ରାଜ୍ୟ

ଅଷ୍ଟ୍ରେଲିଆରେ ସମ୍ମାନିତ ହେଲେ ୩ ଓଡ଼ିଆ ଯୁବ ଗବେଷକ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଅଷ୍ଟ୍ରେଲିଆରେ ଚମକିଲେ ଓଡ଼ିଆ ଯୁବ ଗବେଷକ। ମେଶିନ ଲର୍ଣ୍ଣିଂ ଏବଂ ଇଣ୍ଟରନେଟ୍‌ ଅଫ୍‌ ଥିଙ୍ଗ୍ସର ଗବେଷଣା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁ ଓଡ଼ିଶାର ଗବେଷକ ଡ. ରଞ୍ଜିତ ପାଣିଗ୍ରାହୀ, ଡ. ଆକାଶ କୁମାର ଭୋଇ ଏବଂ ଡ. ପ୍ରଦୀପ କୁମାର…

ସ୍ବାଭିମାନ ଅଞ୍ଚଳରେ ପ୍ରତି ପରିବାରକୁ ସ୍ମାଟଫୋନ ଦେଲେ ମୁଖ୍ୟମନ୍ତ୍ରୀ

ଚିତ୍ରକୋଣ୍ଡା,୧୭।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଲାଲଗଡ଼ର ୯ଟି ପଞ୍ଚାୟତର ପ୍ରତ୍ୟେକ ପରିବାରକୁ ସ୍ମାର୍ଟଫୋନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ସ୍ବାଭିମାନ ଅଞ୍ଚଳବାସୀଙ୍କ ସହ ସିଧାସଳଖ ଫୋନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇ ବିକାଶ କାମର…

ବେଆଇନ ଭାବେ ମାଛ ମାରୁଥିବା ଟ୍ରଲର ଜବତ: ୮ ଗିରଫ

ଗଞ୍ଜାମ, ୧୭।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଳିବନ୍ଧସ୍ଥିତ ଋଷୁକୁଲ୍ୟା ମୁହାଣ ଠାରୁ ୮ କିଲୋମିଟର ସମୁଦ୍ର ମଧ୍ୟରେ ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ସୋମବାର ବିଳମ୍ବିତ ରାତିରେ ଜବତ କରାଯାଇଛି। ସେହି ଟ୍ରଲରରେ ଥିବା ୮ ଯୁବକଙ୍କୁ ଗିରଫ କରାଯାଇଛି।…

ପୁରୀକୁ ନେଇ ବିବାଦୀୟ ମନ୍ତବ୍ୟ: ଲେଖାଶ୍ରୀଙ୍କ ବିରୋଧରେ ଏତଲା ଦେଲା ଯୁବ କଂଗ୍ରେସ

ପୁରୀ ଅଫିସ,୧୭ା୧୧: ପୁରୀକୁ ନେଇ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଦେଇଥିବା ମନ୍ତବ୍ୟକୁ ବିରୋଧ କରିଛି ଜିଲା ଯୁବ କଂଗ୍ରେସ । କିଛିଦିନ ପୂର୍ବରୁ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଲେଖାଶ୍ରୀ କହିଥିଲେ, ଅନେକ ଲୋକ ପୁରୀକୁ କଲିକତାର ବୋଲି ଆଗରୁ…

ମୁହଁ ଖୋଲିଲେ ଗିରଫ ଅଭିଯୁକ୍ତ: ‘ବାବୁଙ୍କ ପାଇଁ ଆଣିଥିଲେ ବାଘଛାଲ’

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଚାଲିଛି ବାଘ ଛାଲ ବେପାର। କଲରାପତରିଆ ବାଘର ଛାଲ ସହ ଅଭିଯୁକ୍ତ ଧରାପଡ଼ିବା ପରେ ଏବେ ଫିଟୁଛି ଗୁମର। ଗିରଫ ଅଭିଯୁକ୍ତଜଣଙ୍କ ବାଘ ଛାଲ ବାବୁଙ୍କ ପାଇଁ ଆଣିଥିବା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଆଗରେ ସ୍ବୀକାର କରିଛନ୍ତି।…

ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦିୟିତ୍ୱ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଭୁବନେଶ୍ୱର ଏମ୍‌ପି ଅପରାଜାତି ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ। ଆଗାମୀ ୩ ବର୍ଷ ଲାଗି ରାଜ୍ୟଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଂଚାଳନ ସମିତିରେ ଭାରତ ପକ୍ଷରୁ ସେ ପ୍ରତିନିଧିତ୍ୱ କରିବେ । ଲୋକସଭା ବାଚସ୍ପତିଙ୍କ ଅନୁମୋଦନରେ ଅପରାଜିତାଙ୍କୁ ଏହି ଦାୟିତ୍ୱ…

କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୬୦ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ,୧୭ା୧୧: ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ପୂର୍ବାହ୍ନ ୧୧ଟାରେ ଗଜପତି ମହାରାଜ ଦିବ୍ୟସିଂହ ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା କରାଯିବ। ମୁଖ୍ୟତଃ ଏଥିରେ…

କମୁଛି ସଂଖ୍ୟା: ରାଜ୍ୟରେ ୬୪୪ ନୂଆ ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୪୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୦୫୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୭୧…

ବାଘ ଛାଲ ବିକ୍ରି ପାଇଁ ହେଉଥିଲା ଡିଲ୍‌, ଧରାପଡ଼ିଲେ ଯୁବକ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଭୁବନେଶ୍ୱରର ବରମୁଣ୍ଡାରେ କଲରା ପତରିୟା ବାଘ ଛାଲ ବିକ୍ରି ପାଇଁ ମଙ୍ଗଳବାର ଡିଲ୍‌ ଚାଲିଥିଲା। ଏହି ସମୟରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ପହଞ୍ଚି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ବାଘ ଛାଲ ଜବତ କରିଛି। ଅଭିଯୁକ୍ତ ଜଣଙ୍କ ହେଲେ ପ୍ରଶାନ୍ତ ନାୟକ।…

ପିଟିଶନ କମିଟିରେ ଶକ୍ତି ବିଭାଗର ଆଲୋଚନା

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ବିଧାନସଭା ପିଟିଶନ୍‌ କମିଟି ବୈଠକ ସଂଖ୍ୟା ୫୪ନଂ ପ୍ରକୋଷ୍ଠରେ ସୋମବାର ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହା କମିଟିର ପ୍ରଥମ ବୈଠକ ହୋଇଥିବା ବେଳେ ଏଥିରେ ଶକ୍ତି ବିଭାଗ ଉପରେ ଆଲୋଚନା ଆରମ୍ଭ ହୋଇଛି। ବିଭିନ୍ନ ବିଭାଗରୁ…

ମୃତ ବଉଳା କୁମ୍ଭୀର ଉଦ୍ଧାର

ରାଜନଗର,୧୭।୧୧(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ପ୍ରବାହିତ ପାଟ୍ଟଶାଳା ନଦୀରୁ ସୋମବାର ୬ ଫୁଟ ଲମ୍ବର ମାଈ କୁମ୍ଭୀର ମୃତଦେହ ଉଦ୍ଧାର ହୋଇଛି। ମାଈ କୁମ୍ଭୀରର ୪ ଦିନ ତଳୁ ମୃତ୍ୟୁ ଘଟିଥିବା ବ୍ୟବଚ୍ଛେଦରୁ ଜଣାପଡିଛି। ଅତିରିକ୍ତ ପ୍ରାଣୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri