ଧାନକିଣା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଜିଲାପାଳ
ଦେବଗଡ଼, ୫।୧୨(ଡ଼ି.ଏନ୍.ଏ.)- ଗତ ନଭେମ୍ବର ୧୦ ତାରିଖରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକର ନିଷ୍ପତିମତେ ଶୁକ୍ରବାରଠାରୁ ଦେବଗଡ ଜିଲାରେ ଚାଷୀଙ୍କଠାରୁ ୨୦୨୦-୨୧ ଖରିଫ୍ ବର୍ଷ ନିମନ୍ତେ ଧାନକିଣା ଆରମ୍ଭ କରାଯାଇଛି। ବାରକୋଟ ବ୍ଲକ ଅନ୍ତର୍ଗତ କାଦୋପଡା ପ୍ରାଥମିକ କୃଷି…
ପ୍ରତି ଶନିବାର ହାଇକୋର୍ଟ ସମେତ ସବୁ କୋର୍ଟ ବନ୍ଦ
କଟକ ଅଫିସ, ୪ା୧୨- ଚଳିତ ମାସର ପ୍ରତି ଶନିବାର କୋର୍ଟ କାର୍ଯ୍ୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିଷ୍ପତ୍ତିକ୍ରମେ ହାଇକୋର୍ଟ ଏହି ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିୟମ ଓଡ଼ିଶାର ସମସ୍ତ କୋର୍ଟ ଓ ଟ୍ରିବୁନାଲ ପାଇଁ…
ବୋଲେରୋ ଧକ୍କାରେ ଜଳିଗଲା ବାଇକ୍: ସ୍ବାମୀ, ସ୍ତ୍ରୀ ଓ ପୁଅ ମୃତ
ବଲାଙ୍ଗୀର ଅଫିସ/ଗୁଡଭେଲା, ୪ା୧୨(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁଷୁରା-ଦେଉଳଗୁଡି ମୁଖ୍ୟରାସ୍ତାର ଜମ୍ଭେଲ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସାଢ଼େ ୨ଟାରେ ଏକ ବୋଲେରୋ ଗାଡ଼ି ସାମ୍ନାପଟରୁ ଆସୁଥିବା ଏକ ବାଇକ୍କୁ ଧକ୍କା ଦେଇଛି। ବାଇକ୍ ସମ୍ପୂର୍ଣ୍ଣ ଜଳିଯିବା ସହ ଏହି ମର୍ମନ୍ତୁତ ଦୁର୍ଘଟଣାରେ ଗୋଟିଏ…
ଛଟେଇ ପରେ ହାରିଲେ ଜୀବନ
ଢେଙ୍କାନାଳ ଅଫିସ, ୪।୧୨-ପେଟପାଟଣା କଥା ବୁଝୁଥିଲା ଠିକା ଚାକିରି। କଷ୍ଟେମଷ୍ଟେ ଚଳିଯାଉଥିଲା ପରିବାର। ଚାକିରିରୁ ଛଟେଇ ପରେ ମାଡ଼ିବସିଲା ଚିନ୍ତା। ଅସହ୍ୟ ହେଲା ଆର୍ଥିକ ଅନଟନ। କରୋନା କାଳରେ ଆର୍ଥିକ ଦୂରାବସ୍ଥା ସାଙ୍ଗକୁ ମାନସିକ ଚାପ ସହି ନ ପାରି ଶେଷରେ…
ରାଜ୍ୟରେ ସୁସ୍ଥ ହେଲେ ୬୪୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୪ା୧୨(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୬୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଞ୍ଜ ଜିଲାରୁ ସର୍ବାଧିକ ୭୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୫୪, ବାଲେଶ୍ୱରରୁ ୫୩, ଖୋର୍ଦ୍ଧାରୁ ୫୦, କଟକରୁ ୪୮, ଅନୁଗାଳରୁ ୪୦, ବଲାଙ୍ଗୀରରୁ ୪୦, କଳାହାଣ୍ଡିରୁ ୩୨, ଜଗତସିଂହପୁରରୁ…
ପରୀ ହତ୍ୟା ମାମଲା: ନୟାଗଡ଼ ଜିଲାପାଳ ଓ ଏସ୍ପିଙ୍କୁ ସମନ
ଭୁବନେଶ୍ୱର,୪।୧୨(ବ୍ୟୁରୋ)-ନୟାଗଡ଼ ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀ ହତ୍ୟା ମାମଲାରେ ନୟାଗଡ଼ ଜିଲାପାଳ ଓ ଏସପିଙ୍କୁ ସମନ କରିଛି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (NCPCR)। ଉଭୟଙ୍କୁ ବ୍ୟକ୍ତିଗତ ହାଜିରା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ NCPCR ଅଧ୍ୟକ୍ଷ ପ୍ରିୟଙ୍କ…
ଭୁବନେଶ୍ୱରରୁ ଆଜି ପୁଣି ୨୭ ପଜିିଟିଭ୍ ଚିହ୍ନଟ: ୩୩ ସୁସ୍ଥ
ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୩ ଜଣ ରହିଥିବା ବେଳେ ଲୋକାଲ କେସ୍ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ଜାନୁଆରୀ ୧୫ରେ ପ୍ରକାଶ ପାଇବ ନୂଆ ଭୋଟର ତାଲିକା: ନାମ ଯୋଡ଼ିବା, କାଟିବା, ସଂଶୋଧନ ପାଇଁ କରନ୍ତୁ ଏଭଳି
ଭୁବନେଶ୍ୱର,୪।୧୨(ବ୍ୟୁରୋ): ୨୦୨୧ ପାଇଁ ନୂଆ ଭୋଟର ତାଲିକା ଜାନୁଆରୀ ୧୫ରେ ପ୍ରକାଶ ପାଇବ। ଏନେଇ ଶୁକ୍ରବାର ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନାମ ସଂଶୋଧନ ଅଥବା ଯୋଡ଼ିବା ନିମନ୍ତେ ଡିସେମ୍ବର…
ଉତ୍ତରପ୍ରଦେଶ ଗାଡ଼ିରେ ୨ କୁଇଣ୍ଟାଲ ଗଞ୍ଜେଇ ଚୋରାଚାଲାଣ ବେଳେ ଧରିଲା ଚିତ୍ରକୋଣ୍ଡା ପୋଲିସ: ୪ ଅଭିଯୁକ୍ତଙ୍କୁ ବାନ୍ଧିଲା
ଚିତ୍ରକୋଣ୍ଡା,୪।୧୨-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ୨ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଏହାଛଡ଼ା ୪ ମୋଟର ସାଇକେଲ, ୩ ମୋବାଇଲ, ନଗଦ ୫୬୭୦ ଟଙ୍କା ସହ ଗଞ୍ଜେଇ ଚାଲାଣ କରୁଥିବା ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଶୁକ୍ରବାର କୋର୍ଟ ଚାଲାଣ କରିଥିବା…
ଝାଡ଼ଖଣ୍ଡୀ ହାତୀଙ୍କ ସହ ସେଲ୍ଫି ନେବାକୁ ଯାଇ ହଇରାଣ କରୁଛନ୍ତି ଯୁବକ, ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଦାବି
ବାରିପଦା ଅଫିସ,୪ା୧୨-ଝାଡଖଣ୍ଡୀ ହାତୀପଲକୁ ଦେଖିବା ବାହାନାରେ ଜଣେ ଯୁବକ ସେଲଫି ନେବାକୁ ଯାଇ ହାତୀ ଗୋଡାଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓଟି ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ନଡପୁର ଗାଁ ପାଖ ଜଙ୍ଗଲରେ ଉତ୍ତୋଳନ କରାଯାଇଥିବା…
ଆଜି ରାଜ୍ୟରେ ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ, ୫ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୪ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୭୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
ଲକ୍ଷ୍ୟଠାରୁ ଦୂରରେ ରୁଷା
ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜ୍ୟରେ ଉଚ୍ଚଶିକ୍ଷାରେ ବିକାଶ ଲାଗି ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ(ରୁଷା)ରୁ ପ୍ରଚୁର ଅର୍ଥ ଆସୁଛି। ପ୍ରତି ଆର୍ଥିକବର୍ଷରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ରୁଷା ପାଣ୍ଠିରୁ ଅନୁଦାନ ମିଳୁଛି। ହେଲେ ଏସବୁକୁ…
Archives


