ଓଡ଼ିଶାରୁ ବାଇକ୍ ଉଠାଇ ପଶ୍ଚିମବଙ୍ଗରେ ବିକୁଥିବା ଗ୍ୟାଙ୍ଗକୁ ଧରିଲା ପୋଲିସ
ଭଦ୍ରକ ଅଫିସ, ୧୭।୨: ଭଦ୍ରକ ଟାଉନ ପୋଲିସ ଏକ ବାଇକ୍ ଚୋର ଗ୍ୟାଙ୍ଗକୁ କାବୁ କରିଛି। ବୁଧବାର ଗ୍ୟାଙ୍ଗର ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ଦୁଇଦିନ ତଳେ ଗ୍ୟାଙ୍ଗର ଅନ୍ୟ ଜଣେ ସଦସ୍ୟଙ୍କୁ ଗିରଫ କରି…
ଅଗଣାରେ ଛିଡ଼ା ହୋଇଥିଲା ମୃତ୍ୟୁ
କେନ୍ଦୁଝର/ତେଲକୋଇ୧୭।୨: କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅଧୀନ ଜଗମୋହନପୁର ଗ୍ରାମରେ ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଜାନକୀ ପ୍ରଧାନ। ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ସୂଚନା ଯୋଗ୍ୟ, ମଙ୍ଗଳବାର…
ମଦଭାଟିରେ ଚାଲିଥିଲା ବ୍ରାଉନ୍ସୁଗାର ବେପାର: ମହିଳାଙ୍କୁ ବାନ୍ଧିଲା ପୋଲିସ
ଭୁବନେଶ୍ୱର,୧୭।୨(ବ୍ୟୁରୋ): ମଞ୍ଚେଶ୍ୱର ପଳାଶୁଣିରେ ଥିବା ମଦଭାଟିରେ ଅବକାରୀ ବିଭାଗ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ଏଠାରୁ ୧୮୫ ଗ୍ରାମ ବ୍ରାଉନ୍ସୁଗାର ସହ ୧୧ହଜାର ଟଙ୍କା ଜବତ ହୋଇଛି। ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କୁ ମଧ୍ୟ ଗିରଫ କରାଯାଇଛି। ତେବେ ମହିଳାଙ୍କ ଜରିଆରେ…
ରଥକାଠ ପୂଜାର୍ଚ୍ଚନା
ପୁରୀ ଅଫିସ,୧୭।୨:ପବିତ୍ର ଶ୍ରୀପଞ୍ଚମୀରେ ମଙ୍ଗଳବାର ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥକାଠ ପୂଜାର୍ଚ୍ଚନା କରାଯାଇଛି। ଶ୍ରୀନଅର ସମ୍ମୁଖ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏହି ପୂଜାର୍ଚ୍ଚନା ସମ୍ପନ୍ନ ହୋଇଛି। ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା…
କୋଟିଆକୁ ନେଇ ଥମୁନି କାଦୁଅ ଫିଙ୍ଗା
ଭୁବନେଶ୍ୱର, ୧୭ା୨(ବ୍ୟୁରୋ): କୋରାପୁଟର କୋଟିଆ ସମେତ ଓଡ଼ିଶାର କେତେକ ସୀମାନ୍ତ ଜିଲାରେ ଆନ୍ଧ୍ର ସରକାର ନିର୍ବାଚନ କରାଇବା ପ୍ରସଙ୍ଗରେ ଆରୋପ ପ୍ରତ୍ୟାରୋପ ଥମିବାର ନଁା ଧରୁନି। ଏହି ପ୍ରସଙ୍ଗ ଏବେ ସୁପ୍ରିମକୋର୍ଟଙ୍କ ବିଚାରାଧୀନ ଥିବାବେଳେ ୧୯ ତାରିଖରେ ମାମଲାର ଶୁଣାଣି ଅଛି।…
ରାଜ୍ୟ ଉପରେ ଦୋଷ ଲଦିଲା ରେଲଓ୍ବେ ବୋର୍ଡ
ଗୁଣପୁର,୧୭ା୨(ଡି.ଏନ୍.ଏ.):ଫେବୃୟାରୀ ୧ରେ ଉପସ୍ଥାପିତ ସାଧାରଣ ବଜେଟରେ ରାୟଗଡ଼ା ଜିଲା ଗୁଣପୁର-ଥେରୁବାଲି ରେଳପଥ ପାଇଁ ୧ହଜାର ଟଙ୍କା ମଞ୍ଜୁର ନେଇ ଘୋଷଣା କରିଥିଲେ। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ତେବେ ଏହି ଘଟଣା ଏବେ ନୂଆ ମୋଡ଼ ନେଇଛି। ପ୍ରକଳ୍ପ…
୧୮ରୁ ଚନ୍ଦ୍ରଭାଗା ପଡ଼ିଆରେ ୧୪୪ ଧାରା
ପୁରୀ ଅଫିସ, ୧୭।୨:ଚଳିତବର୍ଷ ସୀମିତ ସଂଖ୍ୟକ ଲୋକଙ୍କୁ ନେଇ କୋଭିଡ୍ କଟକଣା ମଧ୍ୟରେ ଚନ୍ଦ୍ରଭାଗା ମାଘ ମେଳା ଆୟୋଜନ ହେବ। ଜନସମାଗମ ଯୋଗୁ କରୋନା ସଂକ୍ରମଣର ଆଶଙ୍କା ଥିବାରୁ ଚନ୍ଦ୍ରଭାଗା ମେଳା ପଡ଼ିଆରେ ୧୪୪ ଧାରା ଲାଗୁ କରାଯିବ। ଆସନ୍ତା ୧୮…
ଆଜି ବିଧାୟକ ଦଳ ବୈଠକ
ଭୁବନେଶ୍ୱର, ୧୭ା୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟା ୩୦ରେ ଗୃହ କାର୍ଯ୍ୟ ଆରମ୍ଭ ହେବା ନେଇ ବିଧାନସଭା ସଚିବ ଦାଶରଥି ଶତପଥୀ ସୂଚନା ଦେଇଛନ୍ତି। ଅନ୍ୟପଟେ…
‘ଶକ୍ତି କ୍ଷେତ୍ରରେ ସନ୍ତୁଳନ ପାଇଁ ମଡେଲ ତିଆରି ଚାଲିଛି’
ଭୁବନେଶ୍ୱର,୧୭ା୨(ବ୍ୟୁରୋ):ଶକ୍ତି କ୍ଷେତ୍ରରେ ଉପଲବ୍ଧି ଏବଂ ଦରରେ ସନ୍ତୁଳନ ଆଣିବା ଲାଗି ଭାରତ ଊର୍ଜା ନ୍ୟାୟର ଏକ ବିଶ୍ୱସ୍ତରୀୟ ମଡେଲ ତିଆରି କରୁଛି। ସବୁଜ ଶକ୍ତି ରୂପାନ୍ତର ପାଇଁ ଋଣନୀତି ପ୍ରସ୍ତୁତ କରାଯାଉଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମଙ୍ଗଳବାର ଡିଜିଟାଲ…
ଝଡ଼ବର୍ଷା ଆଶଙ୍କା, ୨୨ରୁ ବଢ଼ିବ ତାତି
ଭୁବନେଶ୍ୱର,୧୭।୨(ବ୍ୟୁରୋ):ଓଡ଼ିଶା ଉପର ଦେଇ ଏକ ଟ୍ରପ୍ ଲାଇନ ସୃଷ୍ଟି ହୋଇଛି। ଉଭୟ ଆରବ ଓ ବଙ୍ଗୋପ ସାଗର ଆଡୁ ଜଳୀୟ ବାଷ୍ପ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ୧୭ରୁ ୨୦ ତାରିଖ ଯାଏ ରାଜ୍ୟର ଅଧିକାଂଶ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର…
ମହାପ୍ରଭୁଙ୍କୁ ୨.୫ କୋଟିର ଅଳଙ୍କାର
ପୁରୀ ଅଫିସ,୧୭।୨: ବସନ୍ତପଞ୍ଚମୀ ତଥା ରଥକାଠ ଅନୁକୂଳ ଅବସରରେ ମଙ୍ଗଳବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିରକୁ ଜନୈକ ଭକ୍ତ ୮କିଲୋରୁ ଊର୍ଦ୍ଧ୍ୱ ଓଜନର ସୁନା ଓ ରୁପା ଅଳଙ୍କାର ଦାନ କରିଛନ୍ତି। ଏହି ଅଳଙ୍କାର ମଧ୍ୟରେ ବଳଭଦ୍ରଙ୍କର ୪୦ଟି ଶ୍ରୀମୁଖ ପଦ୍ମ, ୨ଟି…
ଅର୍ବାନ ବ୍ୟାଙ୍କ ଜମାକାରୀ ଫେରିପାଇବେ ଟଙ୍କା
ବାରିପଦା ଅଫିସ, ୧୬ା୨- ବାରିପଦା ଅର୍ବାନ ବ୍ୟାଙ୍କର ଜମାକାରୀ ସେମାନଙ୍କ ଟଙ୍କା ଫେରିପାଇବେ। ରେଜିଷ୍ଟ୍ରାର ଅଫ୍ କୋ-ଅପରେଟିଭ୍ ସୋସାଇଟି (ଆରସିଏସ୍)ଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୨୭୨୧ ତା୧୫ା୨ା୨୧ରେ ବାରିପଦା ଡ଼ିଭିଜନ ଡ଼େପୁଟି ରେଜିଷ୍ଟ୍ରାର ଅଫ୍ କୋ-ଅପରେଟିଭ୍ ସୋସାଇଟ୍ (ଡିିଆର୍ସିଏସ୍)ଙ୍କୁ ଟଙ୍କା ଫେରସ୍ତ…
Archives


