ରାଜ୍ୟ

ଆରମ୍ଭ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଶୁକ୍ରବାର ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନ ଆରମ୍ଭରେ ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ କରାଯାଇ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହାପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅପରାହ୍ନ ୩ଟା…

ଆଜି ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୬୦୦ ଟପିଲା

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ…

ଆଜି ରାଜ୍ୟରେ ୭୫୭ ପଜିଟିଭ୍‌ ଚିହ୍ନଟ: ବୌଦ୍ଧରେ ଶୂନ, ବାକି ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ତଳେ

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟର ୨୯ ଜିଲାରୁ ୭୫୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୨,୫୪୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୬ ଜଣ…

ରାଜଧାନୀରୁ ୩୦ ଲକ୍ଷ ଟଙ୍କା ସହ ଧରାପଡ଼ିଲେ ଜଣେ ଯୁବକ

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ରାଜଧାନୀର ଖଣ୍ଡଗିରି ତପୋବନ ପେଟ୍ରୋଲ ପମ୍ପ ପାଖରୁ ୩୦ ଲକ୍ଷ ଟଙ୍କା ସହ ଜଣେ ଯୁବକ ଧରା ପଡ଼ିଥିବା ସୂଚନା ମିଳିଛି। ଖଣ୍ଡଗିରି ପୋଲିସ ଯୁବକଙ୍କୁ ଧରି ପଚରାଉଚରା କରୁଛି । ଉକ୍ତ ଯୁବକଜଣକ ପାରଳାଖେମୁଣ୍ଡିରୁ ଟଙ୍କା ଆଣିଥିବା ପୋଲିସ…

ଗରିବ ହୃଦ୍‌ରୋଗୀ ଶିଶୁଙ୍କୁ ମାଗଣା ଚିକିତ୍ସା ଜାରି ରହିବ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଗରିବ ହୃଦ୍‌ରୋଗୀ ଶିଶୁଙ୍କୁ ରାଜ୍ୟ ସରକାର ମାଗଣା ଚିକିତ୍ସା ଯୋଗାଇ ଦେଉଛନ୍ତି। ଏହି ସୁବିଧା ଜାରି ରଖିବା ପାଇଁ ଗୁରୁବାର ଓଡ଼ିଶା ସରକାର ପ୍ରଶାନ୍ତି ମେଡିକାଲ ସର୍ଭିସେସ୍‌ ଆଣ୍ଡ୍‌ ରିସର୍ଚ୍ଚ ସେଣ୍ଟର(ପିଏମ୍‌ଏସ୍‌ଆର୍‌ଏଫ୍‌) ସହ ଏମ୍‌ଓୟୁ ସ୍ବାକ୍ଷର କରିଛନ୍ତି। ଏହି ଏମ୍‌ଓୟୁ…

ମେଡିକାଲ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଥିବା ମେଡିକାଲ କଲେଜଗୁଡ଼ିକର ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ନାମଲେଖା ଆବେଦନ ଅବଧିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ପୂର୍ବରୁ ଆବେଦନର ସମୟ ସୀମା ୧୮ ତାରିଖ ଥିବାବେଳେ ଏବେ ୨୩ ତାରିଖ ରାତି ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି।…

ପାଠପଢ଼, ପରୀକ୍ଷା ହେବ : ଦ୍ୱନ୍ଦ୍ୱ ଦୂରକଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ) : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବା ସଂକ୍ରାନ୍ତ ଗାଇଡ୍‌ଲାଇନ୍‌ ଆସିବା ପରେ ରାଜ୍ୟରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବାକୁ ତତ୍ପରତା ପ୍ରକାଶ ପାଇଛି। ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ଉପରେ ସମସ୍ତଙ୍କର ନଜର ରହିଥିବାବେଳେ ପାଠପଢା…

ଆସନ୍ତା ଶିକ୍ଷାବର୍ଷରୁ ୩ ମେଡିକାଲ କଲେଜରେ ନାମଲେଖା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୩ଟି ନୂଆ ଭେଷଜ ମହାବିଦ୍ୟାଳୟ ଓ ଡାକ୍ତରଖାନାର ପ୍ରତିଷ୍ଠା କାର୍ଯ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହାସଲ ହୋଇଛି। ତେଣୁ ଡିସେମ୍ବର ଶେଷସୁଦ୍ଧା ଏଠାରେ ଆନୁଷଙ୍ଗିକ କାର୍ଯ୍ୟ ଶେଷକରି ଛାତ୍ରୀଛାତ୍ରଙ୍କ ନାମ ଲେଖା ନମନ୍ତେ ମେଡିକାଲ୍‌ କାଉନ୍‌ସିଲ୍‌ ଅଫ ଇଣ୍ଡିଆ (ଏମ୍‌ସିଆଇ)ର…

ଲୁଟିନେଲେ ୧୨କୋଟି

କଟକ ଅଫିସ,୨୦ା୧୧:କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ (ଆଇଆଇଏଫ୍‌ଏଲ୍‌)ର ଶାଖା କାର୍ଯ୍ୟାଳୟରୁ ଗୁରୁବାର ପୂର୍ବାହ୍ନରେ ଏକ ବଡ଼ଧରଣର ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ କାର୍ଯ୍ୟାଳୟରେ ପଶି ବନ୍ଧୁକ ଦେଖାଇ କର୍ମଚାରୀଙ୍କୁ ଭୟଭୀତ କରିବା ସହ…

ଆବର୍ଜନା ଖତ ପ୍ରତି ବଢ଼ୁଛି ଆଗ୍ରହ

ଅନୁଗୋଳ ଅଫିସ, ୨୦ା୧୧ ସହରୀ ଆବର୍ଜନାରୁ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି) ଜରିଆରେ ଖତ ଉତ୍ପାଦନ କରାଯାଉଛି। ଅନୁଗୋଳର ୩ଟି ଏମ୍‌ସିସିରେ ଏହି ପ୍ରକ୍ରିୟା ଜାରି ରହିଛି। କେଇ ମାସ ମଧ୍ୟରେ ଏଠାରୁ ୧୫ କୁଇଣ୍ଟାଲ ଖତ ଉତ୍ପାଦନ କରାଯାଇଥିବା ବେଳେ…

ଆଜିଠୁ ବିଧାନସଭା

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ):କୋଭିଡ୍‌ କଟକଣା ମଧ୍ୟରେ ଶୁକ୍ରବାର ଠାରୁ ବିଧାନସଭା ଶୀତ ଅଧିବେଶନ ଆରମ୍ଭ ହେବ। ଗୃହ ପ୍ରତ୍ୟହ ଦୁଇଟି ପର୍ଯ୍ୟାୟରେ ୪ ଘଣ୍ଟା ଚାଲିବ। ପୂର୍ବାହ୍ନ ୧୧ଟା ୩୦ମିନିଟ୍‌ରେ ଗୃହ କାର୍ଯ୍ୟ ଆରମ୍ଭ ହେବ। ପ୍ରଥମ ଦିବସରେ ଜାତୀୟ ସଙ୍ଗୀତ ଗାନ ପରେ…

ଝୋଲାଛାପ୍‌ ୱେବ୍‌ ସିରିଜ୍‌ରେ ଗ୍ରାମୀଣ ସ୍ବାସ୍ଥ୍ୟସେବାର ନିଛକ ଚିତ୍ର

ବଲାଙ୍ଗୀର ଅଫିସ, ୨୦ା୧୧ ବଲାଙ୍ଗୀର ଜନ୍ମିତ ବଲିଡଡ୍‌ ଚଳଚ୍ଚିତ୍ର ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଗୁରୁବାର ସ୍ଥାନୀୟ ସାମ୍ବାଦିକ ଭବନରେ ଏକ ଖବରଦାତା ସମ୍ମିଳନୀରେ ମୁକ୍ତିଲାଭ କରିବାକୁ ଥିବା ତାଙ୍କ ନିର୍ଦ୍ଦେଶିତ ୱେବ୍‌ ସିରିଜ୍‌ ଝୋଲାଛାପ୍‌ ସମ୍ପର୍କରେ ସବିଶେଷ ସୂଚନା ଦେଇଛନ୍ତି। ଝୋଲାଛାପ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri