ହେଲମେଟ୍ ନ ପିନ୍ଧି ଗାଡି ଚଳାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ)-ଟ୍ରାଫିକ ନିୟମ କଡାକଡି ସତ୍ତ୍ୱେ ରାଜ୍ୟରେ ବଢି ଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ। ଏଥିରୁ ଅଧିକାଂଶ ମୃତ୍ୟୁ ବାଇକ ଆରୋହୀଙ୍କର ଘଟୁଛି। ସେଥିମଧ୍ୟରୁ ଅଧିକାଂଶ ହେଲମେଟ୍ ପିନ୍ଧିନଥିବାରୁ ମୃତ୍ୟୁ ହେଉଥିବା ଲକ୍ଷ୍ୟ କରାଯାଇଛି। ତେଣୁ ବାଇକ ଚଳାଇବା ସମୟରେ ହେଲମେଟ୍ ପିନ୍ଧିବା…
ରାଜ୍ୟରେ ସୁସ୍ଥ ହେଲେ ଆଉ ୧୦୧୯ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୧୦୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୪୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୦୨, ଖୋର୍ଦ୍ଧାରୁ ୯୫, ଅନୁଗୋଳରୁ ୭୫, କେନ୍ଦ୍ରାପଡାରୁ ୫୯, ମୟୂରଭଞ୍ଜରୁ ୫୫, ଜଗତସିଂହପୁରରୁ ୫୦, କୋରାପୁଟରୁ ୪୧, ନୂଆପଡାରୁ…
ହାତୀ ଆକ୍ରମଣରେ ଚାଲିଗଲା ୨ ଜଣଙ୍କ ଜୀବନ
ରାଉରକେଲା ଅଫିସ,୧୯ା୧୧-ସୁନ୍ଦରଗଡ ଜିଲା ଲାଠିକଟା ବ୍ଲକ ଅଞ୍ଚଳରେ ଗୁରୁବାର ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗାନ୍ଧରୁ ଓରାମ(୭୫) ଓ କାର୍ତ୍ତିକ ଭୂମିଜ(୬୫)। ସକାଳୁ ମଲଙ୍ଗା ଗ୍ରାମର ଗାନ୍ଧରୁ ଓରାମ ନିଜ ଘର ପାଖ ବଗିଚା କାମ କରୁଥିଲେ।…
ରାଜଧାନୀରୁ ୪୬ ନୂଆ ପଜିଟିଭ ଚିହ୍ନଟ
ଭୁବନେଶ୍ୱର, ୧୯।୧୧(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରୁ କରୋନା ସଂକ୍ରମଣ କମୁଥିବା ଦେଖାଯାଉଛି। ଏହି କ୍ରମରେ ଗୁରୁବାର ସହରରୁ ୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୦୩୩୦କୁ ବୃଦ୍ଧି ପାଇଛି। ସେଥିରୁ ୨୯୪୭୯ଜଣ…
ପୋଲିସ ହେପାଜତରେ ଥିବା ଯୁବକଙ୍କ ମୃତ୍ୟୁ, ବୀରମିତ୍ରପୁର ଅଞ୍ଚଳରେ ଚାପା ଉତ୍ତେଜନା
କୁଆଁରମୁଣ୍ଡା,୧୯।୧୧(ଡି.ଏନ୍.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ପୋଲିସ ହେପାଜତରେ ଥିବା ଜଣେ ଯୁବକଙ୍କର ଗୁରୁବାର ମୃତ୍ୟୁୁ ହୋଇଯାଇଛି। ସେ ହେଉଛନ୍ତି ବୀରମିତ୍ରପୁର କରବୋଲା ରୋଡ୍ର ତାରିକ ସଲିମ୍(୨୪) । ଏହି ଖବର ପ୍ରଚାରିତ ହେବାପରେ ଗୁରୁବାର ସକାଳୁ ବୀରମିତ୍ରପୁର ଅଞ୍ଚଳବାସୀଙ୍କ ପକ୍ଷରୁ ଥାନାରେ…
କଟକରେ ଫାଇନାନ୍ସ ଅଫିସରୁ ସଶସ୍ତ୍ର ଡକାୟତି: ୧୨ କୋଟି ଟଙ୍କା ସହ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ
କଟକ ଅଫିସ,୧୯।୧୧: କଟକ ନୟାସଡକର ଆଇଆଇଏଫ୍ଏଲ୍ ଅର୍ଥ ଲଗାଣକାରୀ ସଂସ୍ଥାରୁ ବଡ଼ ଧରଣର ଡକାୟତି ହୋଇଛି। ଗୁରୁବାର ସକାଳେ ୪ ଦୁର୍ବୃତ୍ତ ଏହି ଡକାୟତି କରିଛନ୍ତି। ଦୁର୍ବୃତ୍ତମାନେ ଅଫିସ ଭିତରକୁ ପଶି କର୍ମଚାରୀଙ୍କୁ ଭୟଭୀତ କରି ୧୨ କୋଟି ଟଙ୍କା ସହ…
ପୁରୀରେ ହାଜତ ମୃତ୍ୟୁକୁ ନେଇ ପୋଲିସ-ଜନତା ମୁହାଁମୁହିଁ: ଏନ୍ଏଚ୍ଆର୍ସି ଗାଇଡଲାଇନ୍ ଅନୁଯାୟୀ ତଦନ୍ତ ହେବ ବୋଲି କହିଲେ ଏସ୍ପି
ପୁରୀ ଅଫିସ, ୧୯।୧୧: ହାଜତ ମତ୍ୟୁକୁ ନେଇ ପୁରୀରେ ଗୁରୁବାର ଉତ୍ତେଜନା ଦେଖାଦେଇଛି। ପୋଲିସ ମାଡ଼ରେ କେ. ରମେଶଙ୍କ ମୃତ୍ୟୁ ହୋଇଥିବା ସମ୍ପର୍କୀୟ ଅଭିଯୋଗ କରିବା ପରେ ଏହାକୁ ବିଭିନ୍ନ ବର୍ଗର ଲୋକେ ତୀବ୍ର ବିରୋଧ କରିଛନ୍ତି। ଅନ୍ୟପକ୍ଷରେ ଏହି ଅଭିଯୋଗକୁ…
ବଦଳିବ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଚିତ୍ର
ପୁରୀ ଅଫିସ,୧୮ା୧୧:ବଦଳିବ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଓ ଏହାର ଚତୁଃପାର୍ଶ୍ୱ ଚିତ୍ର। ଅବହେଳିତ ଅବସ୍ଥାରେ ଥିବା ଏହି ତୀର୍ଥ ପୁଷ୍କରିଣୀର ଉନ୍ନତୀକରଣ କରାଯିବ। ଐତିହ୍ୟ ପର୍ଯ୍ୟଟନ କେନ୍ଦ୍ର ଭାବେ ଏହାକୁ ବିକଶିତ କରାଯିବ। ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଆବଶ୍ୟକ ବ୍ୟବସ୍ଥା ହେବ। ପୁଷ୍କରିଣୀକୁ…
ଖୋଲା ଆକାଶ ତଳେ ଶୋଇପାରିବେନି ପିଲା
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ରାଜ୍ୟର ଅଧିକାଂଶ ସହରାଞ୍ଚଳରେ ପିଲାମାନେ ନିଜ ବାସହୀନ ପରିବାରଙ୍କ ସହ ଖୋଲା ଆକାଶ ତଳେ ରହୁଛନ୍ତି। ଶୀତ ଦିନରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆସିବା ସହ ଏହାର ପ୍ରକୋପ ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି। ତେଣୁ ସେମାନଙ୍କ ସ୍ବାସ୍ଥ୍ୟ…
ପୁରୀକୁ ଆସିବାରୁ ଲୋକେ ମୋତେ ଚିହ୍ନିଲେ: ସମ୍ବିତ୍
ପୁରୀ ଅଫିସ, ୧୮ା୧୧:ପୁରୀକୁ ନେଇ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଯେଉଁ ମନ୍ତବ୍ୟ ଦେଇଛନ୍ତି ତାହାକୁ ବିଭିନ୍ନ ସଙ୍ଗଠନ ଏବଂ ବ୍ୟକ୍ତିବିଶେଷ ତୀବ୍ର ବିରୋଧ କରିଛନ୍ତି। ଲେଖାଶ୍ରୀଙ୍କ ମନ୍ତବ୍ୟ ଥିଲା, ଭାରତର ଅନେକ ଲୋକ ପୁରୀକୁ କଲିକତାର ବୋଲି ଆଗରୁ ଭାବୁଥିଲେ।…
ରକ୍ତ ଦେଇ ନାବାଳକର ଜୀବନ ବଞ୍ଚାଇଲେ ଆମ୍ବୁଲାନ୍ସ କର୍ମଚାରୀ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ରକ୍ତ ଦେଇ ନାବାଳକର ଜୀବନ ବଞ୍ଚାଇଛନ୍ତି ଜଣେ ଆମ୍ବୁଲାନ୍ସ କର୍ମଚାରୀ। ଜଣେ ଅପରିଚିତ ରୋଗୀକୁ ରକ୍ତ ଦାନକରିଥିବା ମାନବିକତାର ପରିଚୟ ଦେଇଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ସୁଜିତ୍ ସାହୁଙ୍କ ପାଖକୁ ଏବେ ପ୍ରଶଂସାର ସୁଅ ଛୁଟୁଛି। ସୂଚନା ଅନୁଯାୟୀ, ଭୁବନେଶ୍ୱର ଉପକଣ୍ଠ…
୧୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୫୯୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ୧୭…
Archives


