ରାଜ୍ୟ

ସୁରକ୍ଷାରେ ‘ଡ୍ରୋନ୍‌’ ସହାୟତା

ଢେଙ୍କାନାଳ ଅଫିସ,୨ା୩ – ଜଙ୍ଗଲ ନିଆଁ ରୋକିବାରେ ଡ୍ରୋନ୍‌ କରୁଛି ବଡ଼ ସହାୟତା। କେଉଁ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି ତାହାର ଫଟୋ ଉଠାଇ ପଠାଉଛି ବନ ବିଭାଗ ନିକଟକୁ। ଫଳରେ ମାତ୍ର କିଛି ସମୟ ମଧ୍ୟରେ ବନ କର୍ମଚାରୀମାନେ ପହଞ୍ଚି ନିଆଁ…

ଶିମିଳିପାଳ ଅଭୟାରଣ୍ୟରେ ନିଆଁ

ବାରିପଦା ଅଫିସ,୨ା୩: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲାଗିଛି। ଏହା ମଧ୍ୟରେ ଥିବା ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଓ ବନଖଣ୍ଡ ଅଞ୍ଚଳର ଶତାଧିକ ହେକ୍ଟର ଜଙ୍ଗଲ ଜଳିଯାଇଛି। ଅଭୟାରଣ୍ୟ ଚତୁଃପାର୍ଶ୍ୱରେ ନିଆଁ ଲାଗି ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ବ୍ୟାପୁଛି।…

ସମ୍ବଲପୁର ଜିଲା ସରକାରୀ ଡାକ୍ତରଖାନାରେ ଦିଆଯାଉଛି ଏକ୍ସପାଏରି ସାଲାଇନ

ସମ୍ବଲପୁର,୧ା୩(ବ୍ୟୁରୋ):ସମ୍ବଲପୁର ଜିଲା ସଦର ଡାକ୍ତରଖାନା (ଡିଏଚ୍‌ଏଚ୍‌)ରେ ରୋଗୀସେବାରେ ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି। ଏହାର ନମୁନା ଦେଖିବାକୁ ମିଳିଛି। ଜଣେ ରୋଗୀଙ୍କୁ ଏକ୍ସପାଏରି ସାଲାଇନ ଦିଆଯିବା ପରେ ସେ ଚେତାଶୂନ୍ୟ ହୋଇପଡିଥିଲେ। ସରୋଜ ସାହୁ ନାମକ ରୋଗୀ ଅଭିଯୋଗ କରିଛନ୍ତି ଯେ,…

ପେଟ୍ରୋଲ ପମ୍ପ୍‌ କର୍ମଚାରୀଙ୍କୁ ଗୁଳିମାଡ଼

ଚଣ୍ଡିଖୋଲ/ଛତିଆ/ବଡଚଣା,୧ା୩: ଯାଜପୁର ଜିଲା ବୈରୀ ଥାନା ଅଧୀନ ୧୬ ନଂ. ଜାତୀୟ ରାଜପଥର ନେଳିଆ ଛକ ନିକଟରେ ସୋମବାର ଏକ ବଡ଼ ଧରଣର ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। ସ୍ଥାନୀୟ ପେଟ୍ରୋଲ ପମ୍ପର ୨ କର୍ମଚାରୀ ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ନେଇ…

ସୁସ୍ଥ ହେଲେ ୭୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧।୩ : ଓଡ଼ିଶାରେ ସୋମବାର ୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୬୪୭ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ୧୪, ଯାଜପୁର ୧୧, ଖୋର୍ଦ୍ଧାରୁ ୭, ଭଦ୍ରକରୁ ୬, ମୟୁରଭଞ୍ଜ ଓ ନୂଆପଡ଼ାରୁ…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

କୋକସରା,୧।୩: କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳରୁ ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ ଆସିଛି। ଏହି ଘଟଣାରେ କୋକସରା ପୋଲିସ ସୋମବାର ଲଟାପଡ଼ା ଗାଁର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ଦେଇଥିବା ସୂଚନା…

କନ୍‌ଷ୍ଟେବଳଙ୍କୁ ଜିଅନ୍ତା ଜାଳିଦେଲେ

ବୌଦ୍ଧ/ବାଉଁଶୁଣୀ,୧।୩: ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଅଧୀନ ମଲିକପଡା ଗ୍ରାମରେ ଗତ ରବିବାର ରାତିରେ ଜଣେ ପୋଲିସ କନ୍‌ଷ୍ଟେବଳଙ୍କୁ ତାଙ୍କ ଅନ୍ୟ ଦୁଇଭାଇ ଜିଅନ୍ତା ପୋଡି ହତ୍ୟା କରିଛନ୍ତି। ମୃତକ ହେଲେ ସନ୍ତୋଷ ଜାନୀ (୩୨)। ଖବର ପାଇ ବାଉଁଶୁଣୀ ପୋଲିସ…

ଅର୍ଚ୍ଚିତାଙ୍କୁ ନିଜର କରିବା ପାଇଁ ବାହାରିଲେ ସବ୍ୟ: ମନ ଜିଣୁଛି ଗୋଲାପୀ ରଙ୍ଗ ପଗଡ଼ିକୁ ହସ, ସେପଟେ ଅପେକ୍ଷାରେ…

ଭୁବନେଶ୍ୱର,୧।୩(ବ୍ୟୁରୋ): ଆଉ କେଇ ଘଣ୍ଟାର ଅପେକ୍ଷା। ସବୁଦିନ ପାଇଁ ପରସ୍ପରର ଜୀବନସାଥୀ ପାଲଟିବେ ଓଲିଉଡ୍‌ର ଅନ୍ୟତମ ରୋମାଣ୍ଟିକ ଯୋଡ଼ି ସର୍ବ-ଅର୍ଚ୍ଚିତା। ରବିବାର ସୋସିଆଲ ମିଡିଆରେ ଉଭୟ ବିବାହ କରିବାକୁ ଯାଉଥିବା ନେଇ ପ୍ରଶଂସକଙ୍କୁ ଜଣାଇଥିଲେ। ଏହାପରଠାରୁ ଉଭୟଙ୍କୁ ଶୁଭେଚ୍ଛାର ସୁଅ ଛୁଟିବାରେ…

ନିଆଁରେ ଜଳିଗଲେ ଯୁକ୍ତ ୨ କଲେଜ ଛାତ୍ରୀ

କୋକସରା,୧।୩: କଳାହାଣ୍ଡି ଜିଲା କୋକସରା ଥାନା ଖପ୍ରାମାଲ ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର କାମେଶ୍ୱର କନ୍ଦପାନଙ୍କ ଯୁକ୍ତ ୨ରେ ପଢୁଥିବା ଝିଅ ଟିଙ୍କଲ ନିଆଁରେ ପୋଡି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏନେଇ ଗାଁରେ ଶୋକର ଛାୟା ଖୋଳିଯାଇଛି।…

ପାଠକ ବାପା ପୁଅଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର, ୧।୩(ବ୍ୟୁରୋ): ଠକେଇ ମାମଲାରେ ଗିରଫ ହୋଇଥିବା ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କୁ ଶେଷରେ ଜାମିନ ମିଳିଛି। ପାଠକ ବାପ ଓ ପୁଅଙ୍କୁ ଟ୍ରାଭେଲ୍ସ ବିଲ ଠକେଇ ମାମଲାରେ ହାଇକୋର୍ଟ ସୋମବାର ଜାମିନ ପ୍ରଦାନ କରିଛନ୍ତି।…

ଲାଞ୍ଚ ନେଇ ଧରାପଡ଼ିଲେ ଏସ୍‌ଡିଏମ୍‌ଓ

ଭୁବନେଶ୍ୱର, ୧।୩(ବ୍ୟୁରୋ): ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସା ଅଧିକାରୀ (ଏସ୍‌ଡିଏମ୍‌ଓ)ସୋମବାର ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ହେଲେ ଡାକ୍ତର ବିପିନ ସାହୁ । ଡାକ୍ତର ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କୁ ଅସ୍ତ୍ର୍ରୋପଚାର ପାଇଁ ୫୫୦୦ଟଙ୍କା ଲାଞ୍ଚ ମାଗିଥିଲେ। ଏ…

ସରିଲା ସବ୍ୟର୍ଚ୍ଚିତାଙ୍କ ‘ହଳଦୀ’

ଭୁବନେଶ୍ୱର,୧।୩(ବ୍ୟୁରୋ): ବିବାହ ବନ୍ଧନରେ ଆବଦ୍ଧ ହେବେ ଓଲିଉଡ୍‌ର ହିଟ୍‌ ଯୋଡ଼ି ସବ୍ୟ-ଅର୍ଚ୍ଚିତା। ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ସୋମବାର ଅଭିନେତା ସବ୍ୟସାଚୀ ମିଶ୍ର ଓ ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ବିବାହ ଅନୁଷ୍ଠିତ ହେବ। ଏନେଇ ଉଭୟ ସୋସିଆଲ ମିଡିଆରେ ସୂଚନା ଦେଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri