍ଷେପ ନିଅ’

ଭୁବନେଶ୍ୱର,୪।୩(ବ୍ୟୁରୋ):  ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିମିଳିପାଳ କେବଳ ଓଡ଼ିଶା ବା ଭାରତର ନୁହେଁ, ଏହା ସମଗ୍ର ବିଶ୍ୱର ଏକ ଅମୂଲ୍ୟ ସମ୍ପଦ। ତେଣୁ…

ନିଆଁ ଆଁରେ ଶିମିଳିପାଳ

ଭୁବନେଶ୍ୱର,(ବ୍ୟୁରୋ)/ବାରିପଦା ଅଫିସ,୪।୩: ଜଳୁଛି ଶିମିଳିପାଳ ଅଭୟାରଣ୍ୟ। ୮ ରେଞ୍ଜର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁ ଏବେ ଚାରି ଦିଗକୁ ମାଡ଼ି ଚାଲିଛି। ନିଆଁ ନିୟନ୍ତ୍ରଣକୁ ଆସୁ ନ ଥିବାରୁ ବିପଦ ମୁହଁକୁ ଠେଲି ହୋଇଯାଉଛି ଶିମିଳିପାଳର ଜୈବମଣ୍ଡଳ। ଜଙ୍ଗଲ ଓ ବନ୍ୟପ୍ରାଣୀଙ୍କ…

ବିଧବା ମହିଳାଙ୍କୁ ଗାଁରୁ ତଡିଦେଲେ

ଜୁନାଗଡ଼,୪।୩: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅଧୀନ ତାଳପଦର ଗାଁରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଅନ୍ୟ ଜାତିର ଜଣେ ଯୁବକ ବିଧବା ମହିଳାଙ୍କୁ ଚାପୁଡ଼ା ମାରିବା ନେଇ ପଡାରେ ପ୍ରଜାକୋର୍ଟ କରି ମହିଳାଙ୍କୁ ରାତିରେ…

ମହିଳାଙ୍କୁ ହତ୍ୟା, ଗୁରୁତର ଅବସ୍ଥାରେ ଶିଶୁକନ୍ୟା ଉଦ୍ଧାର

ବାରିପଦା ଅଫିସ/ବାଙ୍ଗିରିପୋଷି,୪ା୩: ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧୀନ ଦ୍ୱାରଶୁଣୀ ଘାଟିିରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେହିପରି କରଞ୍ଜିଆ ଥାନା ଅଧୀନ ଚଢ଼େଇଭୋଳ ଅଞ୍ଚଳରୁ ମୁର୍ମୁଷ ଅବସ୍ଥାରେ ଏକ ଶିଶୁ କନ୍ୟାକୁ ଉଦ୍ଧାର କରି କଟକ ବଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri