ରାଜ୍ୟ

ଦାନ ମାଝିଙ୍କ ଝିଅ ମାଟ୍ରିକ ପାସ୍‌ କଲେ

ଭୁବନେଶ୍ୱର,୨୫।୬: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍‌ସେସ୍‌(କିସ୍‌)ରେ ପଢୁଥିବା ବହୁ ଚର୍ଚ୍ଚିତ ଦାନ ମାଝିଙ୍କ ବଡ଼ ଝିଅ ଚାନ୍ଦିନୀ ମାଝି ଉତ୍ତୀର୍ଣ୍ଣ ହୋଇଛନ୍ତି। ତାଙ୍କର ଅନ୍ୟ…

ଘରେ ପଶି ନାବାଳିକାଙ୍କୁ ବଳାତ୍କାର

ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ ଏକ ମାମଲା (ନଂ. ୩୧୨/୨୧) ରୁଜୁ କରି ତଦନ୍ତ ଚଳାଇଛି। ପୋଲିସ ଶୁକ୍ରବାର ଅଭିଯୁକ୍ତଙ୍କୁ…

କାର୍‌ରେ ପ୍ରେସ୍‌ ଲେଖି ଚାଲାଣ କରୁଥିଲେ କଫ ସିରପ୍‌

ବରଗଡ଼ ଅଫିସ୍‌,୨୫।୬: ପୋଲିସକୁ ଚଖ୍‌ମା ଦେବା ପାଇଁ କଫ ସିରପ୍‌ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍‌ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍‌/୫୯୯୮ ନମ୍ବର ଥିବା ଏକ କାରକୁ ଅଟକାଇ ଥିଲା ପୋଲିସ। ଗାଡିର ତଲାସି ବେଳେ ମିଳିଥିଲା…

୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍‌ସୋ କୋର୍ଟ

ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍‌ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍‌ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ କାର୍ଯ୍ୟକ୍ଷମ ରହିଛି। ପୋକ୍‌ସୋ ମାମଲାର ଶୀଘ୍ର ଶୁଣାଣି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ମଦ୍ରାସା ପରୀକ୍ଷାରେ ସମସ୍ତେ ପାସ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓଡ଼ିଶା ରାଜ୍ୟ ମଦ୍ରାସା ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମୌଲବୀର ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଭୁବନେଶ୍ୱର ୟୁନିଟ୍‌-୯ ସ୍ଥିତ ଉର୍ଦ୍ଦୁଭବନ ପରିସରରେ ଫଳ ପ୍ରକାଶ କରାଯାଇଛି। ମୌଲବୀ ପରୀକ୍ଷାରେ ମୋଟ୍‌ ୨୧୨ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ।…

ଓଡ଼ିଶାରେ ଡେଲଟା ପ୍ଲସ

ଭୁବନେଶ୍ୱର,୨୫।୬: ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଛି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଦେଶରେ ଡେଲଟା ପ୍ଲସ ମାମଲା ୪୮ରେ ପହଞ୍ଚିଛି। ମହାରାଷ୍ଟ୍ରରେ ୨୦ ଡେଲଟା ପ୍ଲସ ମାମଲା ଚିହ୍ନଟ…

ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ କରୋନା କଟକଣା ଯୋଗୁ ବିକଳ୍ପ ଉପାୟରେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଏଥିରେ ରେଗୁଲାର୍‌ରେ ପାସ ହାର ୯୭.୮୯% ରହିଛି। ସେଥି ମଧ୍ୟରୁ…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ ଏହାକୁ ପ୍ରକାଶ କରାଯାଇଛି। ଏଥିରେ ରେଗୁଲାର୍‌ରେ ପାସ ହାର…

ଜୁଲାଇ ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱର ୧ ନମ୍ବର ହାଟ ବନ୍ଦ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭୁବନେଶ୍ୱର ୧ ନମ୍ବର ହାଟକୁ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ଜୁଲାଇ ପହିଲା ପର୍ଯ୍ୟନ୍ତ ହାଟ ବନ୍ଦ କରାଯାଇଛି। ଉଭୟ ହୋଲ୍‌ସେଲ୍‌ ଓ ରିଟେଲ ବ୍ୟବସାୟୀଙ୍କ ପାଇଁ ହାଟ ବନ୍ଦ କରାଯାଇଛି । କରୋନା ସଂକ୍ରମଣ ବଢ଼ିବା ଆଶଙ୍କା କରି ଭୁବନେଶ୍ୱର…

ୟୁଜି-ପିଜି ପରୀକ୍ଷା, ଜଣେ ପିଲାଙ୍କୁ ଜଣେ ଶିକ୍ଷକଙ୍କ ଦାୟିତ୍ୱ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନେଇ ଶୁକ୍ରବାର ଏକ ବୈଠକ ବସିଥିଲା । ଏଥିରେ ୟୁଜି ଓ ପିଜି ପରୀକ୍ଷା ନେଇ ଆଲୋଚନା ହୋଇଛି। ଭର୍ଚୁଆଲ ବୈଠକରେ ଜୁଲାଇ କିମ୍ବା ଅଗଷ୍ଟ ପରେ କିଭଳି ପରୀକ୍ଷା କରାଯିବ ସେନେଇ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ…

ଘରୋଇ ହସ୍ପିଟାଲକୁ ଟିକା ଯୋଗାଣ ବନ୍ଦ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଘରୋଇ ହସ୍ପିଟାଲକୁ ମାଗଣାରେ କୋଭିଡ୍‌-୧୯ ଟିକା ଯୋଗାଣ ବନ୍ଦ ହେବ। ଯଦି କୌଣସି ଘରୋଇ ହସ୍ପିଟାଲରେ ଟିକା ଗଚ୍ଛିତ ଥିବ ତେବେ ସେଗୁଡ଼ିକୁ ତୁରନ୍ତ ଫେରାଇ ଆଣିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଗୁରୁବାର ସ୍ବାସ୍ଥ୍ୟ ଓ…

ଆଜି ଆଉ ୪୦ ଜୀବନ ନେଲା କରୋନା, ୩୮୦୦ ଟପିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୦ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି। ଆଜି ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?