ରାଜ୍ୟ

୫ ବର୍ଷର ଶିଶୁକୁ ଝୁଣି ମାରିଲେ କୁକୁରପଲ

କୋକସରା,୨୪।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଖୁଣ୍ଟିଆ ଗାଁରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁର ଏକ ୫ ବର୍ଷର ଶିଶୁକୁ କୁକୁରପଲ ଗୋଡ଼ାଇ ଗୋଡ଼ାଇ କାମୁଡିବା ଫଳରେ ପିଲାଟିର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଗାଁର ଲକ୍ଷ୍ମୀଧର ଧରୁଆଙ୍କ...

ସସ୍ମିତ ପାତ୍ର ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲକୁ ମନୋନୀତ

ଭୁବନେଶ୍ୱର,୨୪ା୭(ବ୍ୟୁରୋ)- ରାଜ୍ୟ ସଭା ପାଇଁ ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଉପାଧ୍ୟକ୍ଷ ପ୍ୟାନଲର ପୁନର୍ଗଠନ କରିଛନ୍ତି। ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ ଏହି ପ୍ୟାନେଲରେ ରାଜ୍ୟ ସଭା ଉପାଧ୍ୟକ୍ଷ ଭାବେ ମନୋନୀତ କରାଯାଇଛି। ଏ ନେଇ ରାଜ୍ୟ...

କନ୍ଧମାଳରେ ଦୁର୍ବଳ ହେଉଛନ୍ତି ମାଓବାଦୀ: ଡିଜିପି

ଫୁଲବାଣୀ ଅଫିସ, ୨୪ା୭- କନ୍ଧମାଳ ଜିଲାରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗତ କିଛି ସପ୍ତାହ ହେବ ଗୁଳି ବିନିମୟ ଜାରି ରହିଛି। ପୂର୍ବରୁ ୫ ମାଓବାଦୀଙ୍କ ମୃତ୍ୟୁପରେ ଗୁରୁବାର ପୁଣି ୨ ଜଣଙ୍କର ମୃତ୍ୟୁ ହୋଇଛି। ଏହି ୨ ମାଓବାଦୀଙ୍କ ମୃତ୍ୟୁ...

ଜିଲାପାଳ କ୍ଷମତାପ୍ରାପ୍ତ ସରପଞ୍ଚଙ୍କୁ ପିଟିଲା ପୋଲିସ

କବିସୂର୍ଯ୍ୟନଗର,୨୪ା୭(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ମାତ୍ର ଜଣେ ସରପଞ୍ଚ ସଙ୍ଗରୋଧ କେନ୍ଦ୍ର ତଦାରଖ ସାରି ଫେରୁଥିବାବେଳେ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ ରାସ୍ତାରୋକୋ କରିବା ପରେ...

୫ ପିଲାର ବାପା କରୁଥିଲେ ଦ୍ୱିତୀୟ ବିବାହ: ତା ପରେ…

ବଲାଙ୍ଗୀର ଅଫିସ,୨୪ା୭- ବଲାଙ୍ଗୀର ସହର ଶାନ୍ତିପଡାରେ ଗୁରୁବାର ଜଣେ ଯୁବତୀଙ୍କ ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା ା କନ୍ୟାଘର ଲୋକେ ବରପକ୍ଷଙ୍କୁ ସ୍ବାଗତ କରିବା ପାଇଁ ଅପେକ୍ଷା କରିଥିଲେ ା ସମ୍ପର୍କୀୟ, ବନ୍ଧୁବାନ୍ଧବ ବିବାହ ଭୋଜିର ମଜା ଉଠାଇ...

ମନ୍ତ୍ରୀମାନଙ୍କୁ ପ୍ଲାଜମା ଦାୟିତ୍ୱ ଦେଲେ ନବୀନ: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ କେଉଁ ଜିଲା ଦାୟିତ୍ୱ …

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ଦେଇଛନ୍ତି। ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଘରକୁ ଯାଇ ମନ୍ତ୍ରୀମାନେ ସେମାନଙ୍କୁ ପ୍ଲାଜମା ଦାନ ନିମନ୍ତେ ଉତ୍ସାହିତ କରିବେ ବୋଲି ମୁଖ୍ୟମନ୍ତ୍ରୀ...

ଚଳିତ ବର୍ଷ ହେବ ନାହିଁ ‘ଆଟ ହୋମ’ ସେଲିବ୍ରେସନ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମହାମାରୀ କରୋନା ପାଇଁ ଚଳିତବର୍ଷ ରାଜଭବନରେ ହେବ ନାହିଁ ଆଟ୍‌ହୋମ ପାର୍ଟି। କରୋନା ପାଇଁ ଚାରିଆଡେ ଭୟର ବାତାବରଣ ସୃଷ୍ଟି ହୋଇଛି। ତେବେ ରାଜ୍ୟର ଏଭଳି ଦୁଃଖଦ ସମୟରେ ଆଟ ହୋମ ସେଲିବ୍ରେସନ ନ କରିବାକୁ ମହାମହିମ ରାଜ୍ୟପାଳ ପ୍ରଫେସର...

ରାଜ୍ୟରେ ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୮୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୫୩୦ ଜଣ ସୁସ୍ଥ ହୋଇଥିବାବେଳେ ରାୟଗଡାରୁ ୬୧, କଟକରୁ ୩୫, ମାଲକାନଗିରିରୁ୩୦, ଗଜପତିରୁ ୨୨,ବାଲେଶ୍ୱରରୁ ୧୯, ଖୋର୍ଦ୍ଧାରୁ ୧୯, ବରଗଡରୁ ୧୮ ଜଣ ସୁସ୍ଥ...

କରୋନା ଆଁରେ ରାଜଧାନୀ: ଆଉ ୨୪୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୪।୭(ବ୍ୟୁରୋ)-କରୋନା ଆଁରେ ରାଜଧାନୀ। ଭୁବନେଶ୍ୱରରୁ ଶୁକ୍ରବାର ପୁଣି ୨୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୦୭ କ୍ୱାରାଣ୍ଟାଇନରେ  ଥିବାବେଳେ ୪୧ ଲୋକାଲ କଣ୍ଟାକ୍ଟ କେସ ରହିଛି। ବିଜେବି ନଗର ମହିଷାଖାଲ ବସ୍ତିରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳ...

ଲକ୍‌ଡାଉନକୁ ବେଖାତିର: କ୍ଷୀର, ପରିବା ବିକ୍ରି ଆଳରେ ଖୋଲୁଛି ଚା’, ଭେରାଇଟ ଷ୍ଟୋର

କଣ୍ଟାପଡା,୨୪।୭(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ସେହିପରି କଣ୍ଟାପଡା ବ୍ଲକରେ ଗୁରୁବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ତେବେ ରାଜ୍ୟସରକାର କେତେକ ଜିଲାକୁ ଆସନ୍ତା ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରିଥିବା ବେଳେ...

ପୋଲସରା ବିଧାୟକଙ୍କୁ କରୋନା

ବ୍ରହ୍ମପୁର ଅଫିସ,୨୪।୭: ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନା ସଂକ୍ରମିତ ହୋଇଛନ୍ତି। ଏହାଛଡ଼ା ବିଧାୟକଙ୍କ ସ୍ତ୍ରୀ ମଧ୍ୟ କୋଭିଡ ପଜିଟିଭ୍‌ ଆସିଥିବା ଶୁକ୍ରବାର ସୂଚନା ମିଳିଛି।...

ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନା ପଜିଟିଭ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି। ସମ୍ପୃକ୍ତ କର୍ମଚାରୀଙ୍କୁ ହୋମ୍‌ ଆଇସୋଲେଶନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। କିଛିଦିନ ତଳେ ବିଧାନସଭାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri