ରାଜ୍ୟ

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ କାଠ ଫାଳିଆରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସେହି…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ ଶନିବାର ସ୍ୱାଗତ କରାଯାଇଛି।ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ ସଭାରେ ଅଧ୍ୟକ୍ଷତା…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । କିଛିଦିନ ଧରି ସେ ଅସୁସ୍ଥ ଥିବାବେଳେ ନବରଙ୍ଗପୁର…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ ତଳେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇଥିଲା। ଖବର ପ୍ରକାଶ ପାଇବାର ମାତ୍ର ଗୋଟିଏ…

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ ଚୋରା ମଦ ବିକ୍ରିକୁ ବିରୋଧ କରି ଶତାଧିକ ମହିଳା ରାସ୍ତାକୁ ଓହ୍ଲାଇଥିଲେ। ଶତାଧିକ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅନ୍ତର୍ଗତ ଦୁଧିଆଚୁଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ମୃତକ…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ ଲମ୍ବା ବ୍ରିଟିଶ ନିର୍ମିତ କେନାଲ, ଜମ୍ବୁ ଲକ୍‌ଠାରେ ଗେଷ୍ଟ ହାଉସ୍‌ ଭଳି ଅନେକ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ ହେଲେ ଛାତ୍ରୀଛାତ୍ରଙ୍କ ପାଇଁ ବାରମ୍ବାର ଏକ୍ସ-ରେଗୁଲାର ପରୀକ୍ଷା ଦେବାର ବ୍ୟବସ୍ଥା ରହିଛି। କିନ୍ତୁ…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ ଛାତ୍ରୀଛାତ୍ରମାନେ ସରକାରଙ୍କୁ ଡରିବା ଛାଡ଼ି ଦେଇଛନ୍ତି। ଯେତେବେଳେ ସାଧାରଣ ଛାତ୍ର ସରକାରକୁ ଡରିବା…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କରାଯାଇଛି। ନୂଆ ନିଷ୍ପତ୍ତି ଅନୁଯାୟୀ, ଏନ୍‌ଏମ୍‌ସି ଦ୍ୱାରା ସ୍ୱୀକୃତ ମେଡିକାଲ କଲେଜରୁ ପୋଷ୍ଟ-ଗ୍ରାଜୁଏଶନ…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର ପୋଲିସିଂ ବ୍ୟବସ୍ଥାର ବ୍ୟାପକ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?