ଭୁବନେଶ୍ୱରରୁ ଆଜି ୩୮ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୨୭
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୮କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ବିଧାନସଭା ସମ୍ମୁଖରେ ୩ ଚାଷୀଙ୍କ ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର,୨୭।୧୧(ବ୍ୟୁରୋ)-କଡ଼ା ସୁରକ୍ଷା ବଳୟ ଭେଦ କରି ବିଧାନସଭା ଆଗରେ ପୁଣି ଆତ୍ମାହୁତି ଉଦ୍ୟମ। ଗତ ମଙ୍ଗଳବାର ନୟାଗଡ଼ ପରୀ ହତ୍ୟା ମାମଲାରେ ତାଙ୍କ ବାପା ଓ ମା’ ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରିଥିବାବେଳେ ଶୁକ୍ରବାର ଆଉଏକ ଘଟଣା ଘଟିଛି। ଅଧିବେଶନ…
ପରୀ ହତ୍ୟା ମାମଲାର ତଦନ୍ତ କରିବେ ଆଇନଶୃଙ୍ଖଳା ଏଡିଜି ଯଶୋବନ୍ତ ଜେଠଓ୍ବା
ନୟାଗଡ ଅଫିସ,୨୬।୧୧: ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାର ତଦନ୍ତ ପାଇଁ ଶୁକ୍ରବାର ନୟାଗଡ଼ରେ ପହଞ୍ଚିଛନ୍ତି ରାଜ୍ୟ ପୋଲିସ ଆଇନଶୃଙ୍ଖଳା ଏଡିଜି ଯଶୋବନ୍ତ ଜେଠୱା । କ୍ରାଇମବ୍ରାଞ୍ଚ ଏଡିଜି ଭାବେ ଅତିରିକ୍ତ ଦାୟିତ୍ୱ ନେଇ ପରୀ ହତ୍ୟା ମାମଲା ତଦନ୍ତର ତଦାରଖ…
ପରୀ ହତ୍ୟା ମାମଲାର ହେବ ଏସ୍ଆଇଟି ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ନୟାଗଡ଼ ପରୀ ହତ୍ୟା ମାମଲାରେ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ଏସ୍ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସେ ଏହି ଘୋଷଣା କହିଛନ୍ତି। ମୁଖ୍ୟମନ୍ତ୍ରୀ…
ନାଗାର୍ଜୁନ ବେଶରେ ଝଲସୁଛନ୍ତି ମହାପ୍ରଭୁ
ପୁରୀ ଅଫିସ,୨୭।୧୧: ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଦୁର୍ଲଭ ନାଗାର୍ଜୁନ ବେଶକୁ ନେଇ ଚାଲଥିବା ଚର୍ଚ୍ଚା, ଆଲୋଚନାରେ ବି ପୂର୍ଣ୍ଣଛେଦ ପଡିଛି। ବୀର ବେଶରେ ସଜେଇ ହୋଇଛନ୍ତି ମହାପ୍ରଭୁ । ଝଲସିଉଠୁଛି ଶ୍ରୀମନ୍ଦିର ରତ୍ନସିଂହାସନ। କିନ୍ତୁ ବିଡ଼ମ୍ବନା ଦୀର୍ଘ ୨୫…
ରାଜ୍ୟରେ ପୁଣି ୫୯୪ କରୋନା ପଜିଟିଭ୍ ଚିହ୍ନଟ, ୧୪ ମୃତ
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୪୩ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୫୧ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍…
ଖବରଦାତାଙ୍କ ମୃତ୍ୟୁ ହେଲେ ୪ ଲକ୍ଷ
ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): କାର୍ଯ୍ୟରତ ଖବରଦାତାଙ୍କୁ ସହାୟତା କରିବା ପାଇଁ ରାଜ୍ୟ ସରକାର ‘ଓଡିଶା ରାଜ୍ୟ କାର୍ଯ୍ୟରତ ଖବରଦାତା କଲ୍ୟାଣ ପାଣ୍ଠି ରୁଲ-୨୦୦୬’କୁ ସଂଶୋଧନ କରିଛନ୍ତି। ଏଥିସହ ଓଡ଼ିଶା ରାଜ୍ୟ କାର୍ଯ୍ୟରତ ଖବରଦାତା କଲ୍ୟାଣ ପାଣ୍ଠି ରୁଲ୍-୨୦୨୦ କାର୍ଯ୍ୟକାରୀ କରିଛନ୍ତି। ଏ ନେଇ…
୧୦୦ କୋଟିରୁ ଊର୍ଦ୍ଧ୍ୱ କାରବାର କରିଛନ୍ତି ବାପ, ପୁଅ
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଆଇଏଫ୍ଏସ୍ ଅଫିସର ତଥା ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠାବ ପାଇଁ ରାଜ୍ୟ ଭିଜିଲାନ୍ସ ପକ୍ଷରୁ ଦେଶର ୧୩ ସ୍ଥାନରେ ଚଢାଉ ଜାରି ରହିଛି। ୨ଦିନର ଯାଞ୍ଚରେ ଅଭୟକାନ୍ତ ଓ ତାଙ୍କ ପୁଅ ଆକାଶ ଗତ…
କ୍ୟାପିଟାଲ ହସ୍ପିଟାଲରେ ଏମ୍ଆର୍ଆଇ ବିଭାଗ ଖୋଲିଲା
ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ଏମ୍ଆର୍ଆଇ ବିଭାଗ ଖୋଲିଛି। ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଏହାକୁ ଲୋକାର୍ପଣ କରିଛନ୍ତି। ଏଣିକି ରୋଗୀମାନେ ଏମ୍ଆର୍ଆଇ ପରୀକ୍ଷା ପାଇଁ ବାହାରକୁ ଯିବେ ନାହିଁ। ହସ୍ପିଟାଲରେ ହିଁ ଏହି…
୭୦୦ ପିଆଜ ଷ୍ଟୋରେଜ୍ ଷ୍ଟ୍ରକ୍ଚର ନିର୍ମାଣ ଲକ୍ଷ୍ୟ
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ କୃଷିଜାତ ଦ୍ରବ୍ୟ ସାଇତି ରଖିବା ପାଇଁ ମୋଟ ୪୯ଟି ଶୀତଳଭଣ୍ଡାର କାର୍ଯ୍ୟକ୍ଷମ ଅଛି। ଏହି ୪୯ ଶୀତଳଭଣ୍ଡାରର ମୋଟ ସଂରକ୍ଷଣ କ୍ଷମତା ପ୍ରାୟ ୨ଲକ୍ଷ ୩୨ହଜାର ୮୮୦ମେଟ୍ରିକ୍ ଟନ୍। ବର୍ତ୍ତମାନ କାର୍ଯ୍ୟକ୍ଷମ ଥିବା ଶୀତଳଭଣ୍ଡାର ମଧ୍ୟରୁ ୫ଟି ସରକାରୀ…
୪ ସ୍ବତନ୍ତ୍ର କୋର୍ଟରେ ହେବ ନେତାଙ୍କ ବିରୋଧରେ ମାମଲାର ଶୁଣାଣି
କଟକ,୨୭।୧୧(ପି.ଟି.): ବର୍ତ୍ତମାନର ଓ ପୂର୍ବତନ ଏମ୍ପି ଏବଂ ବିଧାୟକମାନଙ୍କ ବିରୋଧରେ ବିଚାରାଧୀନ ମାମଲାଗୁଡ଼ିକର ଶୁଣାଣି ପାଇଁ ୪ କୋର୍ଟର ଭିତ୍ତିଭୂମି ବିକାଶ କରି ସେଗୁଡ଼ିକୁ ସ୍ବତନ୍ତ୍ର ଅଦାଲତର ମାନ୍ୟତା ଦିଆଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ଗୁରୁବାର ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ…
ନାଗାବେଶରୁ ହୋଇଛି ନାଁ
ପୁରୀ ଅଫିସ, ୨୭।୧୧: ଦାରୁଦିଅଁଙ୍କ ନାଗାର୍ଜୁନ ବେଶ ଖୁବ୍ ଆକର୍ଷଣୀୟ ଓ ମନୋମୁଗ୍ଧକର। ଏହି ବେଶରେ ଠାକୁରମାନେ ଯାହା ବିଭୂଷିତ ହୁଅନ୍ତି ତାହାକୁ କାରିଗରମାନେ ନିଷ୍ଠା ଓ ଏକାଗ୍ରତାର ସହ ତିଆରି କରିଥାନ୍ତି। ସୋଲ, କନା, ଜରି, ବେତ ଓ କଇଁଥ…
Archives


