ରାଜ୍ୟ

ମୟୁରଭଞ୍ଜରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୨(ବୂ୍ୟରୋ): ମୟୁରଭଞ୍ଜ ଜିଲାର ସାରସକଣାଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହାସହ ସେ…

ରାଜ୍ୟରେ ୫୩ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୨ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…

ଟୋକନ୍‌-ଟାର୍ଗେଟ ମଧ୍ୟରେ ପେଷି ହେଉଛି ଚାଷୀ

ଖୋର୍ଦ୍ଧା ଅଫିସ,୧୯ା୨:ଖୋର୍ଦ୍ଧା ଜିଲାରେ ଖରିଫ ଧାନକିଣାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ପଦାରେ ପଡ଼ିିଛି। ମଣ୍ଡିରେ ଧାନ ପଡ଼ିରହିଛି। ଚାଷୀ ଟୋକନ ପାଇ ସୁଦ୍ଧା ଧାନ ବିକ୍ରି କରିପାରୁନାହାନ୍ତି। ଟାର୍ଗେଟ ଆସି ନ ଥିବା କହି ସମିତି ସମ୍ପାଦକମାନେ ଦିନ ଗଡ଼ାଇ…

କେନ୍ଦ୍ର ସାହିତ୍ୟ ଏକାଡେମୀର ପୁସ୍ତକ ବିକ୍ରୟ କେନ୍ଦ୍ର ଖୋଲିଲା

ଭୁବନେଶ୍ୱର, ୧୯।୨ (ବ୍ୟୁରୋ):କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଗୁରୁବାର ରାଜ୍ୟ ସଂଗ୍ରହାଳୟ ପରିସରରେ ପୁସ୍ତକ ବିକ୍ରୟ କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ଏଠାରେ ଏକାଡେମୀର ସମସ୍ତ ପୁସ୍ତକ ୨୪ ଭାଷାରେ ଉପଲବ୍ଧ ହେବ। କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି…

ମହାପ୍ରଭୁଙ୍କୁ ଦର୍ଶନ କଲେ କଙ୍ଗନା

ପୁରୀ ଅଫିସ୍‌,୧୯।୨: ବଲିଉଡ ଅଭିନେତ୍ର୍ରୀ କଙ୍ଗନା ରାଣାୱତ ଶୁକ୍ରବାର ସକାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ସମୟରେ ସିଂହାରୀ ସେବାୟତ ମଧୁସୂଦନ ସିଂହାରୀ ତାଙ୍କୁ ପାଛୋଟି ଶ୍ରୀମନ୍ଦିର ଭିତରକୁ ନେଇଥିଲେ। ପତିତପାବନଙ୍କୁ ଦର୍ଶନ କରିବା ପରେ…

ପ୍ରସଙ୍ଗକୁ ଜୋର୍‌ଦାର କର: ଚେଲ୍ଲାକୁମାର

ଭୁବନେଶ୍ୱର, ୧୯ା୨(ବ୍ୟୁରୋ):କଂଗ୍ରେସ ସଙ୍ଗଠନକୁ ମଜଭୁତ କରିବା ପାଇଁ ଦଳର ରାଜ୍ୟ ପ୍ରଭାରୀ ଚେଲ୍ଲାକୁମାର ବିଭିନ୍ନ ନେତାଙ୍କ ସହ ଗୁରୁବାର ଆଲୋଚନା କରିଛନ୍ତି। କ’ଣ ପାଇଁ ଦଳର ସଙ୍ଗଠନ ଦିନକୁ ଦିନ ଦୁର୍ବଳ ହେଉଛି ଏବଂ ତୃଣମୂଳସ୍ତରରୁ କର୍ମୀଙ୍କୁ ସକ୍ରିୟ କରିବା ଲାଗି…

ବିଶ୍ୱ ହାଇଡ୍ରୋଜେନ୍‌ ମାନଚିତ୍ରରେ ଅଗ୍ରଣୀ ନେତୃତ୍ୱ ନେବ ଭାରତ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୯ା୨(ବ୍ୟୁରୋ):ଭାରତରେ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ଅନ୍‌ ହାଇଡ୍ରୋଜେନ୍‌ ପ୍ରତିଷ୍ଠା ପାଇଁ ‘ଇଣ୍ଡିଆନ ଅଏଲ’ ଏବଂ ‘ଗ୍ରୀନ୍‌ସାଟ୍‌ ହାଇଡ୍ରୋଜେନ୍‌ ଇଣ୍ଡିଆ’ କମ୍ପାନୀ ମଧ୍ୟରେ ଗୁରୁବାର ନୂଆଦିଲ୍ଲୀରେ ଇଚ୍ଛାପତ୍ର ସ୍ବାକ୍ଷର (ଷ୍ଟେଟମେଣ୍ଟ ଅଫ୍‌ ଇଣ୍ଟେଣ୍ଟ) ସମାରୋହ ଅନୁଷ୍ଠିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ…

ଭାଇରାଲ ଭିଡିଓରେ ପରୀ ହତ୍ୟା

ନୟାଗଡ଼ ଅଫିସ,୧୯।୨:ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ନାବାଳକ କଲେଜ ଛାତ୍ରଙ୍କ ସହ ଜଣେ ବ୍ୟକ୍ତିିଙ୍କ କଥୋପକଥନର ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ କଲେଜ ଛାତ୍ର ପରୀକୁ ତଳେ ପକାଇ ତଣ୍ଟିଚିପି ହତ୍ୟା କରିଥିବା ସ୍ବୀକାର କରିଛନ୍ତି। ଏ ସଂକ୍ରାନ୍ତରେ ଲିଖିତ…

ଚିଲିକା ସୁରକ୍ଷାକୁ ଗୁରୁତ୍ବ

ଭୁବନେଶ୍ୱର, ୧୯ା୨(ବ୍ୟୁରୋ):ଚିଲିକା ଉପରେ ନିର୍ଭର କରୁଥିବା ମତ୍ସ୍ୟଜୀବୀଙ୍କୁ ଡଙ୍ଗା, ଜାଲ ଏବଂ ଡଙ୍ଗା ଇଞ୍ଜିନ ଯୋଗାଇ ଦିଆଯିବ। ଏହାସହ ୩ ସମୁଦ୍ର କୂଳବର୍ତ୍ତୀ ଜିଲାର ୧୮୬ ମତ୍ସ୍ୟ ପ୍ରାଥମିକ ସମବାୟ ସମିତି ଅନ୍ତର୍ଗତ ମତ୍ସ୍ୟଜୀବୀଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ…

ଆଜି ଚନ୍ଦ୍ରଭାଗାରେ ମାଘମେଳା

କୋଣାର୍କ, ୧୯ା୨(ଡି.ଏନ.ଏ):ଚନ୍ଦ୍ରଭାଗାରେ ଏଥର କୋଭିଡ୍‌ କଟକଣାରେ ମାଘମେଳା ହେବ। ଶ୍ରଦ୍ଧାଳୁଙ୍କ ବୁଡ଼ ପକାଇବା ଉପରେ ପ୍ରଶାସନ କଟକଣା ଜାରି କରିଥିବାବେଳେ କେବଳ ୫୦୦ ଜଣଙ୍କୁ ନୀତି ଓ ମେଳା କାର୍ଯ୍ୟ ପାଇଁ ଅନୁମତି ମିଳିଛି। ପ୍ରଶାସନ ପକ୍ଷରୁ ଚନ୍ଦ୍ରଭାଗା ମେଳା ପଡ଼ିଆରେ…

ଓଡ଼ିଶା ବିଶ୍ୱର ମାଇନିଂ ହବ୍‌ ହେବାର କ୍ଷମତା ରଖିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯ା୨:ଓଡ଼ିଶାର ୨ ଲୁହାପଥର ଖଣିରୁ ଉତ୍ପାଦନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀ ଗୁରୁବାର ଭର୍ଚୁଆଲ କାର୍ଯ୍ୟକ୍ରମରେ ଖଣିଗୁଡ଼ିକର ଖନନ କାର୍ଯ୍ୟକୁ ଶୁଭାରମ୍ଭ କରିଛନ୍ତି। ଏହି ଲୁହାପଥର ଖଣି ମଧ୍ୟରେ ଜିଲଙ୍ଗ-ଲାଙ୍ଗଲୋଟା…

ପୁନରୁଦ୍ଧାର ନାଁରେ ବ୍ୟବସାୟ

ବାରିପଦା ଅଫିସ,୧୯ା୨-ମୟୂରଭଞ୍ଜ ଜିଲା ବେତନଟୀସ୍ଥିତ ମହାରାଜା ପୂର୍ଣ୍ଣଚନ୍ଦ୍ର ହାଇସ୍କୁଲ(ଏମ୍‌ପିସି) ପରିସରରୁ ବେଆଇନ ମାଟି ଓ ମୋରମ ଉତ୍ତୋଳନ କରାଯିବା ପ୍ରତିବାଦରେ ଅଞ୍ଚଳବାସୀ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। କୌଣସି ସରକାରୀ ନିର୍ଦ୍ଦେଶ ନ ଥାଇ ଶହ ଶହ ଟ୍ରିପ ମୋରମ ଉତ୍ତୋଳନ ହେଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri