ଗ୍ରାମାଞ୍ଚଳରେ ଦୁର୍ନୀତିର ଚିତ୍ର: ମାସେ ବି ତିଷ୍ଠିଲାନି
ଯାଜପୁର ଅଫିସ/ ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟର ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇଦେବା ଲକ୍ଷ୍ୟରେ ବିଭିନ୍ନ ସ୍ଥାନରେ ହ୍ୟାଣ୍ଡପମ୍ପ ଟ୍ୟୁବ୍ୱେଲ୍ରେ ସୌରଚାଳିତ ପମ୍ପ ସଂଯୋଗ କରାଯାଇଛି। ଏଥିପାଇଁ ଗୋଟିଏ ପ୍ରକଳ୍ପ ପିଛା ୨.୮ ଲକ୍ଷରୁ ୪.୫୭ ଲକ୍ଷ ଟଙ୍କା ଯାଏ ଖର୍ଚ୍ଚ…
ଖୋଲିବାକୁ ମନା ସତ୍ତ୍ୱେ ଚାଲିଥିଲା ସ୍କୁଲ, ରାଜଧାନୀର ଏହି ସରସ୍ବତୀ ବିଦ୍ୟା ମନ୍ଦିରକୁ ସିଲ୍ କଲା ବିଏମ୍ସି
ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜଧାନୀର ଚିନ୍ତାମଣୀସ୍ବର ଲେନ୍-୬ ଅଞ୍ଚଳରେ ଥିବା ଏକ ସ୍କୁଲ କୋଭିଡ ଗାଇଡଲାଇନ୍ ଉଲ୍ଲଂଘନ କରିଆସୁଥିଲା। ଏହାକୁ ନେଇ ସାଇ ସରସ୍ବତୀ ବିଦ୍ୟା ମନ୍ଦିରକୁ ମଙ୍ଗଳବାର ବିଏମ୍ସି ସିଲ୍ କରିଛି। ସରକାରଙ୍କ ଗାଇଡଲାଇନ୍ ଅନୁଯାୟୀ ଏବେ ସ୍କୁଲ ତଥା ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନକୁ…
ପୂର୍ବ ଶତ୍ରୁତାକୁ ନେଇ ଘର ଉପରକୁ କରିଥିଲେ ଗୁଳିମାଡ଼: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୁରୁଷୋତ୍ତମପୁର ପୋଲିସ
ପୁରୁଷୋତ୍ତମପୁର, ୧।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡିଘାଇ ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଗୁଳିକାଣ୍ଡ ଘଟଣା ଘଟିଛି। ଏଥିରେ କେହି ଆହାତ ହୋଇ ନ ଥିଲେ ହେଁ ପୋଲିସ ଘଟଣସ୍ଥଳରୁ ଫୁଟିଥିବା ଗୁଳିର ଦୁଇଟି ଖୋକା ସହ ଗୋଟିଏ…
ନୟାଗଡ଼ରେ ଅରୁଣ ବୋଥ୍ରା
ନୟାଗଡ଼ ଅଫିସ,୧।୧୨: ପରୀ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଏସ୍ଆଇଟି ମୁଖ୍ୟ ଅରୁଣ ବୋଥ୍ରା ମଙ୍ଗଳବାର ନୟାଗଡ଼ରେ ପହଞ୍ଚିଛନ୍ତି। ନୟାଗଡ଼ ସର୍କିଟ ହାଉସ୍ରେ ପୂର୍ବରୁ ୪ଜଣିଆ ଟିମ୍ ଉପସ୍ଥିତ ଥିଲେ। ଏହାପରେ ବୋଥ୍ରାଙ୍କ ଟିମ୍ ପରିର ଗାଁ ଯଦୁପୁର ଯାଇ ମା’ବାପାଙ୍କୁ…
ଅଭୟକାନ୍ତଙ୍କ ଡ୍ରାଇଭରଙ୍କୁ ଭିଜିଲାନ୍ସ ଜେରା
ଭୁବନେଶ୍ୱର, ୧।୧୨(ବ୍ୟୁରୋ): ବଢ଼ିଲା ଅତିରିକ୍ତ ପିସିସିଏଫ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କ ଅଡୁଆ । ତାଙ୍କ ସମ୍ପତ୍ତି ନେଇ ଏସଆଇଟି ଖୋଲତାଡ ଜାରିରଖିଛି । ଏହି ମାମଲାରେ ମଙଙ୍ଗଳବାର ଅଭୟ କାନ୍ତଙ୍କ ଡ୍ରାଇଭରଙ୍କୁ ଭିଜିଲାନ୍ସ ଜେରା କରିଛି…
ରାଜ୍ୟରେ ୪୦୦ ତଳକୁ ଖସିଲା କରୋନା ପଜିଟିଭ୍ ସଂଖ୍ୟା , ୫ ମୃତ
ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୫୯ ଜଣ ଲୋକାଲ…
ସାଇନାଥକୁ କଳା ତାଲିକାଭୁକ୍ତ କଲା ବିଏମ୍ସି
ଭୁବନେଶ୍ୱର,୧।୧୨(ବ୍ୟୁରୋ): ଲୋକଙ୍କ ପାଇଖାନା ଟାଙ୍କିରୁ ସଂଗୃହୀତ ମଳକୁ ଡ୍ରେନ୍ରେ ଛାଡ଼ିବା ଶେଷରେ ମହଙ୍ଗା ପଡିଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ସେସ୍ପୁଲ୍ ଅପରେଟିଂ ଏଜେନ୍ସି ସାଇନାଥ ଫାବ୍ରିକ କେୟାର ପ୍ରାଇଭେଟ୍ ଲିମିଟେଡ୍କୁ କଳା ତାଲିକାଭୁକ୍ତ କରିବା ସହ ଏହାର ନିର୍ଦ୍ଦେଶକଙ୍କ ନାମରେ…
ପରୀ ମୃତ୍ୟୁ ମାମଲା: ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କଲେ ଏନ୍ସିପିସିଆର୍
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ନୟାଗଡ଼ ଜିଲା ପରୀ ମୃତ୍ୟୁ ଘଟଣାରେ ଜାତୀୟ ଶିଶୁ ସୁରକ୍ଷା ଅଧିକାର କମିଶନ(ଏନ୍ସିପିସିଆର୍) ସୋମବାର ନିଜଆଡୁ ମାମଲାକୁ ଗ୍ରହଣକରି ଆସନ୍ତା ୧୦ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ରିପୋର୍ଟ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୃତକଙ୍କ ଜନ୍ମ ସାର୍ଟିଫିକେଟ ଏବଂ…
ରିକ୍ସା, କାନ୍ଧରେ ବୁହା ହେଉଛନ୍ତି ରୋଗୀ
କଟକ ଅଫିସ,୧।୧୨: ସରକାର ସ୍ବାସ୍ଥ୍ୟସେବାକୁ ଲୋକାଭିମୁଖୀ କରିବା ପାଇଁ ଅନେକ ଯୋଜନା କରିଛନ୍ତି। ଏପରି କି ହସ୍ପିଟାଲଗୁଡିକର ଭିତ୍ତିଭୂମି ବିକାଶ ସହ ଉନ୍ନତ ଚିକିତ୍ସା ପ୍ରଦାନ ନିମନ୍ତେ ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେ ବି ରାଜ୍ୟର ପ୍ରମୁଖ…
ରତ୍ନସିଂହାସନରେ ଦାରୁଦିଅଁଙ୍କ ସୁନାବେଶ
ପୁରୀ ଅଫିସ, ୧।୧୨: ଧର୍ମମାସ କାର୍ତ୍ତିକ ଶେଷ ହୋଇଛି। ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରେ ସୋମବାର ରତ୍ନ ସିଂହାସନରେ ଦାରୁଦିଅଁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ଦାରୁବିଗ୍ରହଙ୍କ ସୁନାବେଶ ହୋଇଥିଲା। ପୁଷ୍ପାଳକ ସେବକମାନେ ବିଭିନ୍ନ…
‘ସଚେତନତା ହିଁ ଚିକିତ୍ସା’
କଟକ ଅଫିସ, ୧।୧୨: ଏଡ୍ସ ଏକ ଭୂତାଣୁଜନିତ ରୋଗ। ଏଚ୍ଆଇଭି ଭାଇରସ୍ ଏହି ରୋଗ ସଂକ୍ରମଣର କାରଣ। ରାଜ୍ୟରେ ଅକ୍ଟୋବର ୨୦ ସୁଦ୍ଧା ପ୍ରାୟ ୫୨ ହଜାର ସଂକ୍ରମିତ ଚିହ୍ନଟ ହୋଇଛନ୍ତି ା ସେଥିମଧ୍ୟରୁ ଗଞ୍ଜାମରେ ସର୍ବାଧିକ ଓ ପରେ ଅନୁଗୋଳ,…
ଆଜିଠୁ ୬୯ ରୁଟ୍ରେ ‘ମୋ ବସ୍’
ଭୁବନେଶ୍ୱର,୧।୧୨(ବ୍ୟୁରୋ): ସୋମବାର ଡିସେମ୍ବର ପହିଲାରୁ ୬୯ ରୁଟ୍ରେ ଗଡ଼ିବ ‘ମୋ ବସ୍’। ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା ଓ କୋଣାର୍କର ମୋଟ ୭୦ ରୁଟ୍ ମଧ୍ୟରୁ କେବଳ ରୁଟ୍ ନଂ.୨୯ କଳିଙ୍ଗ ବିହାରରୁ ସାଇ ମନ୍ଦିର ପର୍ଯ୍ୟନ୍ତ ମୋ ବସ୍ ଚଳାଚଳ…
Archives


