ରାଜ୍ୟରେ ପୁଣି ୮୬୮ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୩୬୯ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ…
୧୦ବର୍ଷର ଆକ୍ରୋଶରୁ ଗଣହତ୍ୟା
ବଲାଙ୍ଗୀର ଅଫିସ/ପାଟଣାଗଡ଼, ୧୯ା୧୧(ଡି.ଏନ୍.ଏ.):ପାଟଣାଗଡ଼ ସହଁରାପଡାରେ ଗତ ୧୦ ତାରିଖ ରାତିରେ ଗୋଟିଏ ପରିବାରର ୬ ଜଣ ସଦସ୍ୟଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡର ୮ ଦିନ ପରେ ବଲାଙ୍ଗୀର ପୋଲିସ ଏହି ଗଣହତ୍ୟାର ପର୍ଦ୍ଦାଫାଶ କରିଛି। ଏସ୍ପି ମାଡକର ସନ୍ଦୀପ…
ବିଷାକ୍ତ ହେଉଛି ଭୂତଳ ଜଳ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ମାତ୍ରାଧିକ ରାସାୟନିକ ସାର ପ୍ରୟୋଗ, କ୍ଷତିକାରକ ଦ୍ରାବକ, ଶିଳ୍ପାଞ୍ଚଳ ଓ ସହରାଞ୍ଚଳରୁ ବାହାରୁଥିବା ବର୍ଜ୍ୟ ଜଳ ଯୋଗୁ ରାଜ୍ୟର ଭୂତଳ ଜଳ ବିଷାକ୍ତ ହେବାରେ ଲାଗିଛି। ପାଣିରେ ମନୁଷ୍ୟ ଶରୀର ପାଇଁ କ୍ଷତିକାରକ ଫ୍ଲୋରାଇଡ୍, ଇଲେକ୍ଟ୍ରିକାଲ କଣ୍ଡକ୍ଟିଭିଟି, ଜିଙ୍କ, ଟୋଟାଲ କଲିଫର୍ମ,…
କରୋନା ଯୋଦ୍ଧାଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ହସ୍ପିଟାଲ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): କରୋନା ଯୋଦ୍ଧାଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ ଦେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱରସ୍ଥିତ ଆଦିତ୍ୟ ଅଶ୍ୱିନୀ କୋଭିଡ୍-୧୯ ହସ୍ପିଟାଲରେ କରୋନା ସଂକ୍ରମିତ ଡାକ୍ତର ଓ ଅନ୍ୟ କୋଭିଡ୍ ଯୋଦ୍ଧାଙ୍କ ଚିକିତ୍ସା କରାଯିବ। ଏ ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ଓ…
ଶୀତ ଗାଏବ: ୧୨ ଜିଲାରେ କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ ଶୀତ ଗାଏବ ହୋଇଯାଇଛି। ଆସନ୍ତା ୨୫ ତାରିଖ ଯାଏ ଶୀତର ଦେଖା ମିଳିବ ନାହିଁ। ଓଡ଼ିଶା ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟ ଭିତରକୁ ଅଧିକ ମାତ୍ରାରେ ଜଳୀୟ ବାଷ୍ପ ପ୍ରବେଶ କରୁଛି।…
ଶୀତ ଅଧିବେଶନରେ ରହିବନି ପ୍ରଶ୍ନକାଳ
ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ):ବିଧାନସଭାର ମୌସୁମୀ ଅଧିବେଶନ ଭଳି ଆସନ୍ତା ଶୀତ ଅଧିବେଶନରେ ମଧ୍ୟ ପ୍ରଶ୍ନକାଳ ରହିବ ନାହିଁ। ଏହାକୁ ବାତିଲ କରିଦିଆଯାଇଛି। କୋଭିଡ୍ ଗାଇଡ୍ଲାଇନ ଅନୁଯାୟୀ ଗୃହ ଚାଲିବ। ଦିନକୁ ସାଢେ ୪ ଘଣ୍ଟା ପାଇଁ ବିଧାନସଭା ଚାଲିବ ବୋଲି ବୁଧବାର ବାଚସ୍ପତି…
ଉଜୁଡ଼ିଲା ଧାନଚାଷ, ହାତ ଟେକିଦେଲା ବିଭାଗ
ଜଗତ୍ସିଂହପୁର ଅଫିସ, ୧୯ା୧୧:ଜଗତ୍ସିଂହପୁର ଜିଲାରେ ନିମ୍ନମାନର ବିହନକୁ ନେଇ ଚାଷୀ ବିଭିନ୍ନ ସମୟରେ କ୍ଷତିଗ୍ରସ୍ତ ହେଉଥିବା ଅଭିଯୋଗ ହୋଇଆସିଛି। ଏବେ ସାରଳା ଓ ଆର୍ଜିଏଲ୍-୨୫୩୭ ସରକାରୀ ଧାନ ବିହନ ଶତାଧିକ ଚାଷୀଙ୍କୁ ନିରାଶ କରିଛି। ନିମ୍ନମାନର ବିହନ ଯୋଗୁ ଧାନ ପତ୍ରରେ…
ଓଡ଼ିଶାକୁ ‘ଶ୍ରେଷ୍ଠ ମେରାଇନ୍ ଷ୍ଟେଟ୍’ ଆଓ୍ବାର୍ଡ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ଓଡ଼ିଶାକୁ ମିଳିଛି ‘ଶ୍ରେଷ୍ଠ ମେରାଇନ୍ ଷ୍ଟେଟ୍’ ଆଓ୍ବାର୍ଡ। କେନ୍ଦ୍ର ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରଣାଳୟ ଓଡ଼ିଶାକୁ ଦେଶର ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟର ମାନ୍ୟତା ଦେଇଛି। ଆସନ୍ତା ୨୧ ତାରିଖ ବିଶ୍ୱ ମତ୍ସ୍ୟ ଦିବସରେ ଆୟୋଜିତ ହେବାକୁ ଥିବା ସ୍ବତନ୍ତ୍ର ଉତ୍ସବରେ ମନ୍ତ୍ରଣାଳୟ…
ସ୍ବାସ୍ଥ୍ୟ କର୍ମୀ, ଗର୍ଭବତୀ ମହିଳା, ବରିଷ୍ଠ ନାଗରିକଙ୍କୁ ପ୍ରଥମେ ମିଳିବ ଟୀକା
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ)-କରୋନା ମୁକାବିଲା ପାଇଁ ବିଭିନ୍ନ ଟୀକାର ପରୀକ୍ଷା ନିରୀକ୍ଷା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ନିକଟରେ ଟୀକାମିଳିବାର ଆଶା ଉଜ୍ୱଳ ହୋଇଛି। ଟୀକା ପ୍ରଦାନ ସମୟରେ ସ୍ବାସ୍ଥ୍ୟ କର୍ମୀ ସମେତ ଗର୍ଭବତୀ ଏବଂ ୬୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟୀକ ପ୍ରଦାନରେ ପ୍ରାଥମିକତା…
ଡ୍ରଗ୍ସ ଲିଙ୍କ୍ରେ ବିଏମ୍ସି କର୍ମଚାରୀ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ) : ରାଜଧାନୀରେ ବେଧଡ଼କ ଭାବେ ଚାଲିଥିବା ଡ୍ରଗ୍ସ କାରବାରରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କର୍ମଚାରୀ। ଲିଙ୍ଗରାଜ ଥାନା ପୋଲିସ ପୁରୁଣା ଭୁବନେଶ୍ୱରିରେ ଚଢ଼ାଉ କରି ଜଣଙ୍କୁ ଗିରଫ କରିବା ସହ ଏହି ଘଟଣାର ପର୍ଦ୍ଦାଫାସ କରିଛି। ଗିରଫ ଅଭିଯୁକ୍ତ…
ରାଜ୍ୟରେ ସୁସ୍ଥ ହେଲେ ୧୩୦୩ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ…
ଭୁବନେଶ୍ୱର,୧୮ ା୧୧(ବ୍ୟୁରୋ)- ରାଜ୍ୟରେ ବୁଧବାର ଆଉ ୧୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୧୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୦୩, ମୟୂରଭଞ୍ଜରୁ ୧୦୧, ସୁନ୍ଦରଗଡରୁ ୯୭, ଖୋର୍ଦ୍ଧାରୁ ୯୬, ଝାରସୁଗୁଡାରୁ ୮୬, ଜଗତସିଂହପୁରରୁ ୫୫, ବାଲେଶ୍ବରରୁ…
ପାଟଣାଗଡ ଗଣହତ୍ୟା ମାମଲାର ପର୍ଦ୍ଦାଫାସ୍
ବଲାଙ୍ଗୀର ଅଫିସ,୧୮।୧୧-ବହୁ ଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ ଗଣହତ୍ୟା ମାମଲାର ବୁଧବାର ପର୍ଦ୍ଦାଫାସ୍ ହୋଇଛି। ଏହି ମାମଲାରେ ପୋଲିସ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ୨ ଜଣ ଅଭିଯୁକ୍ତ ଫେରାର ଅଛନ୍ତି। ଗଣହତ୍ୟାରେ ୯ ଜଣଙ୍କ ସମ୍ପୃକ୍ତି ଥିବା ନେଇ…
Archives


