ରାଜ୍ୟ

ଭୁବନେଶ୍ୱରରୁ ଆଜି ପୁଣି ୩୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮ ଜଣ ରହିଥିବା ବେଳେ ଲୋକାଲ କେସ୍‌୨୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

୨୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଆସନ୍ତା ୨ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଭାଗରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଅନ୍ୟକ୍ଷରେ,…

ନାଗାର୍ଜୁନ ବେଶ ଦିନ ଜିଲା ବାହାର ଲୋକଙ୍କୁ ପୁରୀ ନ ଆସିବାକୁ ଅନୁୁରୋଧ

ପୁରୀ ଅଫିସ, ୨୫।୧୧(ବ୍ୟୁରୋ): ବୁଧବାରଠାରୁ ଆରମ୍ଭ ହୋଇଛି ପଞ୍ଚକ ବ୍ରତ। ଏଥର ପଞ୍ଚକ ୬ ଦିନ ପଡୁଥିବା ବେଳେ ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ। ତେବେ ମହାମାରୀ କରୋନା ପାଇଁ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ…

କୋଭିଡ୍‌ ସ୍ଥିତିରେ ଦଶମ, ଯୁକ୍ତ ୨ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ମହାମାରୀ କରୋନା ଯୋଗୁ ଚଳିତ ବର୍ଷ ପାଠପଢ଼ା ହୋଇପାରି ନ ଥିବା ବେଳେ ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱରେ ରହିଛନ୍ତି ଛାତ୍ରୀଛାତ୍ର। ତେଣୁ କୋଭିଡ୍‌କୁ ଦୃଷ୍ଟିରେ ରଖି ଦଶମ ଓ ଯୁକ୍ତ ୨ ପରୀକ୍ଷା ନିମନ୍ତେ ଜାତୀୟ ସ୍ତରରେ ଏକ…

ଦାରିଙ୍ଗବାଡ଼ିରେ ଶୀତ ଅବ୍ୟାହତ: ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ

ଦାରିଙ୍ଗବାଡ଼ି,୨୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଶୀତ ଅବ୍ୟାହତ ରହିଛି। ପାଗ ଶୁଖିଲା ରହିବା ସହ ବୁଧବାର ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ତଳକୁ ଖସିଆସିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । ସମଗ୍ର ଜିଲାରେ ଏବେ ଶୀତର ପ୍ରକୋପ ଦିନକୁ ଦିନ…

ରାଜ୍ୟରେ ଆଖିବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୬୮୭ରେ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୮୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୧୬…

ରାଜ୍ୟରେ ପୁଣି ଚିହ୍ନଟ ହେଲେ ୭୩୦ କରୋନା ପଜିଟିଭ; ୩୧୬୦୦୧ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୭୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧୬୦୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଭିଜିଲାନ୍ସ ଜାଲରେ ଓଡ଼ିଶା ବନୀକରଣ ଅତିରିକ୍ତ ପିସିସିଏଫ୍‌

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଅତିରିକ୍ତ ପିସିସିଏଫ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ବନୀକରଣ ଅତିରିକ୍ତ ପିସିସିଏପ୍‌ ଅଭୟକାନ୍ତ ପାଠକଙ୍କ ଘରେ ଭିଜାଲାନ୍ସ ଚଢ଼ାଉ କରିଛ। ଭୁବନେଶ୍ୱରର ୫ଟି ଏବଂ ମୁମ୍ବାଇ ଓ ପୁଣେର ୭ଟି ସ୍ଥାନରେ…

ରାଜ୍ୟରେ ଦ୍ୱିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ ପ୍ରସ୍ତାବ: କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଓଡ଼ିଶାରେ ଦ୍ୱିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କଚ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ସୁନ୍ଦରଗଡ଼ ଜିଲାରେ ଏମ୍‌ସ ପ୍ରତିଷ୍ଠା ପାଇଁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ମୁଖ୍ୟ ଶାସନ ସଚିବ ଚିଠିରେ…

କୋଶଳୀକୁ ସରକାରୀ ଭାଷା ମାନ୍ୟତା ଦାବି

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ସାନ୍ତାଳୀ ଭାଷା ଭଳି କୋଶଳୀ ଭାଷାକୁ ଓଡ଼ିଶାର ଭାଷା ଭାବେ ସାମ୍ବିଧାନିକ ସ୍ବୀକୃତି ଦେବାକୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଦାବି କରିଛନ୍ତି। ମଙ୍ଗଳବାର ବିଧାନସଭାର ଶୂନ୍ୟକାଳରେ ନରସିଂହ ପଶ୍ଚିମ ଓଡ଼ିଶାବାସୀଙ୍କ ଦାବି ପ୍ରସଙ୍ଗ ଗୃହରେ ଉଠାଇଥିଲେ।…

୩ ଦିନିଆ ଓଡ଼ିଶା ଗସ୍ତରେ ଭାଗବତ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଆର୍‌ଏସଏସ(ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ) ମୁଖ୍ୟ ମୋହନ ଭାଗବତ ମଙ୍ଗଳବାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଜଧାନୀଠାରେ ଅନୁଷ୍ଠିତ ହେବାକୁ ଥିବା ଆର୍‌ଏସ୍‌ଏସ୍‌ର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳରେ ଭାଗବତ ଯୋଗଦେବେ। ପୂର୍ବ କ୍ଷେତ୍ର ଲାଗି ଉଦ୍ଦିଷ୍ଟ ଏହି…

ଥାର୍ଡ ଡିଗ୍ରୀ ଅଭିଯୋଗର ତଦନ୍ତ ଆରମ୍ଭ

ପୁରୀ ଅଫିସ,୨୫ା୧୧: ଥାନାରେ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ ନେଇ ପୁରୀ ଜିଲା ଚର୍ଚ୍ଚାରେ ରହିଛି। ପୁରୀ ହାଜତ ମୃତ୍ୟୁର ତାତି ଥମି ନ ଥିବାବେଳେ ପିପିଲି ଓ ପୁରୀ ଟାଉନ ଥାନା ପୋଲିସ ନିର୍ଯାତନାର ଅଭିଯୋଗ ଆସିଛି। ଏହି ଦୁଇଟି ଥାର୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri