ରାଜ୍ୟ

ସାର କଳାବଜାର ଅଣାୟତ୍ତ

ଯାଜପୁର ଅଫିସ,୩ା୩: ଲାଭଖୋର ସାର ବ୍ୟବସାୟୀଙ୍କୁ ନିୟନ୍ତ୍ରଣ କରାଯାଇପାରୁନାହିଁ ା ସେଥିପାଇଁ କଳାବଜାର ଚାଲିଛି ା ରାଜ୍ୟ ସରକାରଙ୍କ ଅପାରଗତାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି ା ଚାଷୀମାନେ ବାରମ୍ବାର ଏପରି ଅଭିଯୋଗ କଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ…

୬ ବର୍ଷରେ ଗଲାଣି ୮୩୬ ବନ୍ୟପ୍ରାଣୀଙ୍କ ଜୀବନ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରେ ବନ୍ୟଜନ୍ତୁ ସୁରକ୍ଷିତ ନାହାନ୍ତି। ଜଙ୍ଗଲ ହ୍ରାସ ଏବଂ ଖାଦ୍ୟପାନୀୟ ଅଭାବ ଯୋଗୁ ଅନେକ ପ୍ରଜାତିର ଜୀବଜନ୍ତୁ ସବୁଦିନ ପାଇଁ ଧ୍ୱଂସ ପାଇଗଲେଣି। ଯେଉଁ କେତେକ ବଞ୍ଚି ରହିଛନ୍ତି ସେମାନେ ନିଜର ଅସ୍ତିତ୍ୱ ବଞ୍ଚାଇବା ପାଇଁ ମନ୍ୟୁଷ ଓ ପ୍ରକୃତି…

୫୦ ହଜାର ପିଲାଙ୍କ ଆକାଉଣ୍ଟକୁ ଗଲା ୧୦୧ କୋଟି

ଭୁବନେଶ୍ୱର,୩ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ଜରିଆରେ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଅନୁସୂଚତି ଜାତି, ଜନଜାତି ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ଆରମ୍ଭ କରିଛନ୍ତି। ଏଥିରେ ୩ଟି ଆକାଂକ୍ଷା ହଷ୍ଟେଲ ଓ ୬୮ଟି ଅନ୍ୟ ଛାତ୍ରାବାସ ଉଦ୍‌ଘାଟନ, ହଷ୍ଟେଲରେ…

କେବଳ ଅର୍ଥ ପାଇଁ ଉଦ୍ୟୋଗୀ ହୋଇନି

ରାଜ୍ୟରେ ଇଲେକ୍ଟ୍ରୋନିକ୍‌ ଯାନ (ଇଭିଏସ୍‌) ଉତ୍ପାଦନ କେନ୍ଦ୍ର ପ୍ରତିଷ୍ଠା କ୍ଷେତ୍ରରେ ଓମ୍‌ଜୟ ଇଭି ଲିଃ ପ୍ରଥମ ଓଡ଼ିଶାଭିତ୍ତିକ କମ୍ପାନୀ। ୨୦୧୮ରେ କମ୍ପାନୀ ନିଜ ବ୍ରାଣ୍ଡ୍‌ ନେମ୍‌ ‘ଇଇଭିଇ’ରେ ଇଲେକ୍ଟ୍ରୋନିକ୍‌ ଯାନକୁ ବଜାର ପ୍ରବେଶ କରାଇଥିଲା। ଏହି ବ୍ରାଣ୍ଡ୍‌ ଏବେ ଓଡ଼ିଶା ସମେତ…

ଘରୋଇ ହସ୍ପିଟାଲ ସ୍ଥିତି ପରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ଟିକାକରଣ କାର୍ଯ୍ୟ ଜାରିରହିଛି। ସ୍ବାସ୍ଥ୍ୟକର୍ମୀ, କୋଭିଡ୍‌ ଯୋଦ୍ଧା, ବରିଷ୍ଠ ନାଗରିକମାନଙ୍କୁ ଟିକାକରଣ କରାଯାଉଛି। ସମସ୍ତ ସରକାରୀ ହସ୍ପିଟାଲ ସମେତ କେନ୍ଦ୍ର ସ୍ବାସ୍ଥ୍ୟ ଯୋଜନା (ସିଜିଏଚ୍‌ଏସ୍‌) ଓ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କଓ୍ବୋଇ) ସହ ସହବନ୍ଧିତ ଘରୋଇ ହସ୍ପିଟାଲଗୁଡ଼ିକରେ…

ଖଣି, ଇସ୍ପାତ ଉତ୍ପାଦନ ଅଭିବୃଦ୍ଧି ଉପରେ ଫୋକସ୍‌

ଭୁବନେଶ୍ୱର, ୩ା୩(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ତାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଆର୍ସେଲର ମିତ୍ତଲର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଲକ୍ଷ୍ମୀନିବାସ ମିତ୍ତଲ ଏବଂ ସିଇଓ ଆଦିତ୍ୟ ମିତ୍ତଲଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବୈଠକରେ ଓଡ଼ିଶାରେ ଇସ୍ପାତ ଉତ୍ପାଦନ, ଖଣିକ୍ଷେତ୍ରର ଅଭିବୃଦ୍ଧି…

ରେଲଓ୍ବେ ପରୀକ୍ଷାର୍ଥୀଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ବାଦ୍‌ ଦିଅ

ଭୁବନେଶ୍ୱର,୩ା୩(ବ୍ୟୁରୋ): ଦେଶର ବିଭିନ୍ନ ରାଜ୍ୟରେ କୋଭିଡ୍‌ ସଂକ୍ରମଣ ପୁଣି ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରେଳଷ୍ଟେଶନ ଓ ବିମାନବନ୍ଦରରେ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିଛନ୍ତି। ଅଧିକ ସଂକ୍ରମଣ ଥିବା ୧୨ ରାଜ୍ୟରୁ ଆସୁଥିବା ଯାତ୍ରୀମାନଙ୍କୁ ବାଧ୍ୟତାମୂଳକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ…

ବିବନଙ୍କ ଆଜି ହେବ ଟିଆଇ ପରେଡ

ଭୁବନେଶ୍ୱର(ବ୍ୟୁରୋ),୩।୩:ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କ ବୁଧବାର ଟେଷ୍ଟ ଅଫ୍‌ ଆଇଡେଣ୍ଟିଫିକେଶନ(ଟିଆଇ) ପରେଡ୍‌ ହେବ। ଝାରପଡ଼ା ଜେଲ୍‌ରେ ମଧ୍ୟାହ୍ନରେ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ପ୍ରଥମ ଶ୍ରେଣୀ (ଜେଏମ୍‌ଏଫ୍‌ସି) ସ୍ରୁଜାଲିନ୍‌ ମହାନ୍ତିଙ୍କ ଉପସ୍ଥିତିରେ ପୀଡ଼ିତା ଅଞ୍ଜନା ଅଭିଯୁକ୍ତଙ୍କୁ ଚିହ୍ନଟ…

ବଦଳିଲା ସ୍କୁଲ ଖୋଲିବା ସମୟ

ଭୁବନେଶ୍ୱର,୩ା୩(ବ୍ୟୁରୋ): ସକାଳୁଆ ସ୍କୁଲ ପାଇଁ ସରକାରଙ୍କ ତରଫରୁ ଗତ ଶୁକ୍ରବାର ଦିଆଯାଇଥିବା ସମୟକୁ ମଙ୍ଗଳବାର ପରିବର୍ତ୍ତନ କରିଦିଆଯାଇଛି। ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ପର୍ଯ୍ୟନ୍ତ ପାଠପଢ଼ା ହେବ। ସେହିପରି ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ…

୭୭,୮୧୫ କୋଟି ଟଙ୍କାର ସ୍ପେକ୍ଟ୍ରମ୍‌ ନିଲାମ

ଭୁବନେଶ୍ୱର,୩।୩:ଟେଲିକମ୍‌ କମ୍ପାନୀଗୁଡ଼ିକ ଲାଗି ସୋମବାର ଆରମ୍ଭ ହୋଇଥିବା ସ୍ପେକ୍ଟ୍ରମ୍‌ ନିଲାମ ମଙ୍ଗଳବାର ଶେଷ ହୋଇଛି। ୨ ଦିନରେ ମୋଟ ୭୭,୮୧୫ କୋଟି ଟଙ୍କାର ନିଲାମ ଡକାଯାଇଛି। ଟେଲିକମ୍‌ ସଚିବ ଅଂଶୁ ପ୍ରକାଶ ଏ ସମ୍ପର୍କରେ ବିସ୍ତୁତ ସୂଚନା ଦେଇଛନ୍ତି। ମଙ୍ଗଳବାର ୧୨ଟା…

ମଦ ଦୋକାନ ପାଇଁ ଲଟେରି

ଭୁବନେଶ୍ୱର,୩ା୩(ବ୍ୟୁରୋ)- ୨୦୨୧-୨୨ ଆର୍ଥିକ ବର୍ଷରେ ମଦ ଦୋକାନ କରିବା ପାଇଁ ଲଟେରି ବ୍ୟବସ୍ଥା କରାଯିବ। କେଉଁ ତାରିଖରେ ଲଟେରି ହେବ ତାହା ଜିଲାପାଳ ନିଷ୍ପତ୍ତି ନେବେ। ଏ ନେଇ ମଙ୍ଗଳବାର ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିପାଇଁ ପ୍ରତ୍ୟେକ…

ଚଳିତ ବର୍ଷ ମେଧାବୀ ଛାତ୍ରୀଛାତ୍ରଙ୍କୁ ମିଳିବ ନାହିଁ ଲାପଟପ୍‌

ଭୁବନେଶ୍ୱର,୨।୩: ପ୍ରତ୍ୟେକ ବର୍ଷ ଯୁକ୍ତ ଦୁଇ ପରୀକ୍ଷାରେ ଭଲ ପ୍ରଦର୍ଶନ କରିଥିବା ରାଜ୍ୟର ୧୫ ହଜାର ମେଧାବୀ ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ବିଜୁ ଯୁବ ସଶକ୍ତିକରଣ ଯୋଜନାରେ ଲାପଟପ୍‌ ବଣ୍ଟନ କରାଯାଏ। ୨୦୧୩ରୁ ଛାତ୍ରୀଛାତ୍ରଙ୍କୁ ଲାପଟପ୍‌ ପ୍ରଦାନ କରାଯାଉଛି। କିନ୍ତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri