ଆଇଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୮ା୬(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରବିବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃଷି ଓ କୃଷକ ସଶକ୍ତୀକରଣର ସ୍ବତନ୍ତ୍ର ସଚିବ ଥିବା ସୁରେଶ କୁମାର ବଶିଷ୍ଠଙ୍କୁ ସେହି ବିଭାଗର…
ଆଜି ଆଉ ୪୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି
ଭୁବନେଶ୍ୱର,୨୮ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି। ଏହି ମୃତକମାନଙ୍କ…
ଆଜି ରାଜ୍ୟରୁ ୩୩୧୯ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ
ଭୁବନେଶ୍ୱର,୨୮।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୩୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୦୩,୭୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୮୯୬ ଜଣ ଚିହ୍ନଟ…
୧ରୁ ବଢ଼ିବ ବର୍ଷା
ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଏବେ ଦୁର୍ବଳ ହେଉଛି ମୌସୁମୀ। ତେଣୁ ବର୍ଷାର ପରିମାଣ କମିଯାଇଛି। ବିଭିନ୍ନ ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି ହେଉଛି। ତେବେ ଜୁଲାଇ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନକୁ ଛାଡ଼ି ଦେଲେ ଅନ୍ୟଠି ପ୍ରବଳ ବର୍ଷା ହେବ…
ତାଲିକା ପ୍ରସ୍ତୁତକର୍ତ୍ତା, ତାଲିକା ବାହାରେ
ଭୁବନେଶ୍ୱର,୨୮।୬: ଆସନ୍ତା ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ ଶନିବାର ୩୦ ଜିଲା ପାଇଁ ପର୍ଯ୍ୟବେକ୍ଷକ ଓ ୬ଜଣ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଇଛି। ସେଥିରେ ବିଧାୟକ, ମନ୍ତ୍ରୀ ଓ ବିରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ…
ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮ ଲକ୍ଷ ଟଙ୍କା। ଟାଉନ ଥାନା ପୋଲିସ ଘଟଣାରେ ସମ୍ପୃକ୍ତ ରବିବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
ସୁସ୍ଥ ହୋଇ କାମ କଲେଣି ଡେଲ୍ଟା ପ୍ଲସ୍ ସଂକ୍ରମିତ
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ବ୍ଲକ ବସାଲଇ ଗ୍ରାମର ମିଲୁ ରାଜହଂସ ଡେଲ୍ଟା ପ୍ଲସରେ ସଂକ୍ରମିତ ହୋଇଥିଲେ। ଶନିବାର ତାଙ୍କ ଘରେ ସ୍ବାସ୍ଥ୍ୟ ବିଭାଗର ଏକ…
ଝିଅ ଜନ୍ମ ହେବାରୁ ନିର୍ଯାତନା ପରେ ହତ୍ୟା
ଗୋପାଳପୁର,୨୭ା୬: ମହିଳାଙ୍କୁ ଯୌତୁକ ଜନିତ ହତ୍ୟା ଅଭିଯୋଗରେ ଗୋପାଳପୁର ପୋଲିସ ଜଣେ ଯବାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଗୋଳାବନ୍ଧ ସ୍ଥିତ ଆର୍ମି ଏଡ଼ି କଲେଜର ନାଏକ ଭାବେ କାର୍ଯ୍ୟ କରୁଥିବା ଆନନ୍ଦ ସିଂ (୩୦)। ମିଳିଥିବା…
ଗଛ ମୂଳେ ଆଶ୍ରୟ ନେବା ହେଲା କାଳ
ଆନନ୍ଦପୁର/ଘସିପୁରା,୨୭। ୬: ରବିବାର ବଜ୍ରପାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅଧୀନ ନାରଙ୍ଗପୁର…
୫ ଜିଲାରେ ପ୍ରବଳ ବର୍ଷା: ୟେଲୋ ୱାର୍ନିଂ ଜାରି
ଭୁବନେଶ୍ବର,୨୭।୬: ରାଜ୍ୟର କିଛି ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟର ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ସତର୍କ ସୂଚନା ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଏହି ୫ ଜିଲାରେ…
ପଞ୍ଚାୟତ ଓ ପୌର ନିର୍ବାଚନ ଲାଗି ଅଣ୍ଟା ଭିଡ଼ୁଛି ଭାଜପା: ୩ ନୂଆ କମିଟି ଗଠନ
ଭୁବନେଶ୍ୱର ୨୭।୬(ବ୍ୟୁରୋ): ଦଳୀୟ ସଂଗଠନକୁ ଆହୁରି ଅଧିକ ସୁଦୃଢ଼ କରିବା ପାଇଁ ଭାଜପା ରଣନୀତି ପ୍ରସ୍ତୁତ କରିଛି। ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ଭାଜପା ସାଂଗଠନିକସ୍ତରରେ କେତେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ତେବେ ବିଜେଡି ସଂଗଠନକୁ କ୍ରିୟାଶୀଳ…
ବିଜେଡିର ମହିଳା ପଦାଧିକାରୀଙ୍କ ତାଲିକା ଘୋଷଣା: ରାଜ୍ୟସ୍ତରୀୟ ପରାମର୍ଶଦାତା ଭାବେ ୫ ଜଣଙ୍କୁ ନିଯୁକ୍ତି
ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେଡି ସଂଗଠନ ସଜାଡ଼ିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି। ବିଜେଡି ଗତକାଲି ପର୍ଯ୍ୟବେକ୍ଷକ ଓ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତି ପରେ ଆଜି ମହିଳା ପଦାଧିକାରୀଙ୍କ ତାଲିକା ଘୋଷଣା କରିଛି ଦଳ। ରାଜ୍ୟସ୍ତରୀୟ ପରାମର୍ଶଦାତା ଭାବେ…

