ଜିଲାପାଳ, ବିମାନବନ୍ଦର କର୍ତ୍ତୃପକ୍ଷଙ୍କୁ ସତର୍କ କରାଇଲା ସ୍ବାସ୍ଥ୍ୟ ବିଭାଗ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ବିଭିନ୍ନ ରାଜ୍ୟରେ କୋଭିଡ୍-୧୯ ସଂକ୍ରମଣ ପୁଣି ବୃଦ୍ଧି ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ବିମାନବନ୍ଦର, ରେଳଷ୍ଟେଶନଗୁଡ଼ିକରେ ଏହି ମହାମାରୀ ଯେପରି ନ ବ୍ୟାପିବ ସେଥିଲାଗି ପ୍ରସ୍ତୁତ ରହିବାକୁ ଗୁରୁବାର ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ…
୩୯.୪ ଡିଗ୍ରୀରେ ଭୁବନେଶ୍ୱର
ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଇବାରେ ଲାଗିଛି। ତତଲା ପବନ ସାଙ୍ଗକୁ ଟାଇଁଟାଇଁ ଖରା ପରିବେଶକୁ ଉତ୍ତପ୍ତ କରି ପକାଇଛି। ରାଜଧାନୀ ଭୁବନେଶ୍ୱର ଲଗାତାର ଦୁଇଦିନ ହେବ ଉତ୍ତପ୍ତ ସହରରେ ପରିଣତ ହୋଇଛି। ବୁଧବାର ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୮ ଡିଗ୍ରୀ…
ସୀମା ବିବାଦ: ସରକାରଙ୍କୁ ଘେରିଲେ ବିରୋଧୀ
ଭୁବନେଶ୍ୱର,୨୬ା୨(ବ୍ୟୁରୋ):ସୀମା ବିବାଦ ଓ ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀ ବିଧାନସଭାରେ ପୁଣି ହଙ୍ଗାମା କରିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସମୟ ୧୯୬୮ ମସିହାରୁ କୋଟିଆ ସମସ୍ୟା ଦେଖାଦେଲାଣି। ମୁଖ୍ୟମନ୍ତ୍ରୀ ନିଘୋଡ଼ ନିଦରେ ଶୋଇଛନ୍ତି। ରାଜ୍ୟରେ କ’ଣ ଘଟୁଛି ସରକାରଙ୍କ…
ଆଜି ଭାରତ ବନ୍ଦ
ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ବ୍ୟବସାୟୀ ସଂଘ ପକ୍ଷରୁ ଶୁକ୍ରବାର ଭାରତ ବନ୍ଦ ଡାକରା ଦିଆଯାଇଛି। କଟକ ନଗର ବ୍ୟବସାୟୀ ସଂଘ ଏହାକୁ ସମର୍ଥନ କରିବ ବୋଲି ଘୋଷଣା କରିଛି। ଜିଏସ୍ଟି ଜଟିଳତା ଦ୍ୱାରା ବ୍ୟବସାୟୀମାନେ ଆର୍ଥିକ ଓ ମାନସିକସ୍ତରରେ ଅତିଷ୍ଠ ହେଲେଣି। ଏହାଛଡ଼ା…
ସୁରକ୍ଷିତ କରିପାରୁନି ସିସିଟିଭି
ଅନୁଗୋଳ ଅଫିସ, ୨୬।୨ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର କଳେବର ବଢ଼ୁଛି। ନୂଆ ନୂଆ ବିଭାଗ ସଂଯୋଗ ହେଉଥିବାବେଳେ ପୂରା ବ୍ୟବସ୍ଥା ଉପରେ ନଜର ରଖିବାକୁ ଶତାଧିକ ସିସିଟିଭି ଲଗାଯାଇଛି। କିନ୍ତୁ ସେଥିରୁ ଅନେକ ଅଚଳ ହୋଇପଡ଼ିଥିବାରୁ ଏହାର ସୁଯୋଗ ନେଉଛନ୍ତି…
ନେପାଳ ଯିବେ ୩ ବର୍ଷୀୟ ସାଇ ଶ୍ରେୟାଂସୁ
ଭଦ୍ରକ ଅଫିସ, ୨୬।୨- ୩ ବର୍ଷ ବୟସରେ ସ୍ବତନ୍ତ୍ର ମଡେଲ ପାଇଁ ଜିଲା, ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିଛନ୍ତି। ଆସନ୍ତା ଜୁଲାଇରେ ନେପାଳରେ ହେବାକୁ ଥିବା ଅନ୍ତର୍ଜାତୀୟ ମଡେଲ ପ୍ରତିଯୋଗିତା ନିମନ୍ତେ ସର୍ବଭାରତୀୟ ଶିଶୁ ବର୍ଗରୁ ଚୟନ ହୋଇଛନ୍ତି।…
ବିରଳ ହ୍ବେଲ୍ ସାର୍କର ଜୀବନ ବଞ୍ଚାଇଲେ ପର୍ଯ୍ୟଟକ
ଚିକିଟି,୨୬ା୨: ଗଞ୍ଜାମ ଜିଲା ଚିକିଟି ବ୍ଲକ ସୁନୁପୁର ସ୍ଥିତ ସମୁଦ୍ର ଉପକୂଳରେ ଏକ ବିରଳ ପ୍ରଜାତିର ହ୍ବେଲ୍ ସାର୍କ ଦେଖିବାକୁ ମିଳିଛି। ପର୍ଯ୍ୟଟକମାନେ ବେଳାଭୂମିରେ ବୁଲୁଥିବା ବେଳେ ହଠାତ୍ ସାର୍କଟି କୂଳକୁ ଆସିଥିବା ଦେଖିଥିଲେ। ଖବର ପ୍ରଚାର ହେବା ପରେ ବେଳାଭୂମିରେ…
ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ
ସଇଁତଲା,୨୬।୨: ବଲାଙ୍ଗୀର ଜିଲା ସଇଁତଲା ବ୍ଳକ ବଡ଼ମାଳ ଗୋଳାବାରୁଦ କାରଖାନାରେ ଜଣେ ସୁରକ୍ଷା କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ସମ୍ପୃକ୍ତ ସୁରକ୍ଷାକର୍ମୀଙ୍କ ସର୍ଭିସ ବନ୍ଧୁକରୁ ୫ ରାଉଣ୍ଡ ଗୁଳି ଫୁଟିଥିବା ଓ ସେ ଆତ୍ମହତ୍ୟା କରିଥିବା କୁହାଯାଉଥିଲେ ମଧ୍ୟ ପୋଲିସ…
ପ୍ରେମିକ ସହ ବୋହୂଙ୍କୁ ଧରିଲେ ଶାଶୁ, ତାପରେ…
ରାଇଘର, ୨୫।୨: ପରକୀୟା ପ୍ରୀତିର କରୁଣ ଦୃଶ୍ୟ। ରାସ୍ତାରେ ବାନ୍ଧି ମହିଳା ଓ ତାଙ୍କ ପ୍ରେମିକଙ୍କୁ ଶାଶୁଘର ଲୋକ ନିର୍ଧୂମ୍ ପିଟିଛନ୍ତି। ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରୁଛି। ସୂଚନା ଯୋଗ୍ୟ ନବରଙ୍ଗପୁର…
ସୁସ୍ଥ ହେଲେ ୬୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୫।୨ : ଓଡ଼ିଶାରେ ଗୁରୁବାର ୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୪୦୦ରେ ପହଞ୍ଚିଛି। ପୁରୀରୁ ସର୍ବାଧିକ ୧୩, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୯, ଅନୁଗୁଳରୁ ୫, ବାଲେଶ୍ୱର…
କୋଭିଡ୍ ଯୋଦ୍ଧାଙ୍କ ମୃତ୍ୟୁ ପରେ ପୁଅ ହେଲେ ସରପଞ୍ଚ
ଜୁନାଗଡ଼,୨୫।୨: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରୀଗୁଡ଼ା ପଞ୍ଚାୟତ ଉପନିର୍ବାଚନର ଗୁରୁବାର ଫଳାଫଳ ଘୋଷଣା ହୋଇଛି। ଭଇଁରୀଗୁଡ଼ାର ନୂତନ ସରପଞ୍ଚ ଭାବେ ମୃତ କୋଭିଡ୍ ଯୋଦ୍ଧା ସରପଞ୍ଚ ଲକ୍ଷ୍ମୀଧର ପାତ୍ରଙ୍କ ପୁଅ ପଞ୍ଚାନନ ପାତ୍ର ନିର୍ବାଚିତ ହୋଇଛନ୍ତି। ସେ ତାଙ୍କ ନିକଟତମ…
କାଳିଆ ପରେ ବଳରାମ ଯୋଜନାରେ ମିଳିବ ଟଙ୍କା
ବରଗଡ଼ ଅଫିସ୍,୨୫।୨: ରାଜ୍ୟ ସରକାରଙ୍କ ବଳରାମ ଯୋଜନା ଗୁରୁବାର ବରଗଡ଼ ଜିଲାରେ ଆରମ୍ଭ ହୋଇଛି। ଅତାବିରା ସମବାୟ କେନ୍ଦ୍ର ବ୍ୟାଙ୍କ ଶାଖାରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଅତାବିରା ବ୍ଳକ ଅନ୍ତର୍ଗତ ମନାପଡ଼ା ଗ୍ରାମର ମହାଲକ୍ଷ୍ମୀ ଯୁଗ୍ମଦେୟ ଗୋଷ୍ଠିକୁ ୧ ଲକ୍ଷ ୬୦…
Archives


