ରାଜ୍ୟ

ଆଜି ଭାଲେଣ୍ଟାଇନ୍ସ ଡେ: ରାଜଧାନୀରେ ୩୦୦ ବାହାଘର

ଭୁବନେଶ୍ୱର, ୧୪।୨(ବ୍ୟୁରୋ): ପ୍ରେମର ପରିଭାଷାକୁ ପରିପ୍ରକାଶ କରିବା ପାଇଁ ପାଳନ ହେଉଛି ଭାଲେଣ୍ଟାଇନ୍ସ ଡେ। ଫେବୃୟାରୀ ୭ ରୋଜ୍‌ ଡେରୁ ଆରମ୍ଭ ହୋଇଥିବା ସପ୍ତାହର ଅନ୍ତିମ ଦିନ ପ୍ରେମ ଦିବସ। ରବିବାର ଏହାକୁ ସ୍ବତନ୍ତ୍ରଭାବେ ପାଳନ କରିବା ପାଇଁ ପ୍ରେମୀଯୁଗଳ ପୁରା…

ସରକାରୀ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଇଂଲିଶ

ଭୁବନେଶ୍ୱର, ୧୪।୨(ବ୍ୟୁରୋ): ଏଣିକି ସରକାରୀ ସ୍କୁଲରେ ପିଲାମାନେ ପ୍ରଥମ ଶ୍ରେଣୀରୁ ଇଂଲିଶ ପାଠ ପଢ଼ିବେ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଥିବା ୧୦୦ଟି ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସ୍କୁଲରେ ଇଂଲିଶ ବିଷୟକୁ ସାମିଲ କରାଯିବ। ଶନିବାର ଏ ସଂକ୍ରାନ୍ତରେ ବିଦ୍ୟାଳୟ ଓ ଗଣଶିକ୍ଷା…

ଉପଯୋଗ ନ କଲେ ଜରିମାନା

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଶିଳ୍ପାଞ୍ଚଳରୁ ବାହାରୁଥିବା ଗଦା ଗଦା ଫ୍ଲାଏ ଆଶ୍‌ (ଉଡ଼ନ୍ତା ପାଉଁଶ) ପରିବେଶ ପାଇଁ ଭୟଙ୍କର ବିପଦ ସୃଷ୍ଟି କରି ଚାଲିଛି। ଶିଳ୍ପାୟନ ବଢୁଥିବାରୁ ଏହା ଜଳ, ଭୂପୃଷ୍ଠ ଓ ବାୟୁମଣ୍ଡଳକୁ ବିପଜ୍ଜନକ ଭାବେ ଆକ୍ରାନ୍ତ କଲାଣି। ଏହାକୁ ଦୃଷ୍ଟିରେ ରଖି…

କାର୍ଯ୍ୟକ୍ଷମ ହେଉନି ବାଣିଜ୍ୟକର କାର୍ଯ୍ୟାଳୟ

ତାଳଚେର, ୧୪ା୨ (ନି.ପ୍ର.) ତାଳଚେରଠାରେ ରାଜ୍ୟ ସରକାରଙ୍କ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟ ଅଛି। କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ଏହାକୁ କାର୍ଯ୍ୟକ୍ଷମ କରାଯାଉ ନାହିଁ। ଗତ ଅଢେଇ ବର୍ଷରୁ ଊଦ୍ଧ୍ୱର୍ର୍ ହେଲା ଏହି କାର୍ଯ୍ୟାଳୟର କାଗଜପତ୍ର ଓ ଆସବାବପତ୍ର ଉପଜିଲାପାଳଙ୍କ ଅଫିସ…

୯୦ ବର୍ଷ ପରେ ହୁଡ଼ିସାହିରେ ଅଧିକାରୀ

ଚମ୍ପୁଆ, ୧୪।୨(ଡି.ଏନ.ଏ.)-ସମସ୍ୟା ବହୁଳ ହୁଡିସାହି ଚମ୍ପୁଆ ଏନ୍‌ଏସିରେ ଅନ୍ତର୍ଭୁକ୍ତ ହୋଇଥିଲେ ବି ଆଜି ବି ମୌଳିକ ସୁବିଧାରୁ ବଞ୍ଚିତ। ଏନେଇ ଖବର ପ୍ରକାଶିତ ପରେ ଏନଏସି ପ୍ରଶାସନ ତପତ୍ରତା ପ୍ରକାଶ କରିଛନ୍ତି। ଦୀର୍ଘ ୯୦ ବର୍ଷ ପରେ ବର୍ତ୍ତମାନର ଏନ୍‌ଏସି ନିର୍ବାହୀ…

ଜାଲ୍‌ ହନୁମାନ ତମ୍ବା ପଇସା ଦେଇ ଠକୁଥିଲେ, ତାପରେ…

ଚିତ୍ରକୋଣ୍ଡା,୧୪ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସଦରର ଜଣେ ବ୍ୟକ୍ତିଙ୍କ ଘରୁ ହନୁମାନ ପଇସା, ବହୁ ପୁରୁଣା ତମ୍ବା ମୁଦ୍ରା, ହରିଣ ଛାଲ, ଗୋଟିଏ ବନ୍ଧୁକ, ଜବତ ହୋଇଛି। ଏଥିରେ ସମ୍ପୃକ୍ତ ୩ଜଣଙ୍କୁ ଚିତ୍ରକୋଣ୍ଡା ପୋଲସ ଗିରଫ କରିଛି। ସେମାନେ ହେଲେ ମୋହନ…

ଫାଟୁସିନେରିରେ ଆନ୍ଧ୍ର କଲା ନିର୍ବାଚନ: ସେଧା ହେଲେ ସରପଞ୍ଚ

ପଟାଙ୍ଗୀ,୧୪ା୨: ଆନ୍ଧ୍ର ଓଡ଼ିଶାର ସୀମାନ୍ତ ଗ୍ରାମ କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମକୁ ନିଜର ବୋଲି ଦାବି ସାବ୍ୟସ୍ଥ କରିବା ପାଇଁ ଶେଷରେ ଶନିବାର ଏହି ଗ୍ରାମରେ ପଞ୍ଚାୟତ ନିର୍ବାଚନ କରିଛି। ବିଜୟନଗରମ ଜିଲା ପ୍ରଶାସନ ସହଯୋଗରେ…

ବିନା ହେଲମେଟ୍‌ରେ ଦିଆଯାଉଥିଲା ପେଟ୍ରୋଲ, ତାପରେ …

ମାଲକାନଗିରି,୧୩ା୨: ମାଲକାନଗିରି ଜିଲା ଯୋଗାଣ ବିଭଗ ପକ୍ଷରୁ ଶନିବାର ଜିଲା ସଦର ମହକୁମାରେ ଥିବା ସମସ୍ତ ପେଟ୍ରୋଲ ପମ୍ପ ଯାଞ୍ଚ କରାଯାଇଥିଲା। ଏହି ସମୟରେ ନିୟମ ଉଲ୍ଲଂଘନ କରିଥିବାରୁ ଏକ ପେଟ୍ରୋଲ ପମ୍ପକୁ ସିଲ ପ୍ରଶାସନ ସିଲ୍‌ କରିଥିଲା। ନିୟମ ଅନୁଯାୟୀ…

ସ୍ତ୍ରୀ ହତ୍ୟା ଲାଗି ସୁପାରି

ନୟାଗଡ ଅଫିସ,୧୩।୨: ହତ୍ୟାର ୧୫ ଦିନ ପରେ ନୟାଗଡ ଜିଲା ଶରଣକୁଳ ଥାନା ସୁଆରସାହିର ସସ୍ମିତା ମହାପାତ୍ର ହତ୍ୟା ଘଟଣାର ଗୁମର ଫିଟିଛି । ସ୍ତ୍ରୀଙ୍କୁ ହତ୍ୟା କରିବାକୁ ସ୍ବାମୀ ୪ ସୁପାରିକିଲରଙ୍କୁ ନିୟୋଜିତ କରିଥିଲେ । ହତ୍ୟାକାଣ୍ଡ ପରେ ସେହି…

ଘରକୁ ଫେରୁଥିବା ବେଳେ ଛାତ୍ରୀଙ୍କୁ ଗଣବଳାତ୍କାର

ଭଞ୍ଜନଗର,୧୩।୨: ଭଞ୍ଜନଗର ସହରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଗଣବଳତ୍କାର ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ଶନିବାର ୪ଜଣଙ୍କୁ ଗିରଫ କରିଛି।   ଛାତ୍ରୀ ଜଣଙ୍କ ଏକ କମ୍ପ୍ୟୁଟର ସେଣ୍ଟରକୁ ପଢ଼ିବାକୁ ଯାଇଥିଲେ। ସେ ଘରକୁ ଫେରୁଥିବା ବେଳେ ନିଛାଟିଆ…

୨ ଗୁଣା ଫି’ ବୃଦ୍ଧି ପ୍ରତିବାଦରେ ଛାତ୍ର ଅଶାନ୍ତ

ଭୋଗରାଇ,୧୩।୨: ଫି’ ବୃଦ୍ଧି ପ୍ରତ୍ୟାହାର ଦାବି ନେଇ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କମର୍ଦ୍ଦା କଲେଜର ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ରମାନେ ଶନିବାର କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ୪ ଘଣ୍ଟା ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।…

୩ ଘଣ୍ଟିଆ ଚକାଜାମ୍‌

ସମ୍ବଲପୁର,୧୩ା୨(ବ୍ୟୁରୋ): ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ଶନିବାର ସମ୍ବଲପୁର ଜିଲା ଭାଜପା ପକ୍ଷରୁ ୩ ଘଣ୍ଟିଆ ଚକା ଜାମ୍‌ କରାଯାଇଥିଲା। ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ତତ୍ତ୍ୱାବଧାନରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଆନ୍ଦୋଳନ ହୋଇଥିଲା। ସମ୍ବଲପୁର-ଦେବଗଡ ୫୩ନଂ. ଜାତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri