୬ ଜିଲାରେ ଭାଜପାର ନୂଆ କାର୍ଯ୍ୟାଳୟ
ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଭାଜପା କାର୍ଯ୍ୟାଳୟ ଏକ କୋଠା ନୁହେଁ ବରଂ ଏହା ଏକ ସଂସ୍କାର କେନ୍ଦ୍ର। ଏହି ଭବନ ମାଧ୍ୟମରେ ଆମେ ଦଳ ସହ ଯୋଡ଼ି ହୋଇ ରହିଥାଉ। ଦଳର ସଂସ୍କାର କାର୍ଯ୍ୟାଳୟରୁ ହିଁ ମିଳିଥାଏ। ବିଶ୍ୱର ସର୍ବବୃହତ ଦଳର ଏହି…
୧୪ ଜିଲାରେ ୩୫ ନକଲି ଶିକ୍ଷକ
ଯାଜପୁର ଅଫିସ,୧୮ା୧୧: ରାଜ୍ୟର କୋଣ ଅନୁକୋଣରେ ନକଲି ବିଏଡ୍/ସି.ଟି. ଡିଗ୍ରୀଧାରୀ ଶିକ୍ଷୟତ୍ରୀଶିକ୍ଷକ ନିଯୁକ୍ତି ପାଇ ସମସ୍ତ ସରକାରୀ ସୁବିଧାସୁଯୋଗ ହାସଲ କରୁଛନ୍ତି। ଏହାଦ୍ୱାରା ପ୍ରକୃତ ବିଏଡ୍/ସି.ଟି. ଡିଗ୍ରୀଧାରୀ ଛାତ୍ରୀଛାତ୍ର ନିଯୁକ୍ତି ସୁଯୋଗରୁ ବଞ୍ଚିତ ହୋଇ ବେକାର ଜୀବନ ଅତିବାହିତ କରୁଛନ୍ତି। ୧୪…
ଜଗା ଦର୍ଶନ ପାଇଁ ପୁଣି ଅପେକ୍ଷା
ପୁରୀ ଅଫିସ, ୧୮ା୧୧: କେବେ ଖୋଲିବ ଶ୍ରୀମନ୍ଦିର ଦ୍ୱାର ଏବଂ ସେମାନେ ପୁଣି ମହାପ୍ରଭୁଙ୍କ ଆଖି ସହ ଆଖି ମିଳାଇବେ, ଏମିତି ନାନା ଆଶା ଆଶଙ୍କା ମଧ୍ୟରେ ରହିଛନ୍ତି କୋଟି କୋଟି ଜଗନ୍ନାଥପ୍ରେମୀ। ଭକ୍ତ-ଭଗବାନଙ୍କ ମଧ୍ୟରେ ଲକ୍ଷ୍ମଣରେଖା ଟାଣିଛି କରୋନା ମହାମାରୀ।…
୪୬୪.୭୨ କୋଟିର ୪ ପ୍ରକଳ୍ପ ଅନୁମୋଦିତ
ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ କୋଭିଡ୍-୧୯ ମହାମାରୀ ସତ୍ତ୍ୱେ ଶିଳ୍ପ କ୍ଷେତ୍ରକୁ ଅଗ୍ରାଧିକାର ଦେଉଛନ୍ତି ସରକାର। ରାଜ୍ୟରେ ମେଟାଲ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଆଦି ୪ଟି ଶିଳ୍ପ କ୍ଷେତ୍ରରେ ୪୬୪.୭୨ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ଏଥିରେ ୮୭୩ ଜଣଙ୍କ ପାଇଁ ନିଯୁକ୍ତି…
ଶ୍ରୀମନ୍ଦିରର ଭୁଲ୍ ଫଟୋ ଲଗାଇ ଅପପ୍ରଚାର
ପୁରୀ ଅଫିସ,୧୮ା୧୧: ଶ୍ରୀମନ୍ଦିରର ଭୁଲ୍ ଫଟୋ ବ୍ୟବହାର ଯୋଗୁ ଇଣ୍ଡିଆନ୍ ରେଲଓ୍ବେ କ୍ୟାଟରିଙ୍ଗ ଆଣ୍ଡ୍ ଟୁରିଜମ୍ କର୍ପୋରେଶନ (ଆଇଆର୍ସିଟିସି) ଓ ୨ ଓ୍ବେବ୍ ନ୍ୟୁଜ୍ ସଂସ୍ଥା ବିବାଦରେ ପଡ଼ିଛନ୍ତିି। ସେମାନଙ୍କ ଦ୍ୱାରା ଅନ୍ୟ ମନ୍ଦିରକୁ ଶ୍ରୀମନ୍ଦିର ପରିଚୟ ଦିଆଯିବାକୁ ବିରୋଧ କରି…
ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୧୫ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ଟପିଲା
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ଆଉ ୧୩୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୦୦୪୭୪କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଟୁଇଟ୍ କରି ସୂଚନା ଦିଆଯାଇଛି। ଟୁଇଟ୍ ଦେଖି…
ରାଜଧାନୀରୁ ୪୮ ନୂଆ ପଜିଟିଭ୍ ଚିହ୍ନଟ: ଲକ୍ଷ୍ମୀସାଗର-ଚନ୍ଦ୍ରଶେଖରପୁର ଅଞ୍ଚଳରୁ ସର୍ବାଧିକ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରୁ କରୋନା ସଂକ୍ରମଣ କମୁଥିବା ଦେଖାଯାଉଛି। ଏହି କ୍ରମରେ ମଙ୍ଗଳବାର ସହରରେ ୪୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀର ମୋଟ ସଂକ୍ରମିତ ସଂଖ୍ୟା ୩୦,୨୨୭କୁ ବୃଦ୍ଧି ପାଇଛି। ସେଥିରୁ ୨୯୩୫୮ଜଣ ସୁସ୍ଥ…
ଅଷ୍ଟ୍ରେଲିଆରେ ସମ୍ମାନିତ ହେଲେ ୩ ଓଡ଼ିଆ ଯୁବ ଗବେଷକ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଅଷ୍ଟ୍ରେଲିଆରେ ଚମକିଲେ ଓଡ଼ିଆ ଯୁବ ଗବେଷକ। ମେଶିନ ଲର୍ଣ୍ଣିଂ ଏବଂ ଇଣ୍ଟରନେଟ୍ ଅଫ୍ ଥିଙ୍ଗ୍ସର ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁ ଓଡ଼ିଶାର ଗବେଷକ ଡ. ରଞ୍ଜିତ ପାଣିଗ୍ରାହୀ, ଡ. ଆକାଶ କୁମାର ଭୋଇ ଏବଂ ଡ. ପ୍ରଦୀପ କୁମାର…
ସ୍ବାଭିମାନ ଅଞ୍ଚଳରେ ପ୍ରତି ପରିବାରକୁ ସ୍ମାଟଫୋନ ଦେଲେ ମୁଖ୍ୟମନ୍ତ୍ରୀ
ଚିତ୍ରକୋଣ୍ଡା,୧୭।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଲାଲଗଡ଼ର ୯ଟି ପଞ୍ଚାୟତର ପ୍ରତ୍ୟେକ ପରିବାରକୁ ସ୍ମାର୍ଟଫୋନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ସ୍ବାଭିମାନ ଅଞ୍ଚଳବାସୀଙ୍କ ସହ ସିଧାସଳଖ ଫୋନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇ ବିକାଶ କାମର…
ବେଆଇନ ଭାବେ ମାଛ ମାରୁଥିବା ଟ୍ରଲର ଜବତ: ୮ ଗିରଫ
ଗଞ୍ଜାମ, ୧୭।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପାଳିବନ୍ଧସ୍ଥିତ ଋଷୁକୁଲ୍ୟା ମୁହାଣ ଠାରୁ ୮ କିଲୋମିଟର ସମୁଦ୍ର ମଧ୍ୟରେ ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ସୋମବାର ବିଳମ୍ବିତ ରାତିରେ ଜବତ କରାଯାଇଛି। ସେହି ଟ୍ରଲରରେ ଥିବା ୮ ଯୁବକଙ୍କୁ ଗିରଫ କରାଯାଇଛି।…
ପୁରୀକୁ ନେଇ ବିବାଦୀୟ ମନ୍ତବ୍ୟ: ଲେଖାଶ୍ରୀଙ୍କ ବିରୋଧରେ ଏତଲା ଦେଲା ଯୁବ କଂଗ୍ରେସ
ପୁରୀ ଅଫିସ,୧୭ା୧୧: ପୁରୀକୁ ନେଇ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଦେଇଥିବା ମନ୍ତବ୍ୟକୁ ବିରୋଧ କରିଛି ଜିଲା ଯୁବ କଂଗ୍ରେସ । କିଛିଦିନ ପୂର୍ବରୁ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଲେଖାଶ୍ରୀ କହିଥିଲେ, ଅନେକ ଲୋକ ପୁରୀକୁ କଲିକତାର ବୋଲି ଆଗରୁ…
ମୁହଁ ଖୋଲିଲେ ଗିରଫ ଅଭିଯୁକ୍ତ: ‘ବାବୁଙ୍କ ପାଇଁ ଆଣିଥିଲେ ବାଘଛାଲ’
ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଚାଲିଛି ବାଘ ଛାଲ ବେପାର। କଲରାପତରିଆ ବାଘର ଛାଲ ସହ ଅଭିଯୁକ୍ତ ଧରାପଡ଼ିବା ପରେ ଏବେ ଫିଟୁଛି ଗୁମର। ଗିରଫ ଅଭିଯୁକ୍ତଜଣଙ୍କ ବାଘ ଛାଲ ବାବୁଙ୍କ ପାଇଁ ଆଣିଥିବା କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଆଗରେ ସ୍ବୀକାର କରିଛନ୍ତି।…
Archives


