ରାଜ୍ୟ

ମା’ଙ୍କ ମୃତ୍ୟୁ ପରେ ଶିଶୁକନ୍ୟାଙ୍କୁ ବିକ୍ରି

କୋରାପୁଟ ,୧୨ା୨: କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲରୁ ଶୁକ୍ରବାର ଏକ ଶିଶୁ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ଶିଶୁକନ୍ୟାଙ୍କ ବାପା କହିଛନ୍ତି ଯେ, ତାଙ୍କ ଝିଅକୁ ବିକ୍ରି କରିଦିଆଯାଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ…

ବାପାଙ୍କ ମୃତ୍ୟୁପରେ ଜିଲା ପରିଷଦ ଉପନିର୍ବାଚନରେ ଜିତିଲା ପୁଅ

ବାରିପଦା ଅଫିସ/ ସାରସକଣା,୧୨ା୨: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ୫୬ନଂ. ଜୋନ ଜିଲାପରିଷଦ ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ତୁଷାରେନ୍ଦୁ ମହାନ୍ତ ବାଜିମାତ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ବଂଶୀଧର ବେରାଙ୍କଠାରୁ ୧୦ହଜାର ୪୨୮ଖଣ୍ଡ ଭୋଟ ଅଧିକ ପାଇ ବିଜୟୀ…

ସୁସ୍ଥ ହେଲେ ୭୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୨।୨: ଓଡ଼ିଶାରେ ଶୁକ୍ରବାର ୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ୍‌-୧୯ରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୩୫୧ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୧୧, ମୟୁରଭଞ୍ଜରୁ ୯, ବାଲେଶ୍ୱର, ବରଗଡ଼ ଓ କଟକରୁ ୬, ଅନୁଗୁଳ…

୩୫ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀଙ୍କୁ ମିଳିଲା କାଳିଆ ଟଙ୍କା

ଭୁବନେଶ୍ୱର,୧୨।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେସିଂ ମାଧ୍ୟମରେ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏ କାଳିଆ ଟଙ୍କା ପ୍ରଦାନ କରିଛନ୍ତି। ମୋଟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ…

ଦୁର୍ଘଟଣା ପରେ ପୋଲିସ-ଜନତା ମୁହାଁମୁହିଁ

ସୋର, ୧୨।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସୋର-ବାଗୁଡି ରାସ୍ତାର ଆଙ୍ଗୁଳା ଛକଠାରେ ଗୁରୁବାର ରାତିରେ ଟ୍ରକ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ଆହତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଏହି ରାସ୍ତା ଦେଇ ପ୍ରତିଦିନ…

ପୁରୀରେ ପହଞ୍ଚିଲା ରଥ କାଠ

ନୟାଗଡ଼ ଅଫିସ/ଦଶପଲ୍ଲା,୧୨।୨: ଶୁକ୍ରବାର ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୪୯ଖଣ୍ଡ ରଥ କାଠ ୨ଟି ଟ୍ରକରେ ପୁରୀ ପହଞ୍ଚିଛି। ଦଶପଲ୍ଲାର ପ୍ରସିଦ୍ଧ ମହାବୀର ମନ୍ଦିର ସମ୍ମୁଖରେ ପାରମ୍ପରିକ ରୀତିରେ ପୂଜାର୍ଚ୍ଚନା ପରେ କାଠ ବୋଝେଇ ୨ ଟ୍ରକ ପୁରି ଅଭିମୁଖେ ବାହାରିଥିଲା।…

ସମ୍ବଲପୁରରେ ଚିହ୍ନଟ ହୋଇନାହାନ୍ତି ନୂଆ ସଂକ୍ରମିତ

ସମ୍ବଲପୁର,୧୨ା୨(ବ୍ୟୁରୋ): ସମ୍ବଲପୁର ଜିଲା ପ୍ରଶାସନ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁସାରେ ଶୁକ୍ରବାର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଶୂନ ହୋଇଛି। ହେଲେ ପୂର୍ବରୁ ସଂକ୍ରମଣ ହୋଇଥିବା ୪୨ ଜଣ ଚିକିତ୍ସାଧୀନ ଅଛନ୍ତି। ଜିଲାରେ ମୋଟ ୯୯୧୨ ଜଣ କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇଥିବା…

ଆଜି ଭୁବନେଶ୍ୱରରୁ ମାତ୍ର ୨ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ଲୋକାଲ କେସ୍‌ ଥିବା ବେଳେ ଜଣେ କ୍ୱାରାଣ୍ଟାଇନ୍‌ରୁ ଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ…

ଘୁଞ୍ଚିଲା ସିଭିଲ ସର୍ଭିସ ଫର୍ମ ପୂରଣ ତାରିଖ

ଭୁବନେଶ୍ୱର, ୧୨।୨(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ଅନ୍‌ଲାଇନ ଆବେଦନର ଶେଷ ତାରିଖକୁ ବଢ଼ାଇ ଦିଆଯାଇଛି। ୨୦୨୦ ବର୍ଷ ପାଇଁ ହେବାକୁ ଥିବା ପରୀକ୍ଷା ସକାଶେ ଅନ୍‌ଲାଇନ ରେଜିଷ୍ଟ୍ରେଶନ, ଫି ପୈଠ ଓ ଦରଖାସ୍ତ ଦାଖଲ ଏବେ ମାର୍ଚ୍ଚ ପର୍ଯ୍ୟନ୍ତ…

ଆଜି ରାଜ୍ୟରୁ ୫୮ ପଜିଟିଭ୍‌ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ରାଜ୍ୟରୁ ୫୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୦୪୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫ ଜଣ…

ଆଜି ଟୁଇନ୍‌ ସିଟିରେ ଘନ କୁହୁଡ଼ି, ମୁହଁକୁ ମୁହଁ ଦେଖାଯାଉନି

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଶୁକ୍ରବାର ସକାଳେ ଟୁଇନ୍‌ ସିଟି ଅର୍ଥାତ୍‌ କଟକ ଭୁବନେଶ୍ୱରରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। ସକାଳୁ ଅତି ନିକଟରୁ ମଧ୍ୟ ମୁହଁକୁ ମୁହଁ ଦେଖାଯାଉନି। ଫଳରେ ଯାତାୟାତରେ ବାଧା ସୃଷ୍ଟି ହୋଇଛି। ସେହିପରି ରାଜ୍ୟର ବିଭିନ୍ନ ଜିଲାରେ ମଧ୍ୟ କୁହୁଡ଼ି…

କଟାମୁଣ୍ଡର କାହାଣୀ…

ଭୁବନେଶ୍ୱର,୧୨।୨ (ବ୍ୟୁରୋ): ଫେବୃୟାରୀ ୩ରୁ ୧୧। କମିଶନରେଟ ପୋଲିସ୍‌ ପାଇଁ ଥିଲା ସବୁଠୁ ବଡ଼ ଚ୍ୟାଲେଞ୍ଜ। ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ-ଦାସପୁର ରାସ୍ତା ପାର୍ଶ୍ୱରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣା ପୋଲିସ ଆଖିରୁ ନିଦ ହଜାଇ ଦେଇଥିଲା। ମୁଣ୍ଡ ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri