ରାଜ୍ୟ

ଆଜିଠୁ ବୟସ୍କଙ୍କୁ ଟିକା

ଭୁବନେଶ୍ୱର, ୧।୩(ବ୍ୟୁରୋ): ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ବୟସ୍କ ଲୋକ ଟିକା ନେବେ। ୬୦ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କୁ ପ୍ରାଥମିକତା ଦିଆଯିବା ସହ ବହୁବିଧ ରୋଗ ଥିବା ୪୫ ବର୍ଷରୁ ଊର୍ଦ୍ଧ୍ୱ…

ଇକୋ ରିଟ୍ରିଟ୍‌ରେ ନିଆଁ

ନରସିଂହପୁର (ସ୍ବ.ପ୍ର.)/ଭୁବନେଶ୍ୱର,୧।୩(ବ୍ୟୁରୋ): କଟକ ଜିଲା ନରସିଂହପୁର ବ୍ଲକ ବାଲିପୁଟସ୍ଥିତ ସାତକୋଶିଆ ଇକୋ ରିଟ୍ରିଟ୍‌ରେ ରବିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟି ୩ ବିଳାସପୂର୍ଣ୍ଣ ଟେଣ୍ଟ ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ିଯାଇଛି। ସେଥିମଧ୍ୟରୁ ଗୋଟିଏ ଟେଣ୍ଟରେ ଶନିବାର ରାତ୍ରିଯାପନ କରିଥିବା…

ଫେକ୍‌ ଆଇଡ଼ିରୁ ମହିଳାଙ୍କୁ ଅଶ୍ଳୀଳ ଭିଡିଓ ପଠାଉଥିଲେ, ଯୁବନେତାଙ୍କୁ ଧରିଲା ପୋଲିସ

ବ୍ରହ୍ମପୁର ଅଫିସ,୧ା୩: ଜନୈକା ମହିଳାଙ୍କୁ ଅଶ୍ଳୀଳ ଭିଡିଓ ପଠାଇ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ ଶିବରାମ ଜେନା (୨୯) । ପୋଲିସ ତାଙ୍କ ନିକଟରୁ ଏକ ମୋବାଇଲ୍‌ ଫୋନ ଜବତ କରିଛି। ମୋବାଇଲ ଯାଞ୍ଚ ବେଳେ ସେ ଏଭଳି…

ଏମିତି କ’ଣ ହେଲା ବରକୁ ବନ୍ଧକ ରଖିଲେ କନ୍ୟାଘର ଗ୍ରାମବାସୀ

ବୌଦ୍ଧ,୨୮ା୨: ବରଯାତ୍ରୀଙ୍କ ମଧ୍ୟରୁ କେତେଜଣ ଯୁବକଙ୍କ ଦୁର୍ବ୍ୟବହାର ପାଇଁ ଶେଷରେ ବନ୍ଧକ ରହିଲେ ବର। ଏଭଳି ଅଭିଯୋଗ ପାଇ ବୌଦ୍ଧ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବରକୁ ଉଦ୍ଧାର କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ପୋଲିସ ସୂଚନା…

ସୁସ୍ଥ ହେଲେ ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୨ : ଓଡ଼ିଶାରୁ ରବିବାର ୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୭, ବଲାଙ୍ଗୀର ୫, ବରଗଡ଼ ଓ ଦେଓଗଡ଼ରୁ ୪, କଟକ, ଝାରୁସୁଗୁଡ଼ା, ଖୋର୍ଦ୍ଧା, ମୟୁରଭଞ୍ଜ ଓ ନୂଆପଡ଼ାରୁ ୩, ବାଲେଶ୍ୱରରୁ ୨, ଅନୁଗୁଳ, ବୋଦ୍ଧ,…

ପ୍ରଶାସନ ନ ଶୁଣିବାରୁ ଛତିଶଗଡ଼ ମୁହାଁ ହେଲେ ସୀମାନ୍ତବାସୀ

ବରଗଡ଼ ଅଫିସ୍‌,୨୮।୨: ଛତିଶଗଡ଼ ସୀମାନ୍ତ ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଚର୍ଦ୍ଦାପାଲି ଗ୍ରାମକୁ ମୌଳିକ ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଅଞ୍ଚଳବାସୀଙ୍କୁ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ଆଦି ସେବା ଠିକ୍‌ ଭାବେ ମିଳିପାରୁନାହିଁ। ଏଭଳି ଅଭିଯୋଗ ନେଇ ବାରମ୍ବାର ସ୍ଥାନୀୟ…

ସରକାରୀ କର୍ମଚାରୀଙ୍କ ଘରୁ ମିଳିଲା ୭ କୁଇଣ୍ଟାଲ ଗଞ୍ଜେଇ

ଉମରକୋଟ,୨୮।୨: ଉମରକୋଟ ପୋଲିସ ଗଞ୍ଜେଇ ରଖିବା ଅଭିଯୋଗରେ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଚାନ୍ଦିୟାବେଡା ଗ୍ରାମର ରବି ନାରାୟଣ ସମରଥ ତାଙ୍କ ଭାଇ ରମାକାନ୍ତ ସମରଥ, ସୁବାସ ଚନ୍ଦ୍ର ମାଝି ଓ ଝରିଗାଁର ବାସୁଦେବ ନାୟକ। ଅଭିଯୁକ୍ତଙ୍କ ମଧ୍ୟରେ…

୧ ଲକ୍ଷ ଟଙ୍କା ଚାନ୍ଦା ମାଗି ଧରାପଡ଼ିଲେ ନକଲି ମାଓବାଦୀ

ଭବାନୀପାଟଣା,୨୮।୨: ଭବାନୀପାଟଣା ସହରର ଜଣେ ବ୍ୟବସାୟୀଙ୍କୁ ୧ ଲକ୍ଷ ଟଙ୍କା ଚାନ୍ଦା ମାଗି ଜଣେ ନକଲି ମାଓବାଦୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ରାୟଗଡ଼ା ଜିଲା ବିଷମକଟକ ଥାନା ଝିଗିରି ଗ୍ରାମର ପୁରନ୍ଦର…

ବିବାହବନ୍ଧନରେ ବାନ୍ଧି ହେବେ ଅର୍ଚ୍ଚିତା-ସବ୍ୟସାଚୀ

ଭୁବନେଶ୍ୱର,୨୮।୨: ସୋମବାର ଓଲିଉଡ୍‌ ଚୁଲ୍‌ବୁଲି ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ବାହାଘର। ଅଭିନେତ୍ରୀ ଅର୍ଚ୍ଚିତା ଅଭିନେତା ସବ୍ୟସାଚୀ ମିଶ୍ରଙ୍କୁ ବିବାହ କରିବେ। ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ପ୍ୟାଲେସରେ ଏହି ବାହାଘର ହେବ। ଏନେଇ ସୋସିଆଲ ମିଡିଆରେ ସବ୍ୟସାଚୀ ସୂଚନା ଦେଇଛନ୍ତି। ପୂର୍ବରୁ ସବ୍ୟସାଚୀ…

ପ୍ରେମିକ ଅନ୍ୟତ୍ର ବିବାହ କରୁଥିବାରୁ ଥାନାରେ ଏମିତି କଲେ ପ୍ରେମିକା

ଭୁବନେଶ୍ୱର,୨୮।୨: କମିଶନରେଟ ପୋଲିସ ଅଧୀନ ବାଲିପାଟଣା ଥାନା ପରିସରରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ଜଣକ ଅନ୍ୟତ୍ର ବିବାହ କରୁଥିବା ଖବର ପାଇ ପ୍ରେମିକା ଜଣକ ଥାନାକୁ ଆସି ବିଷ ପିଇଦେଇଥିବା ଜଣାପଡ଼ିଛି। ଯୁବତୀଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ…

ଆଜି ରାଜ୍ୟରୁ ୮୭ ପଜିଟିଭ୍‌ ଚିହ୍ନଟ, ୩୩୭୧୯୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରବିବାର ରାଜ୍ୟରୁ ୮୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୧୯୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୩ ଜଣ ଚିହ୍ନଟ…

ଆନ୍ଧ୍ର-ଓଡ଼ିଶାର ଅବହେଳିତ ସୀମା ବିବାଦ: କୋଟିଆର କାନ୍ଦ

ଉତ୍କଳର ଯୋଗ୍ୟ ସନ୍ତାନ ନିଜ ଜୀବନକୁ ବାଜି ଲଗାଇ ୧୯୩୬ ଏପ୍ରିଲ ୧ରେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ଭାବେ ପରିଚୟ ଦେଇଥିଲେ। କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, ଗଞ୍ଜାମ ଓ କୋରାପୁଟ ପରି ୬ ଜିଲାକୁ ନେଇ ଏହାର ରୂପରେଖ ସଜେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri