ଚୋରକୁ ଧରି ଲୋକେ ପୋଲିସ ଜିମା ଦେଲେ
ସୋନପୁର/ଅମରପାଲି,୧୭।୧୧(ନି.ପ୍ର./ଡି.ଏନ୍.ଏ) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ହିକୁଡି ଫାଣ୍ଡି ସମ୍ମୁଖରୁ ରବିବାର ବିଳମ୍ବିତ ରାତିରେ ସିରିଜ୍ ଚୋରି ହୋଇଛି। ଚୋର ଏକକାଳୀନ ୫ଟି ଦୋକାନର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରିଛି। ସ୍ଥାନୀୟ ଲୋକେ ଚୋରି ଅଭିଯୋଗରେ ବୌଦ୍ଧ…
ଭିଜିଲାନ୍ସ ଜାଲରେ ତହସିଲଦାର
ସୋନପୁର/ତରଭା,୧୬।୧୧(ନି.ପ୍ର./ଡି.ଏନ୍.ଏ.)-ସୁବର୍ଣ୍ଣପୁର ଜିଲା ତରଭା ତହସିଲଦାର ତଥା ଭାରପ୍ରାପ୍ତ ସବ୍ରେଜିଷ୍ଟ୍ରାର ସୁବ୍ରତ କୁମାର ବେହେରା ଭିଜିଲାନ୍ସ ଦ୍ୱାରା ସୋମବାର ଗିରଫ ହୋଇଛନ୍ତି। ମଙ୍ଗଳବାର ତାଙ୍କୁ ବଲାଙ୍ଗୀର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ବେହେରା ତରଭା ଥାନା ଘାଟକଇଁତରା ଅଞ୍ଚଳର କାହ୍ନୁଚରଣ ଦାଶଙ୍କ ଜମି…
ରାଜ୍ୟରେ ସୁସ୍ଥ ହେଲେ ୧୨୯୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୨୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪୨ ଆକ୍ରାନ୍ତ ସୁସ୍ଥ ମୟୂରଭଞ୍ଜ ଜିଲାରୁ ୧୩୩, କଟକ ଜିଲାରୁ ୧୧୧, ବାଲେଶରରୁ ୧୦୦, ଅନୁଗୋଳରୁ ୭୬, ସୁନ୍ଦରଗଡରୁ ୭୪, ଜଗତସିଂହପୁରରୁ ୬୭, କେନ୍ଦ୍ରାପଡାରୁ ୬୨,…
ନଦୀ ଘାଟରେ ହେବ ନାହିଁ ଛଟ୍ ପୂଜା: ଜାରି ହେଲା କଟକଣା
ଭୁବନେଶ୍ବର,୧୬।୧୧(ବ୍ୟୁରୋ)- ଚଳିତ ବର୍ଷ ନଦୀ ଘାଟରେ ହେବ ନାହିଁ ଛଟ୍ ପୂଜା। କରୋନା କାଳରେ ନଦୀ ଘାଟରେ ଅଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ନଭେମ୍ବର ୨୦ ଓ ୨୧ତାରିଖରେ ଛଟ୍ ପୂଜା ସମାରୋହ ପାଳନ…
ନୀତୀଶ କୁମାରଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ
ଭୁବନେଶ୍ବର,୧୬।୧୧(ବ୍ୟୁରୋ)-ବିହାରର ମୁଖ୍ୟମନ୍ତ୍ରୀ ଭାବେ ସପ୍ତମ ଥର ପାଇଁ ସୋମବାର ଜେଡି(ୟୁ)ର ଅଧ୍ୟକ୍ଷ ନୀତୀଶ କୁମାର ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟରେ ଉଲ୍ଲେଖ ରହିଛି, କ୍ରମାଗତ ଚତୁର୍ଥ ଥର…
ଭୁବନେଶ୍ୱରରୁ ଆଜି ପୁଣି ୫୨ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୨ ଜଣ ରହିଥିବା ବେଳେ ଲୋକାଲ କେସ୍ ୩୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ରାଜଧାନୀରୁ ୨୫ ଲକ୍ଷର ବ୍ରାଉନ୍ସୁଗାର ଜବତ: ଜଣେ ଗିରଫ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଖଣ୍ଡଗିରିସ୍ଥିତ କଳିଙ୍ଗନଗର ଅଞ୍ଚଳରୁ ପୋଲିସ ସୋମବାର ୨୨୫ ଗ୍ରାମ୍ ବ୍ରାଉନ୍ସୁଗାର ଜବତ କରିଛି। ଏହାର ମୂଲ୍ୟ ପ୍ରାୟ ୨୫ ଲକ୍ଷ ଟଙ୍କା ହେବ। ଏହି କାରବାରରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେ ହେଲେ…
ଆଜି ଆଉ ୧୬ ଜୀବନ ନେଲା କରୋନା, ସୁନ୍ଦରଗଡ଼ରୁ ସର୍ବାଧିକ; ମୃତ୍ୟୁସଂଖ୍ୟା ୧୫୪୩କୁ ବୃଦ୍ଧି
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୫୪୩ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ…
ଆଜି ରାଜ୍ୟରେ ୭୪୯ ପଜିଟିଭ୍ ଚିହ୍ନଟ: ବୌଦ୍ଧରେ ଶୂନ, ବାକି ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ସୋମବାର ରାଜ୍ୟର ୨୯ ଜିଲାରୁ ୭୪୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୯,୪୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୩୭ ଜଣ…
ପୂର୍ବତଟ ରେଳପଥକୁ ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ତ ରାଷ୍ଟ୍ରୀୟ ସମ୍ମାନ
ଭୁବନେଶ୍ୱର,୧୬।୧୧ (ବ୍ୟୁରୋ): ଭାରତୀୟ ରେଳପଥର ସବୁପ୍ରକାର କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ପୂର୍ବତଟ ରେଳପଥକୁ ସମ୍ମାନଜନକ ‘ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ତ ବେଷ୍ଟ ଜୋନାଲ ରେଲ୍ୱେ ସିଲ୍ଡ -୨୦୨୦’ ମିଳିବ। ଯେକୌଣସି ଜୋନାଲ ରେଳପଥ ପାଇଁ ଏହା ଅତ୍ୟନ୍ତ…
ଓଡ଼ିଶାର କ୍ଷୁଦ୍ର ଚଳଚ୍ଚିତ୍ରକୁ ୩ ଅନ୍ତର୍ଜାତୀୟ ପୁରସ୍କାର
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ଓଡ଼ିଶାରୁ ନିର୍ମିତ କରୋନା ଆଧାରିତ ସାଇଲେଣ୍ଟ୍ ଶର୍ଟ ଫିଲ୍ମ ‘ଓ୍ବାରିଅର୍ସ ଓ୍ବାର୍ ଓ୍ବିଦିନ’ ୩ଟି ଅନ୍ତର୍ଜାତୀୟ ପୁରସ୍କାର ପାଇଛି। ଚଳଚ୍ଚିତ୍ର ନିର୍ମାତା ତଥା ଅଭିନେତା ଗଜେନ୍ଦ୍ର କୁମାର ପାଢୀଙ୍କ ୧୨ ମିନିଟ୍ ୨୨ ସେକେଣ୍ଡର ଏହି ଫିଲ୍ମ ଚଳିତବର୍ଷ ଆମେରିକା,…
୫ ନୂଆ ପ୍ରଜାତିର ସାପ ଆବିଷ୍କାର କଲେ ଓଡ଼ିଆ ବୈଜ୍ଞାନିକ
ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ସାପ ଗବେଷଣା କ୍ଷେତ୍ରରେ ଓଡ଼ିଆ ବୈଜ୍ଞାନିକ ଡ. ଅଶୋକ କୁମାର ମଲ୍ଲିକ ଏକ ଅଭୂତପୂର୍ବ ସଫଳତା ହାସଲ କରିଛନ୍ତି। ତାଙ୍କ ନେତୃତ୍ୱରେ ଭାରତୀୟ ବୈଜ୍ଞାନିକ ଟିମ୍ ଏକକାଳୀନ ୫ ପ୍ରଜାତିର ସାପ ଆବିଷ୍କାର କରିଛନ୍ତି। ଏହା ବିଶ୍ୱର ଅନ୍ୟତମ ଲୋକପ୍ରିୟ…
Archives


