ପରୀ ହତ୍ୟାକାଣ୍ଡ ଘଟଣା: ନ୍ୟାୟ ନ ମିଳିବାରୁ ବିଧାନସଭା ସମ୍ମୁଖରେ ମା’ ବାପାଙ୍କ ଆତ୍ମାହୁତି ଉଦ୍ୟମ
ଭୁବନେଶ୍ୱର/ନୟାଗଡ଼ ଅଫିସ,୨୪।୧୧(ବ୍ୟୁରୋ): ନୟାଗଡ଼ ସଦର ଥାନା ଯଦୁପୁର ଗ୍ରାମରେ ପ୍ରାୟ ୪ମାସ ତଳେ ଘଟିଥିବା ପରୀ (୫) ନାମକ ଶିଶୁକନ୍ୟା ହତ୍ୟା ଘଟଣାରେ ଏଯାଏ ତାଙ୍କ ପରିବାରକୁ ନ୍ୟାୟ ମିଳି ନାହିଁ । ପୋଲିସ ଓ ଜିଲା ପ୍ରଶାସନ ଉପରେ ଅସନ୍ତୋଷ…
ଦାରିଙ୍ଗବାଡ଼ିରେ ବଢ଼ିଲା ଶୀତ, ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ
ଦାରିଙ୍ଗବାଡ଼ି,୨୪।୧୧(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ବର୍ଷର ପ୍ରଥମ ଶୀତ ଅନୁଭୁତ ହୋଇଛି। ମଙ୍ଗଳବାର ସକାଳ ୮ଟାରେ ସର୍ବନିମ୍ନ ତାପମାତ୍ରା ୯ଡିଗ୍ରୀ ରହିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଗତ କିଛି ଦିନ ହେଲା ପାଗ ମେଘୁଆ ରହିବା…
କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୭୧ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…
କମୁଛି ସଂଖ୍ୟା: ରାଜ୍ୟରେ ୬୪୨ନୂଆ ପଜିଟିଭ୍ ଚିହ୍ନଟ, ଆଗରେ କେନ୍ଦୁଝର
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୪୨ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୫୨୭୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୭୪…
ବିଜେଡି ଯୁବ କାର୍ଯ୍ୟକାରୀ ସଭାପତି ଶୁଭେନ୍ଦୁ ମଙ୍ଗରାଜ
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ସୋମବାର ବିଜୁ ଓ ଛାତ୍ର ବିଜୁ ଜନତା ଦଳର ସାଂଗଠନିକ ନିଯୁକ୍ତି ଦିଆଯାଇଛି। ଏ ନେଇ ବିଜେଡି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ…
ସିଲ୍ ହେଲା ଆଉଏକ ନକଲି ଗୁଟ୍ଖା କାରଖାନା
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ପୁରୁଣା ଆଇସ୍କ୍ରିମ ଫ୍ୟାକ୍ଟ୍ରି ଭିତରେ ଚାଲିଥିଲା ନକଲି ଗୁଟ୍ଖା ଓ ଜର୍ଦ୍ଦା କାରଖାନା। ବେଆଇନ ଭାବେ ହେଉଥିଲା କୋଟି କୋଟି ଟଙ୍କାର କାରବାର। ସୋମବାର ଜଗତପୁର ଥାନା ପୋଲିସ ଶିଳ୍ପାଞ୍ଚଳ ଫେଜ୍-୩ସ୍ଥିତ ଉକ୍ତ କାରଖାନାରେ ଚଢ଼ାଉ କରି ୫୦ ବସ୍ତା…
୧,୦୦୩ ହାଇସ୍କୁଲରେ ପ୍ରଧାନଶିକ୍ଷକ ପଦବୀ ଖାଲି
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟର ୧,୦୦୩ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି। ସେଥିମଧ୍ୟରୁ ୯୩୯ଟି ସିନିୟର ଏସ୍ଇଏସ୍ ପ୍ରଧାନଶିକ୍ଷକ ଓ ୬୪ଟି ଓଇଏସ୍-୨ ପ୍ରଧାନଶିକ୍ଷକ ପଦବୀ ରହିଛି। ତେବେ ଓଇଏସ୍-୨ ପ୍ରଧାନଶିକ୍ଷକ ପଦବୀଗୁଡ଼ିକ ଯଥାରୀତି ପୂରଣ କରାଯାଉଛି ବୋଲି…
ବିଧାନସଭାରେ ପାରିତ ହେଲା ୨ ବିଲ୍
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ଓଡ଼ିଶା ସ୍ଥାନୀୟ ପାଣ୍ଠିରେ ହେରଫେର କରିଥିବା ଅଧିକାରୀଙ୍କୁ ଏଣିକି ଇଲେକ୍ଟ୍ରୋନିକ ମାଧ୍ୟମରେ କାରଣ ଦର୍ଶାଅ ନୋଟିସ ଜାରି କରାଯିବ। ଏହାର ଅବଧି ଶେଷ ହେବା ପରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ । ଅର୍ଥ ବିଭାଗ…
କେବିକେରେ ୧୫ରୁ ଅଧିକ ପିଲା ଥିଲେ ସ୍କୁଲ ରହିବ
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ସ୍କୁଲ୍ ବନ୍ଦ ପ୍ରସଙ୍ଗରେ ଶେଷରେ ବିରୋଧୀଙ୍କ ଜିଦ୍ ଆଗରେ ମୁଣ୍ଡ ନୁଆଁଇଛନ୍ତି ସରକାର। ସିଡ୍ୟୁଲ ଏରିଆ ତଥା ଆଦିବାସୀ ଅଞ୍ଚଳ ଭଳି ରାଜ୍ୟର କେବିକେ ଅଞ୍ଚଳରେ ମଧ୍ୟ ୧୫ରୁ ଅଧିକ ପିଲା ଥିଲେ ସ୍କୁଲ୍ ରହିବ। ଏନେଇ ସୋମବାର ବିଧାନସଭାରେ…
ତଦନ୍ତ କରିବେ କେନ୍ଦ୍ରାଞ୍ଚଳ ଡିଆଇଜି
ପୁରୀ ଅଫିସ, ୨୪।୧୧: ପୁରୀ ଟାଉନ ଥାନାରେ ଥାର୍ଡ ଡିଗ୍ରୀ ଅଭିଯୋଗର ତଦନ୍ତ କରିବେ କେନ୍ଦ୍ରାଞ୍ଚଳ ଡିଆଇଜି। ଏ ନେଇ ସୋମବାର ପୋଲିସ ଡିଜି ଅଭୟ ନିର୍ଦ୍ଦେଶ ଦେଇଛନ୍ତି। ଟାଉନ ପୋଲିସ ୩୦୦ ଗ୍ରାମ ବ୍ରାଉନସୁଗାର ଜବତ ଘଟଣାରେ ଚୁଡ଼ଙ୍ଗ ସାହିର…
‘ଖୋର୍ଦ୍ଧାକୁ ଐତିହ୍ୟ ସହର ଘୋଷଣା କରାଯାଉ’
ଖୋର୍ଦ୍ଧା ଅଫିସ,୨୪।୧୧: ପାଇକ ସଂଗ୍ରାମ ଓଡ଼ିଆ ଜାତିର ଅସ୍ମିତା। ଇତିହାସକୁ ଭୁଲିଲେ ଐତିହ୍ୟ ନଷ୍ଟ ହୋଇଯିବ। ବ୍ରିଟିଶ୍ ସରକାରଙ୍କ ବିରୋଧରେ ୧୮୦୪ ରେ ଜୟୀ ରାଜଗୁରୁଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଯୁଦ୍ଧ, ୧୮୧୭ରେ ଗଣଯୁଦ୍ଧରେ ପରିଣତ ହୋଇଥିଲା। ସରକାର ବର୍ତ୍ତମାନ ପର୍ଯ୍ୟନ୍ତ…
ଆଞ୍ଜେଲ ଏଗ୍ରିଟେକ୍ ନିର୍ଦ୍ଦେଶକଙ୍କୁ ଗିରଫ କଲା ସିବିଆଇ
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ଚିଟ୍ଫଣ୍ଡ୍ ଠକେଇ ମାମଲାରେ ଆଞ୍ଜେଲ ଏଗ୍ରିଟେକ କମ୍ପାନୀର ଡାଇରେକ୍ଟର ଏସ୍.କେ. ନାଜିବୁଲ୍ଲାଙ୍କୁ ସିବିଆଇ ପଶ୍ଚିମବଙ୍ଗରୁ ଗିରଫ କରିଛି। ଏହି କମ୍ପାନୀ ଓଡିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡରେ ୪୫୪.୫୪ କୋଟି ଟଙ୍କା ଠକେଇ କରିଥିବା ନେଇ ଅଭିଯୋଗ ହୋଇଥିଲା। ନାଜିବୁଲ୍ଲା କୋଲକାତାସ୍ଥିତ…
Archives


