ବିବାହରେ ଆୟୋଜିତ ହେଲା ରକ୍ତଦାନ ଶିବିର
ଦେଓଗାଁ,୨୫ା୨: ଅନ୍ୟର ଜୀବନ ବଞ୍ଚାଇବା ପାଇଁ ରକ୍ତର ଆବଶ୍ୟକତା ଉପରେ ସଚେତନତା ଲାଗି ଏକ ନବଦମ୍ପତ୍ତି ନିଜ ବାହାଘରେ ରକ୍ତଦାନ ଶିବିର ଆୟୋଜନ କରିଛନ୍ତି। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଗାଇବାହାଲ ପଞ୍ଚାୟତ ଅନ୍ତର୍ଗତ ରାଏପାଲିରେ ଦିବଂଗତ ଶ୍ରମିକ ନେତା ଲଲିତ…
ଠାକୁରଙ୍କ ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
ସଜନାଗଡ଼,୨୫।୨: ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ଖଡ଼ିପଦା ଗ୍ରାମରେ ଥିବା ଶନି ମନ୍ଦିରର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଠାକୁରଙ୍କ ରୂପା ମୁକୁଟ ସହ ଅନ୍ୟାନ୍ୟ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ବୁଧବାର ସନ୍ଧ୍ୟାରେ ଆଳତୀ ପରେ ପୂଜକ ମନ୍ଦିରରେ ତାଲା…
ଘରେ ପଶି କଲେଜ ଛାତ୍ରୀଙ୍କ ହାତଗୋଡ଼ ବାନ୍ଧି କିରୋସିନ୍ ଢ଼ାଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଉଦ୍ଧାର ପରେ ଏସ୍ସିବି ସ୍ଥାନାନ୍ତର
କଟକ ଅଫିସ,୨୫।୨: କଟକ ଜିଲା ମାନସିଂପାଟଣା ମସ୍ତରାମ ମଠ ଗଳିରେ ଥିବା ଏକ ଭଡ଼ାଘରେ ଜଣେ କଲେଜ ଛାତ୍ରୀଙ୍କ ହାତ ଗୋଡ଼ ବାନ୍ଧି କିରୋସିନ ଢ଼ାଳି ନିଆଁ ଲଗାଇଦେଇଛନ୍ତି ଦୁର୍ବୃତ୍ତ। ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ରୁ ୧୨ରେ ଘଟଣା ଘଟିଥିବା ବେଳେ…
ରାଜ୍ୟ କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ
ଭୁବନେଶ୍ୱର,୨୫।୨(ବ୍ୟୁରୋ): ରାଜ୍ୟ କଂଗ୍ରେସ ଭବନରେ ଆଜି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଜଗତସିଂହପୁରର ୨ ଗୋଷ୍ଠୀ ମଧ୍ୟରେ ଏହି ମାର୍ପିଟ୍ ହୋଇଥିବା ସୂଚନା ମିଳିଛି। ଗୋଟିଏ ଗୋଷ୍ଠୀ ବିଜେଡି ସହ ହାତ ମିଳାଇବା ଅଭିଯୋଗରେ ଏହି ଗଣ୍ଡଗୋଳ ହୋଇଛି। ଓବିସି ସେଲ୍…
ଆଜି ରାଜ୍ୟରୁ ୮୯ ପଜିଟିଭ୍ ଚିହ୍ନଟ, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୫।୨(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୯୨୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୩ ଜଣ ଚିହ୍ନଟ…
କରୋନା ଟିକା ନେଲେ ବିଏମ୍ସି କମିଶନର୍
ଭୁବନେଶ୍ୱର, ୨୫।୨(ବ୍ୟୁରୋ): ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଗୁରୁବାର କରୋନା ଟିକା ନେଇଛନ୍ତି। ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଚାଲିଥିବାବେଳେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକା ନେଇଛନ୍ତି କମିଶନର। ଟିକା ନେବା ପରେ ଅନ୍ୟମାନଙ୍କୁ ଟିକା ନେବା ପାଇଁ ସେ ପରାମର୍ଶ…
ସ୍ବୀକୃତି ମିଳିଛି, ସୁବିଧା ମିଳୁନି
ଅନୁଗୋଳ ଅଫିସ, ୨୫।୨: ଶିଳ୍ପ ପାଇଁ ସମୃଦ୍ଧ ଅନୁଗୋଳ ସହରରେ ଥିବା ୨୭ ବସ୍ତି ମଧ୍ୟରୁ ୧୩ଟିକୁ ମିଳିଛି ସରକାରୀ ସ୍ବୀକୃତି। ଏସବୁ ବସ୍ତିରେ ରହିଛି ୨,୬୬୨ ଘର। ଅନୁଗୋଳ ପୌରପାଳିକା ପକ୍ଷରୁ ସ୍ବୀକୃତିପ୍ରାପ୍ତ ବସ୍ତିଗୁଡ଼ିକୁ ସମସ୍ତ ଆନୁଷଙ୍ଗିକ ସୁବିଧା ସୁଯୋଗ ଯୋଗାଇ…
ଆଜିଠୁ ପ୍ରସିଦ୍ଧ ମାଘମେଳା
ଢେଙ୍କାନାଳ ଅଫିସ, ୨୫।୨: ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିରେ ଗୁରୁବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ ମାଘମେଳା। ନୂଆ ରୂପରେ ଫେରିଥିବା କରୋନା ଭୂତାଣୁ ଅଧିକ ମାରାତ୍ମକ ହୋଇଥିବାରୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସରକାରୀ ଗାଇଡ୍ ଲାଇନ ଅନୁଯାୟୀ ପ୍ରଶାସନ ପକ୍ଷରୁ ଜିଲା ସମେତ…
ଓଡ଼ିଶା ପର୍ଯ୍ୟଟନକୁ ରୌପ୍ୟ ପୁରସ୍କାର
ଭୁବନେଶ୍ୱର, ୨୫।୨ (ବ୍ୟୁରୋ)”ଦିଲ୍ଲୀରେ ଆୟୋଜିତ ଭାରତୀୟ ଦାୟିତ୍ୱପୂର୍ଣ୍ଣ ପର୍ଯ୍ୟଟନ ପୁରସ୍କାରର ଷଷ୍ଠ ସଂସ୍କରଣରେ ଓଡିଶା ପର୍ଯ୍ୟଟନକୁ ‘ଶ୍ରେଷ୍ଠ ଭବିଷ୍ୟତ ଅଗ୍ରଗାମୀ ରାଜ୍ୟ’ ଭାବେ ରୌପ୍ୟ ପୁରସ୍କାର ମିଳିଛି। ଏହି ବିଭାଗରେ କେରଳ ସ୍ବର୍ଣ୍ଣ ପୁରସ୍କାର ଜିତିଛି। ଏହି ପୁରସ୍କାର ଲଣ୍ଡନରେ ଆୟୋଜିତ…
ମାର୍ଚ୍ଚରେ କଲବଲ କରିବ ତାତି
ଭୁବନେଶ୍ୱର,୨୫ା୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ଉପରମୁହଁା ହୋଇଛି। ଦେହମୁଣ୍ଡ ପୋଡ଼ି ଜାଳି ପକାଉଛି। ଆସନ୍ତା ୨୮ ତାରିଖ ଯାଏ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ। ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀକୁ ଛୁଇଁବ। ରାତିର ତାପମାତ୍ରା…
ଆକର୍ଷଣ ସାଜିଛି ହାତ ତିଆରି ସାମଗ୍ରୀ
ଭୁବନେଶ୍ୱର, ୨୫।୨ (ବ୍ୟୁରୋ) :ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନ ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଆରମ୍ଭ ହୋଇଛି। ବୁଧବାର ବିଭାଗୀୟ ମନ୍ତ୍ରୀ ପଦ୍ମିନୀ ଦିଆନ ଏହାକୁ ଉଦ୍ଘାଟନ କରିଛନ୍ତି।…
କୋଲ୍କାତାରୁ ଆସିବ ସିବିଆଇ ଟିମ୍
ଭୁବନେଶ୍ୱର,୨୫।୨(ବ୍ୟୁରୋ):ଅଞ୍ଜନା ମିଶ୍ର ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ସିବିଆଇ ଜୋରଦାର ପ୍ରୟାସ ଚଳାଇଛି। ଦିନେ କି ଦୁଇଦିନ ମଧ୍ୟରେ ବିବନଙ୍କୁ ରିମାଣ୍ଡରେ ନେଇ ସିବିଆଇ ମାରାଥନ ଜେରା ଆରମ୍ଭ କରିବ। ବିବନ ଓଡ଼ିଶାରୁ…
Archives


