ଜମି ବଢ଼ିନି, ବଢ଼ିଲେ ଚାଷୀ
ଯାଜପୁର ଅଫିସ,୩।୧୨:ଯାଜପୁର ଜିଲାର ବ୍ରାହ୍ମଣୀ ଓ ବୈତରଣୀ ନଦୀରେ ଅଗଷ୍ଟ ଶେଷବେଳକୁ ପ୍ରଳୟଙ୍କରୀ ବନ୍ୟା ଆସିଥିଲା। ଏଥିଯୋଗୁ ପ୍ରାୟ ୭୪ ହଜାର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଥିଲା। ପରବର୍ତ୍ତୀ ସମୟରେ ପାଗ ଅନୁକୂଳ ରହିଥିଲେ ହେଁ ଧାନ ଉପତ୍ାଦନ ହ୍ରାସ…
୧୦ରୁ ବଢ଼ିବ ଶୀତ
ଭୁବନେଶ୍ୱର,୩।୧୨(ବ୍ୟୁରୋ):ଆସନ୍ତା ୧୦ ତାରିଖରୁ ରାଜ୍ୟରେ ଥଣ୍ଡା ବୃଦ୍ଧିପାଇବ। ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ତଳକୁ ଖସିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ…
୩ ଦିନିଆ ରିମାଣ୍ଡରେ ପାଠକ ବାପ, ପୁଅ
ଭୁବନେଶ୍ୱର,୩।୧୨(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଜେଲ ଯାଇଥିବା ଆଇଏଫ୍ଏସ୍ ଅଧିକାରୀ ତଥା ନିଲମ୍ବିତ ରାଜ୍ୟ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କ ଠକେଇ ର଼୍ୟାକେଟ୍ର ଗୁମର ଖୋଲିବ ଭିଜିଲାନ୍ସ। ପାଠକ ବାପପୁଅଙ୍କ କଳା ସାମ୍ରାଜ୍ୟର ଗୁମର…
ଆଠଗଡ଼ ସମବାୟ ବ୍ୟାଙ୍କ ଋଣ ଜାଲିଆତିି ଘଟଣା: ହାଇକୋର୍ଟରେ ଜନସ୍ବାର୍ଥ ମାମଲା
କଟକ ଅଫିସ,୩।୧୨:କଟକ ଜିଲା ଆଠଗଡ଼ ସମବାୟ ବ୍ୟାଙ୍କରେ ଋଣ ପ୍ରଦାନରେ ହୋଇଥିବା ଅନିୟମିତତା ଘଟଣାର ସିବିଆଇ କିମ୍ବା କୋର୍ଟଙ୍କ ନିରୀକ୍ଷଣରେ ଏସ୍ଆଇଟି ତଦନ୍ତ କରିବା ଦାବିରେ ହାଇକୋର୍ଟରେ ମଙ୍ଗଳବାର ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ…
୪୦୦ ଟଙ୍କାରେ ଆର୍ଟିପିସିଆର୍
ଭୁବନେଶ୍ୱର,୩।୧୨(ବ୍ୟୁରୋ):ରାଜ୍ୟ ସରକାର କରୋନା ପରୀକ୍ଷା ମାଗଣାରେ କରୁଛନ୍ତି। କିନ୍ତୁ ଘରୋଇ ଲାବରେଟୋରି ବା ହସ୍ପିଟାଲ ପାଇଁ ଧାର୍ଯ୍ୟ ହୋଇଥିବା ଆର୍ଟିପିସିଆର୍ ଟେଷ୍ଟ୍ ମୂଲ୍ୟରେ ସରକାର ପୁଣି ହ୍ରାସ କରିଛନ୍ତି। ପୂର୍ବରୁ ଏଥିପାଇଁ ୧୨ଶହ ଟଙ୍କା ନିଆଯାଉଥିବାବେଳେ ଏଣିକି ସର୍ବାଧିକ ୪୦୦ ଟଙ୍କା…
ଫି’ ଛାଡ଼ ମାମଲା: ଘରୋଇ ସ୍କୁଲ ଉପରେ କର୍ତ୍ତୃତ୍ୱ ନାହିଁ
ଘରୋଇ ସ୍କୁଲ ଫି’ ସମସ୍ୟା ଦୂର କରିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୨୦୧୮ରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଥିଲା। ସେହି କମିଟିରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଅଧ୍ୟକ୍ଷ ଥିବାବେଳେ ଆଇନ ବିଭାଗ ଓ ଅର୍ଥ ବିଭାଗ…
ଆଗରେ ରହିବ ଅନୁଗୋଳ
ଅନୁଗୋଳ ଅଫିସ, ୩।୧୨: ଅନୁଗୋଳକୁ କରାଯିବ ମଡେଲ୍ ସିଟି। ରାଜ୍ୟର ପ୍ରଥମ ହେଲ୍ଥ କରିଡର ଏଠାରେ ନିର୍ମାଣ ହେବ। ଏଥିସହ ସହରକୁ ଏପରି ନବରୂପ ଦିଆଯିବ ଯେ ଅନ୍ୟମାନେ ଏହାକୁ ଅନୁସରଣ କରିବେ। ଅନୁଗୋଳର ଏପରି ସୌନ୍ଦର୍ଯ୍ୟକରଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ…
ଭିଜିଲାନ୍ସ ଜାଲରେ କୋଟିପତି ମହିଳା କିରାଣି
ଜଗତ୍ସିଂହପୁର ଅଫିସ, ୨ା୧୨-ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଗତ୍ସିଂହପୁର ଜିଲା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ (ଜିପିଓ) ସେକ୍ସନ୍ ଅଫିସର ସଞ୍ଜୁକ୍ତା ଦାସ। ଭିଜିଲାନ୍ସ ଟିମ୍ ବୁଧବାର ତାଙ୍କ ଜଗତ୍ସିଂହପୁର ସାତପୁରାସ୍ଥିତ ପୈତୃକ ବାସଭବନ ସମେତ ସ୍ଥାନୀୟ ପାଣିଶାଳିଆସ୍ଥିତ ଘର, କଟକ ମହାନଦୀ ବିହାରସ୍ଥିତ ଫ୍ଲାଟ୍…
ରାଜ୍ୟରେ ସୁସ୍ଥ ହେଲେ ଆଉ ୬୬୦ କରୋନା ଆକ୍ରାନ୍ତ: ମୟୂରଭଞ୍ଜ ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨।୧୨(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୬୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ମୟୂରଭଞ୍ଜ ଜିଲାରୁ ସର୍ବାଧିକ ୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୫୫, ଖୋର୍ଦ୍ଧାରୁ ୫୪, ସୁନ୍ଦରଗଡରୁ ୪୬, ବଲାଙ୍ଗୀରରୁ ୪୨, ଜଗତସିଂହପୁରରୁ ୩୯, ବାଲେଶ୍ୱରରୁ ୩୮, କଟକରୁ ୩୮,…
କରୋନା ଆକ୍ରାନ୍ତଙ୍କ ଘରେ ଲଗାଯିବନି ପୋଷ୍ଟର
ଭୁବନେଶ୍ୱର,୨।୧୨(ବ୍ୟୁରୋ)-ଏଣିକି ଆଉ କରୋନା ଆକ୍ରାନ୍ତଙ୍କ ଘରେ ଲଗାଯିବନି ପୋଷ୍ଟର। ଏ ନେଇ ସବୁ ଜିଲାପାଳମାନଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ଚିଠି କରିଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବାରୁ ପୋଷ୍ଟର ପାଇଁ ମନାକଲେ ଶାସନ ସଚିବ। କ୍ରମାଗତ ଭାବେ…
ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ବତନ୍ତ୍ର ଆଇନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୧୨(ବ୍ୟୁରୋ)-ପୁରୀ ଶ୍ରୀମନ୍ଦିର ଆଇନ ଢାଞ୍ଚାରେ ଭୁବନେଶ୍ୱରର ଶ୍ରୀଲିଙ୍ଗରାଜ ମନ୍ଦିର ପାଇଁ ଖୁବଶୀଘ୍ର ଏକ ସ୍ବତନ୍ତ୍ର ଆଇନ ପ୍ରଣୟନ କରାଯିବ। ଓଡ଼ିଶା ହିନ୍ଦୁ ଦେବୋତ୍ତର ଆଇନ-୧୯୫୧ ଅନୁଯାୟୀ ମନ୍ଦିର ପରିଚାଳନା କରିବା ପରିବର୍ତ୍ତେ ରାଜ୍ୟ ସରକାରଙ୍କ ଏହି ନୂତନ ଆଇନ ଦ୍ୱାରା ସମସ୍ତ…
ଭୁବନେଶ୍ୱରରୁ ଆଜି ପୁଣି ୨୪ ପଜିିଟିଭ୍ ଚିହ୍ନଟ: ୪୨ ସୁସ୍ଥ
ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୦ ଜଣ ରହିଥିବା ବେଳେ ଲୋକାଲ କେସ୍ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
Archives


