ଝାରସୁଗୁଡ଼ାରେ ୧,୧୬୧ କାଳିଆ ହିତାଧୀକାରୀଙ୍କୁ ଟଙ୍କା ଫେରସ୍ତ ନୋଟିସ୍: ଜାଣନ୍ତୁ କେଉଁ ଜିଲାରୁ କେତେ ରହିଛନ୍ତି
ଝାରସୁଗୁଡ଼ା ଅଫିସ,୩ା୮: ରାଜ୍ୟ ସରକାରଙ୍କ କୃଷି ବିଭାଗ ପକ୍ଷରୁ କାଳିଆ ଯୋଜନାରେ ଚାଷୀମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ତେବେ ବର୍ତ୍ତମାନ ସହାୟତା ପାଇଥିବା ଚାଷୀମାନଙ୍କୁ ଅଯୋଗ୍ୟ ଦର୍ଶାଯାଇ ହିତାଧିକାରୀଙ୍କୁ ଟଙ୍କା ଫେରସ୍ତ ପାଇଁ ଚିହ୍ନଟ କରି ନୋଟିସ୍ ଜାରି...
ପଶ୍ଚିମବଙ୍ଗ ଲକ୍ଡାଉନ୍ ଯୋଗୁ ରେଳସେବା ପ୍ରଭାବିତ
ଭୁବନେଶ୍ୱର,୩।୮(ବ୍ୟୁରୋ): ପଶ୍ଚିମବଙ୍ଗରେ ଲକ୍ଡାଉନ ଯୋଗୁ ପୂର୍ବତଟ ରେଳପଥର ଟ୍ରେନ ସେବା ପ୍ରଭାବିତ ହୋଇଛି। ଚଳିତ ମାସରେ ଆଉକିଛି ଅଞ୍ଚଳକୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ କରାଯାଉଥିବାରୁ ଟ୍ରେନ ସେବା ବାତିଲ, ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରାଯାଇଛି। ଆସନ୍ତା ୫, ୮,...
ରାଜ୍ୟରେ ୨୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୩ା୮(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୨୦୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୩, ରାୟଗଡ଼ାରୁ ୩,...
CORONAVIRUS UPDATE: ରାଜ୍ୟରେ ୩୬,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୩୮୪ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୩ା୮(ବ୍ୟୁରୋ) : ସୋମବାର ୨୬ଟି ଜିଲାରୁ ୧୩୮୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ...
କଟକରେ ଦୈନିକ ୩ ଘଣ୍ଟା ଖୋଲିବ କୋର୍ଟ
କଟକ ଅଫିସ,୩ା୮: କଟକ ଜିଲାରେ ଲକ୍ଡାଉନ ଜାରି ରହିଥିବା ବେଳେ ପୂର୍ବ ଅପେକ୍ଷା କେତେକ କଟକଣା କୋହଳ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜିଲାରେ କୋର୍ଟଗୁଡ଼ିକ କାର୍ଯ୍ୟ କରିବା ନେଇ ଜିଲା ଜଜ୍ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାର ସମସ୍ତ କୋର୍ଟ...
୭ ବିଷୟକୁ ଜଣେ ଶିକ୍ଷୟିତ୍ରୀ
ବଅଁରପାଳ,୩ା୮(ଡି.ଏନ.ଏ.) ୧୯୮୫ରେ ସ୍କୁଲ ସ୍ଥାପନ ବେଳେ ନିଯୁକ୍ତି ପାଇଥିଲେ ୭ ଶିକ୍ଷକ। ହେଲେ ୩୫ ବର୍ଷ ପରେ ନବମ ଓ ଦଶମ ଶ୍ରେଣୀର ୭ ବିଷୟ ପଢ଼ାଇବାକୁ ବିଦ୍ୟାଳୟରେ ଅଛନ୍ତି ମାତ୍ର ଜଣେ ଶିକ୍ଷୟିତ୍ରୀ। ଏପରି ସରକାରୀ ଅବହେଳାର ଶିକାର ହୋଇଛି...
ଚାଷୀଙ୍କ ବୀମାଭୁକ୍ତ ଅବଧି ୫ ପର୍ଯ୍ୟନ୍ତ ବଢ଼ିଲା
ଭୁବନେଶ୍ୱର,୩।୮(ବ୍ୟୁରୋ): ଚଳିତ ଖରିଫ୍ରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀମାନଙ୍କୁ ବୀମାଭୁକ୍ତ କରିବା ପାଇଁ ସମୟସୀମା ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁ ଚାଷୀମାନେ ବୀମାଭୁକ୍ତ ହୋଇପାରି ନାହାନ୍ତି ସେମାନେ ତାଙ୍କ ଫସଲ ଲାଗି ଏହି ସମୟ...
ଲଘୁଚାପ ବର୍ଷା ଆଶ୍ୱସ୍ତି ଦେବ
ଭୁବନେଶ୍ୱର,୩।୮(ବ୍ୟୁରୋ): ଶ୍ରାବଣରେ ମୌସୁମୀ ଯେପରି ଉଭାନ ହୋଇଯାଇଛି। ଟାଇଁ ଟାଇଁ ଖରାରେ କ୍ଷେତ ଫାଟି ଆଁ କରିଛି। କେନାଲରେ ପାଣି ନ ଥିବାବେଳେ ଠିକ୍ ସମୟରେ ସରକାରଙ୍କ ଜଳସେଚନ ବ୍ୟବସ୍ଥା ଫେଲ୍ ମାରିଛି। ଫଳରେ ରାଜ୍ୟର ଲକ୍ଷଲକ୍ଷ ଚାଷୀ ଏବେ...
ଫିଟିଲାନି ରତ୍ନଭଣ୍ଡାର ଚାବି ଗୁମର
ପୁରୀ ଅଫିସ,୩।୮: ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ରହିଛି ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନଅଳଙ୍କାର। ଶେଷଥର ପାଇଁ ୧୯୮୫ରେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ଇତିମଧ୍ୟରେ ୩୫ ବର୍ଷ ବିତିଲାଣି। ସେବେଠାରୁ ରତ୍ନଭଣ୍ଡାର ଖୋଲାଯାଇ ନାହିଁ କି ମହାପ୍ରଭୁଙ୍କ ରତ୍ନଅଳଙ୍କାର ଯାଞ୍ଚ ମଧ୍ୟ ହୋଇପାରିନି। ସବୁଠୁ...
ଶ୍ରାବଣରେ କ୍ଷେତ ଫାଟି ଆଁ: ୬୧%ରୁ କମ୍ ବର୍ଷା
ପାଟଣା,୩।୮( ସ୍ବ.ପ୍ର.)-କେନ୍ଦୁଝର ଜିଲାର ୮୦ ପ୍ରତିଶତ ଅଧିବାସୀ ମୁଖ୍ୟତଃ କୃଷି ଉପରେ ନିର୍ଭର କରି ନିଜର ଗୁଜୁରାଣ ମେଣ୍ଟାଇଥାନ୍ତି। ଚଳିତ ବର୍ଷ କରୋନା ଯୋଗୁ ସବୁ କାମଧନ୍ଦା ମାନ୍ଦା ପଡ଼ିଥିବା ବେଳେ ଲୋକଙ୍କର ଅର୍ଥନୀତିର ମେରୁଦଣ୍ଡ ଭାଙ୍ଗି ପଡ଼ିଛି। ଏଭଳି...
ରାଜ୍ୟରେ ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ: କଟକରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨ା୮(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ କଟକରୁ ସର୍ବାଧିକ ୯୧ ଜଣ ସୁସ୍ଥ ହୋଇଥିବା ବେଳେ ଗଜପତିରୁ ୮୮, କୋରାପୁଟରୁ ୬୬, ଖୋର୍ଦ୍ଧାରୁ ୬୧, ରାୟଗଡାରୁ ୫୭, ଗଂଜାମରୁ ୪୩, ସୁନ୍ଦରଗଡ଼ରୁ ୩୨,...
ମହାପ୍ରୟାଣ ଗାଡି ମିଳିଲାନି: ଅଟୋରେ ବୁହାହେଲା ମୃତଦେହ
ରାଇକିଆ,୨ା୮(ଡି.ଏନ୍.ଏ.)-କନ୍ଧମାଳ ଜିଲା ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୁଣି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଶନିବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁପରେ ମହାପ୍ରୟାଣ ଗାଡି ନ ମିଳିବାରୁ ଅଟୋରେ ପରିବାର ଲୋକେ ମୃତଦେହ ଆଣିଛନ୍ତି। କ.ନୂଆଗଁା ବ୍ଲକ ଚାଞ୍ଚେଡି ପଞ୍ଚାୟତ କ୍ରିଟାଙ୍ଗିଆ ଗ୍ରାମର...
Archives


