ରାଜ୍ୟ

ପାଣି ପାଇଲେ ପିଢ଼ପୋଖରୀ ବନବାସୀ

କେନ୍ଦୁଝର, ୧୯ା୨(ସ୍ବ.ପ୍ର.)-ପାହାଡ ଜଙ୍ଗଲ ଘେରା କେନ୍ଦୁଝର ଜିଲାର ଅନେକ ଅଗମ୍ୟ ଅଞ୍ଚଳରେ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସୁବିଧା ନ ଥିଲେ ହେଁ ପ୍ରଶାସନର ଉଦ୍ୟମରେ କେତେକ ଅଞ୍ଚଳରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଇବା ପାଇଁ ପଦକ୍ଷେପ ନିଆଯାଇଛି।…

ବେଧଡକ ଚାଲିଛି ଗୋଚାଲାଣ : ୧ ଗୋରୁ ମୃତ, ୨୭ ଉଦ୍ଧାର

କେନ୍ଦୁଝର, ୧୯ା୨ (ସ୍ବ.ପ୍ର.)-ବ୍ୟାପକ ଧରପଗଡ ସତ୍ତ୍ୱେ କେନ୍ଦୁଝର ଜିଲା ଦେଇ ବାହାର ରାଜ୍ୟ ଓ ଦେଶକୁ ଗୋଚାଲାଣ ବନ୍ଦ ହେଉ ନ ଥିବାରୁ ଅସନ୍ତୋଷ ବଢିବାରେ ଲାଗିଛି। ଏହାକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଆଦୌ ଦୃଢ ପଦକ୍ଷେପ ନିଆଯାଉ ନ…

ବିପଦ ବଢ଼ାଉଛି ବେଆଇନ ବ୍ଲାଷ୍ଟିଂ

ଢେଙ୍କାନାଳ ଅଫିସ, ୧୯।୨ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଆର୍ତ୍ତସାନ୍ତରାକାଟେଣୀ ଗ୍ରାମ ନିକଟରେ ଥିବା କଳାମୁଗୁନି ପଥର ଖାଦାନରେ ବେଆଇନ ବ୍ଲାଷ୍ଟିଂ ସ୍ଥାନୀୟ ବାସିନ୍ଦାଙ୍କ ସୁରକ୍ଷା ବିପନ୍ନ କରିଛି। ଭୟଙ୍କର ବିସ୍ଫୋରଣରେ କୋଠାଘର ଛାତ, କାନ୍ଥ ଫାଟି ଆଁ କଲାଣି। ବାରମ୍ବାର…

ଜନସାଧାରଣଙ୍କ ସହ ରହୁନି ସୁସମ୍ପର୍କ

ବଅଁରପାଳ,୧୯ା୨(ଡି.ଏନ.ଏ.) ଜନସାଧାରଣଙ୍କ ପ୍ରତି ଉତ୍ତମ ବ୍ୟବହାର ହିଁ ପୋଲିସକୁ ଲୋକଙ୍କ ପୋଲିସ କରିଦେବ। ଭୟମୁକ୍ତ ହୋଇ ସେମାନେ ଥାନା ସହ ସମ୍ପର୍କ ରକ୍ଷାକରିବେ। ଏହା ଅପରାଧ ହ୍ରାସ ଦିଗରେ ସହାୟକ ହେବ ଓ ଆଇନଶୃଙ୍ଖଳା ବିଗାଡ଼ିବାକୁ ଦେବନାହିଁ। ରାଜ୍ୟ ପୋଲିସ ମୁଖ୍ୟାଳୟ…

ଲାଞ୍ଚ ନେଇ ଧରାପଡ଼ିଲେ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ

ଭବାନୀପାଟଣା/ମଦନପୁର,୧୯।୨: ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମଦନପୁର ଆଦର୍ଶ ବିଦ୍ୟାଳୟର ପ୍ରିନ୍ସିପାଲ କ୍ଷିତିଭୂଷଣ ବିଶ୍ବାଳ। ଶୁକ୍ରବାର ତାଙ୍କୁ ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ଅଭିଯୋଗକାରୀ ଗଙ୍ଗାଧର ବାଗ ସ୍କୁଲ ଜଗୁଆଳି ଭାବେ ନିଯୁକ୍ତି ପାଇଥିଲେ ହେଁ…

କଟି ନନାଙ୍କ ଭୋଜନାଳୟ

ଭୋଗରାଇ,୧୯।୨(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ଥାନା ସମ୍ମୁଖରେ ରହିଛି ଭୋଜନାଳୟ। ଅନ୍ୟ ହୋଟେଲ ଭଳି ଏହି ଭୋଜନାଳୟରେ ନାହିଁ ଚାକଚକ୍ୟ। ରହିଛି କେବଳ ଆଜବେଷ୍ଟସ ଛପର ଲମ୍ବା ଘର। ଏହାରି ଭିତରେ ପରିଷ୍କାର, ପରିଚ୍ଛନ୍ନତା ଓ ଭିନ୍ନ ସ୍ବାଦର ଖାଦ୍ୟ…

ତଥାପି ଅପେକ୍ଷାରେ ଚିତ୍ରଶିଳ୍ପୀ ନାରାୟଣ

ବନ୍ତ,୧୯।୨: ଦେଖିବା ମାତ୍ରେ ପେନ୍‌ସିଲ୍‌, କଲମ ମାଧ୍ୟମରେ ଅବିକଳ ଛବି ଆଙ୍କି ଦିଅନ୍ତି। ୭୭ ବର୍ଷ ବୟସରେ ବି ସେ ତାଙ୍କର ଏହି କଳାକୁ ଜାରି ରଖିଛନ୍ତି। ନିଜର କଳା ନୈପୁଣ୍ୟ ଓ କାର୍ଯ୍ୟ କରିବାର ନିଶାକୁ ଛାଡ଼ିପାରି ନାହାନ୍ତି। ଏହାବ୍ୟତୀତ…

ଭୋଜି ପରେ ୫ ଗୁରୁତର

ଭଦ୍ରକ ଅଫିସ, ୧୮।୨ – ଭଦ୍ରକ ଜିଲା ସଦର ବ୍ଲକ ଅଧୀନ କଲେଇ ପଞ୍ଚାୟତ ଚୁନିଦା ଗ୍ରାମରେ ଭୋଜି ଖାଇ ୨୦ରୁ ଉର୍ଦ୍ଧ୍ୱ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ୫ ଗୁରୁତରଙ୍କୁ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବୁଧବାର…

ପଟାଙ୍ଗୀ ପରେ ରାୟଗଡ଼ା ଉପରେ ଆନ୍ଧ୍ରର ନଜର

ରାୟଗଡ଼ା ଅଫିସ,୧୮ା୨: ଓଡ଼ିଶା-ଆନ୍ଧ୍ର ସୀମା ବିବାଦ ଲାଗିରହିଛି। ଓଡ଼ିଶାର କୋରାପୁଟ ଜିଲାର ପଟ୍ଟାଙ୍ଗୀ ସମେତ ଗଞ୍ଜାମ ଓ ଗଜପତି ଜିଲାର ସୀମାନ୍ତ ଗ୍ରାମଗୁଡ଼ିକରେ ଆନ୍ଧ୍ର ପକ୍ଷରୁ ବେଆଇନ ନିର୍ମାଣ କାର୍ଯ୍ୟ ଏବଂ ନିର୍ବାଚନ ପ୍ରସଙ୍ଗ ରାଜ୍ୟବାସୀ ଏବଂ ସରକାରଙ୍କୁ ଚିନ୍ତାରେ ପକାଇଛି।…

ସୁସ୍ଥ ହେଲେ ୧୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୮।୨ : ଓଡ଼ିଶାରେ ଗୁରୁବାର ୧୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୮୮୮ରେ ପହଞ୍ଚିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୫, କଟକରୁ ୧୩, ସୁନ୍ଦରଗଡ଼ରୁ ୧୧, ଅନୁଗୁଳରୁ ୮, ପୁରୀରୁ ୬,…

ଷ୍ଟେଟବ୍ୟାଙ୍କ ଲକରରୁ କିପରି ଗାଏବ ହେଲା ଅଳଙ୍କାର

ବରଗଡ଼ ଅଫିସ୍‌,୧୮।୨: ବରଗଡ଼ ସହରରେ ଥିବା ଭାରତୀୟ ଷ୍ଟେଟବ୍ୟାଙ୍କ ମୁଖ୍ୟଶାଖାରୁ ଜଣେ ଗ୍ରାହକଙ୍କ ଲକରରୁ ୩୩ ଲକ୍ଷ ୩୭ ହଜାର ଟଙ୍କାର ସୁନା, ରୂପା ଅଳଙ୍କାର ଗାଏବ ହୋଇଥିଲା। ଏ ନେଇ ବରଗଡ଼ ମହାନ୍ତିପଡ଼ାର ସ୍ନିଗ୍ଧା ତ୍ରିପାଠୀ ବରଗଡ଼ ଟାଉନ ଥାନାରେ…

ଝାଳବୁହା ଧନ ଖାଇଗଲେ…

ଶେରଗଡ଼,୧୮ା୨: ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଭୂଷୁଣ୍ଡା ଗ୍ରାମ ନିକଟରେ ବୁଧବାର ରାତିରେ ଏକ ହାତୀପଲ ପଶି ୫୦ ଏକର ଜମିରୁ ଊର୍ଦ୍ଧ୍ୱ ପନିପରିବା ଫସଲ ନଷ୍ଟ କରିଛନ୍ତି। ଏହି ପଲରେ ୮ ହାତୀ ରହିଛନ୍ତି। ବର୍ତ୍ତମାନ ହାତୀପଲ ପାକିଡ଼ି ପାହାଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri