ରାଜ୍ୟ

ଲାଞ୍ଚ ନେଇ ତହସିଲଦାର ଗିରଫ

ସୋନପୁର/ତରଭା, ୧୭।୧୧(ନି.ପ୍ର./ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ତରଭା ତହସିଲଦାର ତଥା ଭାରପ୍ରାପ୍ତ ସବ୍‌ରେଜିଷ୍ଟ୍ରାର ସୁବ୍ରତ କୁମାର ବେହେରା ଭିଜିଲାନ୍ସ ଦ୍ୱାରା ସୋମବାର ଗିରଫ ହୋଇଛନ୍ତି। ମଙ୍ଗଳବାର ତାଙ୍କୁ ବଲାଙ୍ଗୀର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ବେହେରା ତରଭା ଥାନା ଘାଟକଇଁତରା ଅଞ୍ଚଳର କାହ୍ନୁଚରଣ…

ସରକାରୀ ସ୍କୁଲ ବନ୍ଦ ନିଷ୍ପତ୍ତିକୁ ବିରୋଧ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ):  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମ୍‌ ପିଲା ଥିବା ପ୍ରାୟ ୧୫ହଜାର ସରକାରୀ ସ୍କୁଲ ବନ୍ଦ ଓ ମିଶ୍ରଣ କରିବାକୁ ନିଷ୍ପତ୍ତି ନେଇଛି। ଏହାକୁ ତୀବ୍ର ବିରୋଧ କରିଛି ଓଡ଼ିଶା ଅଭିଭାବକ ମହାସଂଘ। ଶିକ୍ଷା ବିଭାଗ ଇତିହାସରେ ଏହା ଏକ…

ଏସ୍‌ଡିଆର୍‌ଏଫ୍‌ରୁ ଖର୍ଚ୍ଚ ହେବ ୨୨୦୦ କୋଟି

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ବାତ୍ୟା, ବନ୍ୟା ମୁକାବିଲା ପାଇଁ ବିପର୍ଯ୍ୟୟ ପରିଚାଳନା ପାଣ୍ଠି(ଏସ୍‌ଡିଆର୍‌ଏଫ୍‌)ରୁ ରାଜ୍ୟ ସରକାର ୨୨୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା କରିଛନ୍ତି। ସେଥିରୁ ୪୦ ପ୍ରତିଶତ ରିଲିଫ୍‌, ୩୦ ପ୍ରତିଶତ ପୁନରୁଦ୍ଧାର, ଥଇଥାନ, ରାସ୍ତାଘାଟ ମରାମତି, ୨୦ ପ୍ର୍‌ତିଶତ ମଧ୍ୟମ…

‘ଧାନ ବିକ୍ରି ଉପରେ ନଜର ରଖ’

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜ୍ୟର ସୀମାବର୍ତ୍ତୀ ଜିଲାଗୁଡ଼ିକରେ ଖରିଫ ଧାନ ସଂଗ୍ରହ ନଭେମ୍ବର ଦ୍ବିତୀୟ ସପ୍ତାହରୁ ଆରମ୍ଭ ହୋଇଛି। ଅସାଧୁ ବ୍ୟବସାୟୀଙ୍କ ମାଧ୍ୟମରେ ଚାଷୀ ପଡ଼ୋଶୀ ଛତିଶଗଡ଼ରୁ ଧାନ ଆଣି ଜିଲାର ଧାନସଂଗ୍ରହ କେନ୍ଦ୍ରରେ ଯେପରି ବିକ୍ରି କରି ନ ପାରିବେ ସେଥିଲାଗି…

ଅଚଳ ଖାତାକୁ କାର୍ଯ୍ୟକ୍ଷମ କରାଯାଉ: କଂଗ୍ରେସ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ):  ଫନୀ ବାତ୍ୟାକୁ ଦେଢ଼ ବର୍ଷ ବିତି ଗଲାଣି। ମାତ୍ର ଏ ପର୍ଯ୍ୟନ୍ତ ପିପିଲି, ଡେଲାଙ୍ଗ ଅଞ୍ଚଳରେ କୌଣସି ବାସହରାଙ୍କୁ ଗୃହ ଯୋଗାଇ ଦିଆଯାଇ ନାହିଁ। ବିନା କାରଣରେ ହଜାର ହଜାର କ୍ଷତିଗ୍ରସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଦୀର୍ଘ ସମୟ ଧରି…

ଶୀତ ଅଧିବେଶନ ଲାଗି ଆଜିଠୁ କରୋନା ପରୀକ୍ଷା

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଏହା ପୂର୍ବରୁ ଗତଥର ମୌସୁମୀ ଅଧିବେଶନ ଭଳି ଏଥର ମଧ୍ୟ ବିଧାନସଭା ସଦସ୍ୟ ଏବଂ ସେମାନଙ୍କ ବ୍ୟକ୍ତିଗତ ସୁରକ୍ଷା କର୍ମୀ ଓ…

ହୋମ୍‌ ଷ୍ଟେ’କୁ ପ୍ରୋତ୍ସାହନ ଦେବେ ସରକାର

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ପର୍ଯ୍ୟଟନର ବିକାଶ ଲାଗି ପରିବେଶ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ହୋମ୍‌ ଷ୍ଟେ’ ବ୍ୟବସ୍ଥା ହେବ। ଏହାକୁ ରାଜ୍ୟ ସରକାର ପ୍ରୋତ୍ସାହନ ଦେବେ। ସୋମବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏନେଇ ନିଷ୍ପତ୍ତି…

୨୩ ପ୍ରତିପକ୍ଷଙ୍କୁ ନୋଟିସ

କଟକ/ପୁରୀ ଅଫିସ୍‌,୧୭।୧୧: ପୁରୀ ବଗଲା ଧର୍ମଶାଳା ଜମି ବିବାଦ ମାମଲାରେ ସମସ୍ତ ୨୩ ପ୍ରତିପକ୍ଷଙ୍କୁ ହାଇକୋର୍ଟ ସୋମବାର ନୋଟିସ ଜାରି କରିଛନ୍ତି। ବିବାଦୀୟ ଜମି କିଣିଥିବା ୬ଜଣ ବ୍ୟକ୍ତି, ଶ୍ରୀମନ୍ଦିର ପ୍ରଶାସନ, ରାଜସ୍ବ ପର୍ଷଦ, ପୁରୀ-କୋଣାର୍କ ଉନ୍ନୟନ ଅଧିକାରୀ, ଓଡ଼ିଶା ସେତୁ…

ଅତିଥିଙ୍କୁ ମିଳୁନି ଆତିଥ୍ୟ

ବଇଣ୍ଡା, ୧୭ା୧୧(ପରିକ୍ଷିତ ସାହୁ) ନେତା, ମନ୍ତ୍ରୀ, ସରକାରୀ ଅଧିକାରୀ, ପର୍ଯ୍ୟଟକ ଏବଂ ଅନ୍ୟ ଅତିଥିଙ୍କୁ ସରକାରୀ ଆତିଥ୍ୟ ପ୍ରଦାନ ପାଇଁ ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗର ବଙ୍ଗଳା ରହିଛି। ହେଲେ ଆବଶ୍ୟକ ଯତ୍ନ ଅଭାବରୁ ସେଥିରୁ ଅନେକ ଜରାଜୀର୍ଣ୍ଣ ହୋଇପଡ଼ୁଛି। ଫଳରେ…

କଳା ପ୍ରତିଭା ପ୍ରଦର୍ଶନ କଲେ କଳାକାର

ଦେଓଗାଁ,୧୭ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ କୁତୁର୍ଲାରେ କୋଶଳୀ ଲୋକନୃତ୍ୟ ଏକାଡେମୀର ୨୨ତମ ପ୍ରତିଷ୍ଠା ଦିବସ ଓ ଗଣ୍ଡାବଜା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ା ଏକାଡେମୀ ସମ୍ପାଦକ ଧରଣୀଧର ନାୟକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପୂର୍ବତନ ଡେପୁଟି…

ଭୀମପାହାଡରେ ଗିରିଗୋବର୍ଦ୍ଧନ ପୂଜା

ଦେଓଗାଁ,୧୭ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମପାହାଡ ପାଦଦେଶରେ ସୋମବାର ଗିରିଗୋବର୍ଦ୍ଧନ ପୂଜା ସମ୍ପନ୍ନ ହୋଇଛି ା ମୁଖ୍ୟ ଅତିଥିଭାବେ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ବ୍ଲକ ଅଧ୍ୟକ୍ଷା ରୀନା ମେହେର, ପୂର୍ବତନ ବ୍ଲକ ଅଧକ୍ଷ ଲକ୍ଷ୍ମଣ…

ଚୋରକୁ ଧରି ଲୋକେ ପୋଲିସ ଜିମା ଦେଲେ

ସୋନପୁର/ଅମରପାଲି,୧୭।୧୧(ନି.ପ୍ର./ଡି.ଏନ୍‌.ଏ) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ହିକୁଡି ଫାଣ୍ଡି ସମ୍ମୁଖରୁ ରବିବାର ବିଳମ୍ବିତ ରାତିରେ ସିରିଜ୍‌ ଚୋରି ହୋଇଛି। ଚୋର ଏକକାଳୀନ ୫ଟି ଦୋକାନର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରିଛି। ସ୍ଥାନୀୟ ଲୋକେ ଚୋରି ଅଭିଯୋଗରେ ବୌଦ୍ଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri