ରାଜ୍ୟ

ଆଜିଠୁ ୬୯ ରୁଟ୍‌ରେ ‘ମୋ ବସ୍‌’

ଭୁବନେଶ୍ୱର,୧।୧୨(ବ୍ୟୁରୋ): ସୋମବାର ଡିସେମ୍ବର ପହିଲାରୁ ୬୯ ରୁଟ୍‌ରେ ଗଡ଼ିବ ‘ମୋ ବସ୍‌’। ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା ଓ କୋଣାର୍କର ମୋଟ ୭୦ ରୁଟ୍‌ ମଧ୍ୟରୁ କେବଳ ରୁଟ୍‌ ନଂ.୨୯ କଳିଙ୍ଗ ବିହାରରୁ ସାଇ ମନ୍ଦିର ପର୍ଯ୍ୟନ୍ତ ମୋ ବସ୍‌ ଚଳାଚଳ…

ଗତବର୍ଷ ତୁଳନାରେ ଖରିଫ ଧାନ ସଂଗ୍ରହ ୮୫ % ବଢ଼ିଛି

ଭୁବନେଶ୍ୱର,୧।୧୨(ବ୍ୟୁରୋ): ନଭେମ୍ବର ପ୍ରଥମ ସପ୍ତାହରୁ ରାଜ୍ୟରେ ଖରିଫ ଧାନ ସଂଗ୍ରହ ଆରମ୍ଭ ହୋଇଛି। ସୋମବାର ସୁଦ୍ଧା ରାଜ୍ୟର ୧୧ ଜିଲାରେ ମୋଟ ୨,୩୮,୪୫୨ ମେଟ୍ରିକ୍‌ ଟନ ଧାନ ସଂଗ୍ରହ କରାଯାଇଛି। ଗତବର୍ଷ ଏହି ସମୟରେ ଯେତିକି ଖରିଫ ଧାନ ସଂଗ୍ରହ ହୋଇଥିଲା…

ଶ୍ରୀଲଙ୍କା ଉପକୂଳ ମୁହାଁଇଛି ବାତ୍ୟା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତ(ଡିପ୍ରେସନ)ରେ ପରିଣତ ହୋଇଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଅବପାତ ଶ୍ରୀଲଙ୍କାର ତ୍ରିଙ୍କୋମାଳି ଠାରୁ ୭୦୦ କି.ମି. ଏବଂ ପୂର୍ବ-ଦକ୍ଷିଣ-ପୂର୍ବ କନ୍ୟାକୁମାରୀଠାରୁ ୧୧୦୦ କି.ମି. ଦୂରରେ କେନ୍ଦ୍ରୀଭୂତ…

ଚାକିରି ନାଁରେ ୬ଲକ୍ଷ ଠକେଇ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ବ୍ୟାଙ୍କରେ ଚାକିରି କରାଇ ଦେବାକୁ କହି ୬ଲକ୍ଷ ଠକେଇ ଅଭିଯୋଗରେ ଜଣେ ମହିଳାଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ। ସେ ହେଲେ ଭଦ୍ରକ ଜିଲା ବାସୁଦେବପୁର ବେତଡା ଗ୍ରାମର ଜୟନ୍ତୀ ପରିଡା(୩୦)। ଜୟନ୍ତୀ ବାଲେଶ୍ୱର ଜିଲା ନୀଳଗିରି କାଣ୍ଡଗରଡିରେ…

ମାସ୍କ ନ ପିନ୍ଧିଲେ ୨୫ ଫୁଟ ଯାଇପାରେ ଛିଙ୍କ

ଭୁବନେଶ୍ୱର, ୧।୧୨(ବ୍ୟୁରୋ): କରୋନା ମହାମାରୀକୁ ରୋକିବା ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି। ମାସ୍କ, ସାମାଜିକ ଦୂରତା ବଜାୟ ରଖିବାକୁ ଗୁରୁତ୍ୱ ଦିଆଯାଉଛି। ତେବେ ଛିଙ୍କିବା ସମୟରେ ମାସ୍କ କାହିଁକି ଗୁରୁତ୍ୱପୂର୍ଣ୍ଣ ଓ ଏହା କେତେଦୂର ସଂକ୍ରମଣ ରୋକିବାରେ ସକ୍ଷମ ତାହାକୁ ନେଇ…

କୋଣାର୍କ ଉତ୍ସବ: ଦୁଲୁକିବ ମୁକ୍ତାକାଶ ରଙ୍ଗମଞ୍ଚ

ଭୁବନେଶ୍ୱର,(ବ୍ୟୁରୋ)/କୋଣାର୍କ,୧।୧୨(ଡି.ଏନ୍‌.ଏ.) : କୋଭିଡ୍‌ କଟକଣା ମଧ୍ୟରେ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ କୋଣାର୍କ ଉତ୍ସବ। ଏଥିପାଇଁ ସୂର୍ଯ୍ୟମନ୍ଦିର ପାଦଦେଶ ଉତ୍ସବମୁଖର ହୋଇଉଠିଥିବାବେଳେ ଦୁଲୁକିବ ମୁକ୍ତାକାଶ ରଙ୍ଗମଞ୍ଚ। ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୫ଦିନ ଧରି ଚାଲିବାକୁ ଥିବା ଏହି ଉତ୍ସବରେ ଚଳିତବର୍ଷ…

ଟିକାକରଣକୁ ଜନ-ଅଭିଯାନ ରୂପ ଦେବ ଓଡ଼ିଶା

ଭୁବନେଶ୍ୱର, ୧।୧୨(ବ୍ୟୁରୋ): କୋଭିଡ୍‌ ଟିକାକୁ ନେଇ ଦିନକୁ ଦିନ ଆଶା ଦୃଢ଼ୀଭୂତ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟରେ ଟିକାକରଣ ପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ତେବେ ଏହି ଟିକାକରଣକୁ ଏକ ଜନ-ଅଭିଯାନ ରୂପ ଦେବା ପାଇଁ ଓଡ଼ିଶା ପ୍ରସ୍ତୁତ ଥିବା ମୁଖ୍ୟ…

ଟାର୍ଗେଟରେ ପ୍ରଦୀପ, ପାଠକ

ବ୍ରହ୍ମପୁର ଅଫିସ,୧।୧୨: ଏବେ କ୍ରାଇମ୍‌ବ୍ରାଞ୍ଚର ଟାର୍ଗେଟରେ ରହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବଂ ଆଇଏଫଏସ୍‌ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ। ଉଭୟ ବାପପୁଅ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଠକେଇ ଅଭିଯୋଗରେ ଜେଲରେ ଅଛନ୍ତି।…

୨ ଅଧିକାରୀଙ୍କ ସମେତ ୬ ଜଣଙ୍କୁ ଏସ୍‌ଆଇଟିର ଜେରା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଜେଲ ଯାଇଥିବା ଆଇଏଫଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ଆୟବହିର୍ଭୂତ ସମ୍ପତ୍ତିର ଖୋଳତାଡ଼ ପାଇଁ ଭିଜିଲାନ୍ସ ଦ୍ୱାରା ଗଠିତ ସ୍ପେଶାଲ ଇନଭେଷ୍ଟିଗେଶନ ଟିମ୍‌ (ଏସ୍‌ଆଇଟି) ସୋମବାର ୨ଜଣ ସରକାରୀ ଅଧିକାରୀଙ୍କ ସମେତ ୬ ଜଣଙ୍କୁ ଗୋପନୀୟ ସ୍ଥାନରେ ଜେରା କରିଛି। ତେବେ…

ଆଜିଠୁ ଖୋଲିବ ମେଡିକାଲ କଲେଜ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟ ସରକାର ଡିସେମ୍ବର ମାସ ପାଇଁ କୋଭିଡ୍‌-୧୯ ଗାଇଡ୍‌ଲାଇନ ଜାରି କରିଛନ୍ତି। ଏ ନେଇ ସୋମବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଡିସେମ୍ବର ପହିଲାରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ…

ଧାନ ବୋଝେଇ ଟ୍ରାକ୍ଟରରେ ଲାଗିଲା ନିଆଁ

କପ୍ତିପଦା,୧ା୧୨(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅନ୍ତର୍ଗତ ବିଶୋଳ ଛକରେ ଏକ ଧାନ ବୋଝେଇ ଟ୍ରାକ୍ଟରରେ ସୋମବାର ନିଆଁ ଲାଗି ଯାଇଥିଲା। ବିଶୋଳ ଗ୍ରାମର ଅଞ୍ଜନ ବେହେରା ବିଲରୁ ଧାନ କଳେଇ ବୋଝେଇ କରି ଆସୁଥିବାବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ…

ବାସନା ଧାନରେ ମହକୁଛି ଗାଁ ଦାଣ୍ଡ

ବାରିପଦା ଅଫିସ,୧ା୧୨-ବାସନା ଧାନରେ ମହକୁଛି ଗାଁ ଦାଣ୍ଡ। ସୁଗନ୍ଧରେ ଫାଟି ପଡ଼ୁଛି ପରିବେଶ। ଯାହାଙ୍କ ପାଇଁ ଏହା ସମ୍ଭବ ହୋଇଛି ସେ ଜଣେ ମହିଳା ଚାଷୀ। ନିଜେ ସ୍ବାବଲମ୍ବୀ ହେବା ସହିତ ଅଞ୍ଚଳବାସୀଙ୍କୁ ଚାଷର ପ୍ରଣାଳୀ ଜଣାଇ ସ୍ବତନ୍ତ୍ର ପରିଚୟ ସୃଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri