ସି-ଶୋର’ର ସମ୍ପତ୍ତି ବାଜ୍ୟାପ୍ତ କରିବାକୁ ନିର୍ଦ୍ଦେଶ ଦେଲେ କୋର୍ଟ
କଟକ,୨୬।୨: ବହୁ ଚର୍ଚ୍ଚିତ ସି ଶୋର ଚିଟ୍ଫଣ୍ଡ ସଂସ୍ଥାର ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ଲାଗି ଶୁକ୍ରବାର ସ୍ବତନ୍ତ୍ର ଚିଟ୍ଫଣ୍ଡ ଅଦାଲତ ନିର୍ଦ୍ଦେଶ ଜାରି କରିଛନ୍ତି। ସଂସ୍ଥାର ୧୯୭ ଏକର ଜମି, ୧୩୮୫ ଗ୍ରାମ ସୁନା, ୨ କୁଇଣ୍ଟାଲ ରୁପା, ବ୍ୟାଙ୍କରେ…
ଗାଡ଼ିଆରେ ବୁଡ଼ି ଗଲେ ୨ ଶିଶୁକନ୍ୟା
ସମ୍ବଲପୁର,୨୬ା୨(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଶାଳା କ୍ଲବପଡ଼ାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଡ଼ିଆରେ ବୁଡ଼ି ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଡୋଲେଶ୍ୱରୀ ଛୁରିଆ(୩) ଓ ନିଶା ମହାନନ୍ଦ(୩)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ…
ସୁସ୍ଥ ହେଲେ ୬୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୬।୨: ଓଡ଼ିଶାରେ ଶୁକ୍ରବାର ୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୪,୪୬୩ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୧୧, ଝାରୁସୁଗୁଡ଼ାରୁ ୧୦, ବରଗଡ଼ ଓ ସମ୍ବଲପୁରରୁ ୯, ଖୋର୍ଦ୍ଧାରୁ ୫, ବାଲେଶ୍ୱର, ଯାଜପୁର…
ପୁଣି ଆଇସୋଲେଶନ
ଭୁବନେଶ୍ୱର,୨୬।୨ : କରୋନାର ଦ୍ୱିତୀୟ ସଂକ୍ରମଣକୁ ଦୃଷ୍ଟିରେ ରଖି ପୁଣି ଥରେ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ଆଇସୋଲେଶନ ପ୍ରକ୍ରିୟା। ଏ ନେଇ ଜାରି ହୋଇଛି ନୂଆ ଗାଇଡ୍ଲାଇନ। ରାଜ୍ୟ ସରକାର ହୋମ ଆଇସୋଲେଶନକୁ ଗୁରୁତ୍ୱ ଦେଇଥିବାବେଳେ ରେଳ ଷ୍ଟେଶନ ଓ…
୨ଦିନ ହେଲା ଦୁଇମୃତଦେହର ପରିଚୟ ଖୋଜୁଛି ପୋଲିସ
ଆସିକା,୨୬।୨: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ବୁଢାକେନ୍ଦୁ ଜଙ୍ଗଲରୁ ପୋଲିସ ୨ ଗଳିତ ମୃତଦେହ ଜବତ କରିଥିଲା । ଘଟଣାର ୨ଦିନ ପରେ ମୃତକଙ୍କ ସମ୍ପର୍କରେ ପୋଲିସକୁ କୌଣସି ସୁରାକ ମିଳିପାରି ନାହିଁ । ଶୁକ୍ରବାର ଗଞ୍ଜାମ ଏସ୍ପି ବ୍ରିଜେଶ…
ବରଫକଳରୁ ଲିକ୍ ହେଲା ଆମୋନିଆ ଗ୍ୟାସ୍
ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଟାଉନ ଥାନା ଅଧୀନ ମଠସାହି ଅଞ୍ଚଳର ତାରିଣୀ ଛକରେ ଥିବା ମାଗ୍ନସ ଫୁଡ୍ ବରଫକଳରୁ ଶୁକ୍ରବାର ଆମୋନିଆ ଗ୍ୟାସ୍ ଲିକ୍ ହୋଇଛି। ଗ୍ୟାସ୍ ଲିକ୍ ହେବାରୁ ଅଞ୍ଚଳରେ ପ୍ରବଳ ଗନ୍ଧ ହେବା ସହ ଲୋକଙ୍କ ଆଖି…
ସବ୍ୟସାଚୀଙ୍କ ଯୋଗୁ ଛଅ ମାସରେ ବଦଳିଗଲା କୁନିଙ୍କ ଜୀବନ, ଏବେ ବାନ୍ଧିଲେ ରାକ୍ଷୀ
ଭୁବନେଶ୍ୱର,୨୬।୨(ବ୍ୟୁରୋ): କୁନିଙ୍କ ହାତରେ ବଢ଼ୁଥିଲା ମାଂସ ପିଣ୍ଡୁଳା। ହେଲେ ପାଖରେ ଟଙ୍କା ନ ଥିବାରୁ ଚିକିତ୍ସା ହୋଇପାରୁ ନ ଥିଲା। ଲକ୍ଡାଉନ୍ ବେଳେ ସମାଜସେବାକୁ ନେଇ ଚର୍ଚ୍ଚାକୁ ଆସିଥିବା ଓଲିଉଡ୍ ଅଭିନେତା ସବ୍ୟସାଚୀ ମିଶ୍ର ତାଙ୍କୁ ସହାୟତାର ହାତ ବଢ଼ାଇଥିଲେ। ଏବେ…
ଆତ୍ମହତ୍ୟା ଧମକ ଦେଲେ ଭାଜପା ବିଧାୟକ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ବିଧାନସଭାରେ ଆତ୍ମହତ୍ୟା ଧମକ ଦେଇଛନ୍ତି ଦେବଗଡ଼ ଭାଜପା ବିଧାୟକ ସୁବାସ ପାଣିଗ୍ରାହୀ। ଗୁରୁବାର ଗୃହରେ ମଣ୍ଡି ସମସ୍ୟାକୁ ନେଇ ଭାଜପା ବିଧାୟକମାନେ ହୋହଲ୍ଲା କରିଥିଲେ। ଏହି ସମୟରେ ମଣ୍ଡିରୁ ତୁରନ୍ତ ଧାନ ନ ଉଠାଇଲେ ଗୃହରେ ଆତ୍ମହତ୍ୟା କରିବେ ବୋଲି…
ଲାଞ୍ଚ ନେଇ ଥାନା ଅଧିକାରୀ ଗିରଫ
ଢେଙ୍କାନାଳ ଅଫିସ,୨୬।୨: ଢେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅଧିକାରୀ ଚିତ୍ତରଞ୍ଜନ ବେହେରା ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଯୌତୁକ ଜନିତ ନିର୍ଯାତନା ମାମଲାରେ ୩୦୭ ଦଫାକୁ କାଟି ଦେବା ପାଇଁ ସେ ନିହଲପ୍ରସାଦ ଗ୍ରାମର ଅଇଁଠା ସେଠୀଙ୍କଠାରୁ ୬ ହଜାର…
କୋଭିଡ ଯୋଦ୍ଧାଙ୍କ ଅଭିନବ ପ୍ରତିବାଦ: ଭଦ୍ରକରୁ ନବୀନ ନିବାସ…
ଭଦ୍ରକ ଅଫିସ,୨୬।୨: ଚାକିରିରେ ପୁନଃ ନିଯୁକ୍ତି ଦାବି କରି କୋଭିଡ ଯୋଦ୍ଧାଙ୍କ ଅଭିନବ ପ୍ରତିବାଦ। ପ୍ରଥମେ ଦୋକାନ ଦୋକାନ ବୁଲି ଭିକ ମାଗିବା ପରେ ଏବେ ନିଜର ଅଭିଯୋଗ ଜଣାଇବା ପାଇଁ ଆରମ୍ଭ କରିଛନ୍ତି ପଦଯାତ୍ରା। ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା…
ମୋ କଲେଜ ଅଭିଯାନ ଲାଗି ସରକାରଙ୍କ ପ୍ରସ୍ତୁତି
ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକର ବିକାଶ ଦିଗରେ ପୁରାତନ ଛାତ୍ରୀଛାତ୍ରଙ୍କ ମହତ୍ତ୍ବପୂର୍ଣ୍ଣ ଭୂମିକା ରହିଛି। ସେମାନଙ୍କୁ ତାଙ୍କ ଶିକ୍ଷାନୁଷ୍ଠାନ ସହିତ ଯୋଡ଼ିବା ଦିଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନବ ପରିକଳ୍ପନା ‘ମୋ କଲେଜ’ ଆରମ୍ଭ କରିଛନ୍ତି। ଏହାଦ୍ୱାରା ରାଜ୍ୟରେ ଉଚ୍ଚଶିକ୍ଷା ଭିତ୍ତିଭୂମିକୁ…
୮ ଇନ୍ଷ୍ଟ୍ରିମ୍ ଷ୍ଟୋରେଜ ପ୍ରୋଜେକ୍ଟ କାର୍ଯ୍ୟକାରୀ ହେବ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ସମୁଦ୍ରକୁ ବୋହି ଯାଉଥିବା ଜଳକୁ ସଂରକ୍ଷଣ କରାଯିବ। ମହାନଦୀର ତଳମୁଣ୍ଡରେ ଚଳିତ ବର୍ଷ ୮ଟି ଇନ୍ଷ୍ଟ୍ରିମ ଷ୍ଟୋରେଜ ପ୍ରୋଜେକ୍ଟ କାର୍ଯ୍ୟକାରୀ ହେବ। ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ ଏହା ଚାଲିବ। ଏଥିରେ ପ୍ରାୟ ୧୧,୭୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।…
Archives


