ବୋଲ ମାନୁନି କରୋନା: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୯୧, ଜାଣନ୍ତୁ କେଉଁଠୁ କେତେ..
ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜଧାନୀରେ ବୁଧବାର ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୩୪୩କୁ ବୃଦ୍ଧି ପାଇଛି। ତେବେ ନୂଆ ପଜିଟିଭ୍ଙ୍କ ମଧ୍ୟରେ ୭୨ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୯ ଲୋକାଲ୍ କେସ୍ ରହିଛି।...
ସେରମ୍ ଇନ୍ଷ୍ଟିଚ୍ୟୁଟ୍ ସିଇଓଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ: କରୋନା ଟିକା ପାଇଁ ଓଡ଼ିଶାକୁ ପ୍ରାଥମିକତା ଦେବାକୁ ଲୋଡ଼ିଲେ ସହଯୋଗ
ଭୁବନେଶ୍ୱର,୨୨।୭(ବ୍ୟୁରୋ): ସେରମ୍ ଇନଷ୍ଟିଚ୍ୟୁଟ୍ର ସିଇଓ ଅଦର ପୁନାୱାଲାଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଥା ହୋଇଛନ୍ତି। କୋଭିଡ୍ ଟିକା ଅଗ୍ରଗତି ବିଷୟରେ ପୁନାଓ୍ବାଲାଙ୍କ ସହ ଭିଡିଓ କନ୍ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିବା ସୂଚନା ମିଳିଛି। କୋଭିଡ ଟିକା ବିକାଶ...
୧୦୭୮ ପଜିଟିଭ୍ ଚିହ୍ନଟ ପାଇଁ ଲାଗିଥିଲା ୬୫ ଦିନ: ଏବେ ଗୋଟିଏ ଦିନରେ ସେତିକି; ଏହି ୪ ଜିଲାକୁ ଛୁଇଁଲା ୪ ଅଙ୍କ
ଭୁବନେଶ୍ୱର,୨୧/୭(ବ୍ୟୁରେ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ବୁଧବାର ସବୁ ରେକର୍ଡ ଭାଙ୍ଗି ଗୋଟିଏ ଦିନରେ ୧୦୭୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୧୦୭୮ ପଜିଟିଭ୍ ଚିହ୍ନଟ ପାଇଁ ୬୫ ଦିନ ଲାଗିଥିଲା।...
ପୁରୁଷୋତ୍ତମପୁରରେ କରୋନା ନେଲା ଆଉ ଜଣେ ପ୍ରଧାନଶିକ୍ଷକଙ୍କ ଜୀବନ
ପୁରୁଷୋତ୍ତମପୁର, ୨୨।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଜଣେ ପ୍ରଧାନ ଶିକ୍ଷୟତ୍ରୀଙ୍କ ମୃତ୍ୟୁର ୨୪ ଘଣ୍ଟା ନ ପୁରୁଣୁ ଆଉ ଜଣେ ପ୍ରଧାନଶିକ୍ଷକ ତଥା ଭାରାପ୍ରାପ୍ତ ଏବିଓଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ନେଇ ଶିକ୍ଷକମାନଙ୍କ ମହଲରେ ଆଲୋଡନ ସୃଷ୍ଟି କରିଛି।...
ନିୟନ୍ତ୍ରଣ ବାହାରେ କରୋନା: ରାୟଗଡ଼ାକୁ ୭ ଦିନ ପାଇଁ ଶଟ୍ଡାଉନ୍ ଘୋଷଣା କଲେ ଜିଲାପାଳ
ରାୟଗଡ଼ା ଅଫିସ,୨୨।୭: ରାୟଗଡ଼ା ଜିଲାକୁ ୭ ଦିନ ପାଇଁ ଶଟ୍ଡାଉନ୍ ଘୋଷଣା କରାଯାଇଛି। ବୁଧବାର ଗୋଟିଏ ଦିନରେ ୯୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ତଦନୁଯାୟୀ ଗୁରୁବାରଠାରୁ ୨୯ ତାରିଖ...
କଟକ ଶଙ୍କରପୁର କଣ୍ଟେନମେଣ୍ଟ ଜୋନ୍
କଟକ ଅଫିସ,୨୨।୭: କଟକ ମହାନଗର ନିଗମ(ସିଏମ୍ସି)ର ୩୭ ନମ୍ବର ୱାର୍ଡ ପରିଡାସାହି, ଶଙ୍କରପୁରକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଠାରୁ କେତେକ କରୋନା ପଜିଟିଭ ଚିହ୍ନଟ ହେବା ପରେ ସିଏମ୍ସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ସାହିକୁ ପ୍ରବେଶ ଏବଂ...
କରୋନା ନେଲା ଆଉ ୫ ଜୀବନ
ଭୁବନେଶ୍ୱର, ୨୨।୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୫ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ୫...
CORONAVIRUS UPDATE: ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା କରୋନା; ଗୋଟିଏ ଦିନରେ ୧୦୭୮ ଚିହ୍ନଟ
ଭୁବନେଶ୍ୱର, ୨୨।୭(ବ୍ୟୁରୋ): ରାଜ୍ୟରେ କରୋନା ସବୁ ରେକର୍ଡ ଭାଙ୍ଗିଛି। ଦିନକରେ ଅର୍ଥାତ୍ ବୁଧବାର ପୁଣି ୧୦୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୮୩୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା...
ଭଦ୍ରକ ପୌରପାଳିକା, ଧାମନଗର ଏନ୍ଏସିରେ ଲକ୍ଡାଉନ କଟକଣା କଡ଼ାକଡ଼ି
ଭଦ୍ରକ ଅଫିସ, ୨୨।୭: ଭଦ୍ରକ ପୌରପାଳିକା ଓ ଧାମନଗର ଏନ୍ଏସି ଅଞ୍ଚଳରେ ବୁଧବାର ଠାରୁ ଲକ୍ଡାଉନ କଟକଣା କଡାକଡ଼ି କରାଯାଇଛି। ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନିୟମ ମୁତାବକ ଗ୍ରୋସରୀ, ପନିପରିବା, କ୍ଷୀର, ମାଛ, ମାଂସ, ଔଷଧ ଓ ଅତ୍ୟାବଶ୍ୟକ...
କନ୍ଧମାଳରେ ୭ ଦିନ ବ୍ୟାଙ୍କ ବନ୍ଦ
ଦାରିଙ୍ଗବାଡ଼ି,୨୨।୭(ଡି.ଏନ୍.ଏ.): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବା ସହ ଲୋକାଲ କେସ୍ ମଧ୍ୟ ବଢ଼ି ଚାଲିଛି। କନ୍ଧମାଳ ଜିଲାରେ ଏକାଧିକ ବ୍ୟାଙ୍କର ଶାଖା ପରିଚାଳକ ସମେତ ଅନ୍ୟ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ଜିଲାପ୍ରଶାସନ ପକ୍ଷରୁ ସମସ୍ତ...
ଓଡ଼ିଶା ସାହିତ୍ୟ ଏକାଡେମୀ ସାଧାରଣ ପରିଷଦ ପୁନର୍ଗଠନ
ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସାହିତ୍ୟ ଏକାଡେମୀ ସାଧାରଣ ପରିଷଦର ପୁନର୍ଗଠନ କରାଯାଇଛି। ଆସନ୍ତା ୨୪ ତାରିଖରୁ ଏହି ନୂତନ ସାଧାରଣ ପରିଷଦ କାର୍ଯ୍ୟକାରୀ ହେବ। ପୂର୍ବଭଳି ସଭାପତି, ଉପସଭାପତି, ଅର୍ଥ ପରାମର୍ଶଦାତା, ସମ୍ପାଦକଙ୍କ...
ଅନ୍ଲାଇନ୍ରେ ତଥ୍ୟ ଦେବାକୁ ଡର
ଯାଜପୁର ଅଫିସ,୨୨।୭: ରାଜ୍ୟ ସରକାର ସ୍ବଚ୍ଛତା, ପ୍ରଯୁକ୍ତି ବିଦ୍ୟା, ସମୟାନୁବର୍ତ୍ତିତା, ସମ୍ମିଳିତ ଉଦ୍ୟମ ଓ ପରିବର୍ତ୍ତନ (୫-ଟି)କୁ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଯାଜପୁର ଜିଲାରେ ଏହା କେବଳ ପ୍ରଚାର ସର୍ବସ୍ବ ପାଲଟିଛି। ଅପାରଗତା ଲୁଚାଇବାକୁ ଇ-ଡେସପାଚ୍ ଓ ଜିଲା ୱେବପୋର୍ଟାଲକୁ...
Archives


