ରାଜ୍ୟ

ପୋଷ୍ଟକାର୍ଡରେ ସ୍ଥାନିତ ହେଲା ଜଉକଣ୍ଢେଇ

ବାଲେଶ୍ୱର ଅଫିସ, ୧।୧୨-ବାଲେଶ୍ୱରର କଳା ସଂସ୍କୃତିର ପ୍ରତୀକ ଭାବେ ପରିଚିତ ଜଉକଣ୍ଢେଇକୁ ବିଶ୍ୱ ପୋଷ୍ଟକାର୍ଡ ଦିବସ ଅବସରରେ ପୋଷ୍ଟକାର୍ଡରେ ସ୍ଥାନିତ କରାଯାଇଛି। ଏନେଇ ଚିଫ୍‌ ପୋଷ୍ଟମାଷ୍ଟର ଜେନେରାଲ ଜଲେଶ୍ୱର କନହାର ସୂଚନା ଦେବା ପରେ ବାଲେଶ୍ୱର ଅଞ୍ଚଳର କଳାପ୍ରେମୀଙ୍କ ମନରେ ଖୁସିର…

୧୭ ବର୍ଷରେ ୨୦୫୦ ସଂକ୍ରମିତ

ଅନୁଗୋଳ ଅଫିସ, ୧ା୧୨ ସଞ୍ଜମ ଓ ସତର୍କତା ଅବଲମ୍ବନ ଦ୍ୱାରା ଏଡ୍‌ସକୁ ରୋକିହେବ। ନିଜେ ସଚେତନ ହୋଇ ଅନ୍ୟମାନଙ୍କୁ ସଚେତନ କରିପାରିଲେ ଜିଲା ଏଡ୍‌ସ ମୁକ୍ତ ହୋଇପାରିବ ବୋଲି ପ୍ରତିବର୍ଷ ବିଶ୍ୱ ଏଡ୍‌ସ ଦିବସରେ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ…

ଏ ବର୍ଷ ହେବନି ତୋଷାଳି ମେଳା, ଶିଶିର ସରସ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ହେବ ନାହିଁ ତୋଷାଳି କ୍ରାଫ୍ଟ ମେଳା ଏବଂ ଶିଶିର ସରସ ମେଳା। ଏହି ବାଣିଜି୍ୟକ ମେଳା ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ଏ ନେଇ ସୋମବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ…

ଆରୋଗ୍ୟ ହେଲେ ଆଉ ୮୦୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୮୦୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୮୧, ବାଲେଶ୍ୱରରୁ ୬୧, ମୟୂରଭଞ୍ଜରୁ ୫୩, କେନ୍ଦୁଝରରୁ ୫୧, ନୂଆପଡାରୁ ୫୧, କଟକରୁ ୪୭, ଜଗତସିଂହପୁରରୁ ୪୪, ସମ୍ବଲପୁରରୁ…

ଇଟାଭାଟିରେ ନାବାଳିକାଙ୍କୁ ବଳାତ୍କାର ପରେ ବିଷ ପିଆଇଦେଲେ

ସଜନାଗଡ଼, ୩୦ା୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା ଏକ ଇଟାଭାଟିରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ବିଷ ପିଆଇ ଦିଆଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏନେଇ ନାବାଳିକାଙ୍କ ଦାଦା ନୀଳଗିରି ଥାନାରେ ଏତଲା ଦେଇଛନ୍ତି। ଉକ୍ତ ଇଟାଭାଟିରେ…

ରାଜ୍ୟ ସରକାରଙ୍କ ଡିସେମ୍ବର ଗାଇଡଲାଇନ: ଜାଣନ୍ତୁ କଣ ରହିବ ଖୋଲା, କଣ ପଡିବ ତାଲା

ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-ମହାମାରୀ କରୋନାକୁ ନେଇ ଡିସେମ୍ବର ମାସ ପାଇଁ ରାଜ୍ୟ ସରକାର ସୋମବାର ଗାଇଡଲାଇନ ଜାରି କରିଛନ୍ତି। ଡିସେମ୍ବର ୩୧ ଯାଏ ଏହି ଗାଇଡଲାଇନ ବଳବତ୍ତର ରହିବ। କଣ୍ଟେନମେଣ୍ଟ ଜୋନରେ ଲକ ଡାଉନ ଜାରି କରାଯାଇପାରିବ। ସ୍ଥାନୀୟ ପ୍ରଶାସନ ସତର୍କତାର ସହ କଣ୍ଟେନମେଣ୍ଟ…

ପରୀ ହତ୍ୟା ମାମଲା: ରାଜ୍ୟ ସରକାରଙ୍କୁ ଏନ୍‌ପିସିଆରଙ୍କ ଜବାବ ତଲବ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-ନୟାଗଡ଼ ପରୀ ହତ୍ୟା ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (NCPCR) ରିପୋର୍ଟ ତଲବ କରିଛନ୍ତି। ନିଜ ଆଡୁ ମାମଲା ରୁଜୁ କରି NCPCR ନୋଟିସ କରିଛନ୍ତି। ତଦନ୍ତର ଅଗ୍ରଗତି ସହ କିଛି ଦସ୍ତାବିଜ…

ଭୁବନେଶ୍ୱରରୁ ଆଜି ପୁଣି ୨୮ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

୧୫ ଡିଗ୍ରୀ ତଳେ ରାଜ୍ୟର ୧୧ ସହର

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟର ୧୧ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ରେକର୍ଡ କରାଯାଇଛି। ସୋନପୁର ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି। ଏଠାରେ ସର୍ବନିମ୍ନ ତାପମାତ୍ରା ୯ଡିଗ୍ରୀ ତଳେ ରହିଛି। ସେହିପରି ଓଡିଶାର…

ରାଜ୍ୟରେ ପୁଣି ୪୧୮ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୪୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୭ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୩୦।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ଦାରୁଦିଅଙ୍କୁ ସୁନା ବେଶରେ ସଜାଯାଇଛି। ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଠାକୁରଙ୍କୁ…

ଓଡ଼ିଶାକୁ ଲୁଟୁଛନ୍ତି ଅଣ ଓଡ଼ିଆ ଅଫିସର

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଏବଂ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରସଙ୍ଗ ରବିବାର ବିଧାନସଭାର ଶୂନ୍ୟକାଳରେ ଆଲୋଚନାର ମୁଖ୍ୟ ବିଷୟ ହୋଇଥିଲା। ଅଭୟକାନ୍ତ ଓ ତାଙ୍କ ପୁଅ ଆକାଶଙ୍କ ସହ ପୂର୍ବତନ ମନ୍ତ୍ରୀ ତଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri