ରାଜ୍ୟ

ଗାର୍ଡ, ଫରେଷ୍ଟର ଅଭାବରୁ କାର୍ଯ୍ୟ ସଙ୍କଟ

ଭୁବନେଶ୍ୱର, ୨୨।୭: ରାଜ୍ୟରେ ଜଙ୍ଗଲ, ବନ୍ୟପ୍ରାଣୀ ସୁରକ୍ଷା ବର୍ତ୍ତମାନ ସ୍ଥିତିରେ ସରକାରଙ୍କ ପାଇଁ ଏକ ପ୍ରକାର ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ଏହି ଚ୍ୟାଲେଞ୍ଜକୁ ମୁକାବିଲା କରିବା ପାଇଁ ବନ ବିଭାଗ ନୂଆ ନୂଆ ନିୟମ ଓ ନିର୍ଦ୍ଦେଶନାମା ଜାରି କରୁଛି।...

୫ ବର୍ଷରେ ଲାଗିଛି ୫୦ ହଜାର ଚାରା

  ବଅଁରପାଳ,୨୨ା୭(ଡି.ଏନ.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅଞ୍ଚଳରେ ଥିବା ନବରତ୍ନ ମାନ୍ୟତାପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି। ସେଥିମଧ୍ୟରୁ ପାରିପାର୍ଶ୍ୱିକ ଅଞ୍ଚଳରେ ଚାରା ରୋପଣ ପରିବେଶ ସୁରକ୍ଷା ଦିଗରେ ଏକ ବଡ଼ ପଦକ୍ଷେପ।...

ବଜାୟ ରହିଲା ସ୍ବୟଂଶାସିତ ମାନ୍ୟତା

ଢେଙ୍କାନାଳ ଅଫିସ, ୨୨।୭ ଢେଙ୍କାନାଳ ମହାବିଦ୍ୟାଳୟର ସ୍ବୟଂଶାସିତ ମାନ୍ୟତା ବଜାୟ ରହିଛି। ୨୦୨୩ ଯାଏ ଏହାକୁ ଅଟୋନମସ୍‌ ମାନ୍ୟତା ପ୍ରଦାନ କରାଯାଇଛି। ଏ ନେଇ ଗତ ୧୫ ତାରିଖରେ ୟୁଜିସି ପକ୍ଷରୁ ଚିଠି ନଂ.ଏଫ୍‌. ୨୨-୧/୨୦୧୭ ଏସ୍‌ସିରେ କଲେଜ କର୍ତ୍ତୃପକ୍ଷଙ୍କୁ...

ବୃଦ୍ଧାଙ୍କୁ ଗଁ। ଦାଣ୍ଡରେ ପିଟିଲେ ମା, ବାପା, ପୁଅ ଅଟକ

ଗଞ୍ଜାମ,୨୧ା୭(ଡି.ଏନ.ଏ.)- ସାମାନ୍ୟ ମାଛ କିଣାବିକାକୁ ନେଇ ଜଣେ ବୃଦ୍ଧାଙ୍କୁ ଗଁା ଦାଣ୍ଡରେ ମାଡ ମାରିଛନ୍ତି ମା’, ବାପା ଓ ପୁଅ। ଏନେଇ ଗଞ୍ଜାମ ଥାନାରେ ସମ୍ପୃକ୍ତ ବୃଦ୍ଧା ଅଭିଯୋଗ କରିବା ପରେ ପୋଲିସ ନଂ.୮୮/୨୦ରେ ମାମଲା ରୁଜୁକରି ୩ଜଣଙ୍କୁ ଅଟକ...

୫ ମାସ ଯାଏ ମାଗଣାରେ ମିଳିବ ଡାଲି, ଚାଉଳ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ମହାମାରୀ କରୋନା ଯୋଗୁ ପ୍ରଭାବିତ ହୋଇଛି ଗରିବ ଲୋକଙ୍କ ଜୀବନ ଆଉ ଜୀବିକା। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କ ପାଇଁ ୫ ମାସ ଲାଗି ମାଗଣାରେ ଡାଲି, ଚାଉଳ...

ଅବସର ନେବା ପୂର୍ବରୁ କରୋନାରେ ଆଖିବୁଜିଲେ ପ୍ରଧାନ ଶିକ୍ଷୟିତ୍ରୀ

ପୁରୁଷୋତ୍ତମପୁର, ୨୧।୭(ଡି.ଏନ୍‌.ଏ.): ମହାମାରୀ କରୋନାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ମଙ୍ଗଳବାର ପ୍ରଥମ ମୃତ୍ୟୁ ଘଟିଛି। ଏଥିରେ ଏନଏସି ଅନ୍ତର୍ଗତ କନକା ସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟ କରୁଥିବା ଟି ବିଜୟଲକ୍ଷ୍ମୀଙ୍କ ମୃତ୍ୟୁ ହୋଇଛି। ସେ...

୬୫କୁ ବଢ଼ିଲା ଡାକ୍ତରଙ୍କ ଅବସର ବୟସ ସୀମା

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଡାକ୍ତରଙ୍କ ଅବସର ସୀମା ବୃଦ୍ଧି କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଓଏଚ୍‌ଏମ୍‌ଏସ୍‌ କ୍ୟାଡର ଡାକ୍ତରଙ୍କ ବୟସ ସୀମା ୬୫କୁ ବୃଦ୍ଧି କରାଯିବ। ମଙ୍ଗଳବାର ଆୟୋଜିତ କରୋନା ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଥିବା ସୂଚନା ମିଳିଛି।...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୦ ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ଆଉ ୪୦୦ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୧୩୭ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା କଟକର ୫୮ଜଣ, ଖୋର୍ଦ୍ଧାର ୪୬, କୋରାପୁଟ ୪୧, ଯାଜପୁରର ୩୭, କେନ୍ଦୁଝରର ୧୪, କେନ୍ଦ୍ରାପଡ଼ାର ୧୦, ମୟୂରଭଞ୍ଜର ୯, ନୟାଗଡ଼ର...

କଟକରେ ମାଡୁଛି କରୋନା: ଆଜି ଆଉ ୩୨ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୧।୭: କଟକ ସହରରୁ ମଙ୍ଗଳବାର ୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ୫, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୨୧, ଲୋକାଲ କେସ୍‌ ୫ ଏବଂ ପେଡ୍‌ କ୍ୱାରାଣ୍ଟାଇନ୍‌ରୁ ଜଣେ ଅଛନ୍ତି। ଏହାକୁ ମିଶାଇ ସହରରେ ମୋଟ...

ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଦିନ ଦୁଇପହରରେ ଏହି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର ବାପୁଜୀ ନଗରରେ। ଏଥିରେ ଯୁବକ ଜଣଙ୍କ ଗୁରୁତର ହୋଇଛନ୍ତି। ସେ ହେଲେ ବାପୁଜୀ ନଗର ରଡ୍‌ଗୋଦାମ ବସ୍ତିରେ ରହୁଥିବା ପି....

ରାଜ୍ୟରେ ପ୍ରଥମ: ହାଇସ୍କୁଲ ଛାତ୍ରୀଛାତ୍ର ପାଇବେ ମାଗଣା ଖାଦ୍ୟ,ପୋଷାକ

କେନ୍ଦୁଝର,୨୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପ୍ରଥମ ଥର ପାଇଁ ହାଇସ୍କୁଲ ଛାତ୍ରୀଛାତ୍ରଙ୍କୁ ମାଗଣା ପୋଷାକ ଓ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରାଯାଇଛି। ଜିଲାର ନବମ ଓ ଦଶମ ଶ୍ରେଣୀରେ ପଢ଼ୁଥିବା ପାଖାପାଖି ୫୦ ହଜାର ଛାତ୍ରୀଛାତ୍ର ଏହି ସୁବିଧା ପାଇବେ। ଜିଲା...

ରାଜଧାନୀରୁ ପୁଣି ୨୧ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ବର୍ଷକର ଶିଶୁ ସାମିଲ୍‌

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଏଠାରୁ ପୁଣି ୨୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨ରେ ପହଞ୍ଚିଛି। ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୬ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri