କରୋନାରେ ଆଖି ବୁଜିଲେ ଗଞ୍ଜାମର ଜଣେ ଏଏସ୍ଆଇ
କୋଦଳା,୨୫।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଆଉ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ। ଭଞ୍ଜନଗର କୋର୍ଟରେ ଏଏସ୍ଆଇ ଭାବେ କାର୍ଯ୍ୟରତ ଥିବା ରବିନ୍ଦ୍ର ନାଥ ବେହେରା(୫୫)ଙ୍କ କରୋନାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଚାରିଦିନ ପୂର୍ବରୁ ଏଏସ୍ଆଇ ଅସୁସ୍ଥ ଅନୁଭବ କରିବାରୁ ସେ...
ମାଲକାନଗିରିରେ ପ୍ରଥମ ମୁଣ୍ଡ ନେଲା କରୋନା: ସମ୍ମାନର ସହ ଦାହ କଲା ପ୍ରଶାସନ
ମାଲକାନଗିରି,୨୫।୭(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଶନିବାର ପ୍ରଥମ କରୋନା ମୃତ୍ୟୁ ହୋଇଛି। ମାଲକାନଗିରି ସଦର ମହକୁମା ସ୍ଥିତ ପୁରୁଣା ପୋଷ୍ଟ ଅଫିସ ସାହିର ଜଣେ ବ୍ୟକ୍ତିଙ୍କ ମାଲକାନଗିରି କୋଭିଡ୍ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ସମୟରେ ମୃତ୍ୟୁ ଘଟିଛି। ସେ କରୋନା ଆକ୍ରାନ୍ତ...
ପୁରୀ @ ୫୮୬: ଦିନକରେ ସର୍ବାଧିକ ରେକର୍ଡ, ଚିହ୍ନଟ ହେଲେ ୯୦ କରୋନା ଆକ୍ରାନ୍ତ
ପୁରୀ ଅଫିସ,୨୫।୭: ପୁରୀ ଜିଲାରୁ ୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଦିନକରେ ସର୍ବାଧିକ ୩୦ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହାର ତିନିଗୁଣା ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇବା ପରେ ଜିଲାର ମୋଟ...
କରୋନା ନେଲା ଆଉ ୧୦ ଜୀବନ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି
ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ଶନିବାର ୧୩୨୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୋଟିଏ ଦିନରେ ସର୍ବାଧିକ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ...
CORONAVIRUS UPDATE: ରାଜ୍ୟରେ ୨୪ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ରାଜ୍ୟରେ ଶନିବାର ପୁଣି ୧୩୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ହଜାର ପାର କରିଛି। ନୂଆ...
ମୀନକେତନଙ୍କୁ ‘ଗ୍ରେଟ୍ ଇଭାନଜେଲିଷ୍ଟ ଅଫ୍ ଇଣ୍ଡିଆ’ ସମ୍ମାନ
ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଭାରତୀର ଶିକ୍ଷା କ୍ଷେତ୍ରରେ ସ୍ବତନ୍ତ୍ର ଅବଦାନ ଲାଗି ଓଡିଏମ୍ ପବ୍ଲିକ୍ ସ୍କୁଲର ଅଧ୍ୟକ୍ଷ ଡ. ମୀନକେତନଙ୍କୁ ‘ଗ୍ରେଟ୍ ଇଭାନଜେଲିଷ୍ଟ ଅଫ୍ ଇଣ୍ଡିଆ’ ସମ୍ମାନ ମିଳିଛି। ଅନ୍ତର୍ଜାତୀୟ ସଂଗଠନ ଫୋର୍ବସ ଇଣ୍ଡିଆ ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି। ପୁରସ୍କାର ପାଇଥିବା...
ଝାରପଡ଼ା ଜେଲରେ ଗ୍ୟାଙ୍ଗ୍ଷ୍ଟର ରାଜ୍
ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଜେଲରେ ଚାଲୁଛି ଗ୍ୟାଙ୍ଗଷ୍ଟର୍ଙ୍କ ରାଜୁତି। ବାହାରେ ଯେପରି ରାଜ୍ କରୁଥିଲେ, ଜେଲ ଭିତରେ ବି ସେମିତି ଚାଲିଛି। ବଡ଼ ବଡ଼ ଅପରାଧୀମାନେ ଗୋଷ୍ଠୀ କରି ସେଥିରେ କଏଦୀଙ୍କୁ ସାମିଲ କରୁଛନ୍ତି। ଗୋଷ୍ଠୀ କରି ଖଟି କରୁଛନ୍ତି, ଆଉ ନିଜର...
ଡିଲରଙ୍କ ଲାଇସେନ୍ସ ଅବଧି ବଢ଼ିଲା
କଟକ ଅଫିସ,୨୫ା୭: ଲାଇସେନ୍ସ ନବୀକରଣ ପ୍ରସଙ୍ଗରେ ରାଜ୍ୟର ପ୍ରାୟ ୨ ହଜାର ୫୯୦ ଜଣ ଡିଲରଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ୨୦୨୧ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସାନି ଉଚ୍ଛେଦ ହୋଇଥିବା ଏହି ଡିଲରଙ୍କ ଲାଇସେନ୍ସକୁ ନବୀକରଣ କରାଯାଇଥିବା ରାଜ୍ୟ ଖାଦ୍ୟ...
ଅନ୍ଲାଇନ୍ ପରୀକ୍ଷାରେ ପାସ୍ ନ ହେଲେ ବିପିୟୁଟି ଛାତ୍ରୀଛାତ୍ରଙ୍କୁ ଆଉଥରେ ସୁଯୋଗ
ଭୁବନେଶ୍ୱର, ୨୫ା୭(ବ୍ୟୁରୋ): କରୋନା ପାଇଁ ଅନ୍ଲାଇନ୍ ପରୀକ୍ଷା ହେବ। ଏଥିରେ ବିଫଳ ହେଲେ ଛାତ୍ରୀଛ୍ରାତ୍ରଙ୍କୁ ଦ୍ୱିତୀୟ ସୁଯୋଗ ଦିଆଯିବ ବୋଲି ଶୁକ୍ରବାର ବିପିୟୁଟି ଘୋଷଣା କରିଛି। ଯଦି କୌଣସି ଛାତ୍ରୀଛାତ୍ର ଅନ୍ଲାଇନ୍ରେ ଦେବାକୁ ଥିବା ଫାଇନାଲ ସେମିଷ୍ଟରର ଥିଓରୀ ପରୀକ୍ଷାରେ...
ଅଯୋଗ୍ୟ ଫେରାଇବେ କାଳିଆ ଟଙ୍କା
ଭୁବନେଶ୍ୱର,୨୫ା୭(ବ୍ୟୁରୋ): କାଳିଆ ଯୋଜନାରେ ଉପକୃତ ହିତାଧିକାରୀଙ୍କ ମଧ୍ୟରୁ ଅଯୋଗ୍ୟଙ୍କୁ ଖୁବ୍ଶୀଘ୍ର ବାଦ୍ ଦିଆଯିବ। ଯେଉଁ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହେବେ ସେମାନଙ୍କୁ ଟଙ୍କା ଫେରସ୍ତ କରିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୬ରୁ ୩୧ ମଧ୍ୟରେ ଅଯୋଗ୍ୟ ହିତାଧିକାରୀଙ୍କୁ...
କୁନି ଛାତ୍ର ନିର୍ମାଣ କଲେ ସାନିଟାଇଜ୍ ମେଶିନ
ଗୋପ,୨୫ା୭(ଡି.ଏନ୍.ଏ): କରୋନାକୁ ନେଇ ସାରା ଦେଶ ଔଷଧ ପ୍ରସ୍ତୁତ ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏଭଳି ସମୟରେ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ପୁରୀ ଜିଲା ଗୋପ ବ୍ଲକର ଜଣେ କୁନି ଛାତ୍ର ଏକ ଅଟୋମେଟିକ ସାନିଟାଇଜ୍ ମେଶିନ ନିର୍ମାଣ...
‘ସାଇଲେଣ୍ଟ କୋଭିଡ୍ ଓ୍ବାରିଅର’ ହର୍ଷିଲ
କଟକ ଅଫିସ,୨୫ା୭: ଲକ୍ଡାଉନ ବେଳର ଚିତ୍ର ଆଙ୍କି ବିଶ୍ୱସ୍ତରରେ କୃତିତ୍ୱ ହାସଲ କରିଛନ୍ତି କଟକର ୯ ବର୍ଷୀୟ ହର୍ଷିଲ ଅଗ୍ରୱାଲ। ଲଣ୍ଡନର ୱାର୍ଲଡ ବୁକ୍ ଅଫ୍ ରେକର୍ଡ ହର୍ଷିଲଙ୍କୁ ‘ସାଇଲେଣ୍ଟ କୋଭିଡ୍ ୱାରିୟର’ ଭାବେ ସମ୍ମାନିତ କରିଛି। ଏହାଛଡ଼ା ଏକ୍ସକ୍ଲୁସିଭ...
Archives


